ନିଅଣ୍ଟିଆ ବର୍ଷା ବଢ଼ାଇଲା ଚାଷୀଙ୍କ ଚିନ୍ତା
ଭୁବନେଶ୍ୱର,୨୩।୮(ଅନିଲ ଦାସ): ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରବେଶ କରିବା ପରଠାରୁ ୫ଟି ଲଘୁଚାପ ସୃଷ୍ଟି ହେଲାଣି। ଜୁଲାଇ ୩୦ ତାରିଖରେ ହୋଇଥିବା ଲଘୁଚାପକୁ ଛାଡ଼ିଦେଲେ ଅନ୍ୟ ୪ଟିରେ ବର୍ଷା ନାହିଁ। ରାଜ୍ୟର ୧୧ ଜିଲାରେ ଏବେ ନିଅଣ୍ଟିଆ ବର୍ଷା ଚାଷୀଙ୍କ ସମସ୍ୟା…
ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଅବଧି ଅଗଷ୍ଟ ୨୫କୁ ବଢ଼ିଲା
ଭୁବନେଶ୍ୱର,୨୩।୮(ଅନିଲ ଦାସ): ଖରିଫ ଋତୁ ପାଇଁ ରାଜ୍ୟ ସରକାର ଚାଷୀ ପଞ୍ଜୀକରଣ ସମୟ ଆଉ ୩ ଦିନ ବୃଦ୍ଧି କରିଛନ୍ତି। ଅଗଷ୍ଟ ୨୫ ତାରିଖ ଯାଏ ଖରିଫ ଧାନ ବିକ୍ରି ପାଇଁ ଚାଷୀମାନେ ନିଜର ନାମ ପଞ୍ଜୀକରଣ କରିପାରିବେ। ଏନେଇ ମଙ୍ଗଳବାର ଖାଦ୍ୟ…
ଡିଆଇଜି ବ୍ରିଜେଶ ରାୟଙ୍କୁ ବଦଳି
ଭୁବନେଶ୍ୱର,୨୩ା୮(ଅନିଲ ଦାସ): ଜଣେ ମହିଳା ହୋମ୍ଗାର୍ଡଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ବ୍ରିଜେଶ କୁମାର ରାୟଙ୍କୁ ରାଜ୍ୟ ସରକାର କଟକସ୍ଥିତ ପୋଲିସ ମୁଖ୍ୟାଳୟକୁ ବଦଳି କରିଛନ୍ତି। ତାଙ୍କ ସ୍ତ୍ରୀ ଜଣେ ମହିଳା ହୋମ୍ଗାର୍ଡଙ୍କୁ ନିର୍ଯାତନା ଦେଇଥିବା ଅଭିଯୋଗ ଉପରେ…
ଓଏଏସ୍ ଅଫିସରସ୍ତରରେ ବଦଳି: ଆଶିଷ କୁମାର ଜେନାଙ୍କୁ ଯୁଗ୍ମ ଏସ୍ଆର୍ସି ଦାୟିତ୍ୱ
ଭୁବନେଶ୍ୱର, ୨୨।୮(ସୁନିତ୍ ମିଶ୍ର): ରାଜ୍ୟ ସରକାର ମଙ୍ଗଳବାର ଓଏଏସ୍ ଅଫିସର ସ୍ତରରେ ବଦଳି କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ରାଜସ୍ବ ଅଧିକାରୀ ପ୍ରଶିକ୍ଷଣ ସଂସ୍ଥାନ(ରୋଟି) ଯୁଗ୍ମ ନିର୍ଦ୍ଦେଶକ ତଥା ବରିଷ୍ଠ ଓଏଏସ୍ ଅଫିସର ଆଶିଷ କୁମାର…
ମହିଳା ହୋମଗାର୍ଡଙ୍କୁ ନିର୍ଯାତନା ମାମଲା: ପୋଲିସ ମୁଖ୍ୟାଳୟକୁ ଡିଆଇଜି ବ୍ରିଜେଶ ରାୟଙ୍କ ବଦଳି
ଭୁବନେଶ୍ୱର,୨୨ା୮(ଅନିଲ ଦାସ): ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ବ୍ରିଜେଶ କୁମାର ରାୟଙ୍କୁ ରାଜ୍ୟ ସରକାର କଟକ ସ୍ଥିତ ପୋଲିସ ମୁଖ୍ୟାଳୟକୁ ବଦଳି କରିଛନ୍ତି। ତାଙ୍କ ସ୍ତ୍ରୀ ଜଣେ ମହିଳା ହୋମ୍ଗାର୍ଡଙ୍କୁ ନିର୍ଯାତନା ଦେଇଥିବା ଅଭିଯୋଗ ଉପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଡିଆଇଜି…
ସ୍ବାଧୀନତା ସଂଗ୍ରାମୀ ମକର ଚରଣ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର,୨୨।୮(ଅସମାପିକା ସାହୁ): ବର୍ଷିୟାନ ସ୍ବାଧୀନତା ସଂଗ୍ରାମୀ ମକର ଚରଣ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବର୍ଗତ ଦାସ ଜଣେ ମହାନ ଦେଶଭକ୍ତ ଥିଲେ। ଦେଶମାତୃକାର ସେବା ସହ…
ବାହାନଗା ଟ୍ରେନ ଟ୍ରାଜେଡି: ଇଞ୍ଜିନିୟର ଅରୁଣଙ୍କ ଜାମିନ ଖାରଜ
ଭୁବନେଶ୍ୱର,୨୨।୮: ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍ ଟ୍ରାଜେଡି ମାମଲାରେ ଗିରଫ ହୋଇଥିବା ସିନିଅର ସେକ୍ସନ ଇଂଜିନିୟର ଅରୁଣ କୁମାର ମହାନ୍ତିଙ୍କ ଜାମିନ ଖାରଜ ହୋଇଛି । ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଇ ସେ ସ୍ପେଶାଲ ସିବିଆଇ-୧ କୋର୍ଟରେ ଜାମିନ ଆବେଦନ କରିଥିଲେ ।…
ରାଜ୍ୟରେ ଡେଙ୍ଗୁ ଆକ୍ରାନ୍ତ ସଂଖ୍ୟା ୨୫ଶହ ଛୁଇଁବ
ଭୁବନେଶ୍ୱର,୨୨।୮(ଅଭିଜିତ ଦାସ):ରାଜ୍ୟରେ ଦିନକୁ ଦିନ ଡେଙ୍ଗୁ ବ୍ୟାପୀ ଚାଲିଥିବାବେଳେ ସ୍ଥିତି ବିଗିଡିବାରେ ଲାଗିଛି। ଇତିମଧ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୨୫ଶହ ମୁହାଁ ହୋଇଛି। ଗତ ୨୦ ତାରିଖ ସୁଦ୍ଧା ରାଜ୍ୟରେ ୩୬ ହଜାର ୫୦୦ ରକ୍ତ ନମୁନା ପରୀକ୍ଷା କରାଯାଇଥିବାବେଳେ ୨…
ମାଗଣାରେ ସବୁଜ ଆବର୍ଜନା ଉଠାଇବ ବିଏମ୍ସି
ଭୁବନେଶ୍ୱର, ୨୨।୮ (ବନ୍ଦନା ସେଠୀ):ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) କଣ୍ଟ୍ରାକ୍ଟସ୍ କମିଟି ବୈଠକ ସୋମବାର ମେୟର ସୁଲୋଚନା ଦାସ ଓ କମିଶନର ବିଜୟ ଅମୃତା କୁଲାଙ୍ଗେଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଏମ୍ସି ଅଞ୍ଚଳରେ ଜାରି ରହିଥିବା ବିଭିନ୍ନ ପ୍ରକଳ୍ପର ଅଗ୍ରଗତି…
ଫେରାର ବିଡିଓ ୮ ବର୍ଷ ପରେ ଦିଲ୍ଲୀରୁ ଗିରଫ
ଭୁବନେଶ୍ୱର,(ସତ୍ୟଜିତ୍ ରାଉତ)/ ଜୟପୁର,୨୨ା୮(ପବନ ପାଣିଗ୍ରାହୀ):୩୪ଲକ୍ଷ ଟଙ୍କାର ସରକାରୀ ଅର୍ଥ ହଡ଼ପ କରିବା ସହ ୭ଟି ଦୁର୍ନୀତି ମାମଲାରେ ସମ୍ପୃକ୍ତ ଥାଇ ଫେରାର ଥିବା କୋରାପୁଟ ଜିଲା ନାରାୟଣପାଟଣା ବ୍ଲକର ପୂର୍ବତନ ବିଡିଓ ରମେଶ ଚନ୍ଦ୍ର ସାହୁ (୬୫) ୮ବର୍ଷ ପରେ ଧରାପଡ଼ିଛନ୍ତି।…
ଆଜି ପ୍ରକାଶ ପାଇବ ପିଜି ତୃତୀୟ ମେଧା ତାଲିକା
ଭୁବନେଶ୍ୱର, ୨୨।୮(ଅସମାପିକା ସାହୁ):୨୦୨୩-୨୪ ଶିକ୍ଷା ବର୍ଷ ପାଇଁ ରାଜ୍ୟରେ ଥିବା ବିଶ୍ୱବିଦ୍ୟାଳୟରେ ପିଜି ନାମଲେଖା ନିମନ୍ତେ ମଙ୍ଗଳବାର ଅପରାହ୍ନ ୨ଟାରେ ତୃତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ର ମଙ୍ଗଳବାର ସନ୍ଧ୍ୟା ୭ଟାରୁ ୨୪ ତାରିଖ ରାତି ୧୧ଟା…
ଆରମ୍ଭ ହେଲା ପାଠପଢ଼ା, ପୂରଣ ହେଉନି ସିଟ୍
ଭୁବନେଶ୍ୱର, ୨୨।୮(ଅସମାପିକା ସାହୁ):୨୦୨୩-୨୪ ଶିକ୍ଷା ବର୍ଷ ପାଇଁ ସମସ୍ତ ଉଚ୍ଚ ମାଧ୍ୟମିକ ଓ ଉଚ୍ଚ ଶିକ୍ଷାନୁଷ୍ଠାନ ସହ ବୈଷୟିକ ଶିକ୍ଷାନୁଷ୍ଠାନରେ ପାଠପଢ଼ା ଆରମ୍ଭ ହୋଇଯାଇଛି। ଯୁକ୍ତ୨ ପ୍ରଥମ ବର୍ଷ ପାଠପଢ଼ା ଗତ ୧ ତାରିଖରୁ ଆରମ୍ଭ ହୋଇଥିବାବେଳେ ଯୁକ୍ତ୩ ଓ ପିଜି…
Archives


