ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୧୫ରେ ଅବପାତ, ବାତ୍ୟା ଆକଳନ କଲା ବିଦେଶୀ ମଡେଲ
ଭୁବନେଶ୍ୱର, ୧୩ା୧୧:ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ଶୁକ୍ରବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ପରବର୍ତ୍ତୀ ସମୟରେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଶନିବାର ବେଳକୁ ସ୍ପଷ୍ଟ ଲଘୁଚାପ ଏବଂ ୧୫ ତାରିଖ…
ଶୀତୁଆ ସକାଳର କାକର ଭିଜା ସ୍ପର୍ଶ: ରାଜ୍ୟରେ ଖସିଲା ପାରଦ, ସବୁଠୁ ଥଣ୍ଡା ସହର ଏବେ…
ଭୁବନେଶ୍ୱର,୧୨ା୧୧: ରାଜ୍ୟରେ ଧିରେ ଧିରେ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। ବିଶେଷ କରି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାରେ ରାତିର ତାପମାତ୍ରା କ୍ରମାଗତ ଭାବେ ହ୍ରାସ ପାଉଥିବାରୁ ଥଣ୍ଡା ଅନୁଭୂତ ହେଉଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା…
ସ୍ୱଚ୍ଛତା: ପୁରୀ, ଭୁବନେଶ୍ୱର, ଆସିକାକୁ ଜାତୀୟ ସ୍ୱୀକୃତି
ଭୁବନେଶ୍ୱର, ୧୨ା୧୧ (ରବିନାରାୟଣ ଜେନା):ସହରାଞ୍ଚଳର ପରିମଳ ବ୍ୟବସ୍ଥା, ସ୍ୱଚ୍ଛତା ଓ ସୁସ୍ଥାୟୀ ବର୍ଜ୍ୟବସ୍ତୁ ପରିଚାଳନା କ୍ଷେତ୍ରରେ ଓଡ଼ିଶାର ନିରନ୍ତର ପ୍ରୟାସକୁ ଜାତୀୟସ୍ତରରେ ସ୍ୱୀକୃତି ମିଳିଛି। ସ୍ୱଚ୍ଛ ସର୍ୱେକ୍ଷଣ ପୁରସ୍କାର ୨୦୨୫-୨୬ରେ ଓଡ଼ିଶାକୁ ୩ଟି ସମ୍ମାନ ମିଳିଛି। ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ବୁଧବାର…
ଧରିତ୍ରୀ ୟୁଥ୍ କନ୍କ୍ଲେଭ୍-୨୦୨୬: ରିଲ୍ସ ନୁହେଁ, ପରିବେଶ ସଚେତନତା ଜରୁରୀ
ଯୁବପିଢ଼ି ଚାହିଁଲେ ପରିବେଶ ପ୍ରଦୂଷଣ ରୋକିପାରିବେ ଆମେ ଦୈନନ୍ଦିନ ଜୀବନରେ ଜଳ ଓ ବାୟୁ ବ୍ୟବହାର କରୁଛୁ। ଯଦି ଜଳ ଓ ବାୟୁ ପ୍ରଦୂଷିତ ହେବ, ତେବେ ବଞ୍ଚତ୍ବା କଷ୍ଟକର ହୋଇଯିବ। ଆମ ଶରୀରରେ ଆହୁରି ନୂଆ ନୂଆ ରୋଗ ଦେଖିବାକୁ…
ଜମି ପାସ୍ବୁକ୍ ପରେ ସମ୍ପତ୍ତି ସ୍ମାର୍ଟ କାର୍ଡ
ଭୁବନେଶ୍ୱର,୧୧ା୧୧(ରବିନାରାୟଣ ଜେନା): ରାଜ୍ୟରେ ଜମିଜମା ସମ୍ବନ୍ଧୀୟ ମାମଲାର ସମାଧାନ କରିବା ସହିତ ଗ୍ରାମାଞ୍ଚଳ ଲୋକଙ୍କୁ ସ୍ବଚ୍ଛ ଉପାୟରେ ଜମି ମାଲିକାନା ଦେବା ଏବଂ ବ୍ୟାଙ୍କ ଋଣ କରାଇବା ପାଇଁ ସରକାର ଅଣ୍ଟା ଭିଡ଼ିଛନ୍ତି। କେନ୍ଦ୍ର ସରକାରଙ୍କ ‘ସ୍ବାମିତ୍ୱ ଯୋଜନା’କୁ ନେଇ ସ୍ମାର୍ଟ…
୧୩ରେ ଲଘୁଚାପ, ବଢ଼ିବ ଶୀତ
ଭୁବନେଶ୍ୱର, ୧୧ା୧୧(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ। ବର୍ତ୍ତମାନ ଉତ୍ତରପ୍ରଦେଶର ଉତ୍ତର-ପଶ୍ଚିମଠାରୁ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ପର୍ଯ୍ୟନ୍ତ ଏକ ଟ୍ରଫ୍ ଲମ୍ବିଛି। ଏହା ଛତିଶଗଡ଼ ଏବଂ ଓଡ଼ିଶା ମଧ୍ୟଦେଇ ସମୁଦ୍ରପତ୍ତନଠାରୁ ୩.୧ କି.ମି ଉପରେ ଗତି…
