ପ୍ରଶାସନର ଅବ୍ୟବସ୍ଥା, ଶ୍ରଦ୍ଧାଳୁ ହଇରାଣ
ପୁରୀ ଅଫିସ, ୪।୬: ମହାପ୍ରଭୁଙ୍କ ସ୍ନାନଯାତ୍ରାରେ ସାମିଲ ହେବା ପାଇଁ ପୁରୀକୁ ଲକ୍ଷାଧିକ ଭକ୍ତଙ୍କ ଆଗମନ ହେବାରେ ଲାଗିଛି। ଶନିବାର ଅପରାହ୍ନଠାରୁ ଭକ୍ତଙ୍କ ଭିଡ଼ ବଢ଼ିବାରେ ଲାଗଛି। ହେଲେ ପ୍ରଶାସନର ଦୂରଦୃଷ୍ଟି ଅଭାବ କାରଣରୁ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିର ଯାଇ ନ...
୨୬୦ ନିୟୁତ ବୟସ୍କଙ୍କ ସୁରକ୍ଷା ପାଇଁ ଟିକାକରଣ ଗୁରୁତ୍ୱପୂର୍ଣ୍ଣ
ଭୁବନେଶ୍ୱର, ୪।୬ (ବ୍ୟୁରୋ): ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ) ଏହାର ‘ଡିକେଡ୍ ଅଫ୍ ହେଲ୍ଦି ଏଜିଙ୍ଗ-ବେସ୍ଲାଇନ୍ ରିପୋର୍ଟ-୨୦୨୦’ରେ ବୟସ୍କଙ୍କ ଟିକାକରଣକୁ ସୁସ୍ଥ ବୃଦ୍ଧାବସ୍ଥା ପାଇଁ ଅନ୍ୟତମ ରଣନୀତି ଭାବେ ମାନ୍ୟତା ପ୍ରଦାନ କରିଛି। ଭାରତର ୨୬୦ ନିୟୁତ ବୟସ୍କଙ୍କ ସୁରକ୍ଷା...
ଆଜି ଆସିବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, ୪।୬(ବ୍ୟୁରୋ): ବାଲେଶ୍ୱର ଜିଲାର ବାହାନଗାଠାରେ ଭୟାବହ ଟ୍ରେନ୍ ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ବ୍ୟବସ୍ଥାର ତଦାରଖ କରିବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ ରବିବାର ଓଡ଼ିଶା ଗସ୍ତରେ ଆସିବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦୁର୍ଘଟଣାସ୍ଥଳର ସ୍ଥିତି...
୮ରୁ ରାଜ୍ୟ ବାର୍ କାଉନ୍ସିଲ୍ ନିର୍ବାଚନ ଭୋଟ ଗଣତି
କଟକ ଅଫିସ,୪।୬: ରାଜ୍ୟ ବାର୍ କାଉନ୍ସିଲ୍ ନିର୍ବାଚନର ଭୋଟ ଗଣତି ଆସନ୍ତା ୮ରୁ ଆରମ୍ଭ ହେବ। ଏଥିପାଇଁ ଆବଶ୍ୟକ ବ୍ୟବସ୍ଥା କରାଯାଇଛି। କାଉନ୍ସିଲ୍ର ନିର୍ବାଚନ ପରିଚାଳନା କରୁଥିବା ରିଟର୍ନିଂ ଅଧିକାରୀ ତଥା ହାଇକୋର୍ଟର ପୂର୍ବତନ ବିଚାରପତି ପ୍ରମଥ ପଟ୍ଟନାୟକ ଏନେଇ...
ଆଜି ଜେଇଇ ଆଡ୍ଭାନ୍ସଡ୍
ଭୁବନେଶ୍ବର, ୪।୬(ବ୍ୟୁରୋ): ଭାରତୀୟ ପ୍ରଦ୍ୟୋଗିକ ସଂସ୍ଥାନ (ଆଇଆଇଟି)ଗୁଡ଼ିକରେ ନାମଲେଖା ପାଇଁ ଜେଇଇ ଆଡ୍ଭାନ୍ସଡ୍ ପରୀକ୍ଷା ରବିବାର ଅନୁଷ୍ଠିତ ହେବ। ଅଢ଼େଇ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ଏହି ପ୍ରପେଶିକା ପରୀକ୍ଷା ପାଇଁ ମନୋନୀତ ହୋଇଥିବାବେଳେ ଆଡ୍ମିଟ୍ କାର୍ଡ ଅନ୍ଲାଇନ୍ରେ ଉପଲବ୍ଧ ହୋଇଛି।...
ସିଙ୍ଗାପୁର, ବ୍ୟାଙ୍କକ୍କୁ ସିଧାସଳଖ ବିମାନ ସେବା ଆରମ୍ଭ
ଭୁବନେଶ୍ବର, ୪।୬ (ବ୍ୟୁରୋ) ଭୁବନେଶ୍ୱରରୁ ସିଙ୍ଗାପୁର ଓ ବ୍ୟାଙ୍କକ୍କୁ ସିଧାସଳଖ ଅନ୍ତର୍ଜାତୀୟ ବିମାନ ସେବା ଶନିବାରଠାରୁ ଆରମ୍ଭ ହୋଇଛି। ପ୍ରଥମେ ସକାଳ ୬ଟା ୨୫ରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ପ୍ରଥମେ ସିଙ୍ଗାପୁରକୁ ବିମାନ ଉଡ଼ିଥିଲା। ଏଥିରେ...
ଆମେ ବଞ୍ଚତ୍ଗଲୁ, ଅନ୍ୟମାନଙ୍କ ଉଦ୍ଧାରରେ ଲାଗିଲୁ
ଭୁବନେଶ୍ବର, ୪।୬ (ବ୍ୟୁରୋ) ବାଲେଶ୍ୱର ଜିଲା ବାହାନାଗାରେ ଶୁକ୍ରବାର ଭୟଙ୍କର ରେଳ ଦୁର୍ଘଟଣାରେ ୨୮୮ ଲୋକଙ୍କର ଜୀବନ ଯାଇଥିବାବେଳେ ଆସନ୍ନ ମୃତ୍ୟୁମୁଖରୁ ବର୍ତ୍ତିଯାଇଛନ୍ତି ଭୁବନେଶ୍ବରର ଇଞ୍ଜିନିୟର ଦିଲୀପ କୁମାର ପଟ୍ଟନାୟକ। କରମଣ୍ଡଳ ଏକ୍ସପ୍ରେସ୍ର ଏସ୍-୫ ବଗିରେ କୋଲକାତାରୁ ଭୁବନେଶ୍ବର ଅଭିମୁଖେ...
ଶେଷ ହେଲା ଉଦ୍ଧାର କାର୍ଯ୍ୟ: ମୃତକଙ୍କ ସଂଖ୍ୟା ୨୮୮କୁ ବୃଦ୍ଧି
ଭୁବନେଶ୍ୱର,୩।୬(ବ୍ୟୁରୋ): ବାଲେଶରର ବାହାନଗାରେ ଶୁକ୍ରବାର ସାରେ ଘଟିଥିବା ଭୟାବହ ରେଳ ଦୁର୍ଘଟଣାରେ ମୃତକ ସଂଖ୍ୟା ୨୮୮କୁ ବୃଦ୍ଧି ଘଟିଛି। ମୋଟ ୮୦୩ ଆହତଙ୍କ ଚିକିତ୍ସା ଜାରି ରହିଛି। ସେଥିରୁ ୭୪୭ ସାମାନ୍ୟ ଆହତ ହୋଇଥିବା ବେଳେ ୫୬ ଜଣ ଗୁରୁତର...
ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩ା୬(ବ୍ୟୁରୋ): ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ଶନିବାର ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇ କରମଣ୍ଡଳ ଦୁର୍ଘଟଣା ସମ୍ପର୍କରେ ଆଲୋଚନା କରିଛନ୍ତି। ଦୁର୍ଘଟଣାରେ ମୃତାହତଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଆହତ ଲୋକଙ୍କ...
ବାହାନଗାରେ ମମତା: କଲେ ଦୁର୍ଘଟଣାସ୍ଥଳ ପରିଦର୍ଶନ
ଭୁବନେଶ୍ୱର,୩।୪(ବ୍ୟୁରୋ)/କୋଲକାତା: ବାଲେଶ୍ୱର ଜିଲା ବାହାନଗାଠାରେ ହୋଇଥିବା ଟ୍ରେନ୍ ଦୁର୍ଘଟଣାସ୍ଥଳରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶନିବାର ପହଞ୍ଚିଛନ୍ତି। ସେ ହେଲିକପ୍ଟର ଯୋଗେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏହା ପୂର୍ବରୁ ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚିଥିବା ବେଳେ ପ୍ରଧାନମନ୍ତ୍ରୀ...
୪ଟି ଟ୍ରେନ୍ର ରୁଟ ପରିବର୍ତ୍ତିନ
ଭୁବନେଶ୍ୱର,୩।୬(ବ୍ୟୁରୋ): ବାଲେଶ୍ବରର ବାହାନଗାରେ ଘଟିଥିବା ଟ୍ରେନ୍ ଦୁର୍ଘଟଣା ପରେ ବର୍ତ୍ତମାନ ସୁଦ୍ଧା ଗୋଟେ ଟ୍ରେନ ବାତିଲ ହୋଇଥିବା ବେଳେ ୪ଟି ଟ୍ରେନର ରୁଟ ପରିବର୍ତ୍ତିତ କରାଯାଇଛି । ଶତାବ୍ଦୀ ଟ୍ରେନ ବାତିଲ ହୋଇଥିବା ଅନେକ ଯାତ୍ରୀ ଅସୁବିଧାରେରେ ପଡିଛନ୍ତି। ତେବେ...
ଆଜି ରାଜ୍ୟରେ ଦିନିକିଆ ଶୋକ ପାଳନ
ଭୁବନେଶ୍ୱର,୩।୬(ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ଘଟିଥିବା ଟ୍ରେନ ଦୁର୍ଘଟଣାକୁ ନେଇ ନେଇ ସାରା ଦେଶରେ ଶୋକର ଲହରୀ ଖେଳିଯାଇଛି। ତେବେ ରାଜ୍ୟରେ ଶନିବାର ଦିନିକିଆ ଶୋକ ପାଳନ ହେବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।...
Archives


