ମେଟ୍ରୋ

ଜାଣନ୍ତୁ କାହାକୁ ରାଜ୍ୟସଭା ପ୍ରାର୍ଥୀ କଲା ବିଜେଡି

ଭୁବନେଶ୍ୱର,୧୨।୨: ବିଜେଡି ସୋମବାର ରାଜ୍ୟସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ବିଜେଡି ସଭାପତି ତଥା ବାରବାଟୀ-କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ଯୁବ ନେତା ଶୁଭାଶିଷ ଖୁଣ୍ଟିଆଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଜାରି ହୋଇଥିବା ପ୍ରେସ ବିଜ୍ଞପ୍ତିରେ ଏହି ଦୁଇ…

ଥାନା ସାମ୍ନାରୁ ଯୁବତୀଙ୍କଠୁ ଝାମ୍ପିନେଲେ ମୋବାଇଲ

ଭୁବନେଶ୍ୱର,୧୨।୨(ସତ୍ୟଜିତ୍‌ ରାଉତ): ରାଜଧାନୀରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମହିଳା ଓ ଯୁବତୀଙ୍କୁ ଟାର୍ଗେଟ୍‌ କରି ସୁନା ଅଳଙ୍କାର, ମୋବାଇଲ ଫୋନ୍‌ ଆଦି ଝାମ୍ପି ନେଉଛନ୍ତି। ତେବେ ବଡ଼ କଥା ହେଉଛି ଥାନା ସାମ୍ନାରୁ ମଧ୍ୟ ଲୁଟ୍‌ କରିବାକୁ…

ଶିମିଳିପାଳ ବୁଲି ଯାଇଥିବା ପର୍ଯ୍ୟଟକଙ୍କୁ ରାସ୍ତାରେ ଅଟକାଇଲା ବାଘ

ଭୁବନେଶ୍ୱର,୧୨।୨: ଶିମିଳିପାଳ ଅଭୟାରଣ୍ୟରେ ପର୍ଯ୍ୟଟକଙ୍କୁ ଅଧା ରାସ୍ତାରେ ଅଟକାଇଦେଲା କଳାବାଘ। ଯାହା ଫଳରେ ପର୍ଯ୍ୟଟକମାନେ ଘଞ୍ଚ ଜଙ୍ଗଲ ଭିତରେ ଫସି ରହିଥିଲେ। ସୂଚନାଯୋଗ୍ୟ, ରବିବାର ମଧୁବନ ବାସିନ୍ଦା ଜୟନ୍ତ ଦାସଙ୍କ ପରିବାର ଶିମିଳିପାଳ ପରିଭ୍ରମଣରେ ଯାଇଥିଲେ। ଜୟନ୍ତଙ୍କ ପୂରା ପରିବାର ଏକ…

ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି: ପ୍ରତି ପରିବାରକୁ ମିଳିବ ୧ ହଜାର ଟଙ୍କା, ୯୫ ଲକ୍ଷ ୯୦ ହଜାର ପରିବାର ହେବେ ଉପକୃତ

ଭୁବନେଶ୍ୱର,୧୨।୧: ରାଜ୍ୟ କ୍ୟାବିନେଟରେ ସୋମବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଖାଦ୍ୟ ସୁରକ୍ଷା ଯୋଜନାରେ ପ୍ରତି ପରିବାରକୁ ୧ ହଜାର ଟଙ୍କା ଏବଂ ୨ଟି ଝୋଟ ବ୍ୟାଗ୍‌ ମିଳିବ। ଏଥିରେ ରାଜ୍ୟର ୯୫ ଲକ୍ଷ ୯୦ ହଜାର ପରିବାର ଉପକୃତ ହେବେ। ତେବେ…

ମା’ର ଆଖି ଆଗରେ ଝିଅକୁ ଚାପି ଦେଲା ବସ୍‌,

ଭୁବନେଶ୍ବର ୧୨।୨: ରାସ୍ତା ପାର ହେଉଥିବା ବେଳେ ଯୁବତୀଙ୍କୁ ଚାପିଦେଲା ବସ୍‌। ଏଭଳି ଅଭାବନୀୟ ଘଟଣାଘଟିଛି ଭୁବନେଶ୍ବର ଖଣ୍ଡଗିରି ଛକ ନିକଟରେ। ଘଟଣାସ୍ଥଳରେ ଯୁବତୀଙ୍କ ମୃତ୍ୟୁ ଘଟିଛି । ସୂଚନାଯୋଗ୍ୟ, ଭୁବନେଶ୍ବର ଖଣ୍ଡଗିରି ଛକ ନିକଟରେ ମା-ଝିଅ ରାସ୍ତା ପାର ହେଉଥିବା…

୫ ଜିଲାର ୧୩୪୦ ପଞ୍ଚାୟତରେ ଗଡ଼ିଲା ୩୦୧ ‘ଲକ୍ଷ୍ମୀ’ ବସ୍‌, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୨(ଅସମାପିକା ସାହୁ): ସୋମବାର ୫ ଜିଲାରେ ସରକାର ଲକ୍ଷ୍ମୀ ବସ୍‌ ସେବା ଯୋଜନାର ଶୁଭାରମ୍ଭ ହୋଇଛି। ଆଜି ବଲାଙ୍ଗୀର, ବରଗଡ଼, ଭଦ୍ରକ, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ଜିଲାରେ ‘ଲକ୍ଷ୍ମୀ’ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୫ଟି ଜିଲାର…

ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପାର ଏହି ହେଭିଓ୍ବେଟ୍‌ ନେତା

ଭୁବନେଶ୍ୱର,୧୨ା୨: ୨୦୨୪ ନିର୍ବାଚନ ପାଇଁ ଏବେଠୁ କ୍ଷେତ୍ର ପ୍ରସ୍ତୁତ କଲାଣି ଭାଜପା। ଚଳିତ ମାସରେ ପ୍ରଚାର ପାଇଁ ଭାଜପାର ବହୁ ହେଭିଓ୍ବେଟ୍‌ ନେତା ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଚଳିତ ମାସ…

୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବନ୍ଧୁକ ଦାଖଲ କରିବାକୁ ଲୋକଙ୍କୁ କମିଶନର୍ ପୋଲିସର ନିର୍ଦ୍ଦେଶ

ଭୁବନେଶ୍ୱର,୧୨।୨: ସାଧାରଣ ନିର୍ବାଚନ ୨୦୨୪ ପୂର୍ବରୁ ପୋଲିସ ନିକଟରେ ବନ୍ଧୁକ ଦାଖଲ କରିବାକୁ ଭୁବନେଶ୍ୱର ଏବଂ କଟକ କମିଶନରେଟ ପୋଲିସ ଲୋକଁକଆନଙ୍କୁ ନିର୍ଦ୍ଦେଶ ଦେଇଛି। ନିର୍ବାଚନ ପୂର୍ବରୁ ଅସ୍ତ୍ରଶସ୍ତ୍ର ଦାଖଲ କରିବାକୁ ସ୍ପଷ୍ଟ ଭାବେ କୁହାଯାଇଛି। ସାଧାରଣ ନିର୍ବାଚନ ୨୦୨୪କୁ ଦୃଷ୍ଟିରେ…

ଖବରଦାତାଙ୍କୁ ଆକ୍ରମଣ ଘଟଣାରେ ୨ ଗିରଫ

ଭୁବନେଶ୍ୱର,୧୨ା୨: ଭୁବନେଶ୍ୱରରେ କାର୍ଯ୍ୟରତ ଖବରଦାତା ଜ୍ୟୋତିରଞ୍ଜନ ମହାପାତ୍ରଙ୍କୁ ଶନିବାର ରାତିରେ କେତେଜଣ ଦୁର୍ବୃତ୍ତ ଖଣ୍ଡାରେ ଆକ୍ରମଣ କରିଥିଲେ। ଏଥିରେ ସମ୍ପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ସୋମବାର ଗିରଫ କରିଛି ମଞ୍ଚେଶ୍ୱର ଥାନା ପୋଲିସ। ଅଭିଯୁକ୍ତଙ୍କଠାରୁ ବାଇକ୍‌ ଏବଂ ମାରଣାସ୍ତ୍ର ଜବତ କରିଛି ପୋଲିସ।…

ଓଡ଼ିଶାରେ ଭାଜପା ୮୦ ବିଧାନସଭା ଆସନରେ ଜିତିବ: ବିଜୟ ପାଲ୍‌ ସିଂ

ଭୁବନେଶ୍ୱର,୧୨।୨(ସୁନିତ୍‌ ମିଶ୍ର):ଓଡ଼ିଶାରେ ଭାଜପା ଏଥର ନିଶ୍ଚିତ ସରକାର ଗଠନ କରିବ। ଏନେଇ ଭାଜପା ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଓ ସହ ପ୍ରଭାରୀ ଲତା ଉସେଣ୍ଡି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ସୋମବାର ଦଳର ସାଙ୍ଗଠନିକ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି…

କଂଗ୍ରେସରୁ ପ୍ରାର୍ଥୀ ଲାଗି ୩୧୭୦ ଆବେଦନ

ଭୁବନେଶ୍ୱର,୧୨।୨(ସୁନିତ୍‌ ମିଶ୍ର):ରାଜ୍ୟରେ କଂଗ୍ରେସ ପ୍ରତି ବଢ଼ୁଛି ସମର୍ଥନ, କଂଗ୍ରେସ ଟିକେଟ ପାଇଁ ଆଶାୟୀଙ୍କ ମଧ୍ୟରେ ଅପୂର୍ବ ଉତ୍ସାହ ଦେଖାଦେଇଛି। ୨୦୧୯ରେ ୧୪୭ ବିଧାନସଭା ପାଇଁ ୪୩୫ ଜଣ ଓ ୨୧ ଲୋକ ସଭା ଆସନ ପାଇଁ ୭୦ ଜଣ ଆଶାୟୀ ଆବେଦନ…

ଦଶମ, ଦ୍ୱାଦଶରେ କିସ୍‌ରୁ ରେକର୍ଡ ସଂଖ୍ୟକ ପରୀକ୍ଷାର୍ଥୀ

ଭୁବନେଶ୍ୱର, ୧୨।୨(ଅସମାପିକା ସାହୁ):ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଦଶମ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷାରେ କିସ୍‌ରୁ ରେକର୍ଡ ସଂଖ୍ୟକ ଛାତ୍ରୀଛାତ୍ର ପରୀକ୍ଷା ଦେବେ। କିସ୍‌ର ୨,୦୦୦ ଛାତ୍ରୀଛାତ୍ର ଦଶମ ଶ୍ରେଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?