ମେଟ୍ରୋ

୨୮ ହଜାର କୋଟିର ଅତିରିକ୍ତ ବଜେଟ

ଭୁବନେଶ୍ୱର,୨୩ା୯(ଅନିଲ ଦାସ): ୨୦୨୩-୨୪ ଆର୍ଥିକବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ୨୮ ହଜାର ୨୦୦କୋଟି ଟଙ୍କାର ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପିତ ହୋଇଛି। ବିଧାନସଭା ଅଧିବେଶନର ପ୍ରଥମ ଦିବସରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଗୃହର ଅନୁମୋଦନ ପାଇଁ ଏହି ଅତିରିକ୍ତ ବଜେଟ…

କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଅସୁସ୍ଥ

ଭୁବନେଶ୍ୱର,୨୩।୯(ଶର୍ମିଷ୍ଠା ପାଣିଗ୍ରାହୀ): ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ ଗୁରୁତର ଅସୁସ୍ଥ ହୋଇପଡିଛନ୍ତି। ତାଙ୍କୁ ଏକ ଘରୋଇ ହସ୍ପିଟାଲର ଆଇସିୟୁରେ ରଖି ଚିକିତ୍ସା କରାଯାଉଛି। ତେବେ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସୁଛି ବୋଲି ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ଭଜନ…

ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର,୨୨।୯(ଅନିଲ ଦାସ): ଷୋଡ଼ଶ ବିଧାନସଭାର ସ୍ବଳ୍ପକାଳୀନ ମୌସୁମୀ ଅଧିବେଶନ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ଆରମ୍ଭ ହୋଇଛି। ଏହା ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ମୋଟ ୮ଟି କାର୍ଯ୍ୟଦିବସ ରହିଛି।  ପରଲୋକଗତ ସଦସ୍ୟମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ଗୃହରେ ଶୋକ ପ୍ରସ୍ତାବ…

ଓଡ଼ିଶା ପାଇଲା ପ୍ରଥମ ମହିଳା ବାଚସ୍ପତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୯: ଶୁକ୍ରବାର ବାଚସ୍ପତି ଭାବେ ପ୍ରମିଳା ମଲ୍ଲିକ ଶପଥ ନେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାକୁ ପ୍ରଥମ ମହିଳା ବାଚସ୍ପତି ମିଳିଛି। ଅନ୍ୟପକ୍ଷରେ ବାଚସ୍ପତି ଭାବେ ଶପଥ ନେବା ପରେ ପ୍ରମିଳା ସମସ୍ତଙ୍କୁ…

ପ୍ରମିଳା ପ୍ରଥମ ମହିଳା ବାଚସ୍ପତି

ଭୁବନେଶ୍ୱର,୨୨ା୯: ପ୍ରଥମ ମହିଳା ବାଚସ୍ପତି ଭାବେ ବରିଷ୍ଠ ବିଧାୟିକା ପ୍ରମିଳା ମଲ୍ଲିକ ଶୁକ୍ରବାର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଅନ୍ୟ କେହି ନାମାଙ୍କନପତ୍ର ଭରି ନ ଥିବାରୁ ପ୍ରମିଳା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଏନେଇ ଗୃହରେ ଉପବାଚସ୍ପତି ବିଧିବଦ୍ଧ ଭାବେ ଘୋଷଣା କରିଛନ୍ତି।…

ବିରୋଧୀଙ୍କୁ ଚେକ୍‌ ଦେବାକୁ ବିଜେଡିର ମାଷ୍ଟରଷ୍ଟ୍ରୋକ୍‌

ଭୁବନେଶ୍ୱର,୨୨ା୯(ଅନିଲ ଦାସ): ଦୁର୍ନୀତି ଓ ଜନ ବିରୋଧୀ କାର୍ଯ୍ୟ ପାଇଁ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଏବଂ ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ାଙ୍କୁ ବିଜେଡିରୁ ଗୁରୁବାର ବହିଷ୍କାର କରାଯାଇଛି। ବିଧାନସଭାର ସ୍ବଳ୍ପକାଳୀନ ମୌସୁମୀ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେଉଛି। ବ୍ୟାଙ୍କ…

ଶିକ୍ଷା, ସ୍ବାସ୍ଥ୍ୟ, ଆଇନଶୃଙ୍ଖଳା ପ୍ରସଙ୍ଗରେ ଶାସକ ଦଳକୁ ଘେରିବେ ବିରୋଧୀ

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): ବିଧାନସଭାର ମୌସୁମୀ ଅଧିବେଶନ ଶୁକ୍ରବାର ଠାରୁ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନରେ ରାଜ୍ୟ ସରକାର ଅତିରିକ୍ତ ବଜେଟ ଆଣିବାକୁ ଯାଉଛନ୍ତି। ତେବେ ବିଧାନସଭାରେ ଶାସକ ଦଳକୁ ଘେରିବା ଲାଗି ବିରୋଧୀ ଏକ ପ୍ରକାର ପ୍ରସ୍ତୁତି ଆରମ୍ଭ…

ଜନସଂଖ୍ୟା ଅନୁପାତରେ ପଛୁଆବର୍ଗ ମହିଳାଙ୍କୁ ୩୩% ସଂରକ୍ଷଣ ମିଳୁ: କଂଗ୍ରେସ

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପଛୁଆ ବର୍ଗ ମହିଳାଙ୍କ ପାଇଁ ପାର୍ଲାମେଣ୍ଟରେ ଯେଉଁ ଦାବି ଉପସ୍ଥାପନ କରିଛନ୍ତି ତାକୁ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସମ୍ପୂର୍ଣ୍ଣ ସମର୍ଥନ କରୁଛି। ବୁଧବାର ଲୋକ ସଭାରେ ଯେଉଁ ମହିଳା ସଂରକ୍ଷଣ…

ମାର୍କେଟ ବିଲ୍ଡିଂରେ ବଢ଼ୁଛି ସମସ୍ୟା, ଗ୍ରାହକ ହନ୍ତସନ୍ତ

ଭୁବନେଶ୍ୱର,୨୨।୯ (ବନ୍ଦନା ସେଠୀ): ରାଜଧାନୀ ଭୁବନେଶ୍ୱରର ପ୍ରମୁଖ ବଜାର ୟୁନିଟ-୨ସ୍ଥିତ ମାର୍କେଟ ବିଲ୍ଡିଂ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ୭୫ବର୍ଷ ପୂର୍ବେ ହାତଗଣତି କେତେଜଣ ବ୍ୟବସାୟୀଙ୍କୁ ନେଇ ଗଠନ ହୋଇଥିବା ଏହି ମାର୍କେଟରେ ଏବେ ୧୭୦ରୁ ଊର୍ଦ୍ଧ୍ୱ ଦୋକାନ ଓ…

ଆଜିଠୁ ବିଧାନସଭା

ଭୁବନେଶ୍ୱର,୨2ା୯(ଅନିଲ ଦାସ) ଷୋଡ଼ଶ ବିଧାନସଭାର ସ୍ବଳ୍ପକାଳୀନ ମୌସୁମୀ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେବ। ଏହା ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ମୋଟ ୮ଟି କାର୍ଯ୍ୟଦିବସ ରହିଛି। ଅଧିବେଶନ ପୂର୍ବାହ୍ନ ୧୧ଟାରେ ଆରମ୍ଭ ହେବ। ପରଲୋକଗତ ସଦସ୍ୟମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ…

ମହିଳା ସଂରକ୍ଷଣ ବିଲ୍‌ ଗୃହୀତ

ନୂଆଦିଲ୍ଲୀ,୨୨/୯:ଗୁରୁବାର ଥିଲା ସ୍ବତନ୍ତ୍ର ଅଧିବେଶନର ଚତୁର୍ଥ ଦିନ। ଐତିହାସିକ ‘ନାରୀଶକ୍ତି ବନ୍ଦନ ଅଧିନିୟମ,୨୦୨୩’ ବୁଧବାର ଲୋକ ସଭାରେ ଦୁଇ-ତୃତୀୟାଂଶରୁ ଊର୍ଦ୍ଧ୍ୱ ସମର୍ଥନରେ ପାରିତ ହେବାର ଦିନକ ପରେ ରାଜ୍ୟ ସଭାରେ ଏହାକୁ ଆଗତ କରାଯାଇଥିଲା। ଦୀର୍ଘ ୧୧ ଘଣ୍ଟାର ବିତର୍କ ପରେ…

ବିଜେଡିରୁ ସୌମ୍ୟରଞ୍ଜନ ପଟ୍ଟନାୟକ, ସୁଧାଂଶୁ ଶେଖର ପରିଡ଼ା ବହିଷ୍କୃତ

ଭୁବନେଶ୍ୱର,୨୧ା୯(ଅନିଲ ଦାସ): ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଏବଂ ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ାଙ୍କୁ ଗୁରୁବାର ବିଜେଡିରୁ ବହିଷ୍କୃତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦଳ ବିରୋଧୀ କାର୍ଯ୍ୟ କରିଥିବାରୁ ଏହି ଦୁଇ ବିଧାୟକଙ୍କୁ ଦଳର ସୁପ୍ରିମୋ ଆଜି ଅପରାହ୍ନରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri