ବ୍ୟାଙ୍କ ନ ଥିବା ପଞ୍ଚାୟତରେ ଶାଖା ଖୋଲିବାକୁ ପଦକ୍ଷେପ ନିଆଯାଇଛି: ଅର୍ଥମନ୍ତ୍ରୀ
ଭୁବନେଶ୍ୱର,୧୪।୯(ସୁନିତ୍ ମିଶ୍ର)ଓଡ଼ିଶା ସ୍ବଳ୍ପ ସଞ୍ଚୟ ନିର୍ଦ୍ଦେଶାଳୟ ଅର୍ଥ ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସ୍ବଳ୍ପ ସଞ୍ଚୟ ପ୍ରୋତ୍ସାହନ ଯୋଜନା ଏ.ଟି. ସିରିଜ୍ ଉଠାଣ ସୂଚନା ଭବନଠାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ…
ଭୋଟର ତାଲିକାରେ ୩.୪୫ ଲକ୍ଷ ମୃତ ମତଦାତା
ଭୁବନେଶ୍ୱର,୧୪ା୯(ଅନିଲ ଦାସ)ରାଜ୍ୟରେ ୩,୪୫,୦୦୦ ମୃତ ମତଦାତାଙ୍କ ନାମ ଭୋଟର ତାଲିକାରେ ରହିଛି। ବୁଥ୍ସ୍ତରୀୟ ଅଧିକାରୀମାନଙ୍କ ଦ୍ୱାରା ନିକଟରେ ଘରକୁ ଘର ବୁଲି କରାଯାଇଥିବା ସର୍ଭେରୁ ଏହା ଜଣାପଡ଼ିଛି। ସେଗୁଡ଼ିକୁ ତୁରନ୍ତ ଭୋଟର ତାଲିକାରୁ ବାଦ୍ ଦେବା ନିମନ୍ତେ ମୁଖ୍ୟ ନିର୍ବାଚନ ଅଧିତ୍କାରୀ(ସିଇଓ)…
ଏସିଆନ ଗେମ୍ସ ପାଇଁ ଓଡ଼ିଶା ଆଥ୍ଲେଟଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆର୍ଥିକ ପ୍ରୋତ୍ସାହନ
ଭୁବନେଶ୍ୱର,୧୪।୯(ତପନ ସ୍ବାଇଁ)ଚାଇନାର ହାଙ୍ଗଝୋଠାରେ ଚଳିତ ମାସ ୨୩ରୁ ଅକ୍ଟୋବର ୮ ପର୍ଯ୍ୟନ୍ତ ଏସିଆନ ଗେମ୍ସ ଅନୁଷ୍ଠିତ ହେବ। ଏସିଆର ଏହି ମେଗା ପ୍ରତିଯୋଗିତାରେ ଅଂଶଗ୍ରହଣ ପାଇଁ ଓଡ଼ିଶାର ୧୩ ଆଥ୍ଲେଟ ଯୋଗ୍ୟତା ଅର୍ଜନ କରିଛନ୍ତି। ସେମାନଙ୍କ ଟ୍ରେନିଂ, ପ୍ରସ୍ତୁତି ଓ ଅଂଶଗ୍ରହଣ…
ହେବନି ଛାତ୍ର ସଂସଦ ନିର୍ବାଚନ, ବିରୋଧ ତେଜିଲା
ଭୁବନେଶ୍ୱର, ୧୪।୯(ଅସମାପିକା ସାହୁ)ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ବାର୍ଷିକ ଶିକ୍ଷା କ୍ୟାଲେଣ୍ଡରରେ ଛାତ୍ର ସଂସଦ ନିର୍ବାଚନ କଥା ଉଲ୍ଲେଖ କରାଯାଇନାହିଁ। ଫଳରେ ରାଜ୍ୟରେ ଚଳିତବର୍ଷ ଛାତ୍ର ସଂସଦ ନିର୍ବାଚନ ନ ହେବା ସ୍ପଷ୍ଟ ହୋଇଛି। ଏହାପରେ ବିରୋଧ ଓ ପ୍ରତିବାଦ ଆରମ୍ଭ…
ଏସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୩ା୯(ଅନିଲ ଦାସ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବୁଧବାର ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶା, ଉତ୍ତର ଆନ୍ଧ୍ର ଏବଂ ଛତିଶଗଡ଼ରେ ପ୍ରବଳ ବର୍ଷା…
ଯଯାତି କେଶରୀଙ୍କ ନାମରେ ନାମିତ ହେବ ଯାଜପୁର ମେଡିକାଲ କଲେଜ ଆଣ୍ଡ୍ ହସ୍ପିଟାଲ
ଭୁବନେଶ୍ୱର,୧୩ା୯(ଅସମାପିକା ସାହୁ): ଯାଜପୁର ମେଡିକାଲ କଲେଜ ଆଣ୍ଡ୍ ହସ୍ପିଟାଲକୁ ଯଯାତି କେଶରୀଙ୍କ ନାମରେ ନାମିତ କରାଯିବ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଅନୁମୋଦନ କରିଛନ୍ତି। ନିକଟରେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ଗସ୍ତ ସମୟରେ ଯାଜପୁରବାସୀ ମେଡିକାଲ…
ଏସ୍ଟି ମୋର୍ଚ୍ଚା ଟିମ୍ ଘୋଷଣାକଲା ଭାଜପା
ଭୁବନେଶ୍ୱର, ୧୩।୯(ସୁନିତ୍ ମିଶ୍ର): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନକ୍ରମେ ଅନୁସୂଚିତ ଜନଜାତି (ଏସ୍ଟି) ମୋର୍ଚ୍ଚା ରାଜ୍ୟ ସଭାପତି ତଥା ବିଧାୟକ ନିତ୍ୟାନନ୍ଦ ଗଣ୍ଡ ମଙ୍ଗଳବାର ଅନୁସୂଚିତ ଜନଜାତି (ଏସ୍ଟି) ମୋର୍ଚ୍ଚା ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଥାୟୀ…
ଉଚ୍ଚଶିକ୍ଷା ପ୍ରତି ସରକାରଙ୍କ ନୀଚ ଦୃଷ୍ଟି ଅକ୍ଷମଣୀୟ: କଂଗ୍ରେସ
ଭୁବନେଶ୍ୱର, ୧୩।୯(ସୁନିତ୍ ମିଶ୍ର): ଉଚ୍ଚଶିକ୍ଷା ପ୍ରତି ସରକାରଙ୍କ ନୀଚ ଦୃଷ୍ଟି ଅକ୍ଷମଣୀୟ। କୌଣସି ସରକାରୀ ବା ବେସରକାରୀ କଲେଜରେ ଅଧ୍ୟକ୍ଷ ନ ଥିବାବେଳେ ବୁଧବାର ରାଜ୍ୟ ସରକାର ଅଧ୍ୟକ୍ଷ ସମ୍ମିଳନୀ ଡାକୁଛନ୍ତି ବୋଲି ଦମ୍ଭୋକ୍ତି ଦେଖାଇବା କେତେ ସମୀଚୀନ। ରାଜ୍ୟରେ ମହାବିଦ୍ୟାଳୟ…
ଅବ୍ୟବହୃତ ଶିଳ୍ପ ପ୍ରକଳ୍ପର ପୁନଃବିକାଶ ହେବ
ଭୁବନେଶ୍ୱର,୧୩।୯(ଅନିଲ ଦାସ): ରାଜ୍ୟରେ ବନ୍ଦ ଥିବା କେତେକ ଶିଳ୍ପ ଏବଂ ଭିତ୍ତିଭୂମି ପ୍ରକଳ୍ପର ସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରାଯାଇଛି। କେଉଁ ଶିଳ୍ପ ପାଇଁ କେତେ ସଂଖ୍ୟାରେ ଦକ୍ଷ ମାନବ ସମ୍ବଳ ଆବଶ୍ୟକ…
ପିଅନଙ୍କଠାରୁ ଲାଞ୍ଚ ନେଇ ଏଏସ୍ଓ ଗିରଫ
ଭୁବନେଶ୍ୱର,୧୩।୯(ସତ୍ୟଜିତ୍ ରାଉତ): ନିଜ ବିଭାଗର ଜଣେ ପିଅନଙ୍କଠାରୁ ୫ ହଜାର ଲାଞ୍ଚ ନେଇ ଆସିଷ୍ଟାଣ୍ଟ୍ ସେକ୍ସନ୍ ଅଫିସର (ଏଏସ୍ଓ) ମଙ୍ଗଳବାର ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଅଭିଯୁକ୍ତ ହେଲେ ଜଳ ସମ୍ପଦ ବିଭାଗର ଭୁବନେଶ୍ୱର ଡ୍ରେନେଜ୍ ସର୍କଲ ଅତିରିକ୍ତ ସର୍ବୋଚ୍ଚ ଯନ୍ତ୍ରୀଙ୍କ…
ଚିକିତ୍ସା ଆଳରେ ଡାକ୍ତରଙ୍କୁ ଅପହରଣ କରି ଲୁଟ୍
ଭୁବନେଶ୍ୱର,୧୩୯(ସତ୍ୟଜିତ୍ ରାଉତ): ଦମ୍ପତିଙ୍କ ସହ ୨ ସହଯୋଗୀ ମିଶି ରଚିଥିଲେ ଆପରାଧିକ ଷଡ଼ଯନ୍ତ୍ର। ଜଣେ ଡାକ୍ତରଙ୍କୁ ଚିକିତ୍ସା ଆଳରେ ଘରକୁ ଡାକି ମାଡ଼ ମାରିବା ସହ ଗୃହବନ୍ଦୀ କରି ୨୫ ଲକ୍ଷ ଟଙ୍କା ଦାବି କରିଥିଲେ। ହେଲେ ଲକ୍ଷେ ଟଙ୍କା ସହ…
ଏଆଇ ବଳୟରେ ଛାତ୍ରୀଛାତ୍ର
ସ୍ମାର୍ଟ ଯୁଗରେ ଶିକ୍ଷା, ସ୍ବାସ୍ଥ୍ୟ, ବାଣିଜ୍ୟ ସବୁ କ୍ଷେତ୍ରରେ କୃତ୍ରିମ ବୁଦ୍ଧିମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ(ଏଆଇ)ର ବ୍ୟବହାର ବଢ଼ୁଛି। ତେବେ ଛାତ୍ରୀଛାତ୍ରଙ୍କ ଉପରେ ଏଆଇର କ’ଣ ପ୍ରଭାବ ରହିଛି ସେ ସମ୍ପର୍କରେ ଅନେକଙ୍କୁ ଅଜଣା। ଏଆଇର ବ୍ୟବହାର, ଉପକାର ଓ ଅପକାରକୁ…
Archives


