ମେଟ୍ରୋ

ଭାଜପାରେ ଯୋଗ ଦେବେ ପ୍ରଶାନ୍ତ ଜଗଦ୍ଦେବ!

ଭୁବନେଶ୍ୱର,୨୯ା୨: ଚିଲିକାର ବିଜେଡି ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଭାଜପାରେ ମିଶିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି। ଗୁରୁବାର ଅପରାହ୍ନରେ ସେ ଭାଜପାର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଦଳରେ ଯୋଗ ଦେଇ ପାରନ୍ତି ବୋଲି ଆଲୋଚନା ହେଉଛି। ସୂଚନାଯୋଗ୍ୟ, ପଞ୍ଚାୟତ ସମିତି ଅଧ୍ୟକ୍ଷ…

୫ ଜିଲାକୁ ବର୍ଷା ଆର୍ଲଟ

ଭୁବନେଶ୍ୱର,୨୯।୨: ରାଜ୍ୟର ୫ ଜିଲାକୁ ବର୍ଷା ଆର୍ଲଟ । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର , ରାୟଗଡା ଓ କୋରାପୁଟ ଜିଲାର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଏହା ପରଠାରୁ ପାଗ…

ଆଜି ଭୁବନେଶ୍ୱର ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୯।୨: ଓଡିଶା ଗସ୍ତରେ ଅଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୪ଦିନିଆ ଗସ୍ତରେ ଆଜି ମହାମହିମ କେନ୍ଦୁଝର ଓ ଭୁବନେଶ୍ୱର ଆସିବେ। ରାଷ୍ଟ୍ରପତି ଗୁରୁବାର କେନ୍ଦୁଝର ଯାଇ ଗୋନାସିକା କଦଳୀବା ଗାଁର ଆଦିମ ଅଧିବାସୀ ସଦସ୍ୟଙ୍କୁ ଭେଟିବେ। ପରେ ଧରଣୀଧର ୟୁନିଭର୍ସିଟିର ସ୍ବତନ୍ତ୍ର…

ଏନ୍‌ଏସ୍‌ସିକୁ ରିପୋର୍ଟ ମାଗିଲା କୃଷି ବିଭାଗ

ଯାଜପୁର,୨୯ା୨(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲାର ଦୀର୍ଘ ୭୬ ବର୍ଷ ପୁରୁଣା ଏକମାତ୍ର ସୁକିନ୍ଦା ବିହନ ଫାର୍ମ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ପଡି ରହିଛି। ୨୦୨୧ରେ ପିଜୁଳି ଚାରା ରୋପଣ ବିରୋଧରେ ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟି)ରେ ମାମଲା ରୁଜୁ ଏବଂ ପରେ ବଡ଼ଚଣାକୁ…

ଡ୍ରପ୍‌ ଆଉଟ୍‌ ତାଲିକାରେ ୧୭୦୦ ପିଲା

ଗୋପ,୨୯ା୨(ଭାରତୀ ଭୂଷଣ ଉପାଧ୍ୟାୟ)ଶିକ୍ଷାବର୍ଷ ୨୦୨୩-୨୪ରେ ଗୋପ ବ୍ଲକରେ ଶିକ୍ଷା ବ୍ୟବସ୍ଥାର ବିକଳ ଚିତ୍ର ଦେଖିବାକୁ ମିଳିଛି। ପ୍ରଥମରୁ ଦଶମ ଶ୍ରେଣୀ ମଧ୍ୟରେ ୧୭ଶହରୁ ଅଧିକ ପିଲା ଅଧାରୁ ପାଠ ଛାଡ଼ି ଶିକ୍ଷାୟତନ ବାହାରେ ରହିଛନ୍ତି। ଏଥିରେ ପ୍ରାଥମିକ ବିଦ୍ୟାଳୟର ପ୍ରଥମରୁ ଅଷ୍ଟମ…

ଅନୁମତି ନ ଥିବା ସଂସ୍ଥାକୁ କୁକୁର ବନ୍ଧ୍ୟାକରଣ ଦାୟିତ୍ୱ

ଭୁବନେଶ୍ୱର, ୨୯।୨ (ବନ୍ଦନା ସେଠୀ)ଦୀର୍ଘ ୬ମାସରୁ ଊର୍ଦ୍ଧ୍ୱ ସମୟ ଧରି ବନ୍ଦ ରହିଥିବା ଆନିମଲ୍‌ ବାର୍ଥ କଣ୍ଟ୍ରୋଲ (ଏବିସି) ବା କୁକୁର ବନ୍ଧ୍ୟାକରଣ ଅସ୍ତ୍ରୋପଚାର ପୁଣି ଥରେ ଆରମ୍ଭ ହୋଇଛି। ହାଇକୋର୍ଟରୁ ସବୁଜ ସଙ୍କେତ ମିଳିବା ପରେ ଭୁବନେଶ୍ୱର ମହାନଗର ନିଗମ…

ଏକତରଫା ପ୍ରେମ: ରାଜଧାନୀରେ ମହିଳାଙ୍କୁ ଛୁରି ଭୁସି ହତ୍ୟା

ଭୁବନେଶ୍ୱର,୨୯।୨(ସତ୍ୟଜିତ୍‌ ରାଉତ)ଭୁବନେଶ୍ୱର ବାପୁଜୀନଗରରେ ଜନୈକା ମହିଳାଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି ଜଣେ ଯୁବକ । ମୃତା ମହିଳା ହେଲେ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ୍‌ ଗୋପୀମୋହନପୁର ପଞ୍ଚାୟତ ଛଅମଉଜ ଗ୍ରାମର ଗୀତାଞ୍ଜଳି ରଞ୍ଜିତ୍‌ ଓରଫ ଦୀପିକା ରାଣୀ। ଅଭିଯୁକ୍ତ ଯୁବକ…

ଅସ୍ବାଭାବିକତା ବିରୋଧରେ କହିବା ଲାଗି ବୃତ୍ତି ସୁଯୋଗ ଦେଇଛି

ପୁରୀ ଜିଲା ଅସ୍ତରଙ୍ଗର ଅଶୋକ ସ୍ବାଇଁ। ସ୍ବିଡେନ୍‌ର ଉପସଲା ବିଶ୍ୱବିଦ୍ୟାଳୟର ‘ପିସ୍‌ ଆଣ୍ଡ୍‌ କନ୍‌ଫ୍ଲିକ୍ଟ ରିସର୍ଚ୍ଚ’ ବିଭାଗରେ ପ୍ରଫେସର ଭାବେ କାର୍ଯ୍ୟରତ। ଅନ୍ତର୍ଜାତୀୟ ସ୍ତରର ବୁଦ୍ଧିଜୀବୀ ଭାବେ ସେ ଜଣାଶୁଣା। ନିକଟରେ ଭାରତ ସରକାର ତାଙ୍କ ଦରିଆପାରି ଭାରତୀୟ ନାଗରିକତ୍ୱ (ଓସିଆଇ)…

୬ଜଣଙ୍କୁ ମିଳିବ ‘ସଙ୍ଗୀତ ନାଟକ ଅକାଦେମୀ ଫେଲୋଶିପ୍‌’

ଭୁବନେଶ୍ୱର, ୨୯।୨ (ବନ୍ଦନା ସେଠୀ)କେନ୍ଦ୍ର ସଙ୍ଗୀତ ନାଟକ ଅକାଦେମୀ ପକ୍ଷରୁ ‘ସଙ୍ଗୀତ ନାଟକ ଅକାଦେମୀ ଫେଲୋଶିପ୍‌’ (ଅକାଦେମୀ ରତ୍ନ) ସହ ଅକାଦେମୀ ପୁରସ୍କାର ଏବଂ ଉସ୍ତାଦ ବିସ୍‌ମିଲ୍ଲା ଖାନ୍‌ ଯୁବ ପୁରସ୍କାର ଘୋଷଣା କରାଯାଇଛି। କଳା କ୍ଷେତ୍ରରେ ଉତ୍କର୍ଷତା ପାଇଁ ୬ଜଣ…

ରେଙ୍ଗାଲିରେ ଅଟକିବ ‘ସମଲେଶ୍ୱରୀ’, ଲୋଇସିଂହା, ମୁରିବାହାଲରେ ‘ପୁରୀ-ଦୁର୍ଗ ଏକ୍ସପ୍ରେସ୍‌’

ଭୁବନେଶ୍ୱର,୨୯।୨(ଅନୁରାଧା ମହାରଣା)ସମଲେଶ୍ୱରୀ ଏକ୍ସପ୍ରେସ୍‌ ଏବଂ ପୁରୀ ଦୁର୍ଗ ଏକ୍ସପ୍ରେସ୍‌ ପରୀକ୍ଷାମୂଳକ ଭାବେ ନିର୍ଦ୍ଧାରିତ ଷ୍ଟେଶନରେ ରହଣି କରିବ। ୧୮୦୦୫ ହାଓଡ଼ା-ଜଗଦଳପୁର ସମଲେଶ୍ୱରୀ ଏକ୍ସପ୍ରେସ୍‌ ଗୁରୁବାରଠାରୁ ଏବଂ ୧୮୦୦୬ ଜଗଦଲପୁର-ହାଓଡ଼ା ସମଲେଶ୍ୱରୀ ଏକ୍ସପ୍ରେସ ୨୯ ତାରିଖରୁ ରେଙ୍ଗାଲି ଷ୍ଟେଶନରେ ଅଟକିବ। ହାଓଡ଼ାରୁ ଛାଡୁଥିବା…

ବିଲ୍‌ ଗେଟ୍‌ସଙ୍କୁ ‘କିସ୍‌ ହ୍ୟୁମାନିଟାରିଆନ ସମ୍ମାନ’

ଭୁବନେଶ୍ୱର,୨୯।୨(ଅନୁରାଧା ମହାରଣା)ମାଇକ୍ରୋସଫ୍ଟର ସହପ୍ରତିଷ୍ଠାତା ତଥା ବିଲ୍‌ ଆଣ୍ଡ୍‌ ମିଲିଣ୍ଡା ଗେଟ୍‌ସ ଫାଉଣ୍ଡେଶନର ସହ-ଅଧ୍ୟକ୍ଷ ବିଲ୍‌ ଗେଟସଙ୍କୁ ସମ୍ମାନଜନକ ‘କିସ୍‌ ହ୍ୟୁମାନିଟାରିଆନ ସମ୍ମାନ ୨୦୨୩’ ଦିଆଯାଇଛି। ଭୁବନେଶ୍ୱରରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ…

୧୩୩ ନୂତନ ପ୍ରାଣୀ ସେବା ଯାନ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯ା୨(ଅନିଲ ଦାସ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୩୩ ନୂତନ ପ୍ରାଣୀ ଚିକିତ୍ସା ସେବା ଯାନ ଲୋକାର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା ସେବା କାର୍ଯ୍ୟକ୍ରମ ଅଧୀନରେ ଏହା କାର୍ଯ୍ୟକାରୀ ହୋଇଛି। ଏଥିପାଇଁ ୨୧ କୋଟି ୨୮ ଲକ୍ଷ ଟଙ୍କା ବ୍ୟୟ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?