ମେଟ୍ରୋ

ନିର୍ଦ୍ଧାରିତ ସମୟରେ କାଗଜାତ ନ ଦେଲେ ଦଣ୍ଡିତ ହେବେ ପେନ୍‌ସନ ମଞ୍ଜୁରୀ କର୍ତ୍ତୃପକ୍ଷ

ଭୁବନେଶ୍ୱର,୧୬ା୯(ଅନିଲ ଦାସ): ଓଡ଼ିଶା ବେସାମରିକ ସେବା (ପେନ୍‌ସନ) ନିୟମାବଳୀ, ୧୯୯୨ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। ଏହି ସଂଶୋଧନ ଦ୍ୱାରା ଅବସର ନେଉଥିବା ସରକାରୀ କର୍ମଚାରୀଙ୍କ ଚୂଡ଼ାନ୍ତ ପେନ୍‌ସନ ପ୍ରଦାନ ପ୍ରକ୍ରିୟାକୁ ସରଳ କରାଯାଇଛି। ସରକାରୀ କର୍ମଚାରୀ ଅବସର ତାରିଖର…

ସୃଷ୍ଟି ହେବ ୧୨୭୩ ଇଞ୍ଜିନିୟରିଂ ପଦବୀ

ଭୁବନେଶ୍ୱର,୧୬ା୯(ଅନିଲ ଦାସ): ଓଡ଼ିଶା ଇଞ୍ଜିନିୟରିଂ ସର୍ଭିସ ଏବଂ ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟରିଂ ସର୍ଭିସରେ ୧୨୭୩ଟି ନୂଆ ପଦବୀ ସୃଷ୍ଟି ହେବ। ପୂର୍ତ୍ତ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଅନୁମୋଦନ କରିଛି। ଓଡ଼ିଶା ଇଞ୍ଜିନିୟରିଂ ସର୍ଭିସରେ କ୍ୟାଡର…

ସାରା ରାଜ୍ୟରେ ଗଡ଼ିବ ‘ଲକ୍ଷ୍ମୀ’ ବସ୍‌

ଭୁବନେଶ୍ୱର,୧୬ା୯(ଅନିଲ ଦାସ): ଆଉ କିଛି ମାସ ପରେ ରାଜ୍ୟରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗ୍ରାମାଞ୍ଚଳ ଉପରେ ଅଧିକ ଫୋକସ୍‌ କରିଛନ୍ତି। ଗ୍ରାମାଞ୍ଚଳ ପରିବହନ, ମହିଳା ସଶକ୍ତୀକରଣ, କୃଷି, ଜଳସେଚନ, ପାନୀୟ ଜଳ ଓ…

ପୁରୀ ପୌରପାଳିକା ଲିଜ୍‌ ଜମି ହେବ ନିୟମିତ, ସେପ୍ଟେମ୍ବର ଶେଷସୁଦ୍ଧା ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ କାର୍ଯ୍ୟ ପାଇଁ ଟେଣ୍ଡର

ଭୁବନେଶ୍ୱର,୧୫ା୯(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବଙ୍କ ପୁରୀ ଓ ନୟାଗଡ଼ ଜିଲା ଗସ୍ତ ସମୟରେ ଜନସାଧାରଣଙ୍କଠାରୁ ବିଭିନ୍ନ ଅଭିଯୋଗ ମିଳିଥିଲା। ଏ ସମ୍ପର୍କରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ ଶୁକ୍ରବାର…

କାର୍ଯ୍ୟ ଦିବସ ନଷ୍ଟକଲେ ଭରଣା କରିବ

ଭୁବନେଶ୍ୱର,୧୫ା୯(ଅନିଲ ଦାସ):ରାଜ୍ୟର ବିଭିନ୍ନ ଜିଲାରେ ପ୍ରାଥମିକ ସ୍କୁଲ ଶିକ୍ଷୟିତ୍ରୀ ଓ ଶିକ୍ଷକମାନେ ୩ ଦଫା ଦାବି ନେଇ ସେପ୍ଟେମ୍ବର ୮ରୁ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ କାର୍ଯ୍ୟବନ୍ଦ ଆନ୍ଦୋଳନ ଚଳାଇଛନ୍ତି। ଏଥିଯୋଗୁ ରାଜ୍ୟରେ ପ୍ରାଥମିକ ଶିକ୍ଷା ଗଭୀର ଭାବେ ପ୍ରଭାବିତ ହୋଇଛି।…

ଆଜି କ୍ୟାବିନେଟ୍‌, ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର,୧୫ା୯(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ଶୁକ୍ରବାର ସନ୍ଧ୍ୟା ୬ଟାରେ ରାଜ୍ୟ କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଏହାପରେ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହେବ। ମନ୍ତ୍ରୀ ପରିଷଦ ବୈଠକରେ ୨୦୨୩-୨୪ ଆର୍ଥିକବର୍ଷ ପାଇଁ ଆସନ୍ତା…

ବଲିଉଡ୍‌ ଷ୍ଟାର ଗୋବିନ୍ଦାଙ୍କୁ ଜେରା କରିବ ଇଓଡବ୍ଲ୍ୟୁ

ଭୁବନେଶ୍ୱର,୧୫।୯(ସୂର୍ଯ୍ୟକାନ୍ତ ବେହେରା): ଏସ୍‌ଟିଏ ଟୋକନ କ୍ରିପ୍ଟୋ ପୁଞ୍ଜି ନିବେଶ ନାଁରେ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ମାମଲାରେ ଓଡ଼ିଶା କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ତଦନ୍ତ ଜାରି ରଖିଛି। ତେବେ ଏହି ମାମଲାରେ ବଲିଉଡ ଷ୍ଟାର୍‌ ଗୋବିନ୍ଦାଙ୍କୁ ସମନ…

ଇରାନୀଙ୍କ ମାୟାଜାଲରେ ଫସିଛନ୍ତି ବଡ଼ବଡ଼ିଆ

ଭୁବନେଶ୍ୱର,୧୫।୯(ସତ୍ୟଜିତ୍‌ ରାଉତ): ଡାକ୍ତରଙ୍କୁ ହନିଟ୍ରାପ୍‌ ମାୟାଜାଲରେ ଫସାଇ ଲୁଟିବା ମାମଲାରେ ତମାଣ୍ଡୋ ଥାନା ପୋଲିସ ଦ୍ୱାରା ଗିରଫ ହୋଇଥିବା ଇରାନୀ ପାତ୍ର, ତାଙ୍କ ସ୍ବାମୀ ଏବଂ ସହଯୋଗୀଙ୍କ ସମ୍ପର୍କରେ ବହୁ ଗୁମର ଖୋଲିବାରେ ଲାଗିଛି। ଅର୍ଚ୍ଚନା ନାଗଙ୍କ ଭଳି ଇରାନୀ ଜଣେ…

୨୦୨୭ ସୁଦ୍ଧା ଫାଇଲେରିଆମୁକ୍ତ ହେବ ଓଡ଼ିଶା

ଭୁବନେଶ୍ବର,୧୫ା୯(ଅଭିଜିତ ଦାସ): ରାଜ୍ୟରେ ଡେଙ୍ଗୁର ପ୍ରକୋପ ଥିବାବେଳେ ପାଖାପାଖି ୬୦ ପ୍ରତିଶତ ଲୋକ ଫାଇଲେରିଆ ରୋଗରେ ଆକ୍ରାନ୍ତ ଅଛନ୍ତି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୨୦୨୭ ମସିହା ସୁଦ୍ଧା ରାଜ୍ୟରେ ଫାଇଲେରିଆ ରୋଗକୁ ନିର୍ମୂଳ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଏଥିଲାଗି ଦୁଇଟି…

ଭାରତ-ଶ୍ରୀଲଙ୍କା ଫାଇନାଲ

କଲମ୍ବୋ,୧୫ା୯: ଏସିଆ କପ୍‌ ଫାଇନାଲରେ ପରସ୍ପରକୁ ଭେଟିବେ ଭାରତ ଓ ଶ୍ରୀଲଙ୍କା। ଗୁରୁବାର ସୁପର-୪ ମ୍ୟାଚରେ ପାକିସ୍ତାନକୁ ୨ ଉଇକେଟରେ ପରାସ୍ତ କରି ଶ୍ରୀଲଙ୍କା ଦ୍ୱିତୀୟ ଦଳ ଭାବରେ ଫାଇନାଲରେ ପ୍ରବେଶ କରିଛି। ବର୍ଷା କାରଣରୁ ମ୍ୟାଚ୍‌ଟି ୪୨ ଓଭର ବିଶିଷ୍ଟ…

ବଲାଙ୍ଗୀରର ସମସ୍ତ ସ୍କୁଲ, ଅଙ୍ଗନଓ୍ବାଡ଼ି କେନ୍ଦ୍ର ଛୁଟି ଘୋଷଣା କଲେ ଜିଲାପାଳ

ଭୁବନେଶ୍ୱର,୧୪ା୯(ଅସମାପିକା ସାହୁ): ବଲାଙ୍ଗୀରରେ ସମ୍ଭାବ୍ୟ ବନ୍ୟା ଓ ଜରୁରୀକାଳିନ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗୁରୁବାର ଜିଲାର ସମସ୍ତ ସ୍କୁଲ ଓ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରିଛନ୍ତି ଜିଲାପାଳ ଚଞ୍ଚଳ ରାଣା। ଏନେଇ ଜରୁରୀକାଳିନ ନମ୍ବର ମଧ୍ୟ ଜାରି କରାଯାଇଛି। ଜିଲାର…

ନିଶାଦ୍ରବ୍ୟ ଚାଲାଣ ରୋକିବାକୁ ବସ୍‌ରେ ହେବ ଯାଞ୍ଚ

ଭୁବନେଶ୍ୱର,୧୪।୯(ସୂର୍ଯ୍ୟକାନ୍ତ ବେହେରା)ରାଜ୍ୟରେ ଦିନକୁ ଦିନ ନିଶାଦ୍ରବ୍ୟ ଚୋରା ଚାଲାଣ ବଢିବାରେ ଲାଗିଛି। ଅପରାଧୀମାନେ ପୋଲିସକୁ ଚ୍ୟାଲେଞ୍ଜ କରି ବିଭିନ୍ନ ଗଳାବାଟ ଦେଇ ଗୋଟିଏ ସ୍ଥାନରୁ ଅନ୍ୟଏକ ସ୍ଥାନକୁ ଗଞ୍ଜେଇ, ବ୍ରାଉନସୁଗାର, କଫ ସିରଫ ଆଦି ଚାଲାଣ କରୁଛନ୍ତି। କେତେଜଣ ନିଶା ବେପାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri