ଓଡ଼ିଶାରେ ୩୦ ମହାବଳ
ଭୁବନେଶ୍ୱର, ୨୭ା୨ (ଅସମାପିକା ସାହୁ):ରାଜ୍ୟରେ ମହାବଳ ବାଘ ସଂଖ୍ୟା ବୃଦ୍ଧି ପାଇଛି। ଏବେ ରାଜ୍ୟରେ ୩୦ଟି ମହାବଳ ରହିଥିବା ସୋମବାର ପ୍ରକାଶିତ ବାଘ ଗଣନା ରିପୋର୍ଟରୁ ଜଣାପଡ଼ିଛି। ଏମାନଙ୍କ ମଧ୍ୟରେ ଏକବର୍ଷରୁ କମ୍ ବୟସର ୮ଟି ଶାବକ ରହିଛନ୍ତି। ତେବେ ୨୭ଟି…
୮,୫୧୧ ମାଧ୍ୟମିକ ସ୍କୁଲ ପିଲାଙ୍କୁ ମିଳିବ ମୌଳିକ ଆଇଟି ଶିକ୍ଷା
ଭୁବନେଶ୍ୱର, ୨୬।୨(ଅସମାପିକା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିକାଶ, ସଂଖ୍ୟାଲଘୁ ଏବଂ ପଛୁଆ ଶ୍ରେଣୀ କଲ୍ୟାଣ ବିଭାଗ ଅଧୀନରେ ଥିବା ରାଜ୍ୟର ୮,୫୧୧ଟି ମାଧ୍ୟମିକ ବିଦ୍ୟାଳୟଗୁଡ଼ିକର ଛାତ୍ରୀଛାତ୍ର ସୂଚନା ପ୍ରଯୁକ୍ତି (ଆଇଟି)ରେ…
ବିଦେଶିନୀଙ୍କୁ ଅସଦାଚରଣ, ଲିଙ୍ଗରାଜ ମନ୍ଦିର ସେବାୟତ ଗିରଫ: ୪ ଦିନରେ ଚାର୍ଜଶିଟ୍, ଶୁଣାଣି ଆରମ୍ଭ
ଭୁବନେଶ୍ୱର,୨୬।୨(ସତ୍ୟଜିତ୍ ରାଉତ): ଶ୍ରୀଲିଙ୍ଗରାଜ ମନ୍ଦିର ନିକଟରେ ଜଣେ ବିଦେଶିନୀଙ୍କୁ ଅସଦାଚରଣ ମାମଲାରେ ଗିରଫ ହୋଇ ଜେଲ ଯାଇଛନ୍ତି ସେବାୟତ କୁନ୍ଦନ ମହାପାତ୍ର ଓରଫ କୁଣ୍ଡୁ। ଏହି ମାମଲାକୁ କମିଶନରେଟ ପୋଲିସ ଗୁରୁତ୍ୱର ସହ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବାବେଳେ ମାତ୍ର ୪ଦିନରେ…
ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏହା ବିରାଟ ପରିବର୍ତ୍ତନ: ୧୫ ଜିଲାରେ ୬୭ ଆମ ହସ୍ପିଟାଲ ଉଦ୍ଘାଟିତ
ଭୁବନେଶ୍ୱର,୨୬ା୨(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୧୫ ଜିଲାରେ ୬୭ଟି ‘ଆମ ହସ୍ପିଟାଲ’, ଉମରକୋଟ ଉପଖଣ୍ଡ ହସ୍ପିଟାଲରେ ଡାଏଲିସିସ୍ ସେଣ୍ଟର, ସୁବର୍ଣ୍ଣପୁର ଜିଲା ମୁଖ୍ୟାଳୟ ହସ୍ପିଟାଲ ଓ ଝାରସୁଗୁଡ଼ାରେ ବିଏମ୍ଆର୍ସି କାର୍ଡିଆକ୍ କେୟାର ହସ୍ପିଟାଲ ଲୋକାର୍ପିତ…
୨୮ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର,୨୬।୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ତାରିଖରେ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ସମୟରେ ରାଷ୍ଟ୍ରପତି ଭୁବନେଶ୍ୱର ସମେତ ମୟୂରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାପୂର୍ବରୁ ସୁରକ୍ଷା ବ୍ୟବସ୍ଥା କଡାକଡି…
୨୦୨୪ ନିର୍ବାଚନ ପୂର୍ବରୁ ଶକ୍ତି ପ୍ରଦର୍ଶନ କଲା କଂଗ୍ରେସ: ଲୋକସେବା ଭବନ ଘେରାଉ ବେଳେ ଉଠାଇନେଲା ପୋଲିସ
ଭୁବନେଶ୍ୱର,୨୬।୨: ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ସୋମବାର ଲୋୟର ପିଏମଜିକୁ ଯୁଦ୍ଧକ୍ଷେତ୍ରରେ ପରିଣତ କରିଛି କଂଗ୍ରେସ। ବିଭିନ୍ନ ଅଭିଯୋଗ ନେଇ ରାଜ୍ୟ ସରକାରଙ୍କୁ ଘେରିବା ଉଦ୍ୟମରେ ବହୁ କଂଗ୍ରେସ କର୍ମୀ ଲୋକସେବା ଭବନକୁ ଘେରାଉ କରିବାକୁ ଚେଷ୍ଟା କରିଥିଲେ। କଂଗ୍ରେସ କାର୍ଯ୍ୟକର୍ତ୍ତା,…
ବରମୁଣ୍ଡା ଆମ୍ବେଡକର ବସ୍ ଟର୍ମିନାଲରେ ହେବ ପୋଲିସ୍ ଆଉଟପୋଷ୍ଟ, ନିଯୁକ୍ତି ପାଇବେ ୮୯ ପୋଲିସ୍ କର୍ମଚାରୀ
ଭୁବନେଶ୍ୱର,୨୬।୨(ଅସମାପିକା ସାହୁ): ଆଗକୁ ଉଦ୍ଘାଟିତ ହେବାକୁ ଥିବା ଡ. ବାବା ସାହେବ ଭୀମରାଓ ଆମ୍ବେଡକର ବସ୍ ଟର୍ମିନାଲରେ ଏକ ପୋଲିସ୍ ଆଉଟପୋଷ୍ଟ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିରେ ୮୯ ଜଣ ପୋଲିସ୍ କର୍ମଚାରୀ ନିଯୁକ୍ତି…
ଯୁକ୍ତ ୩, ପିଜି ଛାତ୍ରୀଛାତ୍ରଙ୍କୁ ମିଳିଲା ‘ନୂଆ-ଓ’ ସ୍କଲାରଶିପ୍
ଭୁବନେଶ୍ୱର,୨୬ା୨: ରାଜ୍ୟ ସରକାର ସୋମବାର ୩ଟି ଜିଲାର ଛାତ୍ରୀଛାତ୍ରଙ୍କୁ ବଡ଼ ଉପହାର ପ୍ରଦାନ କରିଛନ୍ତି। ଆଜି ସମ୍ବଲପୁର, ଦେବଗଡ଼ ଏବଂ ଅନୁଗୋଳ ଜିଲାର ଯୁକ୍ତ ୩ ତିନି ଏବଂ ପିଜି ଛାତ୍ରୀଛାତ୍ରଙ୍କୁ ନୂଆ-ଓ ସ୍କଲାରଶିପ୍ ବଣ୍ଟନ କରାଯାଇଛି। ୫-ଟି ଅଧ୍ୟକ୍ଷ କାର୍ତ୍ତିକ…
ଫେବୃଆରୀ ୨୮ରେ ଓଡ଼ିଶା ଆସିବେ ବିଲ୍ ଗେଟ୍ସ
ଭୁବନେଶ୍ୱର,୨୬।୨: ଓଡ଼ିଶା ଆସିବାକୁ ଯାଉଛନ୍ତି ମାଇକ୍ରୋସଫ୍ଟ ସିଇଓ ବିଲ୍ ଗେଟ୍ସ। ଫେବୃଆରୀ ୨୮ ତାରିଖରେ ଆସି ସେ ଭୁବନେଶ୍ୱରରେ ପହଞ୍ଚିବେ। ଏହି ଗସ୍ତ ସମୟରେ ସେ କୃଷି ଭବନକୁ ଯାଇପାରନ୍ତି। ୨୦୧୭ରେ ମେଲିଣ୍ଡା ଫାଉଣ୍ଡେସନ ସହ ଓଡ଼ିଶା ସରକାରଙ୍କ ମଧ୍ୟରେ ଚୁକ୍ତି…
ଶୀତୁଆ ରାତିରେ ଦମ୍ଦାର ଡାଇଲାଗର ରୋମାଞ୍ଚ
ଭୁବନେଶ୍ୱର,୨୬।୨(ଶର୍ମିଷ୍ଠା ପାଣିଗ୍ରାହୀ):ଶୀତୁଆ ରାତିରେ ଅପେରାର ମଜା। ଦେହରେ ଶୀତର ଶିହରଣକୁ ମନରେ ରୋମାଞ୍ଚ ଭରୁଛି ଦମ୍ଦାର ଡାଇଲଗ୍। କେତେବେଳେ ଦର୍ଶକ ଭାବବିହ୍ବଳ ହେଉଛନ୍ତି ତ ଆଉ କେତେବଳେ ନାଟକ ଦେଖି ବେଶ୍ ପ୍ରଭାବିତ ହୋଇପଡ଼ୁଛନ୍ତି। ଖଣ୍ଡଗିରି ଅପେରାର ମହାସମରକୁ ନେଇ ଏବେ…
ଟିକେଟ ପାଇଁ ଆବେଦନ କଲେଣି ୧୦ ହଜାରରୁ ଅଧିକ ଆଶାୟୀ: ପ୍ରଣବ
ଭୁବନେଶ୍ୱର,୨୬।୨(ସୁନିତ୍ ମିଶ୍ର):ଗତ କିଛିବର୍ଷ ଧରି ଜାତୀୟସ୍ତରର ସବୁ ସର୍ଭେ ରିପୋର୍ଟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦେଶର ଏକ ନମ୍ବର ମୁଖ୍ୟମନ୍ତ୍ରୀ ହୋଇଥିବାର ଗୌରବ ପ୍ରଦାନ କରିଛନ୍ତି। ସେହିଭଳି ୨୦୨୨ ପଞ୍ଚାୟତ ନିର୍ବାଚନରେ ୫୨%ରୁ ଅଧିକ ଭୋଟ ହାର ସାଙ୍ଗକୁ ୩୦ରୁ ୩୦…
୨୯ ପର୍ଯ୍ୟନ୍ତ ମେଘୁଆ ପାଗ
ଭୁବନେଶ୍ୱର,୨୬।୨(ଅନୁରାଧା ମହାରଣା):ସପ୍ତାହ ଆରମ୍ଭରୁ ରାଜ୍ୟରେ ଗ୍ରୀଷ୍ମ ଅନୁଭୂତ ହେଉଥିବାବେଳେ ୨ଦିନ ହେଲା ପାଗ ପରିବର୍ତ୍ତନ ହୋଇଛି। ରାଜ୍ୟରେ ମେଘୁଆ ପାଗ ସହ ସ୍ଥାନେ ସ୍ଥାନେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ…

