ମେଟ୍ରୋ

ଶୂନ୍ୟକାଳରେ ଶାସକ- ବିରୋଧୀ ମୁହାଁମୁହିଁ

ଭୁବନେଶ୍ୱର,୨।୧୨: ବିଧାନସଭା ଶୂନ୍ୟକାଳରେ ଶାସକ- ବିରୋଧୀ ମୁହାଁମୁହିଁ ହୋଇଥିବା ଦେଖିବାକୁ ମିଳିଛି। ବିରୋଧୀ ଦଳ ବିଧାୟକଙ୍କୁ କହିବାକୁ ସୁଯୋଗ ଦିଆଯାଉ ନଥିବା ଅଭିଯୋଗ ହୋଇଛି। ବାଚସ୍ପତି ପାତରଅନ୍ତର କରି ଭାଜପା ବିଧାୟକଙ୍କୁ ଅଧିକ ସମୟ ଦେଉଥିବା ଅଭିଯୋଗ ହେଉଛି। ଏହି ଅଭିଯୋଗ…

ପୂର୍ବ ସରକାରଙ୍କୁ ଟାର୍ଗେଟ: ନଳ ଥିଲା ଜଳ ନଥିଲା…

ଭୁବନେଶ୍ୱର,୨।୧୨: ବିଧାନସଭାରେ ପୂର୍ବ ସରକାରଙ୍କୁ ଟାର୍ଗେଟ କଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ। ମେଗା ପାନୀୟ ଜଳ ପ୍ରୋଜେକ୍ଟ ଦୁର୍ନୀତି ନେଇ ବିଜେଡିକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି,ପୂର୍ବ ସରକାରରେ ନଳ ଥିଲା ଜଳ ନଥିଲା, ଏବେ ନଳ ଆଉ…

ମନ୍ତ୍ରୀ ବଡ଼ ସୂଚନା: ଭଙ୍ଗା ହେବ ବିପଦସଙ୍କୁଳ କୋଠା

ଭୁବନେଶ୍ୱର,୨।୧୨: ଚାଲିଛି ଶିତ ଅଧିବେଶନ। ମଙ୍ଗଳବାର ବିଧାନସଭା ଗୃହରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏକ ବଡ଼ ସୂଚନା ଦେଇଛନ୍ତି। ସମସ୍ତ ବିପଦସଙ୍କୁଳ କୋଠାଗୁଡ଼ିକୁ ଶୀଘ୍ର ଭଙ୍ଗା ଯିବ ବୋଲି ମନ୍ତ୍ରୀ କହିଛନ୍ତି। ବିପଦସଙ୍କୁଳ କୋଠା…

ପ୍ରଦୀପ ଅମାତଙ୍କ ନାଁରେ ସଂଘାତିକ ଅଭିଯୋଗ: ଭିଜିଲାନ୍ସ ତଦନ୍ତ ଦାବି କଲେ…

ଭୁବନେଶ୍ୱର,୨।୧୨: ପୂର୍ବତନ ମନ୍ତ୍ରୀ ପ୍ରଦୀପ ଅମାତଙ୍କ ବିରୋଧରେ ଭିଜିଲାନ୍ସ ତଦନ୍ତ ଦାବି ହୋଇଛି। ଗୃହରେ କବିସୂର୍ଯ୍ୟନଗର ଭାଜପା ବିଧାୟକ ପ୍ରତାପ ନାୟକ ଦାବି କରିଛନ୍ତି। ମେଗା ପାନୀୟ ଜଳ ପ୍ରକଳ୍ପ ଦୁର୍ନୀତିରେ ପ୍ରଦୀପଙ୍କ ସମ୍ପୃକ୍ତି ଥିବା ପ୍ରତାପ ଅଭିଯୋଗ କରିଛନ୍ତି। ବିଧାନସଭାରେ…

ଅଧା ରହିଗଲା ଜଗା ଦର୍ଶନ: ରାସ୍ତାରେ ଘଟିଲା…

ଭୁବନେଶ୍ୱର,୨।୧୨: ଅଧା ରହିଗଲା ଜଗା ଦର୍ଶନ। ୨ ବାଇକ୍‌ ଆରୋହୀ ଡିଭାଇଡରରେ ପିଟି ହୋଇ ମୃତ୍ୟୁବରଣ କରିଛନ୍ତି। ଭୁବନେଶ୍ୱର ବଡ଼ଗଡ଼ ଥାନା ବିଜେବିନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଡିଭାଇଡରରେ ପିଟି ହୋଇ ଉଭୟଙ୍କ ମୃତ୍ୟୁ ଘଟିଛି। ମୃତକ ନୟାଗଡ଼ର, ବିଜେଇଏମ ସ୍କୁଲ…

ଘୂର୍ଣ୍ଣିଝଡ଼ ‘ଡିଟ୍‌ଓ୍ବା’ ପ୍ରଭାବ: ଏସବୁ ଜିଲାରେ ବର୍ଷା….

ଭୁବନେଶ୍ୱର, ୨।୧୨ (ବନ୍ଦନା ସେଠୀ)- ଘୂର୍ଣ୍ଣିଝଡ଼ ‘ଡିଟ୍‌ଓ୍ବା’ ପ୍ରଭାବରେ ରାଜ୍ୟରେ ବର୍ତ୍ତମାନ ଶୀତ ପ୍ରକୋପ ସାମାନ୍ୟ କମିଛି। ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା କ୍ରମଶଃ ବୃଦ୍ଧି ପାଇଛି। ଦକ୍ଷିଣ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ପ୍ରାୟ…

ମୋ ପୁଅ ପ୍ରଥମଥର ପ୍ରେମରେ ପଡ଼ିଥିଲା, କିନ୍ତୁ ସେ ଝିଅ…ମୁହଁ ଖୋଲିଲେ KIIT ମୃତ ଛାତ୍ରଙ୍କ ମା’

ଭୁବନେଶ୍ୱର,୨।୧୨: କିଟ୍‌ ବିଶ୍ୱବିଦ୍ୟାଳୟରେ ପୁଣି ଜଣେ ଛାତ୍ର ଆତ୍ମହତ୍ୟା କରିଛନ୍ତି। କ୍ୟାମ୍ପସ-୧୦ କେପି ୭ ଏବି ହଷ୍ଟେଲ ରୁମ୍‌ରୁ ଛାତ୍ରଙ୍କ ମୃତଦେହ ଜବତ କରାଯାଇଛି। ମୃତ ଛାତ୍ର ହେଲେ ଛତିଶଗଡ଼ ରାୟପୁରର ରାହୁଲ ଯାଦବ। ସେ କିଟ୍‌ରେ କମ୍ପ୍ୟୁଟର ସାଇନ୍ସ ପ୍ରଥମ…

ଛୁଟିଦିନରେ କାମ କରୁଛନ୍ତି ମୁଖ୍ୟମନ୍ତ୍ରୀ; ଅଟକାଉଛନ୍ତି ଅମଲା

ଭୁବନେଶ୍ୱର,୨।୧୨ (ରବିନାରାୟଣ ଜେନା):ଓଡ଼ିଶାକୁ ଦେଶର ସର୍ବଶ୍ରେଷ୍ଠ ରାଜ୍ୟରେ ପରିଗଣିତ କରିବା ପାଇଁ ରାଜ୍ୟ ସରକାର ଦିନରାତି ଏକ କରି ଦେଉଛନ୍ତି। ଏପରି କି ମୁଖ୍ୟମନ୍ତ୍ରୀ ଛୁଟିଦିନଗଡ଼ିକରେ ମଧ୍ୟ ଲୋକସେବା ଭବନରେ ବସି କାର୍ଯ୍ୟ କରୁଥିବା ଦେଖାଯାଉଛି। ଏହି ପରିପ୍ରେକ୍ଷୀରେ ରାଜ୍ୟର ବିକାଶ…

ଆଜିଠାରୁ ରାଜ୍ୟରେ ଧାନ ସଂଗ୍ରହ

ଭୁବନେଶ୍ୱର,୨ା୧୨(ସୁଚିସ୍ମିତା ସାହୁ): ରାଜ୍ୟରେ ମଙ୍ଗଳବାରଠାରୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଲୋକସେବା ଭବନସ୍ଥିତ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ କାର୍ଯ୍ୟାଳୟରେ ରାଜ୍ୟ ଏବଂ ଜିଲା ରାଇସ ମିଲର୍ସ ଆସୋସିଏଶନର ଏକ ବୈଠକରେ ଧାନ ସଂଗ୍ରହ…

ଅଣାୟତ୍ତ ପନିପରିବା ଦର: ରାଜ୍ୟର ବିଭିନ୍ନ ଜିଲାରେ ଯୋଗାଣ ବିଭାଗର ଚଢ଼ାଉ

ଭୁବନେଶ୍ୱର,୧।୧୨: ରାଜ୍ୟରେ ଗତ କିଛିଦିନ ଧରି ପନିପରିବା ଦରବୃଦ୍ଧିକୁ ନିୟନ୍ତ୍ରଣ କରିବା ଉଦ୍ଦେଶ୍ୟରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବିଭିନ୍ନ ଜିଲାରେ କଡ଼ାକଡ଼ି ଚଢ଼ାଉ କରାଯାଇଛି। ଦରବୃଦ୍ଧି ରୋକିବା ଏବଂ ଯୋଗାଣ ଶୃଙ୍ଖଳା ବଜାୟ ରଖିବା ଉପରେ…

ରାଜ୍ୟରେ ଅସୁରକ୍ଷିତ ମହିଳା ପୋଲିସ କର୍ମଚାରୀ, ୩ ବର୍ଷରେ ୧୮ଟି ମାମଲା ରୁଜୁ

ଭୁବନେଶ୍ୱର,୧।୧୨: ଓଡିଶାରେ ମହିଳାଙ୍କ ବିରୋଧରେ ବଢୁଥିବା ଅପରାଧ ମଧ୍ୟରେ ରାଜ୍ୟ ପୋଲିସ ପ୍ରତିଷ୍ଠାନରେ ମଧ୍ୟ ମହିଳା କର୍ମଚାରୀଙ୍କ ସୁରକ୍ଷା ପ୍ରସଙ୍ଗ ସାମ୍ନାକୁ ଆସିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ସୂଚନା ଦେଇଛନ୍ତି ଯେ ଗତ ତିନି ବର୍ଷ (୨୦୨୩ରୁ…

ମନରେଗା ଅତିରିକ୍ତ ସହାୟତା ଅବଧି ବଢ଼ାଇଲେ ଓଡିଶା ସରକାର: ଏହିବର୍ଷ ଯାଏଁ ଲାଗୁ ହେବ

ଭୁବନେଶ୍ୱର,୧।୧୨: ଗ୍ରାମାଞ୍ଚଳରେ ଜୀବିକା ସୁଦୃଢ଼ କରିବା ଏବଂ ଶ୍ରମିକମାନଙ୍କ ଆର୍ଥିକ ସ୍ଥିରତା ବୃଦ୍ଧି କରିବା ଲକ୍ଷ୍ୟରେ ଓଡିଶା ସରକାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ ନିଯୁକ୍ତି ଯୋଜନା ଅଧୀନରେ ପ୍ରଦାନ କରାଯାଉଥିବା ଅତିରିକ୍ତ ଆର୍ଥିକ ସହାୟତାକୁ ଆର୍ଥିକ ବର୍ଷ ୨୦୨୮-୨୯…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri