ରାଜଧାନୀରେ ଚାଞ୍ଚଲ୍ୟ: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା
ଭୁବନେଶ୍ୱର,୧୫।୪: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାପଲ୍ଲୀ ଥାନା ଅଞ୍ଚଳରେ। ନୟାପଲ୍ଲୀ ଥାନା ସାଲିଆସାହି ନାବାଳିକାଙ୍କ ପତ୍ତା ମିଳୁନି । ୧୩ ତାରିଖ ନାବାଳିକା ଜଣଙ୍କ ଟ୍ୟୁଶନ ଯାଇ ନିଖୋଜ ଥିଲେ। ଟ୍ୟୁଶନ ପାଖରୁ…
ମୋକିମଙ୍କ ନୂଆ ଦଳରେ ସୋଫିଆ? ରାଜ୍ୟ ରାଜନୀତିରେ ଚହଳ
ଭୁବନେଶ୍ୱର,୧୫।୪: ନୂଆ ଆଞ୍ଚଳିକ ଦଳ ଲୋକାର୍ପଣ କଲେ ମହମ୍ମଦ ମୋକିମ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଏକ ବିରାଟ ସମାବେଶରେ ଲୋକାର୍ପଣ ହେଲା ନୂଆଦଳ। ମୋକିମଙ୍କ ନୂଆ ଦଳ ଲୋକାର୍ପଣ ଉତ୍ସବରେ ଯୋଗଦେଲେ ଝିଅ ସୋଫିଆ। ସମାବେଶ ସ୍ଥଳରେ ଯୋଗଦେଲେ ନିଲମ୍ୱିତ କଂଗ୍ରେସ…
ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….
ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ ବିଭାଗ ପକ୍ଷରୁ ସ୍ବତନ୍ତ୍ର ରୋଡ୍ମ୍ୟାପ୍ ପ୍ରସ୍ତୁତ କରାଯାଇଛି। ବିଭାଗ ପକ୍ଷରୁ ‘ଅଲ୍ ଫର୍…
ବିଜେଡି-କଂଗ୍ରେସ ମେଣ୍ଟକୁ ନେଇ ବଢୁଛି ଚର୍ଚ୍ଚା: ମନମୋହନ ଦେଲେ ଏମିତି ପରାମର୍ଶ
ଭୁବନେଶ୍ୱର,୧୫।୪(ସୁନିତ୍ ମିଶ୍ର):୨୦୨୭ରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବ। ଏଥିଲାଗି ପ୍ରସ୍ତୁତି ଏକ ପ୍ରକାର ଆରମ୍ଭ ହୋଇସାରିଛି। ଆସନ ସଂରକ୍ଷଣ ଆସନ୍ତା ୩୦ ତାରିଖ ସୁଦ୍ଧା ଶେଷ କରିବାକୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ସବୁ ଜିଲାପାଳଙ୍କୁ ନିକଟରେ ଚିଠି କରାଯାଇଛି। ଏହି ଖବର…
ଆହୁରି ବଢ଼ିବ ତାତି: ୟେଲୋ ଓ୍ବାର୍ନିଂ ଜାରି
ଭୁବନେଶ୍ୱର, ୧୫।୪ (ବନ୍ଦନା ସେଠୀ): ରାଜ୍ୟରେ ଆହୁରି ବଢିବ ତାତି। ଗରମ ତାୱାରେ ଜଳିବ ଓଡ଼ିଶା। ସେହିପରି ଆସନ୍ତା ୬ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ଲାଗିରହିବ। ଦିନର ସର୍ବୋଚ୍ଚ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିପାରେ। କିଛି ସ୍ଥାନରେ ପାରଦ…
ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!
ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି, ଭୂକମ୍ପ, ଯୁଦ୍ଧ ସହ ଦେଖା ଦେବ ରାଜନୈତିକ ଅସ୍ଥିରତା । ରାଜ୍ୟରେ ସରକାରଙ୍କୁ…
ଆଜି ମହାବିଷୁବ ସଂକ୍ରାନ୍ତି, ପଣା ପିଇ ନବବର୍ଷ ପାଳିବେ ଓଡ଼ିଆ
ଭୁବନେଶ୍ବର,୧୪।୪; ଆଜି ହେଉଛି ପବିତ୍ର ପଣା ସଂକ୍ରାନ୍ତି । ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି କୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ । ଆଜିର ପବିତ୍ର ଦିନକୁ ନେଇ ପ୍ରତି ଓଡ଼ିଆ ଘର ଚଳଚଞ୍ଚଳ ହୋଇପଡ଼ିଛି। ଓଡ଼ିଆ ପରମ୍ପରାନୁଯାୟୀ…
ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବିଲ୍ ବାକିଥିଲେ ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ ହେବନି
ଭୁବନେଶ୍ୱର,୧୪।୪(ସୁନିତ୍ ମିଶ୍ର): ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ସୋମବାର ନିର୍ଦ୍ଦେଶ ଦେଇଛନ୍ତି, ୨୦୨୬ର ପ୍ରଚଣ୍ଡ ଗ୍ରୀଷ୍ମ ସମୟରେ ମୌସୁମୀ ଆସିବା ପର୍ଯ୍ୟନ୍ତ ବକେୟା ବିଦ୍ୟୁତ୍ ବିଲ୍ ଥିଲେ ମଧ୍ୟ କୌଣସି ଘରୋଇ ଗ୍ରାହକଙ୍କ ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ କରାଯିବ ନାହିଁ। ବିଲ୍…
ମାନସ ରଞ୍ଜନ ମଙ୍ଗରାଜ,ସୁଲତା ଦେଓଙ୍କୁ ଗୁରୁ ଦାୟିତ୍ୱ ଦେଲେ ନବୀନ
ଭୁବନେଶ୍ୱର,୧୩।୪: ମାନସ ରଞ୍ଜନ ମଙ୍ଗରାଜ ଏବଂ ସୁଲତା ଦେଓଙ୍କୁ ଗୁରୁ ଦାୟିତ୍ୱ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ମାନସଙ୍କୁ ବିଜେଡି ସଂସଦୀୟ ଦଳ ନେତା ଭାବେ ମନୋନୀତ କରିଛନ୍ତି ନବୀନ। ସେହିପରି ସୁଲତା ଦେଓଙ୍କୁ ବିଜେଡି ସଂସଦୀୟ ଦଳ…
ପ୍ରଚଣ୍ଡ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି; ୪୧ ଡିଗ୍ରୀ ଟପିଲା ତାତି, ୧୮ ଯାଏ ନିସ୍ତାର ନାହିଁ
ଭୁବନେଶ୍ୱର,୧୩ା୪(ବନ୍ଦନା ସେଠୀ): ରାଜ୍ୟରେ ଏବେ ଗରମ ଓ ଗୁଳୁଗୁଳି ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ତାପମାତ୍ରା ୪୧ ଡିଗ୍ରୀ ଡେଇଁଥିବାବେଳେ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ ସହରରେ ପରିଣତ ହୋଇଛି। ରବିବାର ଏଠାରେ ରାଜ୍ୟର ସର୍ବାଧିକ ତାପମାତ୍ରା ୪୧.୫ ଡିଗ୍ରୀ ଛୁଇଁଥିଲା। ଏହାତଳକୁ…
ଆଜି ଭୁବନେଶ୍ୱର ପାଳୁଛି ପ୍ରତିଷ୍ଠା ଦିବସ, ଏହି ଦିନରେ…
ଭୁବନେଶ୍ୱର,୧୩ା୪: ଆଜି ଅର୍ଥାତ୍ ସୋମବାର ୭୯ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ୱର। ଆଜି ରାଜଧାନୀ ୭୮ ତମ ପ୍ରତିଷ୍ଠା ଦିବସ ପାଳି ୭୯ ବର୍ଷକୁ ଅଗ୍ରସର ହୋଇଛି। ଏଥିପାଇଁ ଖୁବ୍ ସଜେଇ ହୋଇଛି ରାଜଧାନୀ। ସରକାରୀ କୋଠାଗୁଡ଼ିକ ଆଲୋକମାଳାରେ ବେଶ୍…
ବିଦ୍ୟୁତ୍ ଉପରେ ପଡ଼ୁଛି ଗ୍ୟାସ୍ ଚାପ
ଭୁବନେଶ୍ୱର,୧୩।୪(ରବିନାରାୟଣ ଜେନା): ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତିକୁ ନେଇ ରାଜ୍ୟରେ ଘରୋଇ ରନ୍ଧନ ଗ୍ୟାସ୍(ଏଲ୍ପିଜି)ର ସଙ୍କଟ ସୃଷ୍ଟି ହୋଇଛି। ଗ୍ରାମାଞ୍ଚଳଠାରୁ ଆରମ୍ଭ କରି ସହରାଞ୍ଚଳ ପର୍ଯ୍ୟନ୍ତ ଲୋକେ ଏଲ୍ପିଜି ପାଇବା ପାଇଁ ନାହିଁ ନ ଥିବା ହଇରାଣ ହରକତ ହେଉଛନ୍ତି। ଏଥିପାଇଁ ସରକାରଙ୍କ…

