ମେଟ୍ରୋ

ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ: ଆନ୍ଦୋଳନ ହେବ ଆହୁରି ତୀବ୍ର

ଭୁବନେଶ୍ୱର,୯ା୪(ସୁଚିସ୍ମିତା ସାହୁ):ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ। ୨୦୦୧ରୁ ଏପର୍ଯ୍ୟନ୍ତ କାର୍ଯ୍ୟରତ ସମସ୍ତ ଶିକ୍ଷକଙ୍କ କାର୍ଯ୍ୟକାଳକୁ ଠିକା କାର୍ଯ୍ୟରୁ ଉଚ୍ଛେଦ କରି ମୂଳ ଚାକିରିରେ ଗଣନା କରି ୬ଟି ନୋଶନାଲ ଇନ୍‌କ୍ରିମେଣ୍ଟ ପ୍ରଦାନ ଆଦି ୨ ଦଫା ଦାବି ନେଇ ବୁଧବାର…

୧୦ରେ ନୂଆଦିଲ୍ଲୀ ଯିବେ ନବୀନ: ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ…

ଭୁବନେଶ୍ୱର,୯।୪(ସୁନିତ୍‌ ମିଶ୍ର):ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ନୂଆଦିଲ୍ଲୀ ଗସ୍ତରେ ଯିବେ। ତାଙ୍କ ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ମଙ୍ଗଳବାର ଏକ ଗୁରୁତ୍ତର ହାର୍ଟ ସର୍ଜରୀ ହୋଇଛି। ତାଙ୍କ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ବୁଝିବା ଲାଗି ନବୀନ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି ଗ୍ୟାସ । ୫ କେଜିଆ ଗ୍ୟାସ ସିଲିଣ୍ଡର ବିତରଣ ପ୍ରସଙ୍ଗରେ ଦ୍ବନ୍ଦ ରହିଥିବା…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର। ସେ ନିଜର ଇସ୍ତଫା ପତ୍ର ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର କଠୋର ଆଇନ ଆଣିବେ। ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର ଅଞ୍ଚଳରେ ଏହି ହତ୍ୟାକାଣ୍ଡ ହୋଇଛି । ତେବେ ହତ୍ୟାକାଣ୍ଡର ପ୍ରକୃତ କାରଣ ବର୍ତ୍ତମାନ…

ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ, ବାହାରିଲା ଏତେ ପରିମାଣର ନଗଦ ଟଙ୍କା

ଭୁବନେଶ୍ୱର,୮।୪: ଭିଜିଲାନ୍ସ ଜାଲରେ କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତି। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ୬ଟି ସ୍ଥାନରେ ଭିଜିଲାନ୍ସ ଏକକାଳୀନ ରେଡ୍‌…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା ପୂରଣକରି ସଫଳତା ସାଉଁଟିବାରେ ଲାଗିଛି। ଅଳଙ୍କାର ବଜାରଠାରୁ ଆରମ୍ଭକରି ଶୈଳେଶଙ୍କ ବ୍ୟକ୍ତିଗତ ଓ…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ କାର୍ଯ୍ୟକାରିତାରେ ସମଗ୍ର ଦେଶରେ ଓଡ଼ିଶା ପ୍ରଥମ ସ୍ଥାନ ଅଧିକାର କରି ଅଗ୍ରଣୀ ରାଜ୍ୟ…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ ଟ୍ରପ୍‌ଲାଇନ ମଧ୍ୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ ନିକଟରେ। ୩୭ ନଂ ଆମ ବସ ଯାତ୍ରୀ ନେଇ ଭୁବନେଶ୍ୱର ଯାଉଥିଲା। ୟଦୁର୍ଘଟଣାରେ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା ଗସ୍ତ ନିଷ୍ପତ୍ତିକୁ ପରୋକ୍ଷ ଭାବେ ଟାର୍ଗେଟ୍‌ କରିଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?