ବାର୍ଷିକ ଖଣି ସୁରକ୍ଷା ସପ୍ତାହରେ ଓସିପିଏଲ୍ ପୁରସ୍କୃତ
ଭୁବନେଶ୍ୱର,୩।୯ (ଅଭୟ ଦାଶ): ଓଡ଼ିଶା କୋଲ୍ ଆଣ୍ଡ୍ ପାୱାର ଲିମିଟେଡ୍(ଓସିପିଏଲ୍) କୁ ନିକଟରେ ଆଉ ଏକ ସମ୍ମାନ ଓ ସ୍ବୀକୃତି ପ୍ରଦାନ କରାଯାଇଛି। ଓସିପିଏଲ୍ ପ୍ରଥମଥର ପାଇଁ ଖଣି ସୁରକ୍ଷା ନିର୍ଦ୍ଦେଶାଳୟ (ଡିଜିଏମ୍ଏସ୍) ଏବଂ ମହାନାଦୀ କୋଲ ଫିଲ୍ଡସ୍ ଲିମିଟେଡ୍ (ଏମ୍ସିଏଲ୍)ର…
ଜିଓ ଟ୍ରୁ-୫ଜି କ୍ୟାମ୍ପସ୍ ଅଭିଯାନ
ଭୁବନେଶ୍ୱର,୩।୯: ଦେଶର ପ୍ରମୁଖ ଟେଲିକମ୍ କମ୍ପାନୀ ରିଲାଏନ୍ସ ଜିଓର ଓଡ଼ିଶା ୟୁନିଟ୍ ପକ୍ଷରୁ ଜିଓ ଟ୍ରୁ-୫ଜି କ୍ୟାମ୍ପସ୍ ଅଭିଯାନର ଶୁଭାରମ୍ଭ କରାଯାଇଛି। ବିଶେଷକରି ଜିଓ ଟ୍ରୁ-୫ଜି ଜରିଆରେ ଓଡ଼ିଶାର ସମସ୍ତ ଶିକ୍ଷାନୁଷ୍ଠାନକୁ ସ୍ବତନ୍ତ୍ର ଭାବେ ୫ଜି ସଂଯୋଗ ଦେବା ସହିତ ଶିକ୍ଷା…
କେୟାରକୁ ବେଷ୍ଟ କାର୍ଡିଓଲୋଜି ହସ୍ପିଟାଲ ସମ୍ମାନ
ଭୁବନେଶ୍ୱର,୩।୯ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ କେୟାର ହସ୍ପିଟାଲ ଭୁବନେଶ୍ୱରକୁ ନିକଟରେ ଆଉ ଏକ ସମ୍ମାନ ଓ ସ୍ବୀକୃତି ପ୍ରଦାନ କରାଯାଇଛି। ବିଶେଷକରି ଓ ଟିଭି ଓଡ଼ିଶା ବିଜ୍ନେସ୍ ଆଓ୍ବାର୍ଡ କାର୍ଯ୍ୟକ୍ରମରେ କେୟାର ହସ୍ପିଟାଲକୁ ବେଷ୍ଟ କାର୍ଡିଓଲୋଜି ହସ୍ପିଟାଲ…
ଆଡ୍ମିଶନ ନାଁରେ ୫ହଜାର ପିଲାଙ୍କୁ ଠକେଇ
ଭୁବନେଶ୍ୱର,୩।୯(ସୂର୍ଯ୍ୟକାନ୍ତ ବେହେରା)ରାଜ୍ୟ ତଥା ବାହାରେ ଥିବା ବଡ଼ ବଡ଼ କଲେଜ ଓ ଶିକ୍ଷାନୁଷ୍ଠାନରେ ଆଡ୍ମିଶନ କରାଇ ଦେବାକୁ କହି ଠକେଇ କରୁଥିବା ଏକ ବଡ଼ ର଼୍ୟାକେଟ ଧରାପଡିଛି। କମିଶନରେଟ ପୋଲିସର ସ୍ପେଶାଲ କ୍ରାଇମ୍ ୟୁନିଟ୍ ସମ୍ପୃକ୍ତ ୨ଉଚ୍ଚ ଶିକ୍ଷିତ ଯୁବକଙ୍କୁ ଗିରଫ…
ବିଜୟ ମହାନ୍ତିଙ୍କ ଅଭିନୀତ ଶେଷ ଚଳଚ୍ଚିତ୍ର ‘କର୍ତ୍ତବ୍ୟ’ ଶୁଭମୁକ୍ତି
ଭୁବନେଶ୍ୱର,୩।୯(ଶର୍ମିଷ୍ଠା ପାଣିଗ୍ରାହୀ)ବିଶିଷ୍ଟ ଅଭିନେତା ସ୍ବର୍ଗତ ବିଜୟ ମହାନ୍ତିଙ୍କ ଅଭିନୀତ ଶେଷ ଚଳଚ୍ଚିତ୍ର ‘କର୍ତ୍ତବ୍ୟ’ ଶନିବାର ଶୁଭମୁକ୍ତି ହୋଇଛି। ଗୁରୁ, ଶିଷ୍ୟ ଓ ଗୁରୁ ଦକ୍ଷିଣାର କାହାଣୀକୁ ନେଇ ଶ୍ରୀଜଗନ୍ନାଥ ମୁଭିଜ ଓ ମୁକ୍ତି ଏକ୍ସପ୍ରେସ୍ ପକ୍ଷରୁ ନିର୍ମିତ ଏହି ଚଳଚ୍ଚିତ୍ର ଜଣେ…
ପ୍ରବଳ ବର୍ଷା ସହ ଡରାଇଲା ବିଜୁଳି
ଭୁବନେଶ୍ୱର,୩ା୯(ଅନୁରାଧା ମହାରଣା)ଉତ୍ତର ପୂର୍ବ ବଙ୍ଗୋପସାଗର ଓ ପାଶର୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଶନିବାର ରାଜ୍ୟରେ ପ୍ରବଳ ବର୍ଷା ହେବା ସହ ସହରାଞ୍ଚଳରେ ଜଳବନ୍ଦୀ ସ୍ଥିତି ନଜରକୁ ଆସିଛି। ତେବେ ଦ୍ୱୈତନଗରୀ ଭୁବନେଶ୍ବର-କଟକରେ ଲୋକ ବର୍ଷାରେ ନାହିଁ…
ଓଡ଼ିଶାର ୪ଜଣ ପାଇବେ ‘ଜାତୀୟ ଶିକ୍ଷକ ପୁରସ୍କାର’
