ସଚିନ୍ଙ୍କ ମାର୍ଗଦର୍ଶନରେ ସ୍କୁଲମୁହାଁ ମୁଣ୍ଡାସାହି ପିଲା
ହାଣ୍ଡିଆ ପିଇ ଜଙ୍ଗଲରେ ବୁଲୁଥିଲେ ଭୁବନେଶ୍ୱର ଉପକଣ୍ଠ ଚନ୍ଦକା ମୁଣ୍ଡାସାହି ପିଲା। ମୂଲ ଲାଗିବାକୁ ବାପା ମା’ ଯାଉଥିବାବେଳେ କୁନିକୁନି ପିଲାମାନେ ତାଙ୍କ ସହ ବି ଯାଉଥିଲେ। ପାଠପଢ଼ାରେ ଡୋରି ଲାଗିବା ସହ ସେମାନଙ୍କ ମାନସିକ ଓ ଶାରୀରିକ ବିକାଶର ସୁଯୋଗ…
କୁଷ୍ଠମୁକ୍ତ ଓଡ଼ିଶାରେ କୁଷ୍ଠ ରୋଗୀ ସଂଖ୍ୟା ବଢୁଛି
ଭୁବନେଶ୍ବର,୫ା୯(ଅଭିଜିତ ଦାସ):ରାଜ୍ୟରେ ଏବେ କୁଷ୍ଠ ରୋଗୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟ ସରକାର କୁଷ୍ଠ ଚିକିତ୍ସାକୁ ଗୁରୁତ୍ୱ ଦେବା ସହ ଜିଲା ତଥା ରାଜ୍ୟ ସ୍ତରରେ ବ୍ୟାପକ ପଦକ୍ଷେପ ଗ୍ରହଣ କରିବା ସତ୍ତ୍ୱେ ନୂଆ ନୂଆ ରୋଗୀ ଚିହ୍ନଟ ହେଉଛନ୍ତି। ବିଶେଷକରି…
୬ମାସରେ ୬ କିସ୍ତିରେ ଅର୍ଥ ପଇଠ କରିବେ ହିତାଧିକାରୀ
ଭୁବନେଶ୍ୱର, ୫।୯ (ବନ୍ଦନା ସେଠୀ):ଜାଗା ମିଶନକୁ ନେଇ ବିବାଦ ଦିନକୁ ଦିନ ବଢିବାରେ ଲାଗିଛି। ବିଶେଷକରି ଲ୍ୟାଣ୍ଡ୍ ରାଇଟ୍ ସାର୍ଟିଫିକେଟ୍ (ଏଲ୍ଆର୍ସି) ବଣ୍ଟନ ଆରମ୍ଭ ହେବା ପରେ ନୂଆ ଅଡୁଆ ସୃଷ୍ଟି ହୋଇଛି। ଅତିରିକ୍ତ ଜମି ପାଇଁ ଦେୟ ଦେବାକୁ ପଡୁଥିବାରୁ…
ଧରାପଡ଼ିଲା ‘ବ୍ଲାକ୍ ଜ୍ୟାକେଟ’ ଗ୍ୟାଙ୍ଗ
ଭୁବନେଶ୍ୱର,୫।୯ (ସୂର୍ଯ୍ୟକାନ୍ତ ବେହେରା):ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଜିଲାରେ ସ୍ପିଡ୍ ବାଇକରେ ସୁନା ଚେନ୍ ଛିନତାଇ କରି ଫେରାର ହୋଇଯାଉଥିବା ‘ବ୍ଲାକ୍ ଜ୍ୟାକେଟ’ ଗ୍ୟାଙ୍ଗର ୪ଜଣଙ୍କୁ କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ବାଡ୍ ଗିରଫ କରିଛି। ସେମାନେ ହେଲେ ବଡଗଡ ମଙ୍ଗଳାସାହିର…
ଘରେ ଘରେ ଶଙ୍ଖ ପହଞ୍ଚାଇବାକୁ ନବୀନଙ୍କ ଆହ୍ବାନ
ଭୁବନେଶ୍ୱର,୫ା୯(ଅନିଲ ଦାସ):ଆସନ୍ତା ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟର ପ୍ରମୁଖ ରାଜନୈତିକ ଦଳଗୁଡ଼ିକ ସେମାନଙ୍କ ରଣନୀତି ପ୍ରସ୍ତୁତ କରିବା ଆରମ୍ଭ କଲେଣି। ତୃଣମୂଳ ସଙ୍ଗଠନକୁ ସୁଦୃଢ଼ କରିବା ସହ ସ୍ଥାନୀୟ ଟାଣୁଆ ନେତାଙ୍କୁ ନିଜ ସପକ୍ଷରେ ନେବାକୁ କସରତ ମଧ୍ୟ ଆରମ୍ଭ…
ଆଉ ୩ ଚାଇନା ନାଗରିକଙ୍କ ବିରୋଧରେ ଏଲ୍ଓସି
ଭୁବନେଶ୍ୱର,୫ା୮(ସତ୍ୟଜିତ୍ ରାଉତ):ଦେଶର ବଡ଼ ଶିଳ୍ପପତି, କ୍ରୀଡ଼ାବିତ୍ ଓ ଅଭିନେତାଙ୍କ ଫଟୋ ବ୍ୟବହାର କରି ଅନ୍ଲାଇନ୍ ପୋଞ୍ଜି ସ୍କାମ୍ ମାମଲାରେ ଓଡ଼ିଶା କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଅଧିକ ତଦନ୍ତ ଚଳାଇଛି। ଏହି ମାମଲାରେ ଚାଇନା ମାଷ୍ଟରମାଇଣ୍ଡ ଗୁଆଁହୁଆ ୱାଙ୍ଗ୍ଙ୍କ ବିରୋଧରେ…
ମେଟା ସହ ‘ଶିକ୍ଷାରୁ ଉଦ୍ୟମିତା’ ଇନିସିଏଟିଭର ଶୁଭାରମ୍ଭ କଲେ ଧର୍ମେନ୍ଦ୍ର
ଭୁବନେଶ୍ୱର, ୫ା୯(ସୁନିତ୍ ମିଶ୍ର):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ନୂଆଦିଲ୍ଲୀଠାରେ ଶିକ୍ଷା ମନ୍ତ୍ରଣାଳୟ, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟ ଓ ଅଗ୍ରଣୀ ଟେକ୍ନୋଲୋଜି କମ୍ପାନୀ ମେଟା ମଧ୍ୟରେ ୩ ବର୍ଷିଆ ସହଭାଗିତା ‘ଶିକ୍ଷାରୁ ଉଦ୍ୟମିତା: ଏକ ପିଢ଼ିର ଛାତ୍ରୀଛାତ୍ର, ଶିକ୍ଷକ ଏବଂ…
ଯୁକ୍ତ୩: ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆବେଦନ ଆରମ୍ଭ
ଭୁବନେଶ୍ୱର, ୫ା୯(ଅସମାପିକା ସାହୁ):୨୦୨୩-୨୪ ଶିକ୍ଷାବର୍ଷରେ ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ସୋମବାରଠାରୁ ଆବେଦନ ଆରମ୍ଭ ହୋଇଛି। ଏହା ୧୩ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଚାଲିବ। ୨୨ତାରିଖ ଅପରାହ୍ନ ୧୨ଟାରେ ମେଧା ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ର…
ଲଘୁଚାପ: ୮ ଯାଏ ବର୍ଷା ସମ୍ଭାବନା
ଭୁବନେଶ୍ୱର,୫ା୯(ଅନିଲ ଦାସ):ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହୋଇପାରେ। ଏହା ପ୍ରଭାବରେ ଆଗାମୀ ୨ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଲଘୁଚାପ ପ୍ରଭାବରେ…
ଜଟଣୀ ଖାସ୍ମାହଲ ଜମି ସମସ୍ୟାର ହେବ ସମାଧାନ
ଭୁବନେଶ୍ୱର,୪ା୯(ଅନିଲ ଦାସ): ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ପଟ୍ଟା ଦେବାପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଜଟଣୀ ତହସିଲରେ ଦୀର୍ଘ ବର୍ଷ ଧରି ଖାସମାହଲ ସମସ୍ୟା ରହିଛି । ଏ ସମସ୍ୟା ସମ୍ପର୍କରେ ଜନସାଧାରଣ ୫-ଟି…
୭ ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୪।୯(ଅନିଲ ଦାସ): ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପ କ୍ଷେତ୍ରର ରୂପ ନେବ ବୋଲି ଭୁବେନଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଲଘୁଚାପ ପ୍ରଭାବରେ ୭ ଜିଲାରେ ପ୍ରବଳରୁ…
କାନାରା ବ୍ୟାଙ୍କ ପକ୍ଷରୁ ନଡ଼ିଆ ଚାରାରୋପଣ
ଭୁବନେଶ୍ୱର,୪।୯: କାନାରା ବ୍ୟାଙ୍କର ସର୍କଲ ଅଫିସ ଭୁବନେଶ୍ୱର ପକ୍ଷରୁ ଏକ ମେଗା ନଡ଼ିଆ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଶେଷ କରି ଓ୍ବେଲଫେୟାର ଏଜେନ୍ସି ଫର୍ ରୁରାଲ ଡେଭଲପମେଣ୍ଟ ଏବଂ ସାତପଡା ଏନଆର ଫାଉଣ୍ଡେଶନର ମିଳିତ ସହଯୋଗରେ ପୁରୀ ଜିଲାର…
Archives


