ମେଟ୍ରୋ

ବିନା ଅନୁମତି ଯୋଗୁ ବାହାନଗା ଦୁର୍ଘଟଣା

ନୂଆଦିଲ୍ଲୀ,୨୫ା୮(ପି.ଟି.):ବାଲେଶ୍ୱର ଜିଲା ବାହାନଗା ବଜାର ରେଳ ଷ୍ଟେଶନ ନିକଟ ଲେଭଲ କ୍ରସିଂରେ ମରାମତି କାର୍ଯ୍ୟ ପୂର୍ବରୁ ବରିଷ୍ଠ ଡିଭିଜନାଲ ଏବଂ ଟେଲିକମ୍‌ ଇଞ୍ଜିନିୟରଙ୍କ ଅନୁମତି ନିଆଯାଇ ନ ଥିଲା। ଏପରି କି ଏଥିପାଇଁ କୌଣସି ସର୍କିଟ୍‌ ଡାଏଗ୍ରାମକୁ ମଧ୍ୟ ଅନୁମୋଦନ କରାଯାଇ…

ବାଇଗଣ ଖାଇବାରୁ ଛେଳିକୁ ମାରିଦେଲେ

ପୁରୁଣା ଭୁବନେଶ୍ୱର,୨୫ା୮(ସୁବାସ ଚନ୍ଦ୍ର ପ୍ରଧାନ): ବାଇଗଣ କିଆରିରେ ଏକ ଛେଳି ପଶି ବାଇଗଣ ଖାଇବାରୁ ଜମି ମାଲିକ ଛେଳିଟିକୁ ମାରିଦେଇଥିବା ଅଭିଯୋଗ ହୋଇଛି। ଧଉଳି ଥାନା ଅଧୀନ ପଳାଶପୁର ଶାସନ ଗ୍ରାମରେ ଏଭଳି ଘଟଣା ଘଟିଛି। ଏ ସମ୍ପର୍କରେ ପୋଲିସ ଏକ…

ଏନର୍ଜି ଅଡିଟର ନିଯୁକ୍ତ କରିବ ବିଏମ୍‌ସି

ଭୁବନେଶ୍ୱର, ୨୫।୮(ବନ୍ଦନା ସେଠୀ): ଶକ୍ତି ସଞ୍ଚୟ ନାମରେ ବିଏମ୍‌ସିରେ ହରିଲୁଟ୍‌ ଚାଲିଛି। ଏନେଇ ନିୟୋଜିତ ସଂସ୍ଥାକୁ କେହି ଜଗିବାକୁ ନ ଥିବାରୁ ସେମାନେ ମନଇଚ୍ଛା କାମ କରୁଛନ୍ତି। ଦୀର୍ଘ ୧୦ବର୍ଷ ଧରି ବିଏମ୍‌ସିରେ ଇଣ୍ଡିପେଣ୍ଡେଣ୍ଟ ଏନର୍ଜି ଅଡିଟର ନିଯୁକ୍ତ ନ ଥିବାରୁ…

ସିଏଡବ୍ଲ୍ୟୁଏଣ୍ଡ୍‌ସିଡବ୍ଲ୍ୟୁ ଏଡିଜିପିଙ୍କୁ ମହିଳା କମିଶନଙ୍କ ରିପୋର୍ଟ ତଲବ

ଭୁବନେଶ୍ୱର,୨୪।୮(ସତ୍ୟଜିତ୍‌ ରାଉତ)ମହିଳା ହୋମ୍‌ଗାର୍ଡ ସୈରିଦ୍ରୀ ସାହୁଙ୍କୁ ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ବ୍ରିଜେଶ ରାଏଙ୍କ ସ୍ତ୍ରୀ ନିର୍ଯାତନା ଦେବା ଅଭିଯୋଗ ଘଟଣା ରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଛି। ଏହି ମାମଲାରେ ବ୍ରିଜେଶ୍‌ଙ୍କୁ ମଙ୍ଗଳବାର ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇଥିଲେ ମଧ୍ୟ ତାଙ୍କ ବିରୋଧରେ…

ବିଏମ୍‌ସି ଅଫିସ ଭିତରକୁ ମଶା ଧୂଆଁ ଛାଡିଲା ଭାଜପା

ଭୁବନେଶ୍ୱର, ୨୪।୮ (ବନ୍ଦନା ସେଠୀ)ରାଜଧାନୀରେ ଡେଙ୍ଗୁ ସ୍ଥିତିକୁ ନେଇ ବିଏମ୍‌ସିକୁ ପୁଣି ଥରେ ଟାର୍ଗେଟ କରିଛି ଭାଜପା। ଏନେଇ ବୁଧବାର ବିଏମ୍‌ସି କାର୍ଯ୍ୟାଳୟ ଘେରିବା ସହ ମେୟର ଓ କମିଶନରଙ୍କ ବିରୋଧରେ ଗର୍ଜିଥିଲା। ସେହିପରି ବିଏମ୍‌ସି କାର୍ଯ୍ୟାଳୟ ଭିତରକୁ ମଶା ଧୂଆଁ…

ବିଏମ୍‌ସି ବୈଠକରେ ଡେଙ୍ଗୁକୁ ନେଇ ହୋହଲ୍ଲା

ଭୁବନେଶ୍ୱର, ୨୪।୮ (ବନ୍ଦନା ସେଠୀ)ରାଜଧାନୀରେ ଡେଙ୍ଗୁ ମୁକାବିଲାରେ ବିଏମ୍‌ସି ସଫଳ ହେଉ ନ ଥିବାରୁ ଏହାକୁ ନେଇ ସାଧାରଣଜନତାଙ୍କଠାରୁ ଆରମ୍ଭ କରି ବିରୋଧୀ ଦଳ ଓ ଖୋଦ୍‌ କର୍ପୋରେଟରମାନେ ମଧ୍ୟ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏହାକୁ ନେଇ ବୁଧବାର ବିଏମ୍‌ସି କର୍ପୋରେଶନ…

