ଓଡ଼ିଆ ଯୁବ ବୈଜ୍ଞାନିକଙ୍କୁ ଅନ୍ତର୍ଜାତୀୟ ଗୋର୍ଡନ ବେଲ୍ ପୁରସ୍କାର
ଭୁବନେଶ୍ୱର,୧୮ା୧୧(ଅନୁରାଧା ମହାରଣା): ଆମେରିକାର ଡେନ୍ଭରଠାରେ ଆୟୋଜିତ ଏସ୍ସି୨୩ ଅନ୍ତର୍ଜାତୀୟ ସମ୍ମିଳନୀରେ ଓଡ଼ିଆ ଯୁବ ବୈଜ୍ଞାନିକ ଗୌରବ ପାଣିଗ୍ରାହୀଙ୍କୁ ‘ଗୋର୍ଡନ ବେଲ୍ ପୁରସ୍କାର’ ପ୍ରଦାନ କରାଯାଇଛି। ତାଙ୍କର ପ୍ରକଳ୍ପ ‘ଲାର୍ଜ ସ୍କେଲ୍ ମ୍ୟାଟେରିଆଲସ୍ ମଡେଲିଂ ଆଟ୍ କ୍ୱାଣ୍ଟମ୍ ଆକ୍ୟୁରାସି: ଏବି ଇନିସିଓ ସିମୁଲେସନ୍ସ…
ଘଣ୍ଟାଏରେ ଗୋଟିଏ ସ୍ଥାନରେ କାମୁଡୁଛନ୍ତି ୬୦ ମଶା
ଭୁବନେଶ୍ୱର, ୧୮।୧୧ (ବନ୍ଦନା ସେଠୀ): ମଶା ଦାଉରେ କଲବଲ ରାଜଧାନୀବାସୀ। ରାତି ହେଉ କି ଦିନ ଦ୍ୱିପ୍ରହର, ଶାନ୍ତିରେ ବସି କି ଶୋଇ ହେଉନାହିଁ। ଘରଠୁ ବାହାର, ଅଫିସ୍ରେ ବି ଗୋଡ଼ାଇ କାମୁଡୁଛନ୍ତି ମଶା। ଗାଁ ଗହଳି, ଉପାନ୍ତ ଅଞ୍ଚଳଠାରୁ ବଳିଗଲାଣି…
୮ ରୂପାନ୍ତରଣକାରୀ ପ୍ରକଳ୍ପକୁ ଅନୁମୋଦନ
ଭୁବନେଶ୍ୱର, ୧୮।୧୧(ସୁନିତ୍ ମିଶ୍ର): ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ତତ୍ତ୍ୱାବଧାନରେ ଶୁକ୍ରବାର ୧୨୪ତମ ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (ଏସ୍ଏଲ୍ଏସ୍ଡବ୍ଲ୍ୟୁସିଏ) ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୩୯୭.୧୮ କୋଟି ଟଙ୍କାର ୮ଟି ରୂପାନ୍ତରଣକାରୀ ପ୍ରକଳ୍ପକୁ ଅନୁମୋଦନ ମିଳିଛି।…
ସୁରେଶ ମହାପାତ୍ର ହେଲେ ସିଏମ୍ଓ ମୁଖ୍ୟ ପରାମର୍ଶଦାତା
ଭୁବନେଶ୍ୱର,୧୭।୧୧(ଅନୀଲ ଦାସ): ପୂର୍ବତନ ମୁଖ୍ୟ ଶାସନସଚିବ ଏବଂ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆର୍ସି)ର ଅଧ୍ୟକ୍ଷ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ନୂତନ ମୁଖ୍ୟ ପରାମର୍ଶଦାତା ଭାବେ ନିଯୁକ୍ତି ଦିଆଯାଇଛି। ଏହି ନିଯୁକ୍ତି ପାଇବା ପରେ ସେ ଓଇଆର୍ସି ଅଧ୍ୟକ୍ଷ…
ଓଡ଼ିଶାକୁ ବାତ୍ୟା ବିପଦ ନାହିଁ
ଭୁବନେଶ୍ୱର,୧୭ା୧୧(ଅନିଲ ଦାସ):ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗୁରୁବାର ଗଭୀର ଅବପାତ(ଡିପ୍ ଡିପ୍ରେସନ)ରେ ପରିଣତ ହୋଇଛି। ଏହା ବିଶାଖାପାଟଣାଠାରୁ ଦକ୍ଷିଣ-ପୂର୍ବ ଦିଗରେ ୩୫୦କି.ମି., ପାରାଦୀପରୁ ଦକ୍ଷିଣ-ଦକ୍ଷିଣ-ପୂର୍ବ ଦିଗରେ ୨୮୦କି.ମି. ଏବଂ ପଶ୍ଚିମବଙ୍ଗର ଦିଘାଠାରୁ ଦକ୍ଷିଣ-ଦକ୍ଷିଣ-ପଶ୍ଚିମ ଦିଗରେ ୪୨୦କି.ମି. ଦୂର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ…
ଓଡ଼ିଶା ଉପକୂଳ ଦେଇ ଯିବ ବାତ୍ୟା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
ଭୁବନେଶ୍ୱର,୧୫ା୧୧: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବୁଧବାର ଅବପାତରେ ପରିଣତ ହୋଇଛି। ଏହା କ୍ରମେ ଘନୀଭୂତ ହୋଇ ଗଭୀର ଅବପାତ ରୂପ ନେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି। ଅବପାତ କ୍ରମେ ଘନୀଭୂତ…
ଖସୁଛି ପାଇକାରୀ ମୁଦ୍ରାସ୍ଫୀତି ହାର
ଭୁବନେଶ୍ୱର, ୧୫।୧୧: ଗତ କିଛି ମାସ ହେଲା ପାଇକାରୀ ମୁଦ୍ରାସ୍ଫୀତି ହାର କ୍ରମାଗତ ଭାବେ ହ୍ରାସ ପାଇଚାଲିଛି। ଏପରିକି ଚଳିତ ବର୍ଷ ଅକ୍ଟୋବରରେ ପାଇକାରୀ ମୁଦ୍ରାସ୍ଫୀତି ହାର-୦.୫୨% ରହିଛି। ପୂର୍ବ ମାସ (ସେପ୍ଟେମ୍ବର)ରେ ପାଇକାରୀ ମୁଦ୍ରାସ୍ଫୀତି -୦.୨୬% ରହିଥିଲା। ସୂଚନାଯୋଗ୍ୟ, ଚଳିତ…
୧୬, ୧୭ରେ ପ୍ରବଳ ବର୍ଷା
ଭୁବନେଶ୍ୱର, ୧୫।୧୧(ଅସମାପିକା ସାହୁ): ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ବୁଧବାର ଦକ୍ଷିଣ ଓଡ଼ିଶାରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଗଞ୍ଜାମ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଜଗତ୍ସିଂହପୁର, ପୁରୀ ଜିଲାରେ ପ୍ରବଳ ବର୍ଷା ହେବା…
ମେଟ୍ରୋ ରେଳ ପ୍ରକଳ୍ପକୁ ୫୯୨୯.୩୮ କୋଟି ମଞ୍ଜୁର
ଭୁବନେଶ୍ୱର,୧୫।୧୧(ଅନିଲ ଦାସ): ବହୁ ପ୍ରତୀକ୍ଷିତ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ କାର୍ଯ୍ୟ ଆଉ ପାଦେ ଆଗେଇଛି। ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ବିମାନବନ୍ଦରଠାରୁ ତ୍ରିଶୂଳିଆ ପର୍ଯ୍ୟନ୍ତ ନିର୍ମାଣ ପାଇଁ କରାଯାଇଥିବା ୫୯୨୯.୩୮ କୋଟିର ବ୍ୟୟ ଅଟକଳକୁ କ୍ୟାବିନେଟ ଅନୁମୋଦନ ମିଳିଛି। ଏହି କାର୍ଯ୍ୟକୁ…
ଋଷିକୁଲ୍ୟା ନଦୀରେ ନିର୍ମାଣ ହେବ ବ୍ୟାରେଜ
ଭୁବନେଶ୍ୱର,୧୫।୧୧(ଅନିଲ ଦାସ): ଗଞ୍ଜାମ ଜିଲା ଧରାକୋଟ ବ୍ଲକର ଜାନିବିଲି ଗ୍ରାମ ନିକଟରେ ଋଷିକୁଲ୍ୟା ନଦୀ ଉପରେ ଏକ ବ୍ୟାରେଜ ନିର୍ମାଣ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ପ୍ରକଳ୍ପର ନିର୍ମାଣ ପାଇଁ ୮୬.୫୪କୋଟି ଏବଂ ପାଞ୍ଚ ବର୍ଷ ପର୍ଯ୍ୟନ୍ତ ରକ୍ଷଣାବେକ୍ଷଣ…
ରୂପାନ୍ତରଣ ହେବ ସରକାରୀ ହସ୍ପିଟାଲ
ଭୁବନେଶ୍ୱର,୧୫।୧୧(ଅନିଲ ଦାସ): ହସ୍ପିଟାଲ ଆହୁରି ହେବ ଚକାଚକ୍। ରାଜ୍ୟବାସୀଙ୍କୁ ମିଳିବ ଉତ୍ତମ ସ୍ବାସ୍ଥ୍ୟ ସେବା। ହସ୍ପିଟାଲକୁ ଆସୁଥିବା ରୋଗୀଙ୍କ ପରିଜନଙ୍କୁ ଆଉ ହଇରାଣ ହେବାକୁ ପଡ଼ିବ ନାହିଁ। ସେମାନଙ୍କ ପାଇଁ ଡାକ୍ତରଖାନାରେ ରହଣି ବ୍ୟବସ୍ଥା ହେବ। ଏଥିପାଇଁ ରାଜ୍ୟ ସରକାର ‘ଆମ…
୨୧ରେ ଉପବାଚସ୍ପତି ନିର୍ବାଚନ
ଭୁବନେଶ୍ୱର, ୧୪।୧୧(ସୁନିତ୍ ମିଶ୍ର): ବିଧାନସଭାର ଶୀତକାଳୀନ ଅଧିବେଶନ ଆସନ୍ତା ୨୧ତାରିଖଠାରୁ ଆରମ୍ଭ ହେବାକୁ ଯାଉଛି। ଏହିଦିନ ଖାଲି ପଡ଼ିଥିବା ଉପବାଚସ୍ପତି ପଦ ଲାଗି ସକାଳ ସାଢେ ୯ଟା ସମୟରେ ନିର୍ବାଚନ ହେବ। ଏହାର ପୂର୍ବଦିନ ଅର୍ଥାତ୍ ୨୦ ତାରିଖରେ ନାମାଙ୍କନପତ୍ର ଦାଖଲ…
Archives


