ସାମ୍ପ୍ରତିକ ସ୍ଥିତିରେ ନାମ ପରିବର୍ତ୍ତନ ଅପ୍ରାସଙ୍ଗିକ
ଭୁବନେଶ୍ୱର, ୭।୯(ସୁନିତ୍ ମିଶ୍ର/ଅନୁରାଧା ମହାରଣା)କେନ୍ଦ୍ର ସରକାର ଜି୨୦ ଅଧ୍ୟକ୍ଷତା ସମ୍ପର୍କିତ ଦସ୍ତାବିଜଗୁଡ଼ିକରେ ଦେଶର ନାମ ‘ଇଣ୍ଡିଆ’ ପରିବର୍ତ୍ତେ ‘ଭାରତ’ ଉଲ୍ଲେଖ କରିଛନ୍ତି, ଯାହାକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ସରକାରଙ୍କ ‘ଏକ ଦେଶ, ଏକ ନିର୍ବାଚନ’ ବ୍ୟବସ୍ଥା ପାଇଁ ଆସନ୍ତା ୧୮ରୁ…
କଂଗ୍ରେସରୁ ଲଢ଼ିବେନି ସୁର ରାଉତରାୟଙ୍କ ପୁଅ
ଭୁବନେଶ୍ୱର,୭ା୯(ଅନିଲ ଦାସ)କଂଗ୍ରେସର ବରିଷ୍ଠ ନେତା ତଥା ଜଟଣୀ ବିଧାୟକ ସୁରେଶ ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ କଂଗ୍ରେସରୁ ଲଢ଼ିବେ ନାହିଁି। ୨୦୨୪ରେ ସେ କଂଗ୍ରେସ ନୁହେଁ ବରଂ ଅନ୍ୟ କେଉଁ ଦଳରୁ ଲଢ଼ିବେ ବୋଲି ସ୍ପଷ୍ଟ କରିଛନ୍ତି। ସଫଳ ହେଉ କି…
କଲେଜ ପରିବର୍ତ୍ତନ କରିପାରିବେ ଯୁକ୍ତ୩ ଛାତ୍ରୀଛାତ୍ର
ଭୁବନେଶ୍ୱର, ୭।୯ (ଅସମାପିକା ସାହୁ)୨୦୨୩-୨୪ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖାଇଥିବା ଛାତ୍ରୀଛାତ୍ର ନିଜ କଲେଜ ବଦଳାଇପାରିବେ। ଉଚ୍ଚ ଶିକ୍ଷା ବିଭାଗ ସୂଚନାନୁସାରେ, ଯେଉଁ ଛାତ୍ରୀଛାତ୍ର ଯୁକ୍ତ୩ ପ୍ରଥମ ବର୍ଷରେ ନାମ ଲେଖାଇ ସାରିଛନ୍ତି ଏବଂ ଦ୍ୱିତୀୟ ପର୍ଯ୍ୟାୟରେ କଲେଜ ପରିବର୍ତ୍ତନ କରିବାକୁ ଚାହୁଁଛନ୍ତି,…
କୋଚିଂ ସେଣ୍ଟରକୁ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଆଇନ ହେଉ
ଭୁବନେଶ୍ୱର, ୭।୯(ଅସମାପିକା ସାହୁ)ରାଜ୍ୟରେ ମାଳ ମାଳ କୋଚିଂ ସେଣ୍ଟର ଖୋଲାଯାଉଛି। କୋଚିଂ ସେଣ୍ଟରଗୁଡ଼ିକ ପାଇଁ କୌଣସି ସ୍ବତନ୍ତ୍ର ନିୟମ ନ ଥିବାରୁ ଛାତ୍ରୀଛାତ୍ର ଓ ଅଭିଭାବକ ଶୋଷଣର ଶିକାର ହେଉଛନ୍ତି। ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ରହୁ ନ ଥିବାରୁ ଛାତ୍ରୀଛାତ୍ରଙ୍କ ଜୀବନ…
ସାପକାମୁଡ଼ା ମୃତ୍ୟୁସଂଖ୍ୟାକୁ ନେଇ ଦ୍ୱନ୍ଦ୍ୱ
ଭୁବନେଶ୍ୱର, ୭ା୯(ଅସମାପିକା ସାହୁ)ଓସ୍ଡମା ଦ୍ୱାରା ପ୍ରସ୍ତୁତ ଷ୍ଟେଟ୍ ଡିଜାଷ୍ଟର ମ୍ୟାନେଜମେଣ୍ଟ ପ୍ଲାନ୍-୨୦୨୩ରେ ପ୍ରକାଶିତ ପୁସ୍ତକର ୨୨ ନମ୍ବର ପୃଷ୍ଠାରେ ୨୦୧୫-୧୬ ରୁ ୨୦୨୧-୨୨ ଅର୍ଥାତ୍ ୭ବର୍ଷରେ ୫,୩୩୩ ଜଣଙ୍କ ମୃତ୍ୟୁ ରେକର୍ଡ ହୋଇଛି। କିନ୍ତୁ ସେହି ବହିର ୩୫ ନମ୍ବର ପୃଷ୍ଠାରେ…
ବଜ୍ରପାତକୁ ପ୍ରାକୃତିକ ବିପତ୍ତି ଘୋଷଣା କରିବାକୁ କେନ୍ଦ୍ର ନିକଟରେ ଦାବି ଜଣାଇଲେ ରାଜ୍ୟ ସରକାର
ଭୁବନେଶ୍ୱର,୬ା୯(ଅନିଲ ଦାସ): ରାଜ୍ୟରେ ବଜ୍ରପାତଜନିତ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବଜ୍ରପାତକୁ ପ୍ରାକୃତିକ ବିପତ୍ତି ଘୋଷଣା କରିବାକୁ ରାଜ୍ୟ ସରକାର କେନ୍ଦ୍ର ନିକଟରେ ଦାବି କରିଛନ୍ତି। ଏ ନେଇ ରାଜ୍ୟ ସରକାର ଏକ ପ୍ରସ୍ତାବ ଦେଇଥିବା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା…
କାଠପୋଲ ନିର୍ମାଣକଲେ ୨ ପଞ୍ଚାୟତବାସୀ
ଲଙ୍ଗଳେଶ୍ୱର, ୬।୯(କମଳାକାନ୍ତ ଦାସ): ବାଲେଶ୍ୱର ଜିଲା ସଦର ବ୍ଲକ ଦେଇ ପ୍ରବାହିତ ହେଉଥିବା ଡୁବୁଡୁବି ନଦୀର ଶାଖା ନଦୀ ହେଉଛି ହାଣ୍ଡିଭସା ନଦୀ। ଏହି ନଦୀ ଆଳୁମେଦା ଏବଂ କଷାଫଳ ପଞ୍ଚାୟତର ମଧ୍ୟସ୍ଥଳୀରେ ରହିଥିବାରୁ ଲୋକଙ୍କ ଯାତାୟାତ ପାଇଁ ଏଠାରେ ଏକ…
ଏ ବର୍ଷ ୭ ସ୍ଥାନରେ ଇକୋ ରିଟ୍ରିଟ୍
ଭୁବନେଶ୍ୱର,୬।୯(ଶର୍ମିଷ୍ଠା ପାଣିଗ୍ରାହୀ): ଚଳିତ ବର୍ଷ ରାଜ୍ୟର ୫ ସ୍ଥାନରେ ଇକୋ ରିଟ୍ରିଟ୍ ହେବ। ଏଥିପାଇଁ ଓଡ଼ିଶା ପର୍ଯ୍ୟଟନ ବିଭାଗ ଇକୋ ରିଟ୍ରିଟ୍ର ପଞ୍ଚମ ସଂସ୍କରଣ ପାଇଁ ବାର୍ଷିକ କ୍ୟାମ୍ପେନ୍ ଖୁବ୍ଶୀଘ୍ର ଆରମ୍ଭ କରିବାକୁ ଯାଉଛି। କୋଣାର୍କ, ସାତକୋଶିଆ, ଭିତରକନିକା, ଦାରିଙ୍ଗବାଡ଼ି, ହୀରାକୁଦ,…
ବିଭିନ୍ନ ଆର୍ଟିଓ ଅଧୀନରେ ଖୋଲିବ ୫୪ କ୍ୟାମ୍ପ ଅଫିସ୍
ଭୁବନେଶ୍ୱର, ୬।୯(ସୁନିତ୍ ମିଶ୍ର): : ରାଜ୍ୟର ବିଭିନ୍ନ ଜିଲା ମୁଖ୍ୟାଳୟରେ ଆର୍ଟିଓ(ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ) ଥିଲେ ମଧ୍ୟ ଲୋକଙ୍କ ସୁବିଧା ଦୃଷ୍ଟିରୁ ରାଜ୍ୟ ସରକାର ଆଉ ୫୪ ସ୍ଥାନରେ କ୍ୟାମ୍ପ ଅଫିସ(ଆର୍ଟିଓ) ଖୋଲିବାକୁ ଅନୁମତି ଦେଇଛନ୍ତି। ଏହି କ୍ୟାମ୍ପ ଅଫିସ୍ଗୁଡ଼ିକ ସମ୍ପୃକ୍ତ…
ଲଘୁଚାପ: ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୬।୯(ଅନିଲ ଦାସ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ଘନୀଭୂତ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ। ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁର ଜିଲାର କେତେକ ସ୍ଥାନରେ ଅତି ପ୍ରବଳ…
୭୫ଜଣଙ୍କୁ ‘ଜାତୀୟ ଶିକ୍ଷକ ପୁରସ୍କାର’ ପ୍ରଦାନ
ଭୁବନେଶ୍ୱର, ୬।୯(ଅସମାପିକା ସାହୁ): ଶିକ୍ଷାଦାନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଦେଶର ୭୫ଜଣ ଶିକ୍ଷକଙ୍କୁ ‘ଜାତୀୟ ଶିକ୍ଷକ ପୁରସ୍କାର ୨୦୨୩’ ମିଳିଛି। ଗୁରୁଦିବସ ଅବସରରେ ମଙ୍ଗଳବାର ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିକ୍ଷକମାନଙ୍କୁ ଏହି…
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୫।୯(ଅନିଲ ଦାସ): ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛିି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳରୁ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା…
Archives


