କଲେଜ, ବିଶ୍ୱବିଦ୍ୟାଳୟ ଖାଲି ପଦବୀକୁ ନେଇ ବିଧାନସଭାରେ ଉଦ୍ବେଗ
ଭୁବନେଶ୍ୱର,୨୮ା୯(ଅନିଲ ଦାସ)ରାଜ୍ୟର ବିଶ୍ୱବିଦ୍ୟାଳୟ, ବିଇଡି କଲେଜଠାରୁ ଆରମ୍ଭ କରି ବିଭିନ୍ନ ସରକାରୀ ଓ ବେସରକାରୀ କଲେଜରେ ବହୁ ଶିକ୍ଷକ ଓ ଅଣଶିକ୍ଷକ ପଦବୀ ଖାଲିପଡ଼ିଛି। ସରକାର ଏଥିପ୍ରତି ଆଦୌ ଧ୍ୟାନ ଦେଉନାହାନ୍ତି। କେବିକେ ଜିଲାରେ ଅବସ୍ଥା ଆହୁରି ଖରାପ। ଶିକ୍ଷକ ଓ…
ଅକ୍ଟୋବର ୧୦ରୁ ସାରା ରାଜ୍ୟରେ ବସ୍ ଧର୍ମଘଟ
ଭୁବନେଶ୍ୱର,୨୭ା୯: ଆସନ୍ତା ଅକ୍ଟୋବର ୧୦ରୁ ସାରା ରାଜ୍ୟରେ ବସ୍ ଧର୍ମଘଟ କରାଯିବ ବୋଲି ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ବୁଧବାର ବସିଥିବା ବୈଠକରେ ନିଷ୍ପତ୍ତି ହୋଇଛି। ରାଜ୍ୟ ସରକାରଙ୍କ ‘ଲକ୍ଷ୍ମୀ’ ଯୋଜନାକୁ ବିରୋଧ କରି ଏହି ଧର୍ମଘଟକୁ ଓହ୍ଲାଇବ ବସ୍…
କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଅଭିଯୋଗ ଘଟଣା ଆଟେଣ୍ଡାଣ୍ଟ ନିଲମ୍ବିତ
ଭୁବନେଶ୍ୱର,୨୭।୯: ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଅଭିଯୋଗ ଘଟଣାରେ ଗାଇନିଂ ୱାର୍ଡର ଆଟେଣ୍ଡାଣ୍ଟଙ୍କୁ ନିଲମ୍ବିତ କରାଯାଇଛି। ହସ୍ପିଟାଲ ନିର୍ଦ୍ଦେଶକ ତାଙ୍କୁ ନିଲମ୍ବିତ କରିଛନ୍ତି। ଦାୟିତ୍ୱରେ ଅବହେଳା ପାଇଁ ନିଲମ୍ବନ କରାଯାଇଥିବା ସୂଚନା ମିଳିଛି। ତେବେ ଘଟଣାର ତଦନ୍ତ ଜାରି ରହିବ…
୨ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ଘୋଷଣାକଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୭।୯(ସୁନିତ୍ ମିଶ୍ର): ବିଧାନସଭା ଅଧିବେଶନ ମଙ୍ଗଳବାର ଅପରାହ୍ନରେ ଆରମ୍ଭ ହେବାପରେ ସଂସଦୀୟ ବ୍ୟାପାର ଏବଂ ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟା ବାସନ୍ତୀ ଦାସଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ ଶୋକ ପ୍ରସ୍ତାବ…
ଏମ୍ସରେ ଖୋଲିବ ୩ ନୂଆ ବିଭାଗ
ଭୁବନେଶ୍ୱର, ୨୭।୯(ଅସମାପିକା ସାହୁ): ରୋଗୀ ସେବାକୁ ତ୍ୱରାନ୍ବିତ କରିବା ପାଇଁ ଏମ୍ସ ଭୁବନେଶ୍ୱର ଆଉ ତିନୋଟି ବିଭାଗ ଖୋଲିବ। ଏହି ବିଭାଗଗୁଡ଼ିକ ହେଲା ସଂକ୍ରାମକ ରୋଗ ବିଭାଗ, ବାୟୋ ଇନ୍ଫର୍ମାଟିକ୍ସ ବିଭାଗ ଏବଂ ବାୟୋଷ୍ଟାଟିଷ୍ଟିକ୍ସ ବିଭାଗ। ଷ୍ଟାଣ୍ଡିଂ ଏକାଡେମିକ୍ କମିଟି ଏହାର…
୨୮ରେ ସରକାରୀ ଛୁଟି
ଭୁବନେଶ୍ୱର, ୨୭।୯(ଅସମାପିକା ସାହୁ): ମହାପୁରୁଷ ମହମ୍ମଦଙ୍କ ଜନ୍ମଦିନ ଆସନ୍ତା ୨୮ ତାରିଖକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ଏହିଦିନ ରାଜ୍ୟ ସରକାରଙ୍କ ସମସ୍ତ ଅଫିସ ସମେତ ରାଜସ୍ବ ଓ ମାଜିଷ୍ଟ୍ରେଟ୍ କୋର୍ଟ(ଏକ୍ଜିକ୍ୟୁଟିଭ୍)ବନ୍ଦ ରହିବ। ଏ ନେଇ ମଙ୍ଗଳବାର ରାଜସ୍ବ ଓ…
‘ପୁଅ କହିଲେ, ଝିଅ ଦେଲେ’
ଭୁବନେଶ୍ୱର, ୨୭।୯ (ଅସମାପିକା ସାହୁ): ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ନବଜାତ ଶିଶୁ ଅଦଳବଦଳ ହୋଇଥିବା ଅଭିଯୋଗ ହୋଇଛି। ପ୍ରଥମେ ପୁଅ ଜନ୍ମ ହୋଇଥିବା କହି ପରେ ଝିଅ ଦିଆଯାଇଥିବା ଭଳି ସାଂଘାତିକ ଅଭିଯୋଗ ଆଣିଛନ୍ତି ନବଜାତ ଶିଶୁର ବାପା ତଥା କେନ୍ଦ୍ରାପଡ଼ା…
ନବୀନଙ୍କୁ ଶୂନ ମାର୍କ ମିଳିବ: ଜୟନାରାୟଣ
ଭୁବନେଶ୍ୱର, ୨୭।୯(ସୁନିତ୍ ମିଶ୍ର): ଏକ ଜାତୀୟ ଗଣମାଧ୍ୟମ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଥିଲେ। ମୁଖ୍ୟମନ୍ତ୍ରୀ କେତେକାଂଶରେ କେନ୍ଦ୍ର ସରକାରଙ୍କୁ ମଧ୍ୟ ପ୍ରଶଂସା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏଭଳି ଆଭିମୁଖ୍ୟ ପୁଣି ଥରେ ରାଜ୍ୟ ରାଜନୀତିରେ…
ବିଜେଡିରେ ଯାଜପୁରର ଶତାଧିକ ଭାଜପା କର୍ମୀ
ଭୁବନେଶ୍ୱର,୨୭ା୯(ଅନିଲ ଦାସ): ଯାଜପୁର ନିର୍ବାଚନମଣ୍ଡଳୀର ଭାଜପା ଯୁବମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସୌମ୍ୟରଞ୍ଜନ ଧଳ ଏବଂ ଯାଜପୁର ଜିଲା ଭାଜପା ଯୁବମୋର୍ଚ୍ଚାର ସାଧାରଣ ସମ୍ପାଦକ ହୃଷୀକେଶ ମେକାପଙ୍କ ନେତୃତ୍ୱରେ ଶତାଧିକ ଭାଜପା କର୍ମକର୍ତ୍ତା ମଙ୍ଗଳବାର ଶଙ୍ଖଭବନଠାରେ ବିଜୁ ଜନତା ଦଳ ସାଧାରଣ…
ଅକ୍ଟୋବର ୨ରୁ ବିଜେଡିର ପଦଯାତ୍ରା
ଭୁବନେଶ୍ୱର,୨୭ା୯(ଅନିଲ ଦାସ): ଚଳିତ ବର୍ଷ ବିଜୁ ଜନତା ଦଳ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀଠାରୁ ଅକ୍ଟୋବର ୧୧ ଜୟପ୍ରକାଶ ନାରାୟଣ ଜୟନ୍ତୀ ଯାଏ ‘ଜନସମ୍ପର୍କ ପଦଯାତ୍ରା’ ପାଳନ କରିବ। ଅକ୍ଟୋବର ୨ ତାରିଖରେ ‘ଗାନ୍ଧୀ ଜୟନ୍ତୀ ଏବଂ ଲାଲ ବାହାଦୁର ଶାସ୍ତ୍ରୀ…
ପ୍ରଭାତ ବିଶ୍ୱାଳଙ୍କ ବିରୋଧରେ ଇଡିର ଚାର୍ଜଶିଟ୍
ଭୁବନେଶ୍ୱର,୨୭ା୯(ସତ୍ୟଜିତ୍ ରାଉତ): ବହୁଚର୍ଚ୍ଚିତ ସିଶୋର ଚିଟ୍ଫଣ୍ଡ ଠକେଇ ମାମଲାର ଆର୍ଥିକ କାରବାର ଦିଗକୁ ନେଇ ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କଟକ-ଚୌଦ୍ୱାରର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ ଓ ତାଙ୍କ ସ୍ତ୍ରୀ ଲକ୍ଷ୍ମୀ ବିଳାସିନୀଙ୍କ ବିରୋଧରେ ଭୁବନେଶ୍ୱରସ୍ଥିତ ସ୍ବତନ୍ତ୍ର କୋର୍ଟ…
ଆପାର୍ଟମେଣ୍ଟ କ୍ରେତା ସଂଘକୁ କ୍ଷମତା
ଭୁବନେଶ୍ୱର,୨୭ା୯ (ଅନିଲ ଦାସ): ବହୁ ପ୍ରତୀକ୍ଷା ପରେ ଆପାର୍ଟମେଣ୍ଟ ମାଲିକ(କ୍ରେତା)ମାନଙ୍କୁ ସୁରକ୍ଷା ଦେବା ସକାଶେ ରାଜ୍ୟ ସରକାର ଓଡ଼ିଶା ଆପାର୍ଟମେଣ୍ଟ(ମାଲିକାନା ଓ ପରିଚାଳନା) ବିଲ୍-୨୦୨୩କୁ ମଙ୍ଗଳବାର ବିଧାନସଭାରେ ଗୃହୀତ କରାଇଛନ୍ତି॥ ଏଥିରେ ଆପାର୍ଟମେଣ୍ଟ କ୍ରେତାମାନଙ୍କ ସଂଘକୁ ଅଧିକ କ୍ଷମତା ଦିଆଯାଇଛି। ସଂଘର…
Archives


