ଓଡ଼ିଶାରେ କମୁଛି କଲରାପତରିଆ ବାଘଙ୍କ ସଂଖ୍ୟା
ଭୁବନେଶ୍ୱର,୧ା୩(ଅସମାପିକା ସାହୁ):ରାଜ୍ୟରେ କଲରାପତରିଆ ବାଘଙ୍କ ସଂଖ୍ୟା ହ୍ରାସ ପାଇଛି। ଦେଶରେ ହୋଇଥିବା କଲରାପତରିଆ ଗଣନା ରିପୋର୍ଟ-୨୦୨୨ରୁ ଏହି ତଥ୍ୟ ସାମନାକୁ ଆସିଛି। ଗତ ୪ବର୍ଷରେ ୧୯୨ଟି କଲରପତରିଆ ବାଘ କମିଥିବା ଜଣାପଡ଼ିଛି। ରିପୋର୍ଟ ଅନୁସାରେ ୨୦୧୮ରେ ହୋଇଥିବା କଲରାପତରିଆ ଗଣନା ବେଳେ…
ପୁରୀ, ଭୁବନେଶ୍ୱର, କଟକ ଲୋକ ସଭା ପ୍ରାର୍ଥୀ ବଦଳାଇପାରେ ବିଜେଡି
ଭୁବନେଶ୍ୱର,୨୯।୨(ସୁନିତ୍ ମିଶ୍ର): ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଆସନ୍ତା ୧୫ ଦିନ ମଧ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଯାଇପାରେ। ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ଟିକେଟବଣ୍ଟା ଓ ଦଳବଦଳ ରାଜନୀତି ଜୋର୍ ଧରିବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ…
ଶତାଧିକ ସମର୍ଥକଙ୍କ ସହ ଭାଜପାରେ ସାମିଲ ହେଲେ ୨ ପୂର୍ବତନ ବିଧାୟକ
ଭୁବନେଶ୍ୱର,୨୯।୨: ବିଜେଡିର ଦୁଇ ପୂର୍ବତନ ବିଧାୟକ ନବୀନ ନନ୍ଦ ଓ ଭାଦୋବ ହାଁସଦା ନିଜର ଶତାଧିକ ସମର୍ଥକଙ୍କ ସହ ଗୁରୁବାର ଭାଜପାରେ ମିଶିଛନ୍ତି । ଆଜି ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ଢେଙ୍କାନାଳ ଜିଲାର ପୂର୍ବତନ ବିଧାୟକ ତଥା…
ଓଏଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୨୯।୨: ରାଜ୍ୟ ସରକାର ଗୁରୁବାର ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ,ବରିଷ୍ଠ ଓଏଏସ ସୁଚାରୂ କୁମାର ବଳଙ୍କୁ ସମ୍ବଲପୁର ଅତିରିକ୍ତ ଜିଲାପାଳ, ଝାରସୁଗୁଡା ଅତିରିକ୍ତ ଜିଲାପାଳ ଆଲୋମନି ସେଠୀଙ୍କୁ କୋରାପୁଟ…
ଭାଜପାରେ ସାମିଲ ହେଲେ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ମାମୁ
ଭୁବନେଶ୍ୱର,୨୯।୨: ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ମାମୁ ଭବାନୀ ଶଙ୍କର ଜଗଦ୍ଦେବ ମହାପାତ୍ର ଗୁରୁବାର ଭାଜପାରେ ସାମିଲ ହୋଇଛନ୍ତି। ଦଳର ରାଜ୍ୟ ନିର୍ବାଚନ ସହ ପ୍ରଭାରୀ ଲତା ଉସେଣ୍ଡି, ଏମ୍ପି ଅପରାଜିତା ଷଢଙ୍ଗୀ ଓ ପୂର୍ବତନ ରାଜ୍ୟ ସଭାପତି…
ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି: ନିୟମିତ ହେବେ ଅଙ୍ଗନଓ୍ବାଡି ସୁପରଭାଇଜର
ଭୁବନେଶ୍ୱର,୨୯।୨: ୫୦୪ ଠିକା ଅଙ୍ଗନଓ୍ବାଡି ସୁପରଭାଇଜର ନିୟମିତ ହେବେ। ଏନେଇ ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଅନ୍ୟପଟେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟର ଅଙ୍ଗନୱାଡି କର୍ମୀମାନଙ୍କର ମାସିକ ପାରିଶ୍ରମିକ ବୃଦ୍ଧି କରିଛନ୍ତି। ଏହା ସହିତ ଅଙ୍ଗନୱାଡି କର୍ମୀଙ୍କର ସେବା…
ଆପାର୍ଟମେଣ୍ଟ ଚୋରଙ୍କୁ ବାନ୍ଧିଲା କମିଶନରେଟ ପୋଲିସ, ଆନ୍ତଃରାଜ୍ୟ ଗ୍ୟାଙ୍ଗର ୯ ଗିରଫ
ଭୁବନେଶ୍ୱର,୨୯।୨: ଭୁବନେଶ୍ୱରରେ ଆପାର୍ଟମେଣ୍ଟରେ ହେଉଥିବା ଚୋରି ଘଟଣାରେ କମିଶନରେଟ ପୋଲିସକୁ ବଡ଼ ସଫଳତା ମିଳିଛି। ଏହି ଘଟଣାରେ ସମ୍ପୃକ୍ତ ଥିବା ଏକ ଆନ୍ତଃରାଜ୍ୟ ଗ୍ୟାଙ୍ଗକୁ କମିଶନରେଟ ପୋଲିସ ବାନ୍ଧିଛି। ଏକ ସ୍ୱତନ୍ତ୍ର ସ୍କ୍ୱାଡ଼ ଗୁରୁବାର ଏହି ଗ୍ୟାଙ୍ଗର ୯ ଜଣ ସଦସ୍ୟଙ୍କୁ…
ଲୋକ ସଭା ନିର୍ବାଚନ: ଆଜି ଆସିପାରେ ଭାଜପାର ପ୍ରଥମ ପ୍ରାର୍ଥୀ ତାଲିକା, ଓଡ଼ିଶାରୁ ଏହି ୨ ଜଣଙ୍କୁ ମିଳିପାରେ ଟିକେଟ୍
ଭୁବନେଶ୍ୱର/ନୂଆଦିଲ୍ଲୀ,୨୯।୨: ଲୋକ ସଭା ନିର୍ବାଚନ ୨୦୨୪ ସମ୍ପର୍କରେ ଭାଜପାର କେନ୍ଦ୍ରୀୟ ନିର୍ବାଚନ କମିଟିର ବୈଠକ ଗୁରୁବାର ସାରେ ନୂଆଦିଲ୍ଲୀର ପାର୍ଟି ମୁଖ୍ୟାଳୟରେ ଡକାଯାଇଛି। ଏହି ବୈଠକ ପରେ ସାଧାରଣ ନିର୍ବାଚନ ପାଇଁ ଭାଜପା ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ ପାଇପାରେ। ୪୧ଟି…
ଆସନ୍ତା ସପ୍ତାହରୁ ରାଜ୍ୟରେ ବଢିବ ତାପମାତ୍ରା
ଭୁବନେଶ୍ୱର,୨୯।୨: ରାଜ୍ୟରେ ଆସନ୍ତା ସପ୍ତାହରୁ ତାପମାତ୍ରା ବୃଦ୍ଧି ପାଇବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ରାଜ୍ୟର କେତେକ ସ୍ଥାନରେ ସାମାନ୍ୟ ଧରଣର ବର୍ଷା ଲାଗି ରହିଛି। ପାଣିପାଗ ବିଭାଗର ସୂଚନା ଅନୁସାରେ, ନୂଆପଡା, ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର,…
ବିଜେଡି ମୋତେ ଘୋଡ଼ା ଭାବିଥିଲା, ମୁଁ ସିଂହ
ଭୁବନେଶ୍ୱର,୨୯ା୨: ଖୋର୍ଦ୍ଧା ଜିଲାର ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଗୁରୁବାର ଅପରାହ୍ନରେ ବିଜେଡି ଛାଡ଼ି ଭାଜପାରେ ଯୋଗ ଦେଇଛନ୍ତି। ଭାଜପାରେ ଯୋଗ ଦେବା ପରେ ପ୍ରଶାନ୍ତ ବିଜେଡି ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ବିଜେଡି ମୋତେ…
ଏକ ପାଖିଆ ପ୍ରେମରୁ ରାଜଧାନୀରେ ମହିଳାଙ୍କୁ ହତ୍ୟା କଲେ ଯୁବକ
ଭୁବନେଶ୍ୱର,୨୯।୨: ରାଜଧାନୀ ଭୁବନେଶ୍ୱରରେ ଜଣେ ଯୁବକ ୨୦ ବର୍ଷ ବୟସ୍କା ବିବାହିତା ମହିଳାଙ୍କୁ ଏକ ପାଖିଆ ପ୍ରେମ କରି ତାଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଖବର ଅନୁଯାୟୀ, ମଙ୍ଗଳବାର ସନ୍ଧ୍ୟାରେ ଅଭିଯୁକ୍ତ ଶିଶୁଭବନ ଛକସ୍ଥିତ ତାଙ୍କ ବାସଭବନ ନିକଟରେ ଦୀପିକା…
୨୧,୪୨୭ ବସ୍ତି ବାସିନ୍ଦା ପରିବାରକୁ ଭୂମି ଅଧିକାର ପ୍ରମାଣପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୯ା୨(ଅସମାପିକା ସାହୁ): ରାଜ୍ୟର ସହର ବିକାଶ ଇତିହାସରେ ଆଜି ଏକ ନୂଆ ମାଇଲଷ୍ଟୋନ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୫-ଟି ଉପକ୍ରମରେ ସହରବାସୀଙ୍କ ନିମନ୍ତେ ଅନେକ ସୁବିଧା ଯଥା ରାସ୍ତାଘାଟ, ପିଇବା ପାଣି,ସ୍ବରେଜ ସିଷ୍ଟମ ଏବଂ ଅନେକ ନାଗରିକ…

