ମେଟ୍ରୋ

ପ୍ରଥମଦିନରେ ରାଜଧାନୀର ୮ କଲେଜରେ ନାମଲେଖା

ଭୁବନେଶ୍ବର,୮ା୭ (ଅନୁରାଧା ମହାରଣା): ୨୦୨୩-୨୪ ଶିକ୍ଷାବର୍ଷ ଲାଗି ଯୁକ୍ତ୨ ପ୍ରଥମବର୍ଷ ନାମଲେଖା ପ୍ରକ୍ରିୟା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ତେବେ ରାଜଧାନୀର ପ୍ରମୁଖ ୧୫ଟି କଲେଜ ମଧ୍ୟରୁ ୮ଟି କଲେଜରେ ପ୍ରଥମ ଦିନରେ ନାମଲେଖା ହୋଇଥିବା ଜଣାପଡିଛି। ସେଥିରୁ ଆର୍ଚାଯ୍ୟ ହରିହର...

ରାଜଧାନୀରୁ ଆଉ ୧୨ଡେଙ୍ଗୁ ରୋଗୀ ଚିହ୍ନଟ

ଭୁବନେଶ୍ୱର, ୮।୭ (ବନ୍ଦନା ସେଠୀ): ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢି ଚାଲିଥିବାବେଳେ ରାଜଧାନୀ ଭୁବନେଶ୍ୱରରେ ଏହି ସଂଖ୍ୟା ଶତକ ପାର୍‌ କରିଛି। ଶୁକ୍ରବାର ରାଜଧାନୀରୁ ୧୨ଜଣ ନୂତନ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ବିଏମ୍‌ସି...

ମୁଖ୍ୟ ରାସ୍ତାକୁ ରହିବନି ଶିକ୍ଷାନୁଷ୍ଠାନ ଫାଟକ

ଭୁବନେଶ୍ବର, ୮ା୭(ସୁନିତ୍‌ ମିଶ୍ର): ପିଲାମାନେ ରାସ୍ତାରେ ଯିବା ଆସିବା ସମୟରେ ସେମାନଙ୍କ ଲାଗି ସର୍ବାଧିକ ବିପଦ ଥାଏ। ପିଲାମାନେ ହେଉଛନ୍ତି ଆମ ଦେଶର ଭବିଷ୍ୟତ। ତେଣୁ ସେମାନଙ୍କ ସୁରକ୍ଷା ସମସ୍ତଙ୍କ ପାଇଁ ପ୍ରାଥମିକତା ହେବା ଉଚିତ। ତେଣୁ ସୁବର୍ଣ୍ଣପୁରର ବିନିକାରେ...

ଡିଏନ୍‌ ଗ୍ରୁପ୍‌ର କଳାଧନ ହିସାବ ସରୁନି

ଭୁବନେଶ୍ୱର,୮।୭(ସୂର୍ଯ୍ୟକାନ୍ତ ବେହେରା): ଟିକସ ଫାଙ୍କିବା ଅଭିଯୋଗରେ ରିୟଲ୍‌ ଇଷ୍ଟେଟ୍‌ କମ୍ପାନୀ ଡିଏନ୍‌ ଗ୍ରୁପ୍‌ ଉପରେ ଲଗାତର ତିନିଦିନ ଧରି ଆୟକର ବିଭାଗ ଚଢାଉ ଜାରି ରଖିଛି। ତଦନ୍ତ ଯେତେ ଭିତରକୁ ଯାଉଛି, ସେତେ କଳାଧନ ମିଳୁଥିବା ଜଣାପଡିଛି। ତେବେ ପ୍ରଥମ...

ବୁଢ଼ୀ ଠାକୁରାଣୀ ମନ୍ଦିରକୁ ୧୮.୯୧ କୋଟି

ଭୁବନେଶ୍ବର, ୮ା୭(ସୁନିତ୍‌ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀଙ୍କ ପୀଠର କାୟାକଳ୍ପ ବଦଳିବ। ମନ୍ଦିର ସମ୍ପୂର୍ଣ୍ଣ ନୂଆ ରୂପରେ ଝଲସିବ। ଏଥିଲାଗି ଦୁଇ ପର୍ଯ୍ୟାୟରେ ମୋଟ ୧୮ କୋଟି ୯୧ ଲକ୍ଷ ଟଙ୍କା ଖର୍ଚ୍ଚ ହେବ।...

୮ ଏକରରୁ ଊର୍ଦ୍ଧ୍ୱ ଜମିରୁ ହଟିଲା ଜବରଦଖଲ

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ): ସରକାରୀ ଖାତାକୁ ଫେରିଲା ୮ ଏକର ୧୪୦ ଡିସିମିଲ ଜମି। କଳାରାହାଙ୍ଗ ମୌଜାର ସରକାରୀ ଖାତା ନମ୍ବର ୭୬୬ର ପ୍ଲଟ ନମ୍ବର ୨୯୪ ଓ ୨୯୫ରେ ଦୀର୍ଘଦିନ ଧରି ବେଆଇନ ଜବରଦଖଲ ହୋଇଥିଲା। ଭୁବନେଶ୍ୱର ତହସିଲଦାରଙ୍କ ରିକ୍ୟୁଜିଶନ...

ବାହାନଗାର ବିକାଶ ପାଇଁ ୧. ୫୫ କୋଟି ମଞ୍ଜୁର

ଭୁବନେଶ୍ୱର, ୭।୭(ଅଭିଜିତ ଦାସ):ବାଲେଶ୍ୱର ଜିଲା ବାହାନଗାଠାରେ ଜୁନ୍‌ ୨ରେ ରେଳ ଦୁର୍ଘଟଣାରେ ଅନେକ କ୍ଷୟକ୍ଷତି ଘଟିଥିଲା। ଜୁନ୍‌ ୨୦ ଓ ୨୧ରେ ଏହି ଘଟଣାସ୍ଥଳ ପରିଦର୍ଶନ ଅବସରରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବାହାନଗା ଅଞ୍ଚଳବାସୀଙ୍କୁ ଉଦ୍ଧାର କାର୍ଯ୍ୟରେ ସହାୟତା ଲାଗି...

ଦୁର୍ବଳ ମୌସୁମୀ: ୧୬ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୭ା୭(ଅନିଲ ଦାସ): ବର୍ଷାଭାବ ଯୋଗୁ ରାଜ୍ୟରେ ଚାଷ କାର୍ଯ୍ୟ ଗୁରୁତର ଭାବେ ପ୍ରଭାବିତ ହେଲାଣି। ମୌସୁମୀ ଦୁର୍ବଳ ରହିବା ଯୋଗୁ ଗତ କିଛିଦିନ ହେବ ରାଜ୍ୟରେ ବର୍ଷା କମିଯାଇଛି। ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଜୁନ୍‌ ପହିଲାରୁ ଜୁଲାଇ...

୧୩, ୧୪ରେ ଯୁକ୍ତ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷା

ଭୁବନେଶ୍ୱର,୭ା୭(ଅନୁରାଧା ମହାରଣା): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷା ଜୁଲାଇ ୧୩ ଓ ୧୪ରେ ଅନୁଷ୍ଠିତ ହେବ। ରାଜ୍ୟର ୩୨ କେନ୍ଦ୍ରରେ ଏହି ପରୀକ୍ଷା ହେବାକୁ ଥିବାବେଳେ ଜୁଲାଇ ୧୦ରୁ ୧୧ ତାରିଖ ମଧ୍ୟରେ...

ରାଜ୍ୟରେ ବ୍ୟାପୁଛି ଆଖିଧରା ରୋଗ

ଭୁବନେଶ୍ୱର,୭ା୭(ବନ୍ଦନା ସେଠୀ): ବର୍ଷାଦିନ ଆରମ୍ଭରୁ ରାଜ୍ୟରେ ଡେଙ୍ଗୁ, ହଇଜା ସଂକ୍ରମଣ ମାଡ଼ିଚାଲି ଥିବାବେଳେ ଏବେ ଆଖିଧରା ରୋଗ ବ୍ୟାପିବାରେ ଲାଗିଛି। ରାଜ୍ୟର ବିଭିନ୍ନ ଜିଲାରୁ ପ୍ରତିଦିନ ଶହ ଶହ ଆଖିଧରା ରୋଗୀ ଚିହ୍ନଟ ହେଉଛନ୍ତି। ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ବିଶେଷକରି ଛୋଟପିଲା...

୧୦୫ କୋଟିର କାରବାର ତଥ୍ୟ ମିଳିଲାଣି

ଭୁବନେଶ୍ୱର,୭ା୭(ସତ୍ୟଜିତ୍‌ ରାଉତ): ଆୟକର ଫାଙ୍କି ଅଭିଯୋଗରେ ରିୟଲ୍‌ ଇଷ୍ଟେଟ୍‌ କମ୍ପାନୀ ଡିଏନ୍‌ ଗ୍ରୁପ ଉପରେ ଆୟକର ବିଭାଗ ପକ୍ଷରୁ ହେଉଥିବା ଚଢ଼ାଉ ଜାରି ରହିଛି। ବୁଧବାରଠାରୁ ଭୁବନେଶ୍ୱର ସମେତ ସଂସ୍ଥାର ପ୍ରାୟ ୨୦ଟି ସ୍ଥାନରେ ହେଉଥିବା ଚଢ଼ାଉରେ ବହୁ ଗୁରୁତ୍ୱପୂର୍ଣ୍ଣ...

ଛାତ୍ରୀଛାତ୍ରଙ୍କ ପ୍ରଥମ ପସନ୍ଦ ରେଭେନ୍‌ଶା

ଭୁବନେଶ୍ୱର,୭ା୭(ଅନୁରାଧା ମହାରଣା): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଷୟରେ ନାମ ଲେଖାଇବା ପାଇଁ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇଛି। ଗୁରୁବାର ପ୍ରକାଶ ପାଇଥିବା ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri