ମେଟ୍ରୋ

ଖଣ୍ଡଗିରି-ଉଦୟଗିରି ମହୋତ୍ସବ ଆରମ୍ଭ

ଭୁବନେଶ୍ୱର,୧୮।୨(ଶର୍ମିଷ୍ଠା ପାଣିଗ୍ରାହୀ)ପ୍ରସିଦ୍ଧ କୁମ୍ଭମେଳା ଅବସରରେ ଖଣ୍ଡଗିରି-ଉଦୟଗିରି ମହୋତ୍ସବ ଶନିବାର ଖଣ୍ଡଗିରି ପାନ୍ଥିକାଠାରେ ଆରମ୍ଭ ହୋଇଯାଇଛି। ଭୁବନେଶ୍ୱର ସାଂସ୍କୃତିକ ପରିଷଦ ଏବଂ ସ୍ବେଚ୍ଛାସେବୀ ଅନୁଷ୍ଠାନ କଲ୍ୟାଣ ପକ୍ଷରୁ ଆୟୋଜିତ ଏହି ମେହାତ୍ସବ ସାକୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ…

ଦୋକାନ ଉଚ୍ଛେଦ ବେଳେ ବିଷ ପିଇଲେ ମହିଳା

ବେଗୁନିଆ,୧୮।୨(ହର ପ୍ରସନ୍ନ ପଣ୍ଡା)ଖୋର୍ଦ୍ଧା ଜିଲା ବେଗୁନିଆ ତହସିଲ ଅନ୍ତର୍ଗତ କୋଚିଆଖାଲ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପ୍ରଶାସନ ପକ୍ଷରୁ ସରକାରୀ ଜମିରୁ ଦୋକାନ ଗୃହ ଉଚ୍ଛେଦ ବେଳେ ଜଣେ ମହିଳା ବିଷ ପିଇଦେଇଥିଲେ। ସେ ହେଲେ କୃଷ୍ଣଚନ୍ଦ୍ର ପାଟ୍ଟଶାଣୀଙ୍କ…

ଓଡ଼ିଶାରେ ପ୍ରଥମ ଆର୍ଟିଫିସିଆଲ ରିଫ୍‌, ସାମୁଦ୍ରିକ ଜଙ୍ଗଲ

ଭୁବନେଶ୍ୱର, ୧୮ା୨(ଅସମାପିକା ସାହୁ)ବାୟୁମଣ୍ଡଳରେ ଅଙ୍ଗାରକାମ୍ଳର ସ୍ତର ବଢ଼ିବା ଦ୍ୱାରା ଜଳବାୟୁ ପରିବର୍ତ୍ତନ ଘଟୁଛି। ଏହାର ପରିଣାମ ସ୍ବରୂପ ତାପମାତ୍ରା ବୃଦ୍ଧି, ଉପକୂଳବର୍ତ୍ତୀ ଅଞ୍ଚଳରେ ବାରମ୍ବାର ସାମୁଦ୍ରିକ ଝଡ଼, ସମୁଦ୍ରର ଅମ୍ଳୀକରଣ, ଜୈବ ବିବିଧତା ନଷ୍ଟ, ମତ୍ସ୍ୟ ଉତ୍ପାଦନ ହ୍ରାସ ଏବଂ ଇକୋସିଷ୍ଟମର…

ସ୍ବାମୀଙ୍କୁ ବାନ୍ଧି ସ୍ତ୍ରୀଙ୍କୁ ଗଣବଳାତ୍କାର

ବ୍ରହ୍ମଗିରି,୧୮।୨(ସ୍ବାଧୀନ ଚମ୍ପତ୍ତିରାୟ)ଜଣେ ବ୍ୟକ୍ତିଙ୍କୁ ବାନ୍ଧି ତାଙ୍କ ସ୍ତ୍ରୀଙ୍କୁ ଗଣବଳାତ୍କାର କରାଯାଇଛି। ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅରଖକୁଦା ମେରାଇନ ଥାନା ଅଞ୍ଚଳରେ ଶୁକ୍ରବାର ରାତିରେ ଘଟିଛି ଏହି ଘଟଣା। ଏନେଇ ଅଭିଯୋଗ ପାଇବା ପରେ ମେରାଇନ ଥାନା ପୋଲିସ ଅରଖକୁଦା ଗ୍ରାମର…

ପାଚିକା-ସହାୟିକାଙ୍କ ପାରିଶ୍ରମିକ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ, କାର୍ଯ୍ୟକାଳ ମଧ୍ୟରେ ଦେହାନ୍ତ ହେଲେ ମିଳିବ ୧ ଲକ୍ଷ ଟଙ୍କା

ଭୁବନେଶ୍ୱର,୧୭ା୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ଯୋଜନାରେ ପାଚିକା ତଥା ସହାୟିକା ଭାବରେ କାମ କରୁଥିବା କର୍ମଚାରୀମାନଙ୍କ ପାରିଶ୍ରମିକ ରାଶିରେ ବୃଦ୍ଧି ଘୋଷଣା କରିଛନ୍ତି। ପାଚିକା ଓ ସହାୟିକାମାନଙ୍କ ପାରିଶ୍ରମିକ ରାଶି ୧,୪୦୦ ଟଙ୍କାରୁ ୨,୦୦୦…

ପ୍ରଫୁଲ୍ଲ ଓ ପୁଅ ପ୍ରୟାସକାନ୍ତିଙ୍କୁ ଇଡିର ସମନ, କାଗଜପତ୍ର ସହ ହାଜର ହେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୭।୦୨: ଭଣ୍ଡାରିପାଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଅଡ଼ୁଆ ବଢିଛି। ବିଜେଡି ବିଧାୟକ ପ୍ରଫୁଲ୍ଲ ଓ ପୁଅ ପ୍ରୟାସକାନ୍ତିଙ୍କୁ ସମନ କରିଛି ଇଡି। ବାରିପଦା ଇଞ୍ଜିନିୟରିଂ କଲେଜ ଜମି ମାମଲାରେ ତାଙ୍କୁ ସମନ ପଠାଯାଇଛି। କାଗଜପତ୍ର ସହ ହାଜର ହେବାକୁ କୁହାଯାଇଛି। ଗତ…

ସ୍ଥଗିତ ହେଲା ପ୍ରାଣୀ ଚିକିତ୍ସକଙ୍କ ଆନ୍ଦୋଳନ

ଭୁବନେଶର,୧୭।୨: ପ୍ରାଣୀ ଚିକିତ୍ସକଙ୍କ ଆନ୍ଦୋଳନ ସ୍ଥଗିତ ରହିଛି । ସରକାରଙ୍କ ପ୍ରତିତି ପରେ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ପର୍ଯ୍ୟାୟ କ୍ରମେ ସବୁ ଦାବି ପୂରଣ ନେଇ ପ୍ରତିଶୃତି ଦିଆଯାଇଛି । ତେଣୁ ଆନ୍ଦୋଳନ ସ୍ଥଗିତ ନେଇ ପ୍ରାଣୀ ଚିକିତ୍ସକ ସେବା ସଙ୍ଘ…

ନିର୍ବାଚନ ସମୟରେ କଳା ଟଙ୍କା,ମଦ ରୋକିବାକୁ…

ଭୁବନେଶ୍ୱର,୧୭।୨: ୩ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ନିର୍ବାଚନ କମିଶନର । ନିର୍ବାଚନ ସମୟରେ କଳା ଟଙ୍କା ଏବଂ ମଦର ବ୍ୟବହାର ରୋକିବାକୁ ଜାତୀୟ ନିର୍ବାଚନ କମିଶନଙ୍କ ଗୁରୁତ୍ୱ ଦେଇଛନ୍ତି। ଆୟକର ବିଭାଗ ଓ ଅବକାରୀ ବିଭାଗ ସହ ନିର୍ବାଚନ ଆୟୋଗଙ୍କ…

ଆଜିଠୁ ଯୁକ୍ତ ୨ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ: ଭିନ୍ନକ୍ଷମଙ୍କୁ ମିଳିବ ଅଧିକ ଘଣ୍ଟାଏ ସମୟ

ଭୁବନେଶ୍ୱର,୧୭।୨: ଆଜିଠୁ ଆରମ୍ଭ ଯୁକ୍ତ ୨ କଳା ଓ ବାଣିଜ୍ୟ ପରୀକ୍ଷା । ଚଳିତ ବର୍ଷ କଳାରେ ମୋଟ ୨ ଲକ୍ଷ ୩୭ ହଜାର ୭୫୦ , ବାଣିଜ୍ୟରେ ୨୬ ହଜାର ୮୯ ଜଣ ପରୀକ୍ଷା ଦେଉଛନ୍ତି। ସେହିଭଳି ଧନ୍ଦାମୂଳକରେ ୫…

ଠିକ୍‌ରେ ଚାଲୁନି OSSSC ୱେବ୍‌ସାଇଟ୍‌: ପୁଣି ବଢିଲା ଆବେଦନ ପ୍ରକ୍ରିୟା

ଭୁବନେଶ୍ୱର,୧୭।୨(ଅସମାପିକା ସାହୁ): ଓଡ଼ିଶା ଅଧସ୍ତନ କର୍ମଚାରୀ ଚୟନ ଆୟୋଗ(ଓଏସ୍‌ଏସ୍‌ଏସ୍‌ସି)ର ୱେବ୍‌ସାଇଟ୍‌ ଠିକ ଭାବେ କାର୍ଯ୍ୟ କରୁ ନ ଥିବାରୁ କମ୍ବାଇନ୍‌ଡ ରିକ୍ରୁଟ୍‌ମେଣ୍ଟ ଏକ୍‌ଜାମ୍‌ର ଆବେଦନ ଅବଧି ବାରମ୍ବାର ବୃଦ୍ଧି କରାଯାଉଛି। ଦୁଇ ମାସ ହେଲାଣି ଆବେଦନ ପ୍ରକ୍ରିୟା ଜାରି ରହିଥିଲେ ମଧ୍ୟ…

ଆଜିଠୁ ଭାଜପାର ୨ ଦିନିଆ ରାଷ୍ଟ୍ରୀୟ ଅଧିବେଶନ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ଭାଜପାର ୨ ଦିନିଆ ରାଷ୍ଟ୍ରୀୟ ଅଧିବେଶନ ଶନିବାର ଠାରୁ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ହେବ। ଏହି ଅଧିବେଶନରେ ଆଗାମୀ ସାଧାରଣ ନିର୍ବାଚନର ଚୂଡ଼ାନ୍ତ ରଣନୀତି ପ୍ରସ୍ତୁତ କରାଯିବ। ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା ରାଷ୍ଟ୍ରୀୟ ଅଧିବେଶନକୁ ଉଦ୍‌ଘାଟନ…

ପଞ୍ଚାୟତ ସମିତି ସହ ଜଡିତ ଅଫିସରଙ୍କ ବଢିଲା ଆର୍ଥିକ କ୍ଷମତା

ଭୁବନେଶ୍ୱର,୧୬।୨: ପଞ୍ଚାୟତ ସମିତି ସହ ବୈଷୟିକ ଓ ପ୍ରଶାସନିକ ଅଧିକାରୀମାନଙ୍କ ଆର୍ଥିକ କ୍ଷମତା ବୃଦ୍ଧି ପାଇଛି । ରାଜ୍ୟ କ୍ୟାବିନେଟ ଏନେଇ ଅନୁମୋଦନ ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?