ମେଟ୍ରୋ

ଉମାକାନ୍ତ ଖୋର୍ଦ୍ଧା ଜିଲା ବିଜେଡି ଉପସଭାପତି

ଭୁବନେଶ୍ୱର,୨ା୩(ଅନିଲ ଦାସ): ବିଜୁ ଜନତା ଜଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଉମାକାନ୍ତ ପଟ୍ଟନାୟକଙ୍କୁ ଖୋର୍ଦ୍ଧା ଜିଲା ବିଜେଡି ଉପସଭାପତି ଭାବେ ନିଯୁକ୍ତି ଦିଆଯାଇଛି। ଶୁକ୍ରବାର ବିଜେଡି ପକ୍ଷରୁ ଜାରି ପ୍ରେସ ଇସ୍ତାହାରେ ଏହି ସୂଚନା ଦିଆଯାଇଛି।…

ପୋଲିସ-ଯୁବ କଂଗ୍ରେସ କର୍ମୀ ମୁହାଁମୁହିଁ

ଭୁବନେଶ୍ୱର,୨।୩(ସୁନିତ୍‌ ମିଶ୍ର): ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ମାଷ୍ଟରକ୍ୟାଣ୍ଟିନ ଛକଠାରେ ଶୁକ୍ରବାର ‘ନବୀନ ହଟାଅ ଓଡ଼ିଶା ବଞ୍ଚାଅ’ ବିକ୍ଷୋଭ ସଭା ଆୟୋଜିତ ହେବା ସହ ‘ନବୀନ ନିବାସ ଘେରାଉ’ ରାଲି ମଧ୍ୟ କରାଯାଇଛି। ପ୍ରଦେଶ ଯୁବ କଂଗ୍ରେସ ସଭାପତି ରଞ୍ଜିତ୍‌ ପାତ୍ରଙ୍କ…

ଦୀପକଙ୍କ ଘର ସମେତ ବହୁ ସ୍ଥାନରେ ଇଡି ଚଢ଼ାଉ

ବଡ଼ବିଲ(ଦେବପ୍ରିୟ ରଣା)/ ଯୋଡ଼ା (ମାନସ ରଞ୍ଜନ ମହାନ୍ତି)/ ରାଉରକେଲା, (ସଙ୍ଗୀତା ଜେନା)/ ଭୁବନେଶ୍ୱର, ୨।୩(ସତ୍ୟଜିତ୍‌ ରାଉତ): ବହୁଚର୍ଚ୍ଚିତ ୧୮ଶହ କୋଟିର ଉଲିବୁରୁ ଖଣି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପୁଣି ସକ୍ରିୟ ହୋଇଉଠିଛି। ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ଦୀପକ…

ଅସହ୍ୟ ହେବ ତାତି

ନୂଆଦିଲ୍ଲୀ / ଭୁବନେଶ୍ୱର,୨।୩(ଅନିଲ ଦାସ): ଚଳିତ ବର୍ଷ ତାତି କଲବଲ କରିବ। ପାରଦ ଉପରମୁହଁା ହେବ। ଗ୍ରୀଷ୍ମଲହର (ହିଟ୍‌ଓ୍ବେଭ) ଅଧିକାଂଶ ସମୟରେ ଜାରି ରହିବ। ଉପାନ୍ତରୁ ଉପକୂଳ ସବୁଠି ତାତି ଆଚ୍ଛନ୍ନକରି ରଖିବ। ଫେବୃୟାରୀ ଶେଷ ସପ୍ତାହରୁ ଏହା ଜଳ ଜଳ…

ଏହି ଦିନ ମିଳିବ କାଳିଆ ଟଙ୍କା

ଭୁବନେଶ୍ୱର,୧।୩: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । କାଳିଆ ଯୋଜନାକୁ ନେଇ ବଡ ଘୋଷଣା କରାଯିବା ପରେ ଏବେ ରାଜ୍ୟର ଲକ୍ଷ ଲକ୍ଷ ଚାଷୀ ଉପକୃତ ହେବେ। କାଳିଆ ଯୋଜନାକୁ ନେଇ ନିକଟରେ ରାଜ୍ୟ କ୍ୟାବିନେଟ୍‌ରେ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଥିଲା ।…

ଆଇପିଏସ୍‌ ଅଫିସର ସ୍ତରରେ ଅଦଳବଦଳ: ପୂର୍ବାଞ୍ଚଳ ଆଇଜି ହେଲେ ଦୀପକ କୁମାର

ଭୁବନେଶ୍ୱର,୧ା୩(ଅନିଲ ଦାସ): ରାଜ୍ୟ ସରକାର ଆଇପିଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ଏ ନେଇ ଶୁକ୍ରବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଉତ୍ତର-କେନ୍ଦ୍ରାଞ୍ଚଳ ଆଇଜି ତଥା ଅନୁଗୋଳ ପୋଲିସ ଟ୍ରେନିଂ କଲେଜ…

Photo: ଉଦଘାଟନ ହେଲା ନବନିର୍ମିତ ଭୀମ୍‌ରାଓ ଆମ୍ବେଡକର ବସ୍‌ ଟର୍ମିନାଲ, ଦେଖନ୍ତୁ କ’ଣ ରହିଛି ନୂଆ ସୁବିଧା ସୁଯୋଗ

ଭୁବନେଶ୍ୱର,୧ା୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭୁବନେଶ୍ୱର ବରମୁଣ୍ଡାଠାରେ ନବନିର୍ମିତ ବାବା ସାହେବ ଭୀମ୍‌ରାଓ ଆମ୍ବେଡକର ବସ୍‌ ଟର୍ମିନାଲର ଶୁଭ ଉଦ୍‌ଘାଟନ କରିଛନ୍ତି। ବରମୁଣ୍ଡା ବସ୍‌ ଷ୍ଟାଣ୍ଡ ଭାବେ ପୂର୍ବରୁ ପରିଚିତ ଥିବା ଏହି ବସ୍‌ ଷ୍ଟାଣ୍ଡ ଓଡିଶାର ଏକ ବ୍ୟସ୍ତବହୁଳ…

ରାଜ୍ୟରେ ହେବ କି ମେଣ୍ଟ ସରକାର: ଓଡ଼ିଶାରେ ଡବଲ ଇଞ୍ଜିନ ସରକାର କାହିଁକି କହିଲେ…

ଭୁବନେଶ୍ୱର,୧।୩: ଆଗାମୀ ନିର୍ବାଚନରେ ବିଜେଡି-ଭାଜପା ମେଣ୍ଟ ନେଇ ଚର୍ଚ୍ଚା ଜୋର୍‌ ଧରିଥିବା ବେଳେ ଶୁକ୍ରବାର ରାଜ୍ୟ ଭାଜପା ସହ ପ୍ରଭାରୀ ଲତା ଉସେଣ୍ଡି ମେଣ୍ଟ ଚର୍ଚ୍ଚାକୁ ନେଇ ବୁଲେଇ ବଙ୍କେଇ କହିଛନ୍ତି। ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ହେବ ବୋଲି ସେ…

ପ୍ରବଳ ଖରାକୁ ଦେଖି ଗଣଶିକ୍ଷା ବିଭାଗର ନୂଆ ନିୟମ: ଜାଣନ୍ତୁ…

ଭୁବନେଶ୍ୱର,୧।୩: ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଲାଣି। ଏହାକୁ ଦୃଷ୍ଟିରେ ରଖି ଗଣଶିକ୍ଷା ବିଭାଗର ନୂଆ ଗାଇଡ୍ଲାଇନ ଜାରି କରିଛି। ଅତ୍ୟଧିକ ଖରା ହେବାରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚେତନତା ମୂଳକ ପଦକ୍ଷେପ ନେଇଛି। ପ୍ରତ୍ୟେକ ବିଦ୍ୟାଳୟ, କଲେଜ…

୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ପ୍ରସ୍ତୁତି ତଦାରଖ କଲେ ମୁଖ୍ୟ ସଚିବ

ଭୁବନେଶ୍ୱର,୧।୩(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ୫ ତାରିଖରେ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ସେଦିନ ପ୍ରଧାନମନ୍ତ୍ରୀ ତେଲଙ୍ଗାନା ରାଜ୍ୟରୁ କାର୍ଯ୍ୟକ୍ରମ ସାରି ସ୍ବତନ୍ତ୍ର ବାୟୁସେନା ବିମାନ ଯୋଗେ ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରିବେ। ସେଠାରୁ ସେ ସ୍ବତନ୍ତ୍ର…

ହାତଗଣ୍ଠି ବଦଳରେ ପଡ଼ିଲା ହାତକଡ଼ି: ବିବାହ ବେଦିରୁ ବରକୁ ଉଠାଇନେଲା ପୋଲିସ

ଭୁବନେଶ୍ୱର,୧।୩: ହାତଗଣ୍ଠି ବଦଳରେ ପଡ଼ିଲା ହାତକଡ଼ି। ବରକୁ ବିବାହ ବେଦିରୁ ଉଠାଇନେଲା ପୋଲିସ। ଏଭଳି ଅଭାବନୀୟ ଘଟଣା ଘଟିଛି ଭୁବନେଶ୍ୱରରେ। ଭୁବନେଶ୍ୱର କମିଶନ୍‌ରେଟ ପୋଲିସ ପ୍ରଥମ ସ୍ତ୍ରୀଙ୍କ ଅଭିଯୋଗରେ ବରକୁ ଉଠାଇ ନେଇଛି। ଜିତେନ୍ଦ୍ର ସ୍ବାଇଁ ନାମକ ଜଣେ ଯୁବକ ସେ…

ବାବାସାହେବ ଭୀମରାଓ ଆମ୍ବେଡକର ବସ୍‌‌ ଟର୍ମିନାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୩: ବହୁ ପ୍ରତିକ୍ଷିତ ନବନିର୍ମିତ ବାବାସାହେବ ଭୀମରାଓ ଆମ୍ବେଦକର ବସ୍‌‌ ଟର୍ମିନାଲକୁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭୁବନେଶ୍ୱର ବରମୁଣ୍ଡାଠାରେ ପ୍ରାୟ ୨୧୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ବସ୍‌‌ ଷ୍ଟାଣ୍ଡରେ ଏୟାରପୋର୍ଟ ଭଳି ସୁବିଧା ସୁଯୋଗ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?