ମେଟ୍ରୋ

‘ସାମାଜିକ ଗଣମାଧ୍ୟମରେ ମୋତେ ବଦନାମ କରାଯାଉଛି’

ମଙ୍ଗୁଳି-ଜଗତପୁର/ ଖୁଣ୍ଟୁଣୀ,୨୧।୯(ମାନସ ସାମଲ/ ସଚ୍ଚିଦାନନ୍ଦ ପଣ୍ଡା)ବିଜେବି କଲେଜ ଛାତ୍ରୀ ରୁଚିକାଙ୍କ ମୃତ୍ୟୁ ଘଟଣାରେ ସାମାଜିକ ଗଣମାଧ୍ୟମରେ ବଦନାମ କରାଯାଉଛି ବୋଲି ମା’ ବିଦ୍ୟୁତ୍‌ଲତା ମହାନ୍ତି ବୁଧବାର ଅଭିଯୋଗ କରିଛନ୍ତି। ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅଧୀନ କଖଡି ଗ୍ରାମ ମଙ୍ଗଳା ସାହିସ୍ଥିତ ବାସଭବନରେ ସେ…

ଯୁକ୍ତ୨ରେ ଖାଲି ପଡ଼ିଛି ଲକ୍ଷେ ସିଟ୍‌

ଭୁବନେଶ୍ୱର, ୨୧।୯(ଅସମାପିକା ସାହୁ): ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ସ୍ପଟ୍‌ ନାମଲେଖା ଶେଷ ହୋଇଛି। ହେଲେ ଏବେ ବି ୧ଲକ୍ଷରୁ ଊର୍ଦ୍ଧ୍ୱ ସିଟ୍‌ ଖାଲି ପଡ଼ିଛି। ପ୍ରଥମ ପର୍ଯ୍ୟାୟ ନାମଲେଖା ପରେ ୧,୪୦,୨୫୭ଟି ସିଟ୍‌ ଖାଲି ପଡ଼ିଥିଲା।…

ମୋ’ ଉପରେ ମୁଖ୍ୟମନ୍ତ୍ରୀ ଭରସା କରିଥିବାରୁ ମୁଁ କୃତଜ୍ଞ: ପ୍ରମିଳା

ଭୁବନେଶ୍ୱର,୨୦ା୯(ଅନିଲ ଦାସ): ବିଜେଡିର ବରିଷ୍ଠ ନେତ୍ରୀ ତଥା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ବାଚସ୍ପତି ପ୍ରାର୍ଥୀ ହୋଇଛନ୍ତ। ଏ ନେଇ ବିଜେଡି ପକ୍ଷରୁ ବୁଧବାର ତାଙ୍କ ନାମ ଘୋଷଣା କରାଯାଇଛି। ସେ ମନ୍ତ୍ରୀ ପଦବୀରୁ ଇସ୍ତଫା ଦେଇ…

ତେଲେଙ୍ଗାନା ରାଜ୍ୟ ସମବାୟ ଆପେକ୍ସ ବ୍ୟାଙ୍କ ପରିଦର୍ଶନ କଲେ ସମବାୟ ମନ୍ତ୍ରୀ

ଭୁବନେଶ୍ୱର,୨୦ା୯(ଅସମାପିକା ସାହୁ): ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ହାଇଦ୍ରାବାଦ ଗସ୍ତରେ ଥିବା ବେଳେ ମଙ୍ଗଳବାର ତେଲେଙ୍ଗାନା ରାଜ୍ୟ ସମବାୟ ଶୀର୍ଷ (ଆପେକ୍ସ) ବ୍ୟାଙ୍କ ପରିଦର୍ଶନ କରିଛନ୍ତି। ମନ୍ତ୍ରୀ ଶ୍ରୀ ନାୟକଙ୍କୁ ବ୍ୟାଙ୍କର ସଭାପତି କୋନ୍ଦୁରୁ ରବିନ୍ଦ୍ର ରାଓ ଓ ପରିଚାଳନା…

୪୪ ଲକ୍ଷ ୫୬ ହଜାର ଚାଷୀଙ୍କ ଆକାଉଣ୍ଟକୁ ଗଲା ୯୦୦ କୋଟି ଟଙ୍କାର କାଳିଆ ସହାୟତା

ଭୁବନେଶ୍ୱର,୨୦ା୯(ଅସମାପିକା ସାହୁ): ନୂଆଖାଇ ଅବସରରେ ରାଜ୍ୟର ୪୪ ଲକ୍ଷ ୫୬ ହଜାର ଚାଷୀ ପରିବାର କାଳିଆ ସହାୟତା ପାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନଫରେନ୍ସ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ସହାୟତା ପ୍ରଦାନ କରିଛନ୍ତି। ରବି ଫସଲ…

ପ୍ରମିଳା ମଲ୍ଲିକ ବିଜେଡିର ବାଚସ୍ପତି ପ୍ରାର୍ଥୀ

ଭୁବନେଶ୍ୱର,୨୦ା୯: ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ବିଜେଡିର ବାଚସ୍ପତି ପ୍ରାର୍ଥୀ ହେବେ ବୋଲି ବୁଧବାର ଦଳ ପକ୍ଷରୁ ଘୋଷଣା କରାଯାଇଛି। ପ୍ରମିଳା ଆସନ୍ତାକାଲି ପ୍ରାର୍ଥତ୍ପତ୍ର ଦାଖଲ କରିବେ। ୨୨ ତାରିଖ (ଶୁକ୍ରବାର) ସକାଳ ସାଢ଼େ ୯ଟାରେ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ପ୍ରମିଳା…

ଆଜି ଚାଷୀଙ୍କ ଆକାଉଣ୍ଟକୁ ଯିବ କାଳିଆ ସହାୟତା

ଭୁବନେଶ୍ୱର,୨୦।୯(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ୪୪ ଲକ୍ଷରୁ ଊର୍ଦ୍ଧ୍ୱ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ଭୂମିହୀନ କୃଷକ ପରିବାରକୁ ବୁଧବାର କାଳିଆ ସହାୟତା ପ୍ରଦାନ କରିବେ। ଏହି ଚାଷୀମାନଙ୍କ ଆକାଉଣ୍ଟକୁ ଡିବିଟି ମାଧ୍ୟମରେ ୯୦୦ କୋଟି ଟଙ୍କାର ସହାୟତା ରାଶି…

୨୫ ସୁଦ୍ଧା ଶିକ୍ଷକ ତାଲିକା ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୦।୯(ଅସମାପିକା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବା ଦ୍ୱାଦଶ ପରୀକ୍ଷା ଆସନ୍ତା ୨୦୨୪ ଫେବୃୟାରୀ ୧୪ରୁ ଆରମ୍ଭ ହେବ। ଏଥିପାଇଁ ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିବାବେଳେ ପରୀକ୍ଷା ପରିଚାଳନା ପାଇଁ ଶିକ୍ଷକଙ୍କ…

ମୁଖ୍ୟମନ୍ତ୍ରୀ, ବାଚସ୍ପତି, ମନ୍ତ୍ରୀଙ୍କ ସୁରକ୍ଷା ବଢ଼ିବ

ଭୁବନେଶ୍ୱର,୨୦।୯(ଅନିଲ ଦାସ): ମୁଖ୍ୟମନ୍ତ୍ରୀ, ବାଚସ୍ପତି, ଉପବାଚସ୍ପତି ଏବଂ ମନ୍ତ୍ରୀମାନଙ୍କ ସୁରକ୍ଷା ବ୍ୟବସ୍ଥାକୁ ଆହୁରି କଡ଼ାକଡ଼ି କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାଲ୍ୟାର୍ପଣ ଆଦି କାର୍ଯ୍ୟକ୍ରମରେ ସୁରକ୍ଷା ଦେବା ପାଇଁ ଏକ ଉତ୍ସର୍ଗୀକୃତ(ଡେଡିକେଟେଡ୍‌) ଟିମ୍‌ ରହିବ। ଏହି ଟିମ୍‌ରେ ଦୁଇଜଣ ଡେପୁଟି କମାଣ୍ଡାଣ୍ଟ…

ଲଘୁଚାପ: ୩ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୦।୯(ଅନିଲ ଦାସ): ଉତ୍ତର-ପଶ୍ଚିମ ଓ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହେବାରୁ ଏହାର ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିଯୋଗୁ ଆସନ୍ତା ୩…

ହୋଟେଲ, ଜାତୀୟ ରାଜପଥରେ ବନ୍ଧୁକଧାରୀଙ୍କ ଆତଙ୍କ

ବଲାଙ୍ଗୀର, ୨୦।୯ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର-ସୋନପୁର ଜାତୀୟ ରାଜପଥର ଗିରିଗୋବର୍ଦ୍ଧନ ନିକଟରେ ଥିବା ଏକ ହୋଟେଲ ଏବଂ ଜାତୀୟ ରାଜପଥରେ ଜଣେ ଯୁବକ ମଙ୍ଗଳବାର ଅପରାହ୍ନ ପ୍ରାୟ ୫ଟାରେ ବନ୍ଧୁକ ଧରି ଆତଙ୍କ ସୃଷ୍ଟି କରିଥିଲେ। ହୋଟେଲର କାଚ, ଆସବାବପତ୍ର…

ଲୋକ ସଭାରେ ଆଗତ ହେଲା ନୂଆ ବିଲ୍‌: ସମସ୍ତ ଶ୍ରେୟ ନବୀନଙ୍କର:ବିଜେଡି

ଭୁବନେଶ୍ୱର,୨୦।୯(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ୟମ ଯୋଗୁ ଲୋକ ସଭାରେ ମହିଳା ସଂରକ୍ଷଣ ବିଲ୍‌ ଆଗତ ହୋଇଛି ବୋଲି ବିଜେଡି ପକ୍ଷରୁ କୁହାଯାଇଛି। ବିଜେଡି ଉପସଭାପତି ଦେବୀ ପ୍ରସାଦ ମିଶ୍ର କହିଛନ୍ତି ଯେ, ୨୦୧୯ ନିର୍ବାଚନରେ ବିଜେଡି ଲୋକ ସଭା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri