ମେଟ୍ରୋ

ଓଡ଼ିଆ ଭାଷା ଆନ୍ଦୋଳନର ସଭାପତି ସମ୍ବର୍ଦ୍ଧିତ

ଭୁବନେଶ୍ୱର,୩ା୨: ଓଡ଼ିଶା ସରକାରଙ୍କ ପକ୍ଷରୁ ରାଜଧାନୀ ଭୁବନେଶ୍ୱରରେ ଶନିବାର ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯାଇଥିବାରୁ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ‘ସଂସ୍କୃତି ଓ ସଂସ୍କୃତି’ ପକ୍ଷରୁ ଅଭିନନ୍ଦନ ଜ୍ଞାପନ କରାଯାଇଛି। ଏହି ଅବସରରେ ବୁଦ୍ଧ ମନ୍ଦିର ପରିସରରେ ଆୟୋଜିତ…

ଦୁଇଦିନ ଘନକୁହୁଡ଼ି: ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୩ା୨: ରାଜ୍ୟରେ ଆସନ୍ତା ୨ ଦିନ ଘନକୁହୁଡ଼ି ଜାରି ରହିବ। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲାରେ ଘନକୁହୁଡ଼ି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, ନୟାଗଡ଼, କୋରାପୁଟ,…

ଭାଷାବିତ୍‌ ଡ. ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମାନ

ଭୁବନେଶ୍ୱର,୩।୨: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ୨୦୨୪ ଉଦ୍‌ଘାଟିତ ହୋଇଛି। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସାମୂହିକ ବନ୍ଦେ ଉତ୍କଳ ଗାନ କରାଯାଇଥିଲା । ପର ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିବା ଅତିଥୀଙ୍କୁ ସମ୍ବୋଧିତ କରିଥିଲେ…

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ୨୦୨୪ ଉଦ୍‌ଘାଟିତ: ୩ ଦିନ ଧରି ଚାଲିବ ଏହି ମହାକୁମ୍ଭ

ଭୁବନେଶ୍ୱର,୩।୨: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ୨୦୨୪ ଉଦ୍‌ଘାଟିତ ହୋଇଛି। ଶନିବାରଠୁ ଜନତା ମଇଦାନରେ ଭାଷାର ଏହି ମହାକୁମ୍ଭ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମ ଲାଗି ଦେଶ ବିଦେଶରୁ ୧୦୦ରୁ ଅଧିକ ଶିକ୍ଷାବିତ୍‌ ଯୋଗ ଦେଇଛନ୍ତି । ୩…

ବିଶ୍ୱ ଦେଖିବ ପ୍ରଥମ ଓଡ଼ିଆ ଭାଷା ସମ୍ମିଳନୀ

ଭୁବନେଶ୍ୱର,୩।୨(ଶର୍ମିଷ୍ଠା ପାଣିଗ୍ରାହୀ/ଅନିଲ ଦାସ): ଓଡ଼ିଶା ପ୍ରଥମ ଭାଷାଭିତ୍ତିକ ରାଜ୍ୟ। ପ୍ରଥମ ଥର ପାଇଁ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରି ପୁଣିଥରେ ଓଡ଼ିଶା ବିଶ୍ୱରେ ନିଜର ସ୍ବତନ୍ତ୍ରତା ପ୍ରତିପାଦନ କରିଛି। ସବୁଠି ଉତ୍ସାହ, ଉଦ୍ଦୀପନା। ଭାଷାକୁ ନେଇ ସବୁଠି ପାଳନ…

ମାନସିକ ଭାରସାମ୍ୟ ହରାଇଲେଣି ପ୍ରଦୀପ: ବିକ୍ରମ ପଣ୍ଡା

ଭୁବନେଶ୍ୱର,୨।୨(ଅନିଲ ଦାସ): ନିଜ ନିର୍ବାଚନମଣ୍ଡଳୀ ଲୋକଙ୍କୁ ଚାକିରି ଦେବା ନାଁରେ ଲୁଟିଥିବା ପ୍ରଦୀପ ପାଣିଗ୍ରାହୀ ଏବେ ମାନସିକ ଭାରସାମ୍ୟ ହରାଇ ବସିଲେଣି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ କୋର୍ଟ ଚାର୍ଜଫ୍ରେମ୍‌ କରିବା ପରେ ତାଙ୍କର ପ୍ରବଳ ମୁଣ୍ଡଦୋଷ ବାହାରିଛି ।…

ଓଡ଼ିଶାର ଜନଜାତି ଭାଷା ଏକ ବିହଙ୍ଗମ ଦୃଷ୍ଟି

ଓଡ଼ିଶା ଖୁବ୍‌ ଚର୍ଚ୍ଚିତ ଦୁଇଟି କ୍ଷେତ୍ରକୁ ନେଇ। ପ୍ରଥମଟି ହେଉଛି ଜଗନ୍ନାଥ କ୍ଷେତ୍ର ଏବଂ ଅନ୍ୟଟି ଜନଜାତି କ୍ଷେତ୍ର। ଜଗନ୍ନାଥ ଓଡ଼ିଶାର ଭାବନା ସହ ଜଡ଼ିତ। ଦ୍ୱିତୀୟଟି ସଂସ୍କୃତି ସହ ପ୍ରକୃତିକୁ ନେଇ ଗତିଶୀଳ। ଜନଜାତିମାନେ ଓଡ଼ିଶାର ଉପକୂଳ ଅଞ୍ଚଳକୁ ଛାଡ଼ିଦେଲେ…

ପ୍ରବହମାନତା ହିଁ ଭାଷାକୁ ଜୀବନ୍ତ କରି ରଖେ

ସମୟର ଆହ୍ବାନକୁ ଠିକ୍‌ ଭାବରେ ମୁକାବିଲା ନ କରିପାରିଲେ ଭାଷା ବିଲୁପ୍ତି ଅବଶ୍ୟମ୍ଭାବୀ। ପୃଥିବୀ ପୃଷ୍ଠରୁ ବହୁ ଭାଷା ବିଲୁପ୍ତ ହେବା ପଛରେ ଏହା ଏକମାତ୍ର କାରଣ। ଭାଷାର ପ୍ରବହମାନତା ହିଁ ଭାଷାକୁ ଜୀବନ୍ତ କରି ରଖେ। ଯଦି ଭାଷାର ପ୍ରବହମାନତା…

ଓଡ଼ିଆ ଭାଷାର ସମନ୍ବିତ ବିକାଶରେ ଆଦିବାସୀ ଭାଷାର ଭୂମିକା

ଯେକୌଣସି ସଭ୍ୟତାର ବାହି୍ୟକ ପରିପ୍ରକାଶ ହେଉଛି ତାର ସଂସ୍କୃତି। ଗୋଟିଏ ସଭ୍ୟତା ନିର୍ମାଣ ପଛରେ ଥାଏ ଏକାଧିକ ଲୋକ ସଂସ୍କୃତି। ଆଉ ମଧ୍ୟ ଗୋଟିଏ ସଂସ୍କୃତିର ଆବିର୍ଭାବ ହଠାତ ହୁଏ ନାହିଁ ବା ବାହାରୁ ଆଣି କେହି କେବେ ଥୋପି ଦେଇପାରେ…

ଦଶମ କିମ୍ବା ଦ୍ୱାଦଶ ପରୀକ୍ଷାରେ ପାସ୍‌ କରିଥିବା ଯୁବତୀଯୁବକଙ୍କ ପାଇଁ ରେଳ ବିଭାଗରେ ବମ୍ପର ଚାକିରି ସୁଯୋଗ: ତୁରନ୍ତୁ କରନ୍ତୁ ଆବେଦନ

ନୂଆଦିଲ୍ଲୀ,୨।୨: ନିକଟରେ ରେଳ ବିଭାଗ ପକ୍ଷରୁ ଆଗକୁ ବମ୍ପର ନିଯୁକ୍ତି ସୁଯୋଗ ହେବ। ଏହି କ୍ରମରେ ରେଲଓ୍ବେ ନିଯୁକ୍ତି ସେଲ (ଆରଆରସି) ଦକ୍ଷିଣ ରେଳଓ୍ବେ (Southern Railway) ନୂତନ ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି କରିଛି। ରେଳବାଇ ନିଯୁକ୍ତି ସେଲ ୨୮୬୦…

ସମ୍ବିତଙ୍କ ପ୍ରଭାବୀ ପ୍ରଦର୍ଶନ

ଭୁବନେଶ୍ୱର,୨।୨ (ତପନ ସ୍ବାଇଁ):ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିସରରେ ଚାଲିଥିବା ଅନ୍ତର୍ଜାତୀୟ ଗ୍ରାଣ୍ଡମାଷ୍ଟର୍ସ ଚେସ୍‌ର ୭ମ ରାଉଣ୍ଡ ଖେଳ ଗୁରୁବାର ଶେଷ ହୋଇଛି। ସପ୍ତମ ରାଉଣ୍ଡ ଶେଷରେ ତେଲେଙ୍ଗାନାର ବିଗ୍ନେଶ ଭେମୁଲା ୬ ପଏଣ୍ଟ ପାଇ ଏକକ ଅଗ୍ରଣୀ ଲାଭ…

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ସୁରକ୍ଷା ବାଟାଲିଅନ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର,୨ା୨(ଅସମାପିକା ସାହୁ): ଶ୍ରୀଜଗନ୍ନାଥ ମନ୍ଦିରର ସୁରକ୍ଷା ପାଇଁ ଏକ ସ୍ବତନ୍ତ୍ର ସୁରକ୍ଷା ବାଟାଲିଆନ୍‌ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ବୁଧବାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଗୃହ ବିଭାଗ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁସାରେ ସ୍ପେସାଲ୍‌ ବାଟାଲିୟାନ୍‌ର ବିଭିନ୍ନ ବର୍ଗ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?