୧୭ରେ ଓଡ଼ିଶା ଆସିବେ ଅମିତ ଶାହା
ଭୁବନେଶ୍ୱର,୧୦।୬(ବ୍ୟୁରୋ): ଆସନ୍ତା ୧୭ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏହି ଗସ୍ତ ସମୟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଢେଙ୍କାନାଳରେ ଭାଜପାର ମହା ଜନସମ୍ପର୍କ ଯାତ୍ରାରେ ଯୋଗ ଦେବେ। ଏ ନେଇ ଭାଜପା ରାଜ୍ୟ...
ମଞ୍ଚରେ ପଡିଯାଇ ଭାରତ ନାଟ୍ୟମ ନୃତ୍ୟ ଗୁରୁ ଶ୍ରୀଗଣେଶନଙ୍କ ମୃତ୍ୟୁ
ଭୁବନେଶ୍ୱର, ୧୦।୬: ଭୁବନେଶ୍ୱର ଭଞ୍ଜକଳା ମଣ୍ଡପରେ ଆୟୋଜିତ ହୋଇଥିବା ଶ୍ରୀ ଜୟଦେବ ରାଷ୍ଟ୍ରୀୟ ସମାରୋହ ଓ ନବୀନ କଳାକାର ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଘଟଣ। ଶୁକ୍ରବାର କାର୍ଯ୍ୟକ୍ରମର ତୃତୀୟ ସାରେ ମ୍ୟାଲେସିଆରୁ ଆସିଥିବା ଭାରତ ନାଟ୍ୟମ ନୃତ୍ୟ ଗୁରୁ ଶ୍ରୀଗଣେଶନ ନୃତ୍ୟ...
ସରକାରଙ୍କ ନାଁରେ ପୁଞ୍ଜିପତି ଅର୍ଥ ବ୍ୟବସ୍ଥାକୁ ଅକ୍ତିଆର କରିନେଉଛନ୍ତି
ଭୁବନେଶ୍ୱର,୧୦।୬(ବ୍ୟୁରୋ): ଭାରତର ଅର୍ଥ ବ୍ୟବସ୍ଥାକୁ ସରକାରଙ୍କ ନଁାରେ ପୁଞ୍ଜିପତିମାନେ ଅକ୍ତିଆର କରିନେଉଛନ୍ତି। ଦେଶର ଅର୍ଥ ବ୍ୟବସ୍ଥାର ଭବିଷ୍ୟତ ସରକାରଙ୍କ ଉପରେ ନିିର୍ଭର କରୁଛି। ଏହାଛଡ଼ା ଜନସାଧାରଣଙ୍କ ମଧ୍ୟ ଏ କ୍ଷେତ୍ରରେ ଦାୟିତ୍ୱ ରହିଛି। ଯଦି ଆମେ ନୀରବ ରହିବା ଏବଂ...
‘ମୋ ବସ୍’ରେ ଚଢିବା ଆଗରୁ ଟିକେଟ୍
ଭୁବନେଶ୍ୱର, ୧୦।୬ (ବ୍ୟୁରୋ): ଏବେଠାରୁ ମୋ ବସ୍ରେ ଚଢିବା ପୂର୍ବରୁ ଟିକେଟ କରିବାକୁ ପଡିବ। ମୋ ବସ୍ର ଗାଇଡ୍ମାନଙ୍କ ଠାରୁ ଟିକେଟ୍ ଧରିବା ପରେ ଯାତ୍ରୀମାନେ ବସ୍କୁ ଯିବେ। ଏଭଳି ନୂତନ ନିୟମ ଆଣିଛି କ୍ୟାପିଟାଲ ରିଜନ୍ ଅର୍ବାନ ଟ୍ରାନ୍ସପୋର୍ଟ...
ଚିହ୍ନଟ ହୋଇପାରୁନି ୮୧ ମୃତଦେହ
ଭୁବନେଶ୍ୱର, ୧୦।୬(ବ୍ୟୁରୋ): ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣାରେ ୨୮୮ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୧୧ଶହରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଇତିମଧ୍ୟରେ ଅଧିକାଂଶ ଆହତ ଚିକିତ୍ସିତ ହୋଇ ଘରକୁ ଫେରିଥିବାବେଳେ ଆଉ କେତେଜଣ ଏବେ ବି ହସ୍ପିଟାଲରେ ଅଛନ୍ତି। ତେବେ ଏପରିସ୍ଥିତିରେ...
ମାନହାନି ମାମଲା ଚେତାବନୀ ଦେଲେ ସଞ୍ଜୟ ନାୟକ
ଭୁବନେଶ୍ୱର, ୧୦ା୬(ବ୍ୟୁରୋ): ଓଲିଉଡ୍ରେ କାଷ୍ଟିଂ କାଉଚ୍ ଘଟଣାକୁ ନେଇ ଫିଲ୍ମ ପ୍ରଯୋଜକ ସଞ୍ଜୟ ନାୟକ ଓରଫ୍ ଟୁଟୁ ଶୁକ୍ରବାର ମୁହଁ ଖୋଲିଛନ୍ତି। କାଷ୍ଟିଂ କାଉଚ୍ ଅଭିଯୋଗ ଆଣିଥିବା ପ୍ରକୃତି ମିଶ୍ରଙ୍କ ଉପରେ ସଞ୍ଜୟ ବର୍ଷିଛନ୍ତି। ଏଥିସହ କୋର୍ଟରେ ମାନହାନୀ ମାମଲା...
କଲବଲ କରୁଛି ଗୁଳୁଗୁଳି
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ତାତି ନାହିଁ। ଗୁଳୁଗୁଳି କରୁଛି ଅଣନିଃଶ୍ୱାସୀ। ଘରେ କିମ୍ବା ବାହାରେ ତ୍ରାହି ନାହିଁ। ପଙ୍ଖା କାମ ଦେଉନି। ଦେହରୁ ଗମଗମ ଝାଳ ବୋହିବା ସହ ଅସ୍ବସ୍ତିକର ପରିବେଶ ସୃଷ୍ଟି ହୋଇଛି। ଗାଁରୁ ସହର ସବୁଠି ଗରମ ଓ ଗୁଳୁଗୁଳିରେ...
ଆଦର୍ଶ ସ୍କୁଲ ଭାବେ ବିକଶିତ ହେବ ବାହାନଗା ବିଦ୍ୟାଳୟ
ବାଲେଶ୍ୱର ଅଫିସ/ଭୁବନେଶ୍ୱର, ୧୦ା୬(ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗା ହାଇସ୍କୁଲ ତଥା ସ୍କୁଲ ପରିସରରେ ଥିବା ପ୍ରାଥମିକ ଓ ଏଲିମେଣ୍ଟାରୀ ସ୍କୁଲ ସମ୍ପୂର୍ଣ୍ଣ ଭଙ୍ଗାଯାଇ ୫-ଟି ଉପକ୍ରମରେ ଏହାର ପୁନଃନିର୍ମାଣ କରାଯିବ। ଏହାକୁ ଏକ ଆଦର୍ଶ ସ୍କୁଲ ଭାବରେ ଗଢ଼ିବାକୁ ମୁଖ୍ୟମନ୍ତ୍ରୀ...
ଆଇଏଏସ୍ ଅଫିସର ସ୍ତରରେ ଅଦଳବଦଳ: ଅରବିନ୍ଦ ଅଗ୍ରଓ୍ବାଲ ଉଚ୍ଚଶିକ୍ଷା ସଚିବ
ଭୁବନେଶ୍ୱର,୯ା୬(ବ୍ୟୁରୋ)-ରାଜ୍ୟ ସରକାର ଆଇଏଏସ୍ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ଶୁକ୍ରବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ୧୯୯୫ ବ୍ୟାଚ୍ ଆଇଏଏସ୍ ଅଫିସର ତଥା ଉଚ୍ଚଶିକ୍ଷା ସଚିବ...
ବାହାନଗା ହାଇସ୍କୁଲ ନବୀକରଣ ହେବ: ୧୫ ଦିନରେ ଯୋଜନା ପ୍ରସ୍ତୁତ କରି ରିପୋର୍ଟ ଦେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର,୯ା୬(ବ୍ୟୁରୋ): ବାଲେଶ୍ୱର ଜିଲାର ବାହାନଗା ହାଇସ୍କୁଲ ତଥା ସ୍କୁଲ ପରିସରରେ ଥିବା ପ୍ରାଥମିକ ଓ ମାଧ୍ୟମିକ ସ୍କୁଲ ଗୃହ ୫-ଟି ରୂପାନ୍ତରଣ କାର୍ଯ୍ୟକ୍ରମରେ ସମ୍ପୂର୍ଣ୍ଣ ନବୀକରଣ କରାଯିବ। ସ୍କୁଲ ପରିସର ପୁନଃନିର୍ମାଣ କରି ଏହାକୁ ଆଦର୍ଶ ସ୍କୁଲ ଭାବରେ ଗଢ଼ିବାକୁ...
ଉଚ୍ଚ ଶିକ୍ଷା ସଚିବ ପଦରୁ ବିଷ୍ଣୁପଦ ସେଠୀଙ୍କୁ ବଦଳି
ଉଚ୍ଚ ଶିକ୍ଷା ସଚିବ ପଦରୁ ବିଷ୍ଣୁପଦ ସେଠୀଙ୍କୁ ବଦଳି ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟ ମନ୍ତ୍ରିମଣ୍ଡଳରୁ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ପରେ ଏବେ ହଟିଲେ ସଚିବ। ଉଚ୍ଚ ଶିକ୍ଷା ସଚିବ ପଦରୁ ବିଷ୍ଣୁପଦ ସେଠୀଙ୍କୁ ବଦଳି କରାଯାଇଛି। ବିଷ୍ଣୁପଦ ସେଠୀଙ୍କୁ ସାଧାରଣ ପ୍ରଶାସନ...
ମୁଖ୍ୟମନ୍ତ୍ରୀ ମୋ ଠାରୁ ଅଧିକ ଆଶା କରୁଥିଲେ
ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟ ମନ୍ତ୍ରିମଣ୍ଡଳରୁ ବାଦ ପଡ଼ିଛନ୍ତି ରୋହିତ ପୂଜାରୀ। ମନ୍ତ୍ରିମଣ୍ଡଳରୁ ବାଦ ପଡ଼ିବା ପରେ ରୋହିତ ପୂଜାରୀଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି, ‘ମୁଖ୍ୟମନ୍ତ୍ରୀ ବୋଧେ ମୋ ଠାରୁ ଅଧିକ ଆଶା କରୁଥିଲେ, ମୁଁ ମୋର ବେଷ୍ଟ ଏଫର୍ଟ ଦେଇଛି, ବିଗତ...
Archives


