ମେଟ୍ରୋ

ଇଣ୍ଡିଆନ ଡକ୍ୟୁମେଣ୍ଟାରି ଫିଲ୍ମ ଫେଷ୍ଟିଭାଲ ଉଦ୍‌ଯାପିତ

ଭୁବନେଶ୍ୱର,୨୫ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଫିଲ୍ମ ସୋସାଇଟି ଭୁବନେଶ୍ୱର ପକ୍ଷରୁ ଗୁରୁ କେଳୁଚରଣ ଓଡ଼ିଶୀ ଗବେଷଣା କେନ୍ଦ୍ରଠାରେ ଚାଲିଥିବା ୩ଦିନିଆ ଚତୁର୍ଥ ଇଣ୍ଡିଆନ ଡକ୍ୟୁମେଣ୍ଟାରି ଫିଲ୍ମ ଫେଷ୍ଟିଭାଲ(ଆଇଡିଏଫ୍‌ଏଫ୍‌ବି) ରବିବାର ଉଦ୍‌ଯାପିତ ହୋଇଯାଇଛି। ଅତିଥି ଭାବେ ‘ଧରିତ୍ରୀ’ ଏବଂ ‘ଓଡ଼ିଶା ପୋଷ୍ଟ’ର ସମ୍ପାଦକ ତଥାଗତ ସତପଥୀ, ଫିଲ୍ମ…

ବାଃ ଧର୍ମପଦ ବାଃ…

ଏବେ ଆମେ ଆଲୋଚନା କରିବା ବାରମ୍ବାର ଶ୍ରୀପଦ୍ମକେଶର ମନ୍ଦିରର ମୁଣ୍ଡି ମରାଯାଇଥିଲେ ମଧ୍ୟ ତାହା ରହି ନ ଥିଲା। ସୂତ୍ରଧର ସେହି ଚିନ୍ତାରେ ଅବସାଦଗ୍ରସ୍ତ ହୋଇ ଅସୁସ୍ଥ ହୋଇପଡ଼ିଥିଲେ। କଠିନ ପରିଶ୍ରମ କରି ସେ ସଫଳ ନ ହେବାରୁ ଶିଳ୍ପୀମାନଙ୍କ ମଧ୍ୟରେ…

ଅବପାତର ରୂପ ନେଇପାରେ ଲଘୁଚାପ

ଭୁବନେଶ୍ୱର,୨୫।୯(ଅନୁରାଧା ମହାରଣା):ଆସନ୍ତା ୨୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବ। ଏହା ପରବର୍ତ୍ତୀ ୨୪ ଘଣ୍ଟାରେ ଉତ୍ତର ଆଣ୍ଡାମାନ ସାଗର ତଥା ପାଶର୍‌ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପର ରୂପ ନେବ। ପରେ…

ପୁରୀ-ରାଉରକେଲାକୁ ଗଡ଼ିଲା ୨ୟ ବନ୍ଦେ ଭାରତ ଏକ୍ସପ୍ରେସ୍‌

ଭୁବନେଶ୍ୱର, ୨୫ା୯(ସୁନିତ୍‌ ମିଶ୍ର):ରାଜ୍ୟରେ ରବିବାରଠାରୁ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଗଡ଼ିବା ଆରମ୍ଭ କରିଛି। ପୁରୀ-ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ୍‌କୁ ଭିଡିଓ କନଫରେନ୍ସ ଯୋଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ କରିଛନ୍ତି। ଏକାସଙ୍ଗେ ୯ଟି ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କରାଯାଇଥିବା…

ଖରାପ ରାସ୍ତାରୁ ଡାକ୍ତରଙ୍କ ଜୀବନ ଗଲା

ଭୁବନେଶ୍ୱର,୨୫ା୯(ସତ୍ୟଜିତ୍‌ ରାଉତ):ରାଜଧାନୀରେ ଖାଲଖମାପୂର୍ଣ୍ଣ ରାସ୍ତା ପାଇଁ ଦୁର୍ଘଟଣାରେ ଜଣେ ଯୁବ ଡାକ୍ତରଙ୍କ ଜୀବନ ଯାଇଛି। ଶନିବାର ରାତିରେ କଟକ ରୋଡ୍‌ର ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ବମିଖାଲ ଓଭରବ୍ରିଜ୍‌ ତଳ ରାସ୍ତାରେ ଏହି ଭୟଙ୍କର ଦୁର୍ଘଟଣା ଘଟିଛି। ମୃତ ଡାକ୍ତର ହେଲେ ଗଞ୍ଜାମ…

ମଧ୍ୟବର୍ତ୍ତିକାଳୀନ ରାୟ ପ୍ରକାଶ କରୁ ମହାନଦୀ ଟ୍ରିବ୍ୟୁନାଲ

ଭୁବନେଶ୍ୱର,୨୫।୯ (ବନ୍ଦନା ସେଠୀ):ବିଶ୍ୱ ନଦୀ ଦିବସ ଅବସରରେ ରବିବାର ମହାନଦୀ ବଞ୍ଚାଅ ଜୀବିକା ବଞ୍ଚାଅ ଅଭିଯାନ ପକ୍ଷରୁ ଭର୍ଚୁଆଲରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଏଥିରେ ନଦୀ ସୁରକ୍ଷା ଓ ପୁନର୍ଜୀବିତ କାର୍ଯ୍ୟକ୍ରମରେ ସାମିଲ ବ୍ୟକ୍ତି ଓ ସଂଗଠନର ସଦସ୍ୟମାନେ ଯୋଗଦେଇ…

ମୋଦିଙ୍କୁ ୧୦ରୁ ୮ ମାର୍କ ଦେଲେ ନବୀନ

ଭୁବନେଶ୍ୱର,୨୫।୯(ଶର୍ମିଷ୍ଠା ପାଣିଗ୍ରାହୀ):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟଶୈଳୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଖୋଲାଖୋଲି ପ୍ରଶଂସା କରିଛନ୍ତି। ବୈଦେଶିକ ନୀତି, ଅନ୍ୟାନ୍ୟ କାର୍ଯ୍ୟ ଓ ଦୁର୍ନୀତି ହ୍ରାସ ପାଇଁ ମୋଦିଙ୍କୁ ୧୦ରୁ ୮ ମାର୍କ ଦେଇଛନ୍ତି ନବୀନ। ହୋଟେଲ…

ସ୍କୁଲ୍‌ରେ ମା’ ପଢ଼ିବେ ପାଠ

ଭୁବନେଶ୍ୱର, ୨୫।୯(ଅସମାପିକା ସାହୁ):ରାଜ୍ୟର ସରକାରୀ ପ୍ରାଥମିକ ସ୍କୁଲ ଛାତ୍ରୀଛାତ୍ରଙ୍କ ମା’ମାନେ ପାଠ ପଢ଼ିବେ। ଏଥିପାଇଁ ଗଣଶିକ୍ଷା ବିଭାଗ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆରମ୍ଭ କରିଛି। ଆସନ୍ତା ଅକ୍ଟୋବରରୁ ପ୍ରତି ୨ମାସରେ ଥରେ ସ୍କୁଲରେ ମା’ମାନଙ୍କ ବୈଠକ କରାଯିବ। ସେମାନେ କିଭଳି ନିଜର…

ଦର୍ଶକଙ୍କ ଭାବାବେଗକୁ ଛୁଇଁଲା ‘ବିୟଣ୍ଡ୍‌ ଦ ବ୍ଲୁଜ୍‌’

ଭୁବନେଶ୍ୱର,୨୪।୯(ଶର୍ମିଷ୍ଠା ପାଣିଗ୍ରାହୀ): ଫିଲ୍ମ ସୋସାଇଟି ଭୁବନେଶ୍ୱର ପକ୍ଷରୁ ୩ଦିନିଆ ଚତୁର୍ଥ ଇଣ୍ଡିଆନ ଡକ୍ୟୁମେଣ୍ଟାରି ଫିଲ୍ମ ଫେଷ୍ଟିଭାଲ(ଆଇଏଫ୍‌ଏଫ୍‌ବି) ଗୁରୁ କେଳୁଚରଣ ଓଡ଼ିଶୀ ଗବେଷଣା କେନ୍ଦ୍ରଠାରେ ଆୟୋଜିତ ହୋଇଛି। ଚଳିତବର୍ଷ ଅସମାନତା, ଜାତି, ଶ୍ରେଣୀ, ଲିଙ୍ଗ, ପରିବେଶ ବିଜ୍ଞାନ ସମସ୍ୟା ଉପରେ ନିର୍ମିତ ଇଣ୍ଡିଆନ୍‌…

ଝାରପଡ଼ା ଜେଲରେ ଡିଆଇଜିଙ୍କ ଖୋଳତାଡ଼

ଭୁବନେଶ୍ୱର,୨୪।୯(ସୂର୍ଯ୍ୟକାନ୍ତ ବେହେରା): ଝାରପଡ଼ା ସ୍ପେଶାଲ ଜେଲ୍‌ରେ ଥିବା ଜଣେ ଠକେଇ ଅଭିଯୁକ୍ତଙ୍କୁ ଜାମିନ ମିଳିଥିଲା। କିନ୍ତୁ ତାଙ୍କ ପରିବର୍ତ୍ତେ ଗତ ୨୦ ତାରିଖରେ ମୁକୁଳିଥିଲେ ଜଣେ ବଳାତ୍କାର ଅଭିଯୁକ୍ତ। ଜେଲ୍‌ ଡିଆଇଜି ଗରିବ ସାହୁ ଶନିବାର ଝାରପଡ଼ା ଜେଲରେ ଏଭଳି ସାଂଘାତିକ…

ଇଷ୍ଟର୍ଣ୍ଣ ମିଡିଆ ଋଣ ଦୁର୍ନୀତି ମାମଲା: ୩ ଅଭିଯୋଗକାରୀଙ୍କ ବୟାନ ରେକର୍ଡ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୨୪।୯ (ସୂର୍ଯ୍ୟକାନ୍ତ ବେହେରା): ଇଷ୍ଟର୍ଣ୍ଣ ମିଡିଆ ଲିମିଟେଡ୍‌ର ଦୈନିକ ଖବରକାଗଜ ସମ୍ବାଦରେ କର୍ମଚାରୀଙ୍କ ନାମରେ ଜାଲିଆତି କରି ବ୍ୟାଙ୍କରୁ ଋଣ ଉଠାଣ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଶନିବାର ୩ ଅଭିଯୋଗକାରୀଙ୍କ ବୟାନ ରେକର୍ଡ କରିଛି। ସିଆର୍‌ପିସିର ୧୬୪…

ଆଗକୁ ସାଧାରଣ ନିର୍ବାଚନ, ଅକ୍ଟୋବର ୩ରୁ ଇଭିଏମ୍‌ ଯାଞ୍ଚ

ଭୁବନେଶ୍ୱର,୨୪।୯(ଅନିଲ ଦାସ): ସାଧାରଣ ନିର୍ବାଚନକୁ ଆଉ କିଛି ମାସ ରହିଛି। ଏହା ପୂର୍ବରୁ ସମସ୍ତ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ର ଏଫ୍‌ଏଲ୍‌ସି ତନଖି କାର୍ଯ୍ୟ ୨ଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ଉପକୂଳବର୍ତ୍ତୀ ୧୦ଟି ଜିଲା ପାଇଁ ପ୍ରଥମ ପର୍ଯ୍ୟାୟରେ ଅକ୍ଟୋବର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri