ମେଟ୍ରୋ

କ୍ରସ୍‌ ଭୋଟିଂକୁ ମାନିନେଲେ ସୌଭିକ୍‌, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ, ପ୍ରତିଶୋଧ ନେଲି

ଭୁବନେଶ୍ୱର,୧୬ା୩:  ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ହୋଇଥିବା ଜୋର୍‌ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍‌ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ ବାବୁଙ୍କ ଆଶୀର୍ବାଦ ଯାହାଙ୍କ ପ୍ରତି ଅଛି, ତାଙ୍କୁ ଭୋଟ୍‌ ଦେଇଛି। ବାପାଙ୍କୁ ବହିଷ୍କାର…

କଂଗ୍ରେସରୁ ୩ କ୍ରସ ଭୋଟିଂ: AICCକୁ ଜଣାଇ ଦିଆଯାଇଛି କହିଲେ ଭକ୍ତ

ଭୁବନେଶ୍ୱର,୧୬।୩: କଂଗ୍ରେସରୁ ୩ କ୍ରସ ଭୋଟିଂ ହୋଇଛି ଏ ନେଇ କହିଲେ ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ରମେଶ, ସୋଫିଆ, ଦାଶରଥି କ୍ରସ ଭୋଟିଂ କରିଛନ୍ତି। ଏ ନେଇ ଟେଲିଫୋନ୍‌ରେ AICCକୁ ଜଣାଇ ଦିଆଯାଇଛି ବୋଲି ସେ କହିଛନ୍ତି।…

ଭୋଟ ଦେଲେ ହେଲେ ମୁହଁ ଖୋଲିଲେନି ବିଧାୟିକା ସୋଫିଆ ଫିର୍ଦ୍ଦେସ

ଭୁବନେଶ୍ୱର,୧୬।୩: ଭୋଟ ଦେଲେ ହେଲେ ମୁହଁ ଖୋଲିଲେନି ବିଧାୟିକା ସୋଫିଆ ଫିର୍ଦ୍ଦେସ। ସେ ଭୋଟ ଦେଇ ଚୁପ୍‌ଚାପ୍‌ ଚାଲି ଯାଇଥିଲେ। ଗଣମାଧ୍ୟମକୁ ପ୍ରତିକ୍ରିୟା ନ ଦେଇ ଚାଲଯାଇଥିଲେ। ଦଳୀୟ ନିଷ୍ପତ୍ତିକୁ ନେଇ ପୂର୍ବରୁ ଅସନ୍ତୋଷ ଝାଡ଼ିଥିଲେ। ସେ କହିଥିଲେ, ରାଜ୍ୟ ସଭା…

ମତଦାନ ପରେ ଏମିତି କହିଲେ ଦାଶରଥି, ମୋ ଘର ପାହାଡ଼ ଉପରେ…

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ସେମବାର ମତଦାନ ଚାଲିଛି। ଏହାରି ମଧ୍ୟରେ କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ ଭୋଟ ଦେଇଛନ୍ତି। ଏହି ସମୟରେ ସେ କହିଛନ୍ତି, ପିସିସି ସଭାପତି ଯାହାକୁ କହିଲେ ତାଙ୍କୁ ଭୋଟ ଦେଇଛି। ଯାହାଙ୍କୁ ନିର୍ଣ୍ଣୟ କରିଥିଲି…

SCB ଅଗ୍ନିକାଣ୍ଡ: ପ୍ରଧାନମନ୍ତ୍ରୀଙ୍କୁ ଫୋନ୍ କଲେ ମୁଖ୍ୟମନ୍ତ୍ରୀ, ସ୍ଥିତି ନେଇ ଅବଗତ….

ଭୁବନେଶ୍ବର,୧୬।୩(ସୁନିତ୍‌ ମିଶ୍ର):  କଟକ ଏସସିବି ମେଡିକାଲ କଲେଜରେ ଘଟିଥିବା ଅଭାବନୀୟ ଦୁର୍ଘଟଣାରେ  ୧୦ ରୋଗୀଙ୍କ ମୃତ୍ୟୁ ହୋଇଛି । ଏହି ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଟେଲିଫୋନ ଯୋଗେ କଥାହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । SCB ମେଡିକାଲ…

SCB ମୃତକଙ୍କ ପାଇଁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ ଏହି ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ସମୟରେ ଟ୍ରମା କେୟାର ଆଇସିୟୁରେ ୨୩ ରୋଗୀ…

କାନ୍ଦବୋବାଳିରେ ଫାଟିପଡ଼ୁଛି SCB ପରିସର: ରୋଗୀଙ୍କୁ ଖୋଜୁଛନ୍ତି ସମ୍ପର୍କୀୟ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ ଏହି ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ସମୟରେ ଟ୍ରମା କେୟାର ଆଇସିୟୁରେ ୨୩ ରୋଗୀ…

ଦିଲ୍ଲୀପ ରାୟ ମୋତେ ଫୋନ କରିଥିଲେ, କିନ୍ତୁ ମୁଁ…ମତଦାନ ପୂର୍ବରୁ ବଡ଼ କଥା କହିଦେଲେ ସିପିଏମ ବିଧାୟକ ଲକ୍ଷ୍ମଣ ମୁଣ୍ଡା

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଚାଲିଛି। ବିଧାନସଭା ୫୪ ନଂ ପ୍ରକୋଷ୍ଠରେ ଭୋଟିଂ ପ୍ରକ୍ରିୟା ଜାରି ରହିଛି। ଅପରାହ୍ଣ ୪ଟା ଯାଏ ମତଦାନ ଚାଲିବ। ଏହାପରେ ୫ଟାରେ ଗଣତି କରାଯିବ। ଜଣେ ପରେ ଜଣେ ବିଧାୟକ ପହଞ୍ଚି ଭୋଟ…

କାହାକୁ ଭୋଟ ଦେଲେ ବିଜେଡିରୁ ନିଲମ୍ବିତ ବିଧାୟକ ସନାତନ ମହାକୁଡ଼: ନିଜେ କଲେ ବଡ଼ ଖୁଲାସା

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି। ବିଧାନସଭା ୫୪ ନଂ ପ୍ରକୋଷ୍ଠରେ ଚାଲିଛି ଭୋଟିଂ। ଅପରାହ୍ଣ ୪ଟା ଯାଏ ଚାଲିବ ମତଦାନ। ୫ଟାରେ ଗଣତି କରାଯିବ। ଭୋଟିଂରେ ସାମିଲ ହୋଇଛନ୍ତି ଅନେକ ବିଧାୟକ। ବିଜେଡିରୁ ନିଲମ୍ବିତ ବିଧାୟକ…

ପାରାଦୀପରୁ ଫେରିଲେ ବିଧାୟକ: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି। ବିଧାନସଭା ୫୪ ନଂ ପ୍ରକୋଷ୍ଠରେ ଚାଲିଛି ଭୋଟିଂ। ଅପରାହ୍ଣ ୪ଟା ଯାଏ ଚାଲିବ ମତଦାନ। ୫ଟାରେ ଗଣତି କରାଯିବ। ଭୋଟିଂରେ ସାମିଲ ହେବାପାଇଁ ପାରାଦୀପରେ ରହିଥିବା ଭାଜପା ବିଧାୟକମାନେ ୩ଟି…

ଝଡ଼ବର୍ଷା ନେଇ ସତର୍କ କଲା ପାଣିପାଗ କେନ୍ଦ୍ର: ଏହି ଜିଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୧୬ା୩ (ବନ୍ଦନା ସେଠୀ):ରାଜ୍ୟରେ କିଛିଦିନ ହେବ ଜାରି ରହିଥିବା ଖରା ଓ ଗରମରେ ବ୍ରେକ୍‌ ଲାଗିଛି। ଝଡ଼ବର୍ଷା ଯୋଗୁ ତାପମାତ୍ରାରେ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଛି। ରବିବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ,…

ଦିଲ୍ଲୀ ଘର ଠିକଣା: ନୂଆ ଚର୍ଚ୍ଚା ଆରମ୍ଭ

ଭୁବନେଶ୍ୱର, ୧୬।୩(ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନ ଲାଗି ସବୁ ଦଳ ନିଜ ବିଧାୟକମାନଙ୍କୁ ଗୋଠକରି ରଖିବାକୁ ସମସ୍ତ ଉଦ୍ୟମ ଚଳାଇଛନ୍ତି। ମାତ୍ର ବିରୋଧୀ ଦଳ ବିଜେଡି ଏବଂ କଂଗ୍ରେସର କେତେଜଣ ବିଧାୟକ ସେମାନଙ୍କ ଗୋଠରେ ନ ରହି ଗତ ୩ ଦିନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri