ପାଚିକା-ସହାୟିକାଙ୍କୁ ମିଳିଲା ଶାଢ଼ି ଭତ୍ତା ୫୦୦ ଟଙ୍କା
ଭୁବନେଶ୍ୱର, ୧୪।୬(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଲୋକସେବା ଭବନରେ ରାଜ୍ୟର ସ୍କୁଲଗୁଡ଼ିକରେ ନିୟୋଜିତ ଥିବା ପାଚିକା-ସହାୟିକାମାନଙ୍କ ପାଇଁ ୧୧୭.୭୩ କୋଟି ଟଙ୍କାର ଆର୍ଥିକ ସହାୟତା ମଞ୍ଜୁର କରିଥିବା ବେଳେ ଶାଢ଼ି ପାଇଁ ଭତ୍ତା ମଧ୍ୟ ପ୍ରଦାନ କରିଛନ୍ତି।...
ରାଜ୍ୟରେ ବିରଳ ଘଟଣା ଦେଖିବାକୁ ମିଳୁଛି : ସମୀର
ଭୁବନେଶ୍ବର, ୧୪ା୬(ସୁନୀତ୍ ମିଶ୍ର): ବିଜେଡି ରାଜନୀତିକୁ ନେଇ ଭାଜପାର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ପ୍ରଶ୍ନ କରିଛନ୍ତି। ତେବେ ବିଜେଡି କିନ୍ତୁ ସମୀର ତାଙ୍କ ଦଳରେ କୋଣଠେସା ହୋଇପଡ଼ିଥିବା କଥା କହି ପାଲଟା ଟାର୍ଗେଟ କରିଛି। ସମୀର ଟୁଇଟ୍...
ବିଜୁଳି କାଟ୍: ଦୀପତଳ ଅନ୍ଧାର
ଭୁବନେଶ୍ବର, ୧୪ା୬(ସୁନୀତ୍ ମିଶ୍ର): ଓଡ଼ିଶାର କୋଇଲାରେ ଭାରତର ଅନେକ ରାଜ୍ୟରେ ବିଜୁଳି ଉତ୍ପାଦିତ ହୋଇଥାଏ। ହେଲେ ରାଜ୍ୟରେ ଦୀପତଳ ଅନ୍ଧାର ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଅଘୋଷିତ ବିଜୁଳି କାଟ ନେଇ ଧର୍ମେନ୍ଦ୍ର କହିଛନ୍ତି, ଓଡ଼ିଶାରେ କିଛିଦିନ ହେଲା...
ଆଜି ପହିଲି ରଜ
ଆଦିବାସୀ ବହୁଳ କେନ୍ଦୁଝର ଜିଲାରେ ରଜ ପର୍ବ ନିଆରା। ଏଥିରେ ଆଦିବାସୀ ନୃତ୍ୟଗୀତର ଝଲକ ଦେଖିବାକୁ ମିଳିଥାଏ। ଏଥିପାଇଁ ରଜର ୩/୪ ଦିନ ପୂର୍ବରୁ ପ୍ରସ୍ତୁତି ଆରମ୍ଭ ହୋଇଥାଏ। ଘର ଲିପାପୋଛା ଓ ରଙ୍ଗ ମରା ହୋଇଥାଏ। ନୂଆ ଲୁଗାପଟା...
ବର୍ଷା ପୂର୍ବରୁ ଡ୍ରେନ୍ କାମ ସାରିବାକୁ ତାଗିଦ
ଭୁବନେଶ୍ୱର,୧୩।୬(ବ୍ୟୁରୋ): ଚଳିତବର୍ଷ ପ୍ରଖର ରୌଦ୍ରତାପ ହେଉଥିବା ବେଳେ ମୌସୁମୀ ମଧ୍ୟ ବିଳମ୍ବରେ ଓଡ଼ିଶା ଛୁଇଁବାର ରହିଛି। ତେବେ ବର୍ଷା ଦିନେ ରାଜଧାନୀରେ ଡ୍ରେନ୍ ସମସ୍ୟା, ଜଳମଗ୍ନ ଅଞ୍ଚଳ ଆଦି ବିଭିନ୍ନ ସମସ୍ୟା ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପାଇଁ ଚିନ୍ତାର...
୧୪ ସିସି କ୍ୟାମେରା ଅଚଳ, ୨୯ ଅଧା କାମ କରୁନି
ଭୁବନେଶ୍ୱର, ୧୩।୬(ବ୍ୟୁରୋ): ସହରର ସୁରକ୍ଷା ଓ ଟ୍ରାଫିକ ପରିଚାଳନା ପାଇଁ ଭୁବନେଶ୍ୱରର ବିଭିନ୍ନ ପଏଣ୍ଟରେ ସିସି କ୍ୟାମେରା ରହିଛି। ହେଲେ ରକ୍ଷଣାବେକ୍ଷଣ ଅଭାବରୁ କେତେକ ସ୍ଥାନରେ ଏହା ମାସ ମାସ ଧରି ଅଚଳ ହୋଇପଡିଥିଲେ ମଧ୍ୟ ଆବଶ୍ୟକ ମରାମତି କରାଯାଉ...
ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ୪ ପ୍ରତିଶତ ବଢିଲା ମହଙ୍ଗା ଭତ୍ତା
ଭୁବନେଶ୍ବର,୧୩।୬(ବ୍ୟୁରୋ): ରାଜ୍ୟ ସରକାର ମଙ୍ଗଳବାର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୪ ପ୍ରତିଶତ ବୃଦ୍ଧି କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୮ପ୍ରତିଶତରୁ ୪୨ପ୍ରତିଶତକୁ ବୃଦ୍ଧି ପାଇଛି। ଏହା...
ଭିଜିଲାନ୍ସ ଜାଲରେ କୋଟିପତି ସହକାରୀ ଯନ୍ତ୍ରୀ
ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ସରକାରୀ କ୍ଷମତାର ଦୁରୁପଯୋଗ କରି ସରକାରୀ କର୍ମଚାରୀ ବେଆଇନ ଭାବେ ଠୁଳ କରୁଛନ୍ତି ପୁଳା ପୁଳା ସମ୍ପତ୍ତି। ଏପରି ଆୟ ବହିର୍ଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡିଛନ୍ତି କଟକ ଜିଲା ସଦର ବ୍ଲକର ସହକାରୀ...
ବିକିଦେଲେ କିନ୍ତୁ ଟାଟା ପାରୁନି
ଭୁବନେଶ୍ୱର,୧୩ା୬(ବ୍ୟୁରୋ): ରାଜ୍ୟବାସୀଙ୍କୁ ଉନ୍ନତମାନର ୨୪ ଘଣ୍ଟିଆ ବିଦ୍ୟୁତ୍ ଯୋଗାଇଦେବା ପାଇଁ ଘରୋଇ କମ୍ପାନୀକୁ ଭରସା କରାଯାଉଛି। ଘରୋଇ ସଂସ୍ଥା ରିଲାଏନ୍ସ ଏନର୍ଜି ଲୁଟ୍ କରି ଛାଡ଼ି ଚାଲିଯିବା ପରେ ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ(ଓଇଆର୍ସି) ଏବେ ରାଜ୍ୟର ବିଦ୍ୟୁତ୍ ବଣ୍ଟନ...
ଯୁକ୍ତ ୩ ନାମ ଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି
ଭୁବନେଶ୍ୱର,୧୨।୬(ବ୍ୟୁରୋ): ଯୁକ୍ତ ୩ରେ ନାମ ଲେଖାଇବାକୁ ଉଚ୍ଚ ଶିକ୍ଷା ବିଭାଗ ବିଜ୍ଞପ୍ତି ପ୍ରକାଶ କରିଛି। www.samsodisha.gov.in ରେ ଜୁନ ୧୯ରୁ ଜୁଲାଇ ୪ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ଆବେଦନ କରିପାରିବେ ବୋଲି ବିଜ୍ଞପ୍ତିରେ କୁହାଯାଇଛି। ସେହିପରି ଜୁଲାଇ ୧୪ରେ ପ୍ରଥମ ପର୍ଯ୍ୟାୟ...
ଆହୁରି ୫ ଦିନ ଯାଏ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ : ୧୫ ଜିଲାକୁ ଅରେଞ୍ଜ ୱାର୍ନିିଂ
ବନେଶ୍ବର ୧୨।୬: ଆହୁରି ୫ ଦିନ ଯାଏ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଆଗାମୀ ୫ ଦିନ ଯାଏ ତାପମାତ୍ରା ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ଏହାର ପ୍ରଭାବରେ ଉପକୂଳରେ ଗୁଳୁଗୁଳି ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ...
‘ମୁକ୍ତା’ ଯୋଜନାରେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୧୮୩.୮୧ କୋଟି ଅର୍ଥ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୨ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ୧୮୩.୮୧ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ରାଜ୍ୟ ଅନୁଦାନ ପ୍ରାପ୍ତ ‘ମୁକ୍ତା’ ଯୋଜନାରେ ଦକ୍ଷିଣ ଆରଡିସି ଡିଭିଜନର ୧୦ଟି ଜିଲାକୁ ଅନ୍ତର୍ଭୁକ୍ତ କରି ୪୨ ମ୍ୟୁନିସିପାଲିଟି ଏବଂ...
Archives