ମଧୁବାବୁ ପେନ୍ସନ ଯୋଜନାରେ ଯୋଡ଼ିହେଲେ ୫.୦୫ଲକ୍ଷ ନୂଆ ହିତାଧିକାରୀ
ବାଲେଶ୍ୱର, ୧୧।୧୧(ବାଞ୍ଛାନିଧି ଦେ): ବାଲେଶ୍ୱରସ୍ଥିତ ରିଜର୍ଭ ପୋଲିସ ଲାଇନ ପଡ଼ିଆଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମାଝୀ ଜୟ ଜଗନ୍ନାଥ, ଜୟ କ୍ଷୀରଚୋରା ଗୋପୀନାଥ, ଜୟ ବାବା ପଞ୍ଚଲିଙ୍ଗେଶ୍ୱରରୁ ଭାଷଣ ଆରମ୍ଭ କରିଥିଲେ। ସେ କହିଥିଲେ, ପୂର୍ବ ସରକାରଙ୍କ ସମୟରେ ଉଭୟ ରାଜ୍ୟ…
ORS ମନୀଷା ମିଶ୍ର ବରଖାସ୍ତ: ପ୍ରୋବେସନ୍ ଅବଧିରେ ଲାଞ୍ଚନେଇ ପଡ଼ିଲେ ଧରା
ଭୁବନେଶ୍ୱର,୧୦।୧୧: ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ଓଡ଼ିଶା ରାଜସ୍ୱ ସେବା (ORS) ଅଧିକାରୀ ମନୀଷା ମିଶ୍ରଙ୍କୁ ରାଜ୍ୟ ସରକାର ଚାକିରିରୁ ବରଖାସ୍ତ କରିଛନ୍ତି। ପ୍ରୋବେସନ୍ ଅବଧିରେ ଥିବା ସମୟରେ ଦୁର୍ନୀତି ଅଭିଯୋଗରେ ଛନ୍ଦି ହୋଇଥିବା ମନୀଷାଙ୍କ ବିରୋଧରେ ସରକାର…
ରାଜଧାନୀରେ ଅନୁଭୂତ ହେଲା ଶୀତ: ରାତି ତାପମାତ୍ରା ୧୮.୫ ଡିଗ୍ରୀ
ଭୁବନେଶ୍ୱର,୧୦।୧୧: ରାଜ୍ୟରେ ଧୀରେ ଧୀରେ ରାତିର ତାପମାତ୍ରା ହ୍ରାସ ପାଉଥିବା ବେଳେ ଶୀତର ପ୍ରଭାବ ଅନୁଭୂତ ହେବା ଆରମ୍ଭ ହୋଇଛି। ଭୁବନେଶ୍ୱରରେ ସର୍ବନିମ୍ନ ରାତି ତାପମାତ୍ରା ୧୮.୫ ଡିଗ୍ରୀ ସେଲ୍ସିୟସ୍ ରେକର୍ଡ ହୋଇଛି। ଅନ୍ୟପକ୍ଷରେ ଝାରସୁଗୁଡ଼ା ରାଜ୍ୟର ଅନ୍ୟ ସହରଗୁଡ଼ିକ ତୁଳନାରେ…
ରାଜ୍ୟ କ୍ୟାବିନେଟ ବୈଠକ: ୧୩ ପ୍ରସ୍ତାବରେ ବାଜିଲା ମୋହର
ଭୁବନେଶ୍ୱର,୯।୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୦ଟି ବିଭାଗର ୧୩ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ବୈଠକରେ ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ଼ୀକରଣ କରିବା ସହ ରାଜ୍ୟର ବିକାଶକୁ ଗୁରୁତ୍ୱ ଦିଆଯାଇଛି। ବୈଠକ ପରେ ମୁଖ୍ୟଶାସନ…
୪ ଦିନରେ ଗଲାଣି ୫ଜଣଙ୍କ ଜୀବନ
ଭୁବନେଶ୍ୱର,୮।୧୧(ତ୍ରିନାଥ ମହାନ୍ତି): ଅଶାନ୍ତ ହୋଇ ଉଠିଛି ସ୍ମାର୍ଟସିଟି ଭୁବନେଶ୍ୱର। କେଉଁଠି ଗୁଳିମାଡ଼ ହେଉଛି ତ’ ଆଉ କେଉଁଠି ପଥରରେ ଛେଚି ହତ୍ୟା କରାଯାଉଛି। ସାମାନ୍ୟ ବଚସା ହେଉ କି ପାରିବାରିକ କଳହ, କଥାକଥାରେ ଘଟୁଛି ହିଂସାକାଣ୍ଡ। ଗତ ୪ ଦିନରେ ୫ଟି…
ଧରିତ୍ରୀ ୟୁଥ୍ କନ୍କ୍ଲେଭ୍-୨୦୨୬: ଏବେଠାରୁ ସର୍ତକ ନ ହେଲେ ଆଗକୁ ବଡ଼ ବିପଦ
ଏବେଠାରୁ ସର୍ତକ ନ ହେଲେ ଆଗକୁ ବଡ଼ ବିପଦ କଳକାରାଖାନା ସହ ଗାଡିମୋଟର ସଂଖ୍ୟା ହୁହୁ ହୋଇ ବଢ଼ି ଚାଲିଛି। ବାୟୁମଣ୍ଡଳରେ ଧୂଆଁ ଆସ୍ତରଣ ଓ ଅଙ୍ଗାରକାମ୍ଳ ପରିମାଣ ବଢ଼ୁଥିବାରୁ ପରିବେଶ ପ୍ରଦୂଷିତ ହେଉଛି। ଅନ୍ୟପକ୍ଷରେ ଅଙ୍ଗାରକାମ୍ଳ ସ୍ତରକୁ ନିୟନ୍ତ୍ରଣ କରୁଥିବା…

