ମେଟ୍ରୋ

ଓଡ଼ିଶାରେ ମୁଖ୍ୟ ନିର୍ବାଚନ କମିଶନର

ଭୁବନେଶ୍ୱର,୧୫।୨(ସୁନିତ୍‌ ମିଶ୍ର): ଆଗକୁ ସାଧାରଣ ନିର୍ବାଚନ ଥିବାବେଳେ ଏହାର ପ୍ରସ୍ତୁତି ସମୀକ୍ଷା କରିବାକୁ ଗୁରୁବାର ଦେଶର ମୁଖ୍ୟ ନିର୍ବାଚନ କମିଶନର(ସିଇସି) ରାଜୀବ କୁମାର ଓଡ଼ିଶାରେ ଆସି ପହଞ୍ଚିଛନ୍ତି। ୩ ଦିନିଆ ଗସ୍ତରେ ସେ ଆସିଥିବା ବେଳେ ତାଙ୍କ ନେତୃତ୍ୱରେ ଏକ ୭…

କର୍କଟ ରୋଗ ଚିକିତ୍ସା କ୍ଷେତ୍ରରେ ନୂଆ ଯୁଗ ଆରମ୍ଭ: ୭୫୦ ଶର୍ଯ୍ୟା ବିଶିଷ୍ଟ ବାଗ୍‌ଚି ଶ୍ରୀ ଶଙ୍କରା କର୍କଟ କେନ୍ଦ୍ରର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୫।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୭୫୦ ଶଯ୍ୟା ବିଶିଷ୍ଟ ବାଗ୍‌ଚି ଶ୍ରୀ ଶଙ୍କରା କର୍କଟ କେନ୍ଦ୍ର ଏବଂ ଗବେଷଣା ପ୍ରତିଷ୍ଠାନର ଲୋକାର୍ପଣ କରିଛନ୍ତି। ୪୧୦ କୋଟି ଟଙ୍କା ବ୍ୟୟରେ ଏହି ହସ୍ପିଟାଲ ନିର୍ମିତ କରାଯାଇଛି। ଭୁବନେଶ୍ୱରରେ ପ୍ରତିଷ୍ଠିତ ଏହି କର୍କଟ…

ରେଳମନ୍ତ୍ରୀଙ୍କ ଘୋଷଣା: ଶ୍ରୀକ୍ଷେତ୍ରରୁ ଅଯୋଧ୍ୟାକୁ ଗଡ଼ିବ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର,୧୫।୨: ଶ୍ରୀକ୍ଷେତ୍ରରୁ ଅଯୋଧ୍ୟାକୁ ସ୍ବତନ୍ତ୍ର ଟ୍ରେନ ଗଡ଼ିବ। ଜୁଲାଇ- ଅଗଷ୍ଟରେ ଏହି ଟ୍ରେନ ଶୁଭାରମ୍ଭ ହେବ। ଏନେଇ ଗୁରୁବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି। ଏହାଛଡା ବହୁ ପ୍ରତୀକ୍ଷିତ ପୁରୀ-କୋଣାର୍କ ମଧ୍ୟରେ ଶୀଘ୍ର ଟ୍ରେନ ଚଳାଚଳ କରିବ। ପୁରୀର…

ରାତି ପାହିଲେ ପବିତ୍ର ମାଘ ସପ୍ତମୀ, ଭୋର ୪ଟା ୩୪ ମିନିଟ୍‌ରେ ବୁଡ ପକାଇବେ ଶ୍ରଦ୍ଧାଳୁ

ଭୁବନେଶ୍ୱର,୧୫।୨: ରାତି ପାହିଲେ ପବିତ୍ର ମାଘ ସପ୍ତମୀ। ଭୋର ୪ଟା ୩୪ ମିନିଟ୍‌ରେ ଚନ୍ଦ୍ରଭାଗାରେ ଶ୍ରଦ୍ଧାଳୁ ବୁଡ ପକାଇବେ। ଏନେଇ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ବୁଡ ପାଇଁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ ହେବାର ସମ୍ଭାବନାକୁ…

୧୩ ଜିଲାରେ ୨୦ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ‘ଆମ ବସ୍‌ଷ୍ଟାଣ୍ଡ’ ଯୋଜନାରେ ୧୩ ଜିଲାରେ ୨୦ଟି ନବନିର୍ମିତ ବସ୍‌ଷ୍ଟାଣ୍ଡ ଉଦ୍‌ଘାଟନ କରିଛନ୍ତି। ଅନୁଗୋଳ, ବାଲେଶ୍ୱର, ବୌଦ୍ଧ, ଢେଙ୍କାନାଳ, ଗଜପତି, କେନ୍ଦ୍ରାପଡ଼ା, କେନ୍ଦୁଝର, କୋରାପୁଟ, ନୟାଗଡ଼, ନୂଆପଡ଼ା, ରାୟଗଡ଼ା, ସମ୍ବଲପୁର ଓ ସୁବର୍ଣ୍ଣପୁର…

୧୬ରୁ +୨ ପରୀକ୍ଷା, ପରୀକ୍ଷାର୍ଥୀଙ୍କ ପାଇଁ ଜାରି ହେଲା ଏହି ନିୟମାବଳୀ, ଜାଣିରଖନ୍ତୁ…

ଭୁବନେଶ୍ୱର,୧୫ା୨(ଅସମାପିକା ସାହୁ): ଆସନ୍ତାକାଲି ଅର୍ଥାତ୍‌ ଫେବୃଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା। ଏହି ପରୀକ୍ଷା ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଚାଲିବ। ଏନେଇ ପରୀକ୍ଷାର୍ଥୀଙ୍କ ପାଇଁ ନିୟମାବଳୀ ଜାରି ହୋଇଛି। ଛାତ୍ରୀଛାତ୍ର ଅଧଘଣ୍ଟା ପୂର୍ବରୁ କେନ୍ଦ୍ର ନିକଟରେ ପହଞ୍ଚିବେ, ୧୫…

ନାମାଙ୍କନ ଦାଖଲ କଲେ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର,୧୫।୨: ରାଜ୍ୟ ସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଗୁରୁବାର ପୂର୍ବାହ୍ନ ୧୧ଟାବେଳେ ସେ ନିଜ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ନାମାଙ୍କନ ଦାଖଲ ବେଳେ ଭାଜପାର ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ। ଅଶ୍ୱିନୀ ଆଜି…

ଆଜି ଓଡିଶା ଆସିବେ ମୁଖ୍ୟ ନିର୍ବାଚନ କମିଶନର

ଭୁବନେଶ୍ୱର,୧୫।୨: ଆସନ୍ତା ସାଧାରଣ ନିର୍ବାଚନର ପ୍ରସ୍ତୁତି ସମୀକ୍ଷା ନେଇ ଆଜି ଓଡିଶା ଆସୁଛନ୍ତି ମୁଖ୍ୟ ନିର୍ବାଚନ କମିଶନର। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାରଙ୍କ ନେତୃତ୍ୱରେ ୭ ଜଣିଆ ଟିମ ତିନିଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି। ଏହି ଟିମ୍‌ ଆଜିଠୁ ୧୭…

ନାମାଙ୍କନ ଭରିବେ ଅଶ୍ବିନୀ ବୈଷ୍ଣବ, ସାମିଲ ରହିବେ ବରିଷ୍ଠ ଭାଜପା ନେତା

ଭୁବନେଶ୍ୱର,୧୫।୨ : ରାଜ୍ୟ ସଭା ପାଇଁ ନାମାଙ୍କନ ଭରିବେ ଅଶ୍ବିନୀ ବୈଷ୍ଣବ। ବୁଧବାର ଭାଜପା ଅଶ୍ୱିନୀଙ୍କୁ ରାଜ୍ୟ ସଭା ପ୍ରାର୍ଥିଭାବେ ଚୟନ କରିଛି। ତେବେ ଗୁରୁବାର ଅର୍ଥାତ୍‌ ଆଜି ସେ ପ୍ରାର୍ଥପତ୍ର ଦାଖଲ କରିବେ। ଏହି ସମୟରେ ଭାଜପାର ଅନେକ ବରିଷ୍ଠ…

ଗୁରୁବାର ଠାରୁ ଦଶମ-ଦ୍ୱାଦଶ ଶ୍ରେଣୀ CBSE ପରୀକ୍ଷା

ଭୁବନେଶ୍ୱର ୧୫।୨ : ଆଜିଠାରୁ CBSE ପରୀକ୍ଷା । କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ପରିଚାଳିତ ଦଶମ ଏବଂ ଦ୍ବାଦଶ ଶ୍ରେଣୀ ପରୀକ୍ଷା ଆଜିଠାରୁ ଆରମ୍ଭ ହେଉଛି । ସକାଳ ୧୦ଟା ୩୦ରେ ପରୀକ୍ଷା ଆରମ୍ଭ ହେବ । ୩୦ମିନିଟ ପୂର୍ବରୁ…

ଆସିଲେଣି ସାଧୁସନ୍ଥ, ସରିଲାଣି ପ୍ରସ୍ତୁତି

ଭୁବନେଶ୍ୱର,୧୫।୨(ଅନୁରାଧା ମହାରଣା)ପ୍ରସିଦ୍ଧ ଖଣ୍ଡଗିରି ମାଘମେଳା ବା କୁମ୍ଭମେଳା ଆସନ୍ତା ୧୬ ତାରିଖରୁ ଆରମ୍ଭ ହେବ। ଏଥିପାଇଁ ସାରା ଦେଶରୁ ସାଧୁସନ୍ଥଙ୍କ ଆଗମନ ଆରମ୍ଭ ହୋଇଛି। ୨୫ ତାରିଖ ପର୍ଯ୍ୟନ୍ତ ଐହିତ୍ୟ ଖଣ୍ଡଗିରି ପାହାଡ଼ ଓ ଏହାର ପାଦଦେଶରେ ହୋମଯଜ୍ଞ ସହ ଆଧ୍ୟାତ୍ମିକ…

ପ୍ରଦୀପ ପାଣିଗ୍ରାହୀଙ୍କୁ ଭେଟିଲେ ଭାଜପା ସଭାପତି ମନମୋହନ ସାମଲ, ଦେଲେ ବଡ଼ ସଙ୍କେତ

ଭୁବନେଶ୍ୱର,୧୪ା୨: ଗୋପାଳପୁର ବିଧାୟକ ତଥା ବିଜେଡିର ପୂର୍ବତ୍ତନ ବରିଷ୍ଠ ନେତା ପ୍ରଦୀପ ପାଣିଗ୍ରାହୀଙ୍କୁ ଭେଟିଛନ୍ତି ଭାଜପା ସଭାପତି ମନମୋହନ ସାମଲ। ବୁଧବାର ପ୍ରଦୀପଙ୍କ ଭୁବନେଶ୍ୱର ସରକାରୀ ବାସଭବନରେ ଭେଟିଥିଲେ। କୁହାଯାଉଛି ଯେ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେପି ଓଡ଼ିଶାରୁ ରାଜ୍ୟସଭା ପ୍ରାର୍ଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?