ମେଟ୍ରୋ

ବେସରକାରୀ ଅଧ୍ୟାପକ – ପୋଲିସ ଧସ୍ତାଧସ୍ତି

ଭୁବନେଶ୍ୱର,୨୮।୬(ଅଭିଜିତ ଦାସ): ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ମଙ୍ଗଳବାର ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ଆନ୍ଦୋଳନ ବେଳେ ଅଧ୍ୟାପିକା ଅଧ୍ୟାପକ ଓ ପୋଲିସ ମଧ୍ୟରେ ଧସ୍ତାଧସ୍ତି ଦେଖିବାକୁ ମିଳିଛି। ଧସ୍ତାଧସ୍ତିରେ ଉଭୟ ପକ୍ଷରୁ କେତେଜଣ ଅଧ୍ୟାପିକା ଅଧ୍ୟାପକ ଓ ପୋଲିସ...

୨୯ରେ ‘ଇଦ୍‌-ଉଲ୍‌-ଜୁହା’ ପାଇଁ ଛୁଟି ଘୋଷଣା

ଭୁବନେଶ୍ବର, ୨୮।୬(ସୁନିତ୍‌ ମିଶ୍ର): ଚଳିତ ଜୁନ୍‌ ୨୯ ତାରିଖ(ଗୁରୁବାର) ‘ଇଦ୍‌-ଉଲ୍‌-ଜୁହା’ ପର୍ବ ପଡ଼ୁଥିବାରୁ ରାଜ୍ୟ ସରକାର ଏହି ଦିନଟିକୁ ଛୁଟି ଘୋଷଣା କରିଛନ୍ତି। ପୂର୍ବରୁ ରାଜ୍ୟ ସରକାରଙ୍କ ପକ୍ଷରୁ ଜୁନ୍‌ ୩୦ (ଶୁକ୍ରବାର) ଦିନଟିକୁ ‘ଇଦ୍‌-ଉଲ୍‌-ଜୁହା’ ନିମନ୍ତେ ଛୁଟି ଘୋଷଣା...

‘ନିର୍ବାଚନମଣ୍ଡଳୀ ସମସ୍ୟା ସମାଧାନରେ ଅପରାଜିତା ବିଫଳ’

ଭୁବନେଶ୍ୱର,୨୮ା୬(ଅନିଲ ଦାସ): ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କୁ ବିଜେଡି ପୁଣି ଟାର୍ଗେଟ କରିଛି। ଗତ ୪ ବର୍ଷ ମଧ୍ୟରେ ଏମ୍‌ପି ଅପରାଜିତା ଭୁବନେଶ୍ୱର ଲୋକ ସଭା ନିର୍ବାଚନମଣ୍ଡଳୀରେ ଲୋକଙ୍କ ସମସ୍ୟା ସମାଧାନରେ ବିଫଳ ହୋଇଛନ୍ତି ବୋଲି ବିଜେଡି ମୁଖପାତ୍ର ଶ୍ରୀମୟୀ...

ଏମ୍‌ପି ବିଦେଶ ଗସ୍ତରେ ଥିବାବେଳେ ବିଜେଡି ଗୁଜବ ସୃଷ୍ଟି କରିବା ହାସ୍ପ୍ୟାସ୍ପଦ: ଭାଜପା

ଭୁବନେଶ୍ୱର,୨୮ା୬(ଅନିଲଦାସ): ଭୁବନେଶ୍ୱର ଏମ୍‌ପି ଗତ ୧୭ ତାରିଖ କରିଥିବା ଖବରଦାତା ସମ୍ମିଳନୀର ୧୦ଦିନ ପରେ ବିଜେଡି ମୁଖପାତ୍ର ମଙ୍ଗଳବାର ଯେଉଁ ତଥ୍ୟ ରଖିଛନ୍ତି ତାହା ତଥ୍ୟ ଆଧାରିତ ନୁହେଁ। ବିର୍ତ୍ତମାନ ଏମ୍‌ପି ଅପରାଜିତା ଷଡଙ୍ଗୀ ଅନ୍ତର୍ଜାତୀୟ ସଂସଦୀୟ ସଂଘ (ଆଇପିୟୁ)ରେ...

ଟାଟା ପାଓ୍ବାର ଅଫିସ୍‌ ଉପରକୁ କଂଗ୍ରେସର ଅଣ୍ଡା, ଟମାଟୋ ମାଡ଼

ଭୁବନେଶ୍ବର, ୨୮ା୬(ସୁନିତ୍‌ ମିଶ୍ର): ଟାଟା ପାଓ୍ବାରର ମନମୁଖି କାର୍ଯ୍ୟକଳାପ ନେଇ ଏବେ ସାଧାରଣରେ ଦିନକୁ ଦିନ ଲୋକଙ୍କ ଭିତରେ ଉତ୍ତେଜନା ପ୍ରକାଶ ପାଉଛି। ବିଜୁଳିି ସେବା ଯୋଗାଣରେ ଏହି କମ୍ପାନୀ ଏବେ ଭିନ୍ନଭିନ୍ନ ତରିକାରେ ଓଡ଼ିଶାବାସୀଙ୍କୁ ଠକୁଥିବା ନେଇ ବାରମ୍ବାର...

ପୂର୍ବତନ ବିଧାୟକଙ୍କୁ ଆଜୀବନ କାରାଦଣ୍ଡ: ସ୍ତ୍ରୀଙ୍କୁ ପୋଡ଼ିମାରିଥିଲେ

ଭୁବନେଶ୍ବର ୨୭।୬: ସ୍ତ୍ରୀଙ୍କ ହତ୍ୟା ଅଭିଯୋଗରେ ପୂର୍ବତନ ବିଧାୟକଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ଏମ୍‌ଏଲ୍‌ଏଏମ୍‌ପି କୋର୍ଟ । ରାୟଗଡା ଜିଲା ଗୁଣୁପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ ୧୯୯୫ ମସିହା ଅଗଷ୍ଟ ୨୯ ତାରିଖରେ ଭୁବନେଶ୍ବର ଏମ୍‌ଏଲ୍‌ଏ କଲୋନୀରେ...

ବୁଧବାରଠାରୁ କମିବ ବର୍ଷା

ଭୁବନେଶ୍ୱର, ୨୭।୦୬ : ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଲଘୁଚାପ ସକ୍ରିୟ ଏବଂ ନିମ୍ନ ଚାପ ରେଖା ପ୍ରଭାବରେ ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଛି । ତେବେ ବୁଧବାରଠାରୁ ବର୍ଷାର ପରିମାଣ କମିବା ନେଇ ପଣିପାଗ ବିଭାଗ...

ନିଖୋଜ ଦିବ୍ୟାଙ୍ଗ ପୁଅ ଫଟୋ ଧରି ଗଞ୍ଜାମରୁ ଭୁବନେଶ୍ୱର

ଭୁବନେଶ୍ୱର,୨୭।୬(ସୂର୍ଯ୍ୟକାନ୍ତ ବେହେରା): ୬ଦିନ ହେବ ଦିବ୍ୟାଙ୍ଗ ପୁଅ ଘରୁ କେଉଁଆଡେ ପଳାଇଛନ୍ତି। ହେଲେ ପୁଅକୁ ଖୋଜି ଖୋଜି ଶ୍ରମିକ ଦମ୍ପତି ଗଞ୍ଜାମରୁ କଟକ ଓ ଏବେ ଭୁବନେଶ୍ୱରର ଗଳିକନ୍ଦି ବୁଲି ଖୋଜୁଛନ୍ତି। ପୁଅର ଫଟୋ ଦେଖାଇ ଲୋକଙ୍କୁ ନେହୁରା ବି...

ଭାଜପା ମିଛିମିଛିକା ବିରୋଧ କରୁଛି: କଂଗ୍ରେସ

ଭୁବନେଶ୍ବର, ୨୭ା୬(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-ଟି) ଭି.କେ. ପାଣ୍ଡିଆନଙ୍କ ବିଭିନ୍ନ ଜିଲା ଗସ୍ତ ସମ୍ପର୍କିତ କାର୍ଯ୍ୟକ୍ରମକୁ ନେଇ ବିରୋଧୀ ବାରମ୍ବାର ପ୍ରଶ୍ନ ଉଠାଉଛନ୍ତି। ଜଣେ ସଚିବସ୍ତରୀୟ ଅଧିକାରୀଙ୍କ ଲାଗି ବ୍ୟାପକ ସରକାରୀ ଏବଂ ପୋଲିସ୍‌ ସୁରକ୍ଷା ବ୍ୟବସ୍ଥାକୁ...

ଜନ୍ମମାଟିର ବିକାଶ ପାଇଁ ଧର୍ମେନ୍ଦ୍ର କିଛି କରିନାହାନ୍ତି: ବିଜେଡି

ଭୁବନେଶ୍ୱର,୨୭ା୬(ଅନିଲ ଦାସ): ଜନ୍ମମାଟି ଢେଙ୍କାନାଳ ଓ ଅନୁଗୋଳରବିକାଶକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଜେଡି ଟାର୍ଗେଟ କରିଛି। ଗତ ୯ ବର୍ଷର କେନ୍ଦ୍ରମନ୍ତ୍ରିତ୍ୱ କାଳରେ ଏହି ଦୁଇଜିଲା ପାଇଁ ଧର୍ମେନ୍ଦ୍ର କିଛି କରି ନାହାନ୍ତି ବୋଲି ଢେଙ୍କାନାଳ ଏମ୍‌ପି ମହେଶ...

୨୯ ଯାଏ ବର୍ଷିବ

ଭୁବନେଶ୍ୱର,୨୭ା୬(ଅନିଲ ଦାସ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏଥିସହିତ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନାଅନୁଯାୟୀ ଗତ...

ରବିବାର ଖୋଲାରହିବ ଡାକ୍ତରଖାନା ପରିସରରେ ଥିବା ଆହାର କେନ୍ଦ୍ର

ଭୁବନେଶ୍ବର, ୨୭ା୬(ସୁନିତ୍‌ ମିଶ୍ର): ରାଜ୍ୟରେ ବିଭିନ୍ନ ଡାକ୍ତରଖାନା ପରିସର ବା ନିକଟରେ ଥିବା ଆହାର କେନ୍ଦ୍ରଗୁଡିକ ଏଣିକି ରବିବାର ଖୋଲା ରହିବ। ଏ ନେଇ ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ସମସ୍ତ ମହାନଗର ନିଗମ କମିଶନର ତଥା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri