ମେଟ୍ରୋ

ମୋକିମ, ଚିରଞ୍ଜୀବଙ୍କ ଉପରୁ ଉଠିପାରେ ନିଲମ୍ବନ

ଭୁବନେଶ୍ୱର,୨୩।୧(ଶର୍ମିଷ୍ଠା ପାଣିଗ୍ରାହୀ):କଟକ ବିଧାୟକ ମହମ୍ମଦ ମୋକିମ ଓ ବରିଷ୍ଠ ନେତା ଚିରଞ୍ଜୀବ ବିଶ୍ୱାଳଙ୍କ ଉପରୁ ଖୁବ୍‌ଶୀଘ୍ର କଂଗ୍ରେସ ନିଲମ୍ବନ ଉଠାଇପାରେ। ପାଖାପାଖି ୬ମାସ ଧରି କଂଗ୍ରେସରୁ ନିଲମ୍ବିତ ହୋଇଥିଲେ ମଧ୍ୟ ସେମାନେ ଅନ୍ୟ କେଉଁ ଦଳରେ ମିଶିନାହାନ୍ତି। ତେବେ ସୋମବାର ଏହି…

ଦଳୀୟ ନେତାଙ୍କ ସହ ଚା’ ପିଇ ଧର୍ମେନ୍ଦ୍ରଙ୍କ ଆଲୋଚନା

କଟକ,୨3।୧(ଶିଳ୍ପା ପ୍ରିୟଦର୍ଶିନୀ):ଅଯୋଧ୍ୟା ରାମମନ୍ଦିରରେ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ଅବସରରେ ସୋମବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କଟକ କାଳିଆବୋଦାସ୍ଥିତ ଶ୍ୟାମାକାଳୀ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଥିଲେ। ପରେ ସେ ୧୫ ମିନିଟ୍‌ ପର୍ଯ୍ୟନ୍ତ ମନ୍ଦିର ପରିସରରେ ଅତିବାହିତ କରିବା ସହ ସହ ଚା’…

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଇଁ କଟକଣା

ଭୁବନେଶ୍ୱର,୨୩ା୧(ସୂର୍ଯ୍ୟକାନ୍ତ ବେହେରା):ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ଆସନ୍ତା ୨୬ ତାରିଖରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଅନୁଷ୍ଠିତ ହେବ। ଏଥିପାଇଁ ସର୍ବସାଧାରଣ ଯାତାୟାତ ନିମନ୍ତେ କଟକଣା ଲାଗୁ କରାଯାଇଛି। ସକାଳ ସାଢେ ୬ଟାରୁ ପରେଡ଼ ସରିବା ପର୍ଯ୍ୟନ୍ତ କୌଣସି ଭାରୀଯାନ ଜନପଥ ରାସ୍ତା…

ଆହୁରି ୩ଦିନ ବର୍ଷା, କୁହୁଡ଼ି ୨୬ରୁ ପାଗ ବଦଳିପାରେ

ଭୁବନେଶ୍ୱର,୨୨।୧(ଅନୁରାଧା ମହାରଣା): ରାଜ୍ୟରେ ଗତକିଛି ଦିନ ଧରି ସ୍ଥାନେ ସ୍ଥାନେ ବର୍ଷା ହେବା ସହ ପାଗ କୋହଲା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁସାରେ, ଆସନ୍ତା ୨୫ ତାରିଖ ଯାଏ କିଛି ଜିଲାରେ ହାଲୁକାରୁ ମଧ୍ୟମ ଧରଣର…

ପ୍ରାଣୀଧନ ଚିକିତ୍ସକଙ୍କ ପ୍ରଶିକ୍ଷଣ ଅବଧି ୧୨ମାସକୁ ହ୍ରାସ କରିବାକୁ ପ୍ରସ୍ତାବ

ଭୁବନେଶ୍ୱର, ୨୨।୧ (ବନ୍ଦନା ସେଠୀ): ସୋମବାର ବସିଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ମତ୍ସ୍ୟ ଏବଂ ପଶୁ ସମ୍ପଦ ବିକାଶ ବିଭାଗ ଅନ୍ତର୍ଗତ ଏକ ପ୍ରସ୍ତାବ ରଖାଯାଇଥିଲା। ଓଡ଼ିଶା ପ୍ରାଣୀ ଚିକିତ୍ସା ବୈଷୟିକ ସେବା (ନିଯୁକ୍ତି ସର୍ତ୍ତାବଳୀ) ନିୟମ, ୧୯୮୩ର ପ୍ରସ୍ତାବିତ ସଂଶୋଧନ…

ଗାଡି ଭଡାରେ ଆଣି ଲକ୍ଷାଧିକ ଟଙ୍କା ଠକେଇ,୨ ଗିରଫ

ଭୁବନେଶ୍ୱର,୨୨।୧(ସୂର୍ଯ୍ୟକାନ୍ତ ବେହେରା): ଏଜେନ୍ସିଗୁଡ଼ିକରୁ ଭଡା ସୂତ୍ରରେ ଗାଡି ଆଣୁଥିଲେ। ପରେ ସେହି ଗାଡିକୁ ନିଜର କହି ଅନ୍ୟମାନଙ୍କୁ ଭଡାରେ ଲଗାଇ ମୋଟା ଅଙ୍କର ଟଙ୍କା ଆଣୁଥିଲେ। ହେଲେ ଗାଡିର ପ୍ରକୃତ ମାଲିକାନାକୁ ଟଙ୍କା ନ ଦେଇ ଚଳୁ କରି ଦେଉଥିଲେ। ଦୀର୍ଘଦିନ…

ସୁରଟକୁ ଗଞ୍ଜେଇ ଚାଲଣ ବେଳେ ୨ ଯୁବକ ଗିରଫ

ଭୁବନେଶ୍ୱର,୨୨।୧(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର ବରମୁଣ୍ଡା ବସ ଷ୍ଟାଣ୍ଡରେ ଚଢାଉ କରି ଭରତପୁର ଥାନା ପୋଲିସ ୨ ଯୁବକଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲଣ କରିଛି। ସେମାନେ ହେଲେ ଗଞ୍ଜାମର କାହ୍ନୁ ବେହେରା ଓ ବିହାରର ସୁରଜ ଯାଦବ। ଉଭୟଙ୍କଠାରୁ ସାଢେ…

ଆଇଏଏସ୍‌ ସ୍ତରରେ  ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୨।୧: ରାଜ୍ୟ ସରକାର ସୋମବାର ଆଇଏଏସ୍‌ ସ୍ତରରେ ବଡ଼ ଧରଣ ଅଦଳବଦଳ କରିଛନ୍ତି। ତେମ୍‌ ଜେଙ୍ଗ ଓ୍ବାପଙ୍ଗ ହେଲେ ପବ୍ଲିକ ଏଣ୍ଟରପ୍ରାଇଜେସ୍‌ ସଚିବ। ଶ୍ରୀକାନ୍ତ ପୃଷ୍ଟି ଉତ୍ତରାଞ୍ଚଳ ଆରଡିସି, ରଞ୍ଜନ ଦାସଙ୍କୁ କେନ୍ଦ୍ରାଞ୍ଚଳ ଆରଡିସି ଦାୟିତ୍ୱ ଦିଆଯାଇଛି। ସେହିଭଳି କେ.ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ…

୨୩ରୁ ବଢିବ ବର୍ଷା

ଭୁବନେଶ୍ୱର,୨୨।୧: ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି ଯାହା ଫଳରେ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ତେବେ ୨୩ ଓ ୨୪ ତାରିଖରେ ଉପକୂଳ ଓ ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଜିଲାରେ ବୃଷ୍ଟିପାତର…

‘ବିଭାଗୀୟ ପତ୍ରାଳାପରେ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଲୋଗୋ ବ୍ୟବହାର କର’

ଭୁବନେଶ୍ୱର,୨୨।୧(ଅସମାପିକା ସାହୁ): ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଉନ୍ମୋଚିତ ଲୋଗୋକୁ ବହୁଳ ଭାବେ ବ୍ୟବହାର କରାଯିବ। ସମସ୍ତ ବିଭାଗୀୟ ପତ୍ରାଳାପରେ ଏହାକୁ ପ୍ରମୁଖ ଭାବେ ସ୍ଥାନିତ କରାଯିବ। ଏତଦ୍‌ବ୍ୟତୀତ ସମସ୍ତ ସରକାରୀ ଗାଡ଼ିରେ ଏହି ସମ୍ମିଳନୀ ଲୋଗୋକୁ ବ୍ୟବହାର ସହ ରାଜ୍ୟର…

ଦୂରଦର୍ଶନରେ ରାମ ମନ୍ଦିର ପ୍ରତିଷ୍ଠାର ସିଧା ପ୍ରସାରଣ

ଭୁବନେଶ୍ୱର,୨୨।୧(ଅନୁରାଧା ମହାରଣା): ସୋମବାର ଅଯୋଧ୍ୟାରେ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀରାମ ମନ୍ଦିର ଉଦ୍‌ଘାଟନ କରିବେ। ଏହି ଶୁଭ ଉତ୍ସବର ସିଧା ପ୍ରସାରଣ ସମସ୍ତ ଦୂରଦର୍ଶନ ଡିଡି ଚ୍ୟାନେଲରେ ଲାଇଭ୍‌ ଟେଲିକାଷ୍ଟ କରାଯିବ। ଅତ୍ୟାଧୁନିକ ଯନ୍ତ୍ରପାତି ସହିତ…

ବକୁଳରେ ଖୋଲିଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର,୨୨।୧(ଶର୍ମିଷ୍ଠା ପାଣିଗ୍ରାହୀ): ବକୁଳ ଲାଇବ୍ରେରିରେ ଏକ ପାଣିପାଗ କେନ୍ଦ୍ର ରବିବାର ଉଦ୍‌ଘାଟିତ ହୋଇଯାଇଛି। ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ବିଭାଗର ମୁଖ୍ୟ ଶାସନ ସଚିବ ଚିତ୍ରା ଅରୁମୁଗମ୍‌ ଏହାକୁ ଉଦ୍‌ଘାଟନ କରିଛନ୍ତି। ଆମେରିକାର ସିଟି ୟୁନିଭର୍ସିଟି ଅଫ୍‌ ନ୍ୟୁୟର୍କର ବ୍ରୋନକ୍ସ କମ୍ୟୁନିଟି କଲେଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?