ସ୍କ୍ରବ୍ ଟାଇଫସ୍କୁ ନେଇ ବଢ଼ୁଛି ଚିନ୍ତା
ଭୁବନେଶ୍ୱର, ୧୩।୯(ଅସମାପିକା ସାହୁ): ରାଜ୍ୟରେ ଏବେ ହୁହୁ ହୋଇ ଡେଙ୍ଗୁ ବ୍ୟାପୁଥିବାବେଳେ ଆଉଏକ ରୋଗ ‘ସ୍କ୍ରବ ଟାଇଫସ୍’କୁ ନେଇ ଚିନ୍ତା ବଢ଼ିଛି। ବୁର୍ଲା ଭିମ୍ସାରରେ ୨୨ଜଣଙ୍କଠାରେ ସ୍କ୍ରବ ଟାଇଫସ୍ ଚିହ୍ନଟ ହେବା ପରେ ରାଜ୍ୟ ସରକାର ଏହାକୁ ଗୁରୁତ୍ୱର ସହ ନେଇ…
ଆଜି ପ୍ରବଳ ବର୍ଷିବ
ଭୁବନେଶ୍ୱର,୧୨।୯: ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାଶର୍ବବର୍ତ୍ତୀ ମିଆଁମାର ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ ରୂପନେବ। ଏହାର ପ୍ରଭାବରେ ମଙ୍ଗଳବାରଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ । ୧୫ ତାରିଖ ପର୍ଯ୍ୟନ୍ତ ଅବିଶ୍ରାନ୍ତ ବର୍ଷା ନେଇ ଆଞ୍ଚଳିକ ପାଣିପାଗ…
ବିଜେଡି ଉପସଭାପତି ପଦରୁ ବିଦା ହେଲେ ସୌମ୍ୟରଞ୍ଜନ
ଭୁବନେଶ୍ୱର,୧୨।୯(ସୁନିତ୍ ମିଶ୍ର): ଖଣ୍ଡପଡ଼ା ବିଜେଡି ବିଧାୟକ ତଥା ଦଳର ଉପସଭାପତି ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଉପରେ ସୁପ୍ରିମୋ ନବୀନ ପଟ୍ଟନାୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ବିଧାୟକ ସୌମ୍ୟଙ୍କୁ ଦଳର ଉପସଭାପତି ପଦରୁ ବାହାର କରିଦିଆଯାଇଛି। ସୌମ୍ୟ ନିଜର ସମ୍ପାଦକୀୟ ମାଧ୍ୟମରେ ବିଜେଡିକୁ ଟାର୍ଗେଟ…
ଅଭିଯୋଗ ପରେ ବି ଉଠୁନି ସବୁଜ ଆବର୍ଜନା
ଭୁବନେଶ୍ୱର, ୧୨।୯ (ବନ୍ଦନା ସେଠୀ):ଭୁବନେଶ୍ୱରକୁ ସବୁଜ ସୁନ୍ଦର କରିବା ସହ ସ୍ବଚ୍ଛ ରଖିବା ପାଇଁ ବିଏମ୍ସି ଦିନରାତି କାମ କରୁଛି। ନାଗରିକଙ୍କ ଅଭ୍ୟାସକୁ ପରିବର୍ତ୍ତନ କରିବା ପାଇଁ ମାଗଣାରେ ଆବର୍ଜନା ଉଠାଇବା ଭଳି ସ୍ବାଗତଯୋଗ୍ୟ ପଦକ୍ଷେପ ମଧ୍ୟ ନେଉଥିବା ଡେଙ୍ଗୁରା ପିଟୁଥିବାବେଳେ…
ନିଯୁକ୍ତି ପାଇବେ ୨୦ ହଜାର ପ୍ରାଥମିକ ଶିକ୍ଷକ
ଭୁବନେଶ୍ୱର, ୧୨।୯(ଅସମାପିକା ସାହୁ):ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୨୦ ହଜାର ପ୍ରାଥମିକ ଶିକ୍ଷକ ଯୋଜନାଭିତ୍ତିକ(ସିମାଟିକ୍) ନିଯୁକ୍ତି ପାଇବେ। ଏଥିପାଇଁ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା) ୱେବ୍ସାଇଟ୍ https://osepa.odisha.gov.inରେ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଶାୟୀ ପ୍ରାର୍ଥୀମାନେ ୧୩ ତାରିଖରୁ…
‘ଗଗନଯାନ’ ପାଇଁ ଯନ୍ତ୍ରାଂଶ ନିର୍ମାଣ କରୁଛନ୍ତି ସିଟିଟିସିର ୧୨୦ କର୍ମଚାରୀ
ଭୁବନେଶ୍ୱର, ୧୨।୯(ଅସମାପିକା ସାହୁ):ଇସ୍ରୋର ‘ଗଗନଯାନ’ ପ୍ରୋଜେକ୍ଟ ପାଇଁ ଭୁବନେଶ୍ବରରେ ଥିବା ସେଣ୍ଟ୍ରାଲ୍ ଟୁଲ୍ ରୁମ୍ ଆଣ୍ଡ୍ ଟ୍ରେନିଂ ସେଣ୍ଟର(ସିଟିଟିସି) କାମ କରୁଛି। ଗଗନଯାନ ପାଇଁ ଆବଶ୍ୟକ କେତେକ ଯନ୍ତ୍ରାଂଶ ସିଟିଟିସି ତିଆରି କରୁଛି। ଚନ୍ଦ୍ରୟାନ-୩ ଓ ଆଦିତ୍ୟ ଏଲ୍-୧ର ସଫଳତା ପରେ…
ୱେବ୍ ପୋର୍ଟାଲ ନାଁରେ ଅଭିଯୋଗ ଆଣିଲେ ଅଭିନେତ୍ରୀ ଅନୁ ଚୌଧୁରୀ
ଭୁବନେଶ୍ୱର,୧୨।୮(ସୂର୍ଯ୍ୟକାନ୍ତ ବେହେରା): ମିଥ୍ୟା ଖବର ପ୍ରଚାର କରିଥିବା ଏକ ୱେବ୍ ପୋର୍ଟାଲ ବିରୋଧରେ ଅଭିଯୋଗ ଆଣି ଓଲିଉଡ୍ ଅଭିନେତ୍ରୀ ଅନୁ ଚୌଧୁରୀ ଅସନ୍ତୋଷ ପ୍ରକାଶ କରିଛନ୍ତି। କର୍କଟ ରୋଗରେ ଆକ୍ରାନ୍ତ ହୋଇ ଅନୁ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ନେଇ ଫଟୋ ସହ…
ରାଜଧାନୀରେ ଡେଙ୍ଗୁ ସଂକ୍ରମଣ ୨୬ଶହ ପାର୍
ଭୁବନେଶ୍ୱର, ୧୨।୯ (ବନ୍ଦନା ସେଠୀ):ସେପ୍ଟେମ୍ବରରେ ଡେଙ୍ଗୁ ସଂକ୍ରମଣ ପିକ୍ରେ ପହଞ୍ଚତ୍ବ ବୋଲି ସ୍ବାସ୍ଥ୍ୟ ବିଭାଗ ଯେଉଁ ଆକଳନ କରିଥିଲା ଏବେ ତାହା ହିଁ ହୋଇଛି। ମାସ ଆରମ୍ଭରୁ ରାଜଧାନୀ ଭୁବନେଶ୍ୱରରେ ଡେଙ୍ଗୁ ସ୍ଥିତି ବିଗିଡିବାରେ ଲାଗିଛି। ଦୈନିକ ରେକର୍ଡ ସଂଖ୍ୟକ ଆକ୍ରାନ୍ତ…
ଭାରତ ବୈଶ୍ୱିକ ମଡେଲ୍ ହେବାକୁ ଯାଉଛି: ଧର୍ମେନ୍ଦ୍ର
ଭୁବନେଶ୍ୱର, ୧୨ା୯(ସୁନିତ୍ ମିଶ୍ର): ଭାରତ ବୈଶ୍ୱିକ ମଡେଲ୍ ହେବାକୁ ଯାଉଛି। ଏସବୁ କେବଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଯୋଗୁ ହୋଇପାରୁଛି। ଯେତେବେଳେ ଭାରତ ଚନ୍ଦ୍ରାୟନର ଉପଲବ୍ଧି କରୁଛି, ସୂର୍ଯ୍ୟ ଅଭିଯାନ କରୁଛି ଭାରତ ସେତେବେଳେ ବୈଶ୍ୱିକ ରାଜନୀତିରେ ନିଜର ସ୍ଥିତିକୁ…
ଆଗେଇପାରୁନି ‘ମୋ ଘର’ ଯୋଜନା
ଭୁବନେଶ୍ୱର, ୧୨ା୯(ସୁନିତ୍ ମିଶ୍ର):ରାଜ୍ୟରେ ଯେଉଁ ଗରିବ ହିତାଧିକାରୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କିମ୍ବା ବିଜୁ ପକ୍କାଘର ପାଇବାରୁ ବଞ୍ଚିତ ଅଛନ୍ତି କିମ୍ବା ଅନ୍ୟ କୌଣସି କାରଣରୁ ପକ୍କାଘର ଖଣ୍ଡେ କରିପାରୁନାହାନ୍ତି ସେମାନଙ୍କ ଲାଗି ରାଜ୍ୟ ସରକାର ‘ମୋ ଘର’ ଯୋଜନା ଆରମ୍ଭ…
କମୁନି ପିଲାଙ୍କ ବସ୍ତାନି ବୋଝ
ଭୁବନେଶ୍ୱର,୧୨ା୯(ଅସମାପିକା ସାହୁ):ଛୋଟ ଛୋଟ ପିଲାମାନେ ଓଜନିଆ ବ୍ୟାଗ୍ ନେଇ ବିଦ୍ୟାଳୟକୁ ଯାଉଛନ୍ତି। ତାହା ପୁଣି ନିଜ ଓଜନର ପାଖାପାଖି ୩୦ପ୍ରତିଶତ। ସ୍କୁଲ ବ୍ୟାଗ୍ ଓଜନ ନେଇ କେନ୍ଦ୍ର ଓ ରାଜ୍ୟ ସରକାର ସ୍ବତନ୍ତ୍ର ନିୟମ କରିଥିଲେ ମଧ୍ୟ ତାହାକୁ ପାଳନ କରାଯାଉ…
ଶିକ୍ଷାନୁଷ୍ଠାନରୁ ଉଦ୍ୟୋଗୀ ସୃଷ୍ଟି ଲକ୍ଷ୍ୟ
ଭୁବନେଶ୍ୱର,୧୨ା୯(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭୁବନେଶ୍ୱରରେ ଓଡ଼ିଶା ଷ୍ଟାର୍ଟଅପ୍ ଯାତ୍ରା ଓ ଷ୍ଟାର୍ଟଅପ୍ ଏକ୍ସପ୍ରେସ-୨୦୨୩ର ଶୁଭାରମ୍ଭ କରିଛନ୍ତି। ତୃଣମୂଳ ସ୍ତରରୁ ପୁଞ୍ଜିନିବେଶକ ଏବଂ ଉଦ୍ୟୋଗୀ ସୃଷ୍ଟି ସହ ୨୦୨୫ ସୁଦ୍ଧା ରାଜ୍ୟରେ ୫ ହଜାର ଷ୍ଟାର୍ଟଅପ୍ ପ୍ରତିଷ୍ଠା କରିବା ରାଜ୍ୟ…
Archives


