ଜେଏନ୍.୧ ଆତଙ୍କ: ମାସ୍କ ପିନ୍ଧିବାକୁ ପରାମର୍ଶ
ଭୁବନେଶ୍ୱର, ୨୪।୧୨(ଅସମାପିକା ସାହୁ)କରୋନା ପରଠାରୁ ରାଜ୍ୟରେ ଜ୍ୱର, ଥଣ୍ଡା, କାଶ ଆଦି ସାଧାରଣ ରୋଗ ଧୀରେ ଧୀରେ ଜଟିଳ ହେଉଛି। ବିଭିନ୍ନ ସମୟରେ କରୋନାର ସବ୍ଭାରିଆଣ୍ଟ୍କୁ ନେଇ ସରକାର ସତର୍କ କରୁଛନ୍ତି। ଏବେ ବିଶ୍ୱରେ କୋଭିଡ୍-୧୯ର ନୂଆ ସବ୍ଭାରିଆଣ୍ଟ ଜେଏନ୍.୧ ଚିନ୍ତା…
କେଏସ୍ଏଏର ‘ରୂପାନ୍ତରୀତ ଯୋଜନା’ଉନ୍ମୋଚିତ
ଭୁବନେଶ୍ୱର,୨୪।୧୨: କଳିଙ୍ଗ ଷ୍ଟିମ୍ଶିପ୍ ଏଜେଣ୍ଟ୍ସ ଆସୋସିଏସନ (କେଏସ୍ଏଏ) ପକ୍ଷରୁ ହୋଟେଲ ଏମ୍ପାୟାର୍ସଠାରେ ଏକ ଗୁରୁତ୍ୱପୂର୍ଣ୍ଣ ସମାବେଶ ଆୟୋଜିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ମେସର୍ସ ଓଡ଼ିଶା ଷ୍ଟିଭେଡର୍ସ ଲିମିଟେଡ୍ (ଓଏସ୍ଏଲ୍)ର ନିର୍ଦ୍ଦେଶକ ଚର୍ଚ୍ଚିତ ମିଶ୍ରଙ୍କ ନେତୃତ୍ୱରେ ଆୟୋଜିତ ଏକ ଗୁରୁତ୍ୱପୂର୍ଣ୍ଣ ସମାବେଶରେ କେଏସ୍ଏଏ ପକ୍ଷରୁ…
ନକଲି କାଗଜପତ୍ରରେ କ୍ରେଡିଟ୍ କାର୍ଡ: ୬ ଗିରଫ
ଭୁବନେଶ୍ୱର,୨୪ା୧୨(ସୂର୍ଯ୍ୟକାନ୍ତ ବେହେରା)ନକଲି କାଗଜପତ୍ର ପ୍ରସ୍ତୁତ କରି ଲୋକଙ୍କ ଅଜାଣତରେ ତାଙ୍କ ନାଁରେ କ୍ରେଡିଟ୍ କାର୍ଡ ଇସ୍ୟୁ କରୁଥିଲେ। ପରେ ବିଭିନ୍ନ ହସ୍ପିଟାଲ, ଓମଫେଡ ବୁଥ୍ ଭଳି ବିଭିନ୍ନ ସ୍ଥାନରେ ସ୍ବାଇପ୍ କରି ନଗଦ ଟଙ୍କା ନେଉଥିଲେ। ଏଭଳି ଢଙ୍ଗରେ କୋଟିକୋଟି ଟଙ୍କା…
ଭଲ ପାଠ ପଢ଼ି ମା’-ବାପାଙ୍କ ସ୍ବପ୍ନକୁ ସାକାର କର: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩ା୧୨: ଭଲ ପାଠ ପଢ଼ି ମା’ବାପାଙ୍କ ସ୍ବପ୍ନକୁ ସାକାର କର। ତୁମ ପ୍ରତିଭାର ସୁରଭି ସମସ୍ତେ ଅନୁଭବ କରନ୍ତୁ। ଶନିବାର ଲୋକ ସେବା ଭବନ କନ୍ଭେନଶନ ହଲ୍ଠାରେ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଅଧୀନରେ ଥିବା ସ୍କୁଲର ପିଲାମାନଙ୍କ ପାଇଁ…
ପୂର୍ବତନ ରାଜ୍ୟପାଳଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩ା୧୨: ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ୍ଏମ୍ ରାଜେନ୍ଦ୍ରନ୍ଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ‘ଏକ୍ସ’ରେ କହିଛନ୍ତି, ଅମଲା କର୍ମଚାରୀ ଭାବରେ ତାଙ୍କର ଦୀର୍ଘବର୍ଷର ଅଭିଜ୍ଞତା ତାଙ୍କୁ ଜଣେ ଭଲ ପ୍ରଶାସକ କରିପାରିଥିଲା। ଜନସାଧାରଣଙ୍କ ପ୍ରତି ତାଙ୍କର…
ପରପାରିରେ ଓଡ଼ିଶାର ପୂର୍ବତନ ରାଜ୍ୟପାଳ
ଭୁବନେଶ୍ୱର,୨୩।୧୨: ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ୍ଏମ୍ ରାଜେନ୍ଦ୍ରନଙ୍କ ପରଲୋକ ହୋଇଛି। ଶନିବାର ଚେନ୍ନାଇର ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା। ସେ ସ୍ତ୍ରୀ ସୁଶୀଳା ରାଜେନ୍ଦ୍ରନଙ୍କ…
କିଏ ଏହି କାମିଆ ଜାନି, ଯାହାକୁ ନେଇ ଓଡିଶା ରାଜନୀତିରେ ଏତେ ହଲଚଲ
ଭୁବନେଶ୍ୱର,୨୩।୧୨: ଓଡିଶା ରାଜନୀତିରେ ହଲଚଲ ସୃଷ୍ଟି କରିଛନ୍ତି ଜଣାଶୁଣା ବ୍ଲଗର ଓ ୟୁଟ୍ୟୁବର କାମିଆ ଜାନ। ବିଜେଡି ନେତା ଭି.କେ ପାଣ୍ଡିଆନଙ୍କ ସହ କାମିଆ ନଜର ଆସିବା ପରେ ଜାତୀୟ ରାଜନୀତି ଠାରୁ ରାଜ୍ୟ ରାଜନୀତି ସରଗରମ ହୋଇଛିି। କାମିଆ ଗୋ…
ଜାନୁୟାରୀ ୧୫ ସୁଦ୍ଧା ଦାବି ପୂରଣ ନ ହେଲେ ଆୟୁଷ ଡାକ୍ତର ସମୂହ ଛୁଟିରେ ଯିବେ
ଭୁବନେଶ୍ୱର,୨୩।୧୨: ରାଜ୍ୟରେ କାର୍ଯ୍ୟ କରୁଥିବା ୧୨୭୨ ଆରବିଏସ୍କେ ଆୟୁଷ ଡାକ୍ତର ଜାନୁୟାରୀ ୧୫ ତାରିଖ ସୁଦ୍ଧା ଦାବି ପୂରଣ ନ ହେଲେ ସମୂହ ଛୁଟିରେ ଯିବେ। ଆରବିଏସ୍କେ ଆୟୁଷ ଡାକ୍ତର ସଂଘ ଏହି ନିଷ୍ପତ୍ତି ନେଇଛି। ସଂଘର ସଭାପତି ପ୍ରଭାତ ମହାନ୍ତି…
କରୋନା ନେଇ ତତ୍ପର ହେଲା ସ୍ବାସ୍ଥ୍ୟ ବିଭାଗ: ଜାରି ହେଲା ମାର୍ଗଦର୍ଶିକା
ଭୁବନେଶ୍ୱର,୨୩।୧୨: ରାଜ୍ୟରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ସ୍ବାସ୍ଥ୍ୟ ବିଭାଗ ତତ୍ପର ହୋଇ ଉଠିଛି। ଏ ନେଇ ସତର୍କ ରହିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ବୟସ୍କ ଓ ବହୁବିଧ ରୋଗାକ୍ରାନ୍ତଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି। ଘରୁ…
ଓଡ଼ିଶାକୁ ଫେରିଲା କରୋନା: ଜଣେ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୩।୧୨: ଓଡ଼ିଶାକୁ ପୁଣି କରୋନା ଫେରିଛି। ଓଡ଼ିଶାରୁ ଜଣେ କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ଉକ୍ତ ଆକ୍ରାନ୍ତ ସମ୍ପୂର୍ଣ୍ଣ ସୁସ୍ଥଥିବା ବେଳେ ହସ୍ପିଟାଲ ଯାଇ ନାହାନ୍ତି। ଏ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।
ଜରିମାନାରେ ସୀମିତ ପ୍ଲାଷ୍ଟିକ ମୁକ୍ତ ସହର ସ୍ବପ୍ନ
ଭୁବନେଶ୍ୱର, ୨୩।୧୨ (ବନ୍ଦନା ସେଠୀ): ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ନିର୍ଦ୍ଦେଶକ୍ରମେ ଭୁବନେଶ୍ୱରକୁ ପଲିଥିନ୍ମୁକ୍ତ ସହର କରିବା ପାଇଁ ଅଣ୍ଟା ଭିଡିଛି ବିଏମ୍ସି। ଏଥିପାଇଁ ବିଭିନ୍ନ ଦୋକାନ ବଜାର ଚଢାଉ କରି ପଲିଥିନ୍ ସିଲ୍ କରିବା ସହ ଜରିମାନା ମଧ୍ୟ ଆଦାୟ…
ରିମାଣ୍ଡରେ ଅକ୍ଷୟ, ର଼୍ୟାକେଟରେ ପୋଲିସ
ଭୁବନେଶ୍ୱର,୨୨।୧୨(ସୂର୍ଯ୍ୟକାନ୍ତ ବେହେରା): ଅଧା ଦାମରେ କାର ଓ ବାଇକ ଦେବାର ପ୍ରଲୋଭନ ଦେଖାଇ ଶତାଧିକ ଲୋକଙ୍କଠାରୁ ଗଞ୍ଜାମ ଦମ୍ପତି ଅକ୍ଷୟ ଗୌଡ ଓ ତାଙ୍କ ସ୍ତ୍ରୀ ଉଷାରାଣୀ ବାରିକ ବହୁ କୋଟି ଟଙ୍କା ଠକିବା ମାମଲାରେ ନୟାପଲ୍ଲୀ ଥାନା ପୋଲିସ ଅଧିକ…
Archives


