ମେଟ୍ରୋ

ବାତ୍ୟା ଆଶଙ୍କା: ଓଡ଼ିଶାରେ ପବନ, ବର୍ଷା

ଭୁବନେଶ୍ୱର, ୨୩।୧୦(ଅସମାପିକା ସାହୁ): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ ହୋଇଛି। ରବିବାର ସନ୍ଧ୍ୟା ସୁଦ୍ଧା ଏହା ପାରାଦୀପଠାରୁ ଦକ୍ଷିଣରେ ୫୨୦ କି.ମି. ଦୂରରେ କେନ୍ଦ୍ରୀଭୂତ ରହିଛି। ୬ ଘଣ୍ଟାରେ ଗଭୀର ଅବପାତରେ ପରିଣତ ହେବା ପରେ…

ରାଜ୍ୟବାସୀଙ୍କୁ ଶାରଦୀୟ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୧୦: ଶାରଦୀୟ ଦୁର୍ଗାପୂଜା ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ମା’ଙ୍କ ନିକଟରେ ରାଜ୍ୟବାସୀଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ପାର୍ବଣର ଅମୃତ ଲଗ୍ନରେ ମା’ଙ୍କ ଆଶୀର୍ବାଦ ସମସ୍ତଙ୍କ ଜୀବନରେ ଶାନ୍ତି ଓ ଆନନ୍ଦ…

ଜନ୍ତରା ଗ୍ରାମକୁ ତଥ୍ୟ ଅନୁସନ୍ଧାନକାରୀ ଦଳ ପଠାଇବ କଂଗ୍ରେସ

ଭୁବନେଶ୍ୱର,୨୨।୧୦(ଅନିଲ ଦାସ): କେନ୍ଦୁଝର ଜିଲା ଜୁଆଙ୍ଗ ଗ୍ରାମରେ ଦୂଷିତ ପାଣି ପିଇ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ଶନିବାର ଏକ ତଥ୍ୟ ଅନୁସନ୍ଧାନକାରୀ କମିଟି ଗଠନ କରିଛନ୍ତି। ଏହି କମିଟିରେ ମହିଳା କଂଗ୍ରେସ…

ଏଆଇସିସି ଷ୍ଟାର ପ୍ରଚାର ତାଲିକାରେ ଓଡ଼ିଶାରୁ ୩

ଭୁବନେଶ୍ୱର,୨୨।୧୦(ଅନିଲ ଦାସ): ଛତିଶଗଡ଼ରେ ହେବାକୁ ଥିବା ବିଧାନସଭା ପାଇଁ ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ପକ୍ଷରୁ ଶନିବାର ୪୦ ଜଣିଆ ଷ୍ଟାର ପ୍ରଚାର କମିଟି ଘୋଷଣା କରାଯାଇଛି। ଓଡ଼ିଶାରୁ ୩ ଜଣଙ୍କୁ ଏହି ତାଲିକାରେ ସାମିଲ କରାଯାଇଛି। ସେମାନଙ୍କ ମଧ୍ୟରେ…

ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସର ଫେଷ୍ଟିଭ ସେଲ୍‌

ଭୁବନେଶ୍ୱର, ୨୨।୧୦: ରାଜ୍ୟର ପ୍ରମୁଖ ରିଟେଲ ଚେନ୍‌ ଷ୍ଟୋର ତଥା ଦୀର୍ଘ ୫୦ବର୍ଷ ଧରି ସମଗ୍ର ଓଡ଼ିଶାରେ ଇଲେଟ୍ରୋନିକ୍ସ ଏବଂ ଫର୍ନିଚର ବ୍ୟବସାୟରେ ଏକ ଅଗ୍ରଣୀ ନାମ ଭାବେ ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସ ପକ୍ଷରୁ ଆକର୍ଷଣୀୟ ଫେଷ୍ଟିଭ ସେଲ୍‌ ସମ୍ପର୍କରେ ଘୋଷଣା କରାଯାଇଛି।…

ଆଲିଶାନ୍‌ର କିଙ୍ଗ୍‌ ଅଫ୍‌ ପୂଜା ଶପିଂ

ଭୁବନେଶ୍ୱର, ୨୨।୧୦: ସହରର ସର୍ବପୁରାତନ ତଥା ସ୍ବତନ୍ତ୍ର ପୁରୁଷ ପରିଧାନ ଶୋ’ରୁମ୍‌ ଆଲିଶାନ୍‌ ପକ୍ଷରୁ ପାର୍ବଣ ଅଫର ‘କିଙ୍ଗ୍‌ ଅଫ୍‌ ପୂଜା ଶପିଂ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଉକ୍ତ ଅଫରରେ ୫୦ରୁ ଅଧିକ ଲୋକପ୍ରିୟ ବ୍ରାଣ୍ଡ ଯଥା କଲରପ୍ଲସ୍‌,…

ଓ୍ବାନ୍‌ ପ୍ଲସ୍‌ ସହ ରିଲାଏନ୍ସ ଡିଜିଟାଲର ସହଭାଗିତା

ଭୁବନେଶ୍ୱର,୨୨।୧୦: ରିଲାଏନ୍ସ ଡିଜିଟାଲ ଏବଂ ଓ୍ବାନ୍‌ ପ୍ଲସ୍‌ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ହୋଇଛି। ବିଶେଷକରି ଓ୍ବାନ୍‌ ପ୍ଲସ୍‌ର ବହୁ ପ୍ରତୀକ୍ଷିତ ଓ୍ବାନ୍‌ ପ୍ଲସ୍‌ ଓପନ୍‌ ଫୋଲଡେବଲ୍‌ ଫୋନ୍‌ ରିଲାଏନ୍ସ ଡିଜିଟାଲର ସମସ୍ତ ଷ୍ଟୋରରେ ଉପଲବ୍ଧ ବୋଲି ଉଭୟ ସଂସ୍ଥା (କମ୍ପାନୀ)…

ଷ୍ଟାର୍ଟଅପ୍‌ ଓଡ଼ିଶା ପକ୍ଷରୁ ଫଣ୍ଡ୍‌ଷ୍ଟାକ୍‌ ୩.୦ ଉନ୍ମୋଚିତ

ଭୁବନେଶ୍ୱର,୨୨।୧୦ (ଅଭୟ ଦାଶ): ଷ୍ଟାର୍ଟଅପ୍‌ ଓଡ଼ିଶାର ବହୁ ପ୍ରତୀକ୍ଷିତ ନିବେଶକ ସଂଯୋଗ କାର୍ଯ୍ୟକ୍ରମ ଫଣ୍ଡ୍‌ଷ୍ଟାକ୍‌ ୩.୦ର ଆନୁଷ୍ଠାନିକ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଏହା ରାଜ୍ୟର ଷ୍ଟାର୍ଟଅପ୍‌ଗୁଡ଼ିକୁ ପିଚିଂ ସେସନ ସହ ବିଭିନ୍ନ ପ୍ରତିଷ୍ଠିତ ନିବେଶକଙ୍କ ସହ ସଂଯୋଜିତ ହେବା…

ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ପାଇଁ ପ୍ରତି ସ୍କୁଲରେ ଜଣେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବି

ଭୁବନେଶ୍ୱର,୨୨ା୧୦(ଅସମାପିକା ସାହୁ)ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ଦିବ୍ୟାଙ୍ଗ ବିଦ୍ୟାର୍ଥୀଙ୍କ ଶିକ୍ଷା ପାଇଁ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ସୁପ୍ରିମକୋର୍ଟ ଗତ ଅଗଷ୍ଟ ୨୨ରେ ଏ ସଂକ୍ରାନ୍ତ ମାଲାର ଶୁଣାଣି କରି ଦିବ୍ୟାଙ୍ଗ ବିଦ୍ୟାର୍ଥୀଙ୍କ ଶିକ୍ଷା ପାଇଁ ସ୍ଥାୟୀ…

ରମାଦେବୀ ଛାତ୍ରୀଙ୍କୁ ରାଗିଂ ଅଭିଯୋଗ

ଭୁବନେଶ୍ୱର,୨୨ା୧୦(ଅସମାପିକା ସାହୁ)ଭୁବନେଶ୍ୱର ରମାଦେବୀ ଜୁନିୟର କଲେଜ (ଉଚ୍ଚ ମାଧ୍ୟମିକ ସ୍କୁଲ୍‌)ରେ ରାଗିଂ ଅଭିଯୋଗ ଆସିଛି। ଯୁକ୍ତ୨ ପ୍ରଥମ ବର୍ଷର ଛାତ୍ରୀ ଏ ସମ୍ପର୍କରେ କଲେଜ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆ ନ ଯିବାରୁ ଗଣଶିକ୍ଷା ବିଭାଗକୁ ଲିଖିତ ଭାବେ…

ଜୋସ୍‌ ଭରିଲା ଦାଣ୍ଡିଆ କାର୍ନିଭାଲ୍‌ର ଦ୍ୱିତୀୟ ସା

ଭୁବନେଶ୍ୱର,୨୨ା୧୦(ଶର୍ମିଷ୍ଠା ପାଣିଗ୍ରାହୀ)ଦୁର୍ଗାପୂଜା ପାଇଁ ରାଜଧାନୀ ଭୁବନେଶ୍ୱରରେ ଭକ୍ତି ଓ ଉତ୍ସବର ପରିବେଶ ସୃଷ୍ଟି ହୋଇଥିବାବେଳେ ଏହାକୁ ଆହୁରି ମୁଖରିତ କରିଛି ଦାଣ୍ଡିଆ ମହୋତ୍ସବ। ସହରବାସୀଙ୍କୁ ଏକାଠି କରି ଉତ୍ସବର ନିଆରା ଅନୁଭବ ଦେବାକୁ ନେଟ୍‌ୱର୍କ ଇଭେଣ୍ଟ ଆଣ୍ଡ୍‌ ପ୍ରମୋଶନ ଏବଂ କ୍ରିଷ୍ଟାଲ…

ସମୁଦ୍ରରେ ଯିବ ବାତ୍ୟା

ଭୁବନେଶ୍ୱର,୨୨ା୧୦(ଅନିଲ ଦାସ)ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି । ଏହା ଧୀରେ ଧୀରେ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ରବିବାର ଏହା ଉତ୍ତର-ପଶ୍ଚିମରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରି ଅଧିକ ଘନୀଭୂତ ହୋଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri