ଆନ୍ଦୋଳନରତ ଶିକ୍ଷକ ସଂଘରେ ଫାଟ
ଭୁବନେଶ୍ୱର, ୧୯ା୯ (ଅସମାପିକା ସାହୁ):ଆନ୍ଦୋଳନ ଚଳାଇଥିବା ୧୦ ପ୍ରାଥମିକ ଶିକ୍ଷକ ସଂଘ ମଧ୍ୟରେ ଫାଟ ସୃଷ୍ଟି ହୋଇଛି। ସୋମବାର ଆନ୍ଦୋଳନ ୧୧ ଦିନରେ ପହଞ୍ଚତ୍ଥିବାବେଳେ ଶିକ୍ଷକଙ୍କ ଦାବି ନେଇ ଆନ୍ତଃମନ୍ତ୍ରୀସ୍ତରୀୟ କମିଟି ବୈଠକ ବସିଥିଲା। ହେଲେ ତାହା ଫଳପ୍ରଦ ହୋଇ ନ…
ଜ୍ୟୋତିକା, ଆର୍ଯ୍ୟନ ଚାମ୍ପିୟନ
ପୁରୀ, ୧୯।୯(ଅଜିତ ମହାନ୍ତି): ଅଲ୍ ଓଡ଼ିଶା ଚେସ୍ ଆସୋସିଏଶନ (ଏଓସିଏ) ଓ ପୁରୀ ଜିଲା ଚେସ୍ ଆସୋସିଏଶନ ଆନୁକୂଲ୍ୟରେ ରାଜ୍ୟ ୧୧ ବର୍ଷରୁ କମ୍ (ବାଳିକା, ବାଳକ) ଚେସ୍ ଚାମ୍ପିୟନଶିପ୍ ପୁରୀ ବଳଗଣ୍ଡି ଗ୍ରାଣ୍ଡରୋଡ୍ସ୍ଥିତ ବୃନ୍ଦାବତୀ ନିବାସରେ ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାର…
ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
ଭୁବନେଶ୍ବର,୧୮।୯: ଆସନ୍ତା ୪୮ ଘଣ୍ଟାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି । ପୂର୍ବ-କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ୩.୧ ରୁ ୫.୮ କି.ମି. ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପ୍ରଭାବରେ ୪୮ ଘଣ୍ଟା…
ବାଉଁଶ ଦେଇଛି ଜୀବିକା
ଭୁବନେଶ୍ୱର,୧୮।୯(ଅନୁରାଧା ମହାରଣା): ବାଉଁଶ ଦେଇଛି ଜୀବିକା, ପାଲଟିଛି ବେସାହାରାଙ୍କ ସାହାରା। ଗାଁର ସୁରକ୍ଷା ବାଡ଼ଠାରୁ ଆରମ୍ଭ କରି ଘର ଛପର, ଘରୋଇ ଉପକରଣ ଓ ସାଜସଜ୍ଜା ସାମଗ୍ରୀଠାରୁ ସହରର ନଭଶ୍ଚୁମ୍ବୀ କୋଠା ନିର୍ମାଣ, ସବୁଥିରେ ବାଉଁଶର ବ୍ୟବହାର ହେଉଛି। ତେଣୁ ଭାରତରେ…
ପୁଣି ଆନ୍ଦୋଳନକୁ ଓହ୍ଲାଇବେ ଅଙ୍ଗନଓ୍ବାଡ଼ି କର୍ମୀ
ଭୁବନେଶ୍ୱର,୧୮ା୯(ଅନୁରାଧା ମହାରଣା): ଅଙ୍ଗନଓ୍ବାଡ଼ି କର୍ମୀ, ସହାୟିକା ଓ ମିନି ଅଙ୍ଗନଓ୍ବାଡ଼ି କର୍ମୀଙ୍କ ଭତ୍ତା ବୃଦ୍ଧି ସହ ଆଉ କେତେକ ଦାବି ପୂରଣ ନ ହେବାରୁ ପୁଣି ଆନ୍ଦୋଳନ ଧମ ଦେଇଛି ଅଙ୍ଗନଓ୍ବାଡ଼ି କର୍ମଚାରୀ ୟୁନିଅନ ସଂଯୁକ୍ତ ମୋର୍ଚ୍ଚା। ଅକ୍ଟୋବର ୩ରେ ବଡ଼ଧରଣର…
ଆଜିଠାରୁ ଅଧିକାଂଶ ଅଞ୍ଚଳରେ ଝଡ଼ବର୍ଷା
ଭୁବନେଶ୍ୱର,୧୮।୯(ଅନୁରାଧା ମହାରଣା): ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ଦୁର୍ବଳ ହୋଇପଡ଼ିଛି। ତେଣୁ ଲଘୁଚାପ ପ୍ରଭାବରେ ରାଜ୍ୟ ଉପରେ ଦୁର୍ବଳ ସ୍ଥିତିରେ ଥିବା ମୌସୁମୀ ଏବେ ପୁନର୍ବାର ସକ୍ରିୟ ହୋଇପଡ଼ିଛି। ଫଳରେ ସୋମବାରଠାରୁ ରାଜ୍ୟରେ ଝଡ଼ବର୍ଷା ଲାଗି…
କ୍ୟାମ୍ପସରେ ହୋର୍ଡିଂକୁ ନେଇ ବିବାଦ
ଭୁବନେଶ୍ୱର, ୧୮।୯(ଅସମାପିକା ସାହୁ): ଉଚ୍ଚ ଶିକ୍ଷାନୁଷ୍ଠାନ କ୍ୟାମ୍ପସରେ ଛାତ୍ର ଯୋଜନା ଓ ଛାତ୍ର ବୃତ୍ତି ସମ୍ବନ୍ଧୀୟ ହୋର୍ଡିଂ ଲଗାଯିବା ନିଷ୍ପତ୍ତିକୁ ବିବାଦ ଦେଖାଦେଇଛି। ଏଭଳି ହୋର୍ଡିଂ ଲଗାଇବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟର କୁଳସଚିବ ଓ ଡିଗ୍ରୀ…
ପାନ, କିଆଫୁଲ ଚାଷୀଙ୍କୁ ମିଳିବ ସ୍ବତନ୍ତ୍ର ଆର୍ଥିକ ସହାୟତା
ଭୁବନେଶ୍ୱର,୧୭ା୯(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ପୁରୀ ଓ ଗଞ୍ଜାମ ଗସ୍ତ ସମୟରେ ସ୍ଥାନୀୟ ପାନବରଜ ଚାଷୀ ଓ କିଆଫୁଲ ଚାଷୀମାନଙ୍କ ପକ୍ଷରୁ ବିଭିନ୍ନ ଅସୁବିଧା ସମ୍ପର୍କରେ ଅନେକ ଆପତ୍ତି ଅଭିଯୋଗ ଆସିଥିଲା। ସେ…
ଭଉଣୀ ଗୀତାଙ୍କ ଶେଷଦର୍ଶନ କଲେ ନବୀନ
ନୂଆଦିଲ୍ଲୀ/ଭୁବନେଶ୍ୱର,୧୭ା୯: ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ଶେଷଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଗୀତାଙ୍କ ଭାଇ ନବୀନ ପଟ୍ଟନାୟକ। ରବିବାର ଦିଲ୍ଲୀ ଯାଇ ଭଉଣୀ ଗୀତାଙ୍କ ଶେଷ ଦର୍ଶନ କରିଛନ୍ତି। ଭଉଣୀଙ୍କ ପରଲୋକରେ ଗଭୀର ମର୍ମାହତ ଥିବା ନବୀନ କହିଛନ୍ତି। ସୂଚନାଯୋଗ୍ୟ, ଗୀତା…
ପାନବରଜ, କିଆ ଫୁଲ ଚାଷୀଙ୍କ ପାଇଁ ଖୁସି ଖବର
ଭୁବନେଶ୍ବର ୧୭।୯ : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଭି.କେ. ପାଣ୍ଡିଆନଙ୍କ ପୁରୀ ଓ ଗଞ୍ଜାମ ଗସ୍ତ ସମୟରେ ସ୍ଥାନୀୟ ପାନବରଜ ଚାଷୀ ଓ କିଆ ଫୁଲ ଚାଷୀମାନଙ୍କ ପକ୍ଷରୁ ବିଭିନ୍ନ ଅସୁବିଧା ସମ୍ପର୍କରେ ଅନେକ ଆପତ୍ତି…
ଏକ୍ସକ୍ଲୁସିଭ ଗଣେଶ ଚତୁର୍ଥୀ ଅଫର
ଭୁବନେଶ୍ୱର,୧୭।୯: ରିଲାଏନ୍ସ ଇଣ୍ଡଷ୍ଟ୍ରି ଲିମିଟେଡ୍ (ଆର୍ଆଇଏଲ୍)ର ଅଗ୍ରଣୀ କମ୍ପାନୀ ରିଲାଏନ୍ସ ଡିଜିଟାଲ ପକ୍ଷରୁ ଆକର୍ଷଣୀୟ ଏବଂ ଏକ୍ସକ୍ଲୁସିଭ ଗଣେଶ ଚତୁର୍ଥୀ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଫର ୨୦୨୩ ସେପ୍ଟେମ୍ବର ୧୬ରୁ ୧୯ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ଶନିବାରରୁ…
ମୁଣ୍ଡ ପିଛା ଆୟ ବୃଦ୍ଧିକୁ ଗୁରୁତ୍ୱ
ଭୁବନେଶ୍ୱର,୧୭।୯ (ଅଭୟ ଦାଶ): ଭାରତ ବିଶ୍ୱର ୫ମ ଅର୍ଥ ବ୍ୟବସ୍ଥା ହେବା ଏକ ‘ପ୍ରଭାବୀ ସଫଳତା’ ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ)ର ପୂର୍ବତନ ଗଭର୍ନର ସି.ରଙ୍ଗରାଜନ କହିଛନ୍ତି। ହେଲେ ଦେଶର ମୁଣ୍ଡ ପିଛା ଆୟ ମଧ୍ୟ ଏହା ସହ ବଢିବା…
Archives