ଭୁବନେଶ୍ୱର, ୩।୯(ଅସମାପିକା ସାହୁ)ଶିକ୍ଷାଦାନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଗୁରୁଦିବସ ଅବସରରେ ୫ ତାରିଖ ଦିନ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ୭୫ ଜଣଙ୍କୁ ‘ଜାତୀୟ ଶିକ୍ଷକ ପୁରସ୍କାର ୨୦୨୩’ ପ୍ରଦାନ କରାଯିବ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିକ୍ଷକମାନଙ୍କୁ ଏହି ପୁରସ୍କାର ପ୍ରଦାନ…
ଡ୍ରପ୍ଆଉଟ୍ ପିଲାଙ୍କୁ ନିଯୁକ୍ତିକ୍ଷମ କରାଯିବ
ଭୁବନେଶ୍ୱର, ୩।୯(ଅସମାପିକା ସାହୁ)ଡ୍ରପ୍ ଆଉଟ୍ ପିଲାଙ୍କୁ ନିଯୁକ୍ତିକ୍ଷମ କରାଯିବ। ଭୁନେଶ୍ବରସ୍ଥିତ ସେଣ୍ଟ୍ରାଲ ଟୁଲ୍ ରୁମ୍ ଆଣ୍ଡ୍ ଟ୍ରେନିଂ ସେଣ୍ଟର(ସିଟିଟିସି)ରେ ସେମାନଙ୍କୁ ବିଭିନ୍ନ ଟ୍ରେଡ୍ରେ ତାଲିମ ଦିଆଯିବ। ଏ ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବାବେଳେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ…
୨୦୨୭ ସୁଦ୍ଧା ମ୍ୟାଲେରିଆମୁକ୍ତ ଓଡ଼ିଶା ଲକ୍ଷ୍ୟ
ଭୁବନେଶ୍ବର,୩ା୯(ଅଭିଜିତ ଦାସ)ରାଜ୍ୟରେ ମ୍ୟାଲେରିଆ ପରୀକ୍ଷଣ ବୃଦ୍ଧି ହୋଇଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଜାତୀୟ ହାର ତୁଳନାରେ ଉଭୟ ସଂକ୍ରମିତ ଓ ମୃତ୍ୟୁସଂଖ୍ୟା ହ୍ରାସ ପାଇଛି। ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନ ୨୦୩୦ ସୁଦ୍ଧା ମ୍ୟାଲେରିଆମୁକ୍ତ ବିଶ୍ୱ ପାଇଁ ଲକ୍ଷ୍ୟ ରଖିଥିବାବେଳେ ରାଜ୍ୟ ସ୍ବାସ୍ଥ୍ୟ…
ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ୪ରୁ ଆବେଦନ
ଭୁବନେଶ୍ୱର,୩।୯(ଅସମାପିକା ସାହୁ)୨୦୨୩-୨୪ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖା ପାଇଁ ପୁଣିଥରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ୪ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଏହା ୧୩ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଚାଲିବ। ୧୪ ତାରିଖ…
ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨ା୯: ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଶନିବାର ଦେହାନ୍ତ ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରି କହିଛନ୍ତି, ପୂର୍ବତନ ବାଚସ୍ପତି, ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା, ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଦେହାନ୍ତ…
ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ
ଭୁବନେଶ୍ୱର,୨ା୯(ଅନିଲ ଦାସ): ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଶନିବାର ପରଲୋକ ଘଟିଛି। ସେ ଅସୁସ୍ଥ ଥିବାରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡ଼ିଛି। ସୂର୍ଯ୍ୟ ୧୯୪୮ ଡିସେମ୍ବର ୨୪ରେ ଜନ୍ମଗ୍ରହଣ କରିଥିଲେ। ମୃତ୍ୟୁବେଳକୁ ତାଙ୍କୁ…
Archives