ରାତିରେ ଖୋଲିବ ନନ୍ଦନକାନନ

ଭୁବନେଶ୍ୱର,(ଅସମାପିକା ସାହୁ)/ ବାରଙ୍ଗ,୨୪।୮(ଲିଙ୍ଗରାଜ ରାଉତ)ନନ୍ଦନକାନନ କର୍ତ୍ତୃପକ୍ଷ ପର୍ଯ୍ୟଟକଙ୍କ ପାଇଁ ରାତିରେ ନନ୍ଦନକାନନ ଖୋଲିବାକୁ ନେଇ ଯୋଜନା କରିଛନ୍ତି। ବର୍ତ୍ତମାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଖୋଲା ରହୁଛି। କିନ୍ତୁ ଖୁବ୍‌ଶୀଘ୍ର ରାତିରେ ବି ନନ୍ଦନକାନନ ବୁଲିବାର ମଜା ଉଠାପାରିବେ…

ଇସ୍ରୋ ବୈଜ୍ଞାନିକଙ୍କୁ ଧନ୍ୟବାଦ ଦେଲେ ନବୀନ

ଭୁବନେଶ୍ୱର,୨୩ା୮(ଅନିଲ ଦାସ): ଚନ୍ଦ୍ରର ଦକ୍ଷିଣ ମେରୁରେ ଚନ୍ଦ୍ରୟାନ-୩ ବୁଧବାର ସଫଳତାର ସହ ଲ୍ୟାଣ୍ଡିଂ କରିଛି। ଏହି ଅବିସ୍ମରଣୀୟ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର(ଇସ୍ରୋ)ର ବୈଜ୍ଞାନିକମାନଙ୍କୁ ଧନ୍ୟବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହା ଏକ ଐତିହାସିକ…

୨୧ ନୂଆ ବସ୍‌ଷ୍ଟାଣ୍ଡ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ, ଉପକୃତ ହେବେ ୨ କୋଟି ଲୋକ

ଭୁବନେଶ୍ୱର,୨୩ା୮(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ‘ଆମ ବସ୍‌ଷ୍ଟାଣ୍ଡ ଯୋଜନା’ରେ ରାଜ୍ୟର ୧୩ଟି ଜିଲାରେ ୨୧ଟି ନୂଆ ବସ୍‌ଷ୍ଟାଣ୍ଡ ଉଦ୍‌ଘାଟନ କରିଛନ୍ତି। ଏହାସହିତ ୨୬ଟି ଜିଲାରେ ୧୨୪ଟି ବ୍ଲକସ୍ତରୀୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଭିତ୍ତି ମଧ୍ୟ ରଖିଛନ୍ତି। ଏହାକୁ ପରିବହନ…

ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା

ଭୁବନେଶ୍ୱର,୨୩ା୮(ଅସମାପିକା ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଏକ ପ୍ରତିନିଧି ଦଳ ବିଶିଷ୍ଠ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କୁ ବୁଧବାର ସାକ୍ଷାତ କରିଛନ୍ତି। ଶ୍ରୀ ପଟ୍ଟନାୟକ ଅସୁସ୍ଥ ହୋଇ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏହି ଦଳ ତାଙ୍କର ଆଶୁ ଆରୋଗ୍ୟ…

ମିଶନ ଶକ୍ତି ମହିଳା ଗୋଷ୍ଠୀଙ୍କୁ କାମ ଦେବା ପାଇଁ ଲାଞ୍ଚ ନେବା ଅଭିଯୋଗରେ ମ୍ୟାନେଜର ଗିରଫ

ଭୁବନେଶ୍ୱର,୨୩ା୮(ଅସମାପିକା ସାହୁ): ଆହାର କେନ୍ଦ୍ର ଚଳାଉଥିବା ମିଶନ ଶକ୍ତି ମହିଳା ଗୋଷ୍ଠୀଙ୍କୁ କାମ ଦେବା ପାଇଁ ଲାଞ୍ଚ ମାଗିବା ଓ ନେବା ଅଭିଯୋଗରେ ବାରିପଦା ମ୍ୟୁନିସିପାଲିଟି ସିଟି ମିଶନ ମ୍ୟାନେଜର ଗିରଫ ହୋଇଛନ୍ତି। ସଂପୃକ୍ତ ସିଏମ୍‌ଏମ୍‌ଙ୍କ ବିରୋଧରେ ଅଭିଯୋଗ ଆସିବା ପରେ…

ପାଠକ ବାପ, ପୁଅଙ୍କ ବିରୋଧରେ ୫ହଜାର ପୃଷ୍ଠାର ଚାର୍ଜଶିଟ୍‌

ଭୁବନେଶ୍ୱର,୨୩।୮(ସତ୍ୟଜିତ୍‌ ରାଉତ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ପୂର୍ବତନ ଆଇଏଫ୍‌ଏସ୍‌ ଅଧିକାରୀ ଅଭୟକାନ୍ତ ପାଠକ ଓ ପୁଅ ଆକାଶ ପାଠକଙ୍କ ବିରୋଧରେ ମଙ୍ଗଳବାର ଭୁବନେଶ୍ୱରସ୍ଥିତ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ଭିଜିଲାନ୍ସ ପକ୍ଷରୁ ୫ ହଜାର ପୃଷ୍ଠା ସମ୍ବଳିତ ଚାର୍ଜଶିଟ୍‌ ଦାଖଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri