ଶେରଗଡ଼ରୁ ପୁରୀକୁ ଗଡ଼ିଲା ଏସି ବସ୍ ଜଗନ୍ନାଥ ଏକ୍ସପ୍ରେସ୍, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୧ା୫(ବ୍ୟୁରୋ): ଗଞ୍ଜାମ ଜିଲା ଶେରଗଡ଼ଠାରୁ ପୁରୀକୁ ବୁଧବାର ପ୍ରଥମ ଏସି ବସ୍ ଜଗନ୍ନାଥ ଏକ୍ସପ୍ରେସ୍ ଗଡ଼ିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ଏହି ବସ୍ ସେବା ଚଳାଚଳକୁ ପତାକା ହଲାଇ ଶୁଭାରମ୍ଭ କରିଛନ୍ତି। ଓଏସ୍ଆରଟିସି ପକ୍ଷରୁ ଏହି...
କୁଖ୍ୟାତ ଅପରାଧୀ ଚକ୍ରଧରଙ୍କୁ ତଡ଼ିପାର କଲା ପୋଲିସ
ଭୁବନେଶ୍ୱର,୩୧ା୫(ବ୍ୟୁରୋ): ରାଜଧାନୀର କୁଖ୍ୟାତ ଅପରାଧୀ ଚକ୍ରଧର ସାହୁଙ୍କୁ କମିଶନରେଟ୍ ପୋଲିସ ତଡ଼ିପାର ନିର୍ଦ୍ଦେଶ ଦେଇଛି। କମିଶନରେଟ୍ ପୋଲିସ ପକ୍ଷରୁ ୬ ମାସ ପାଇଁ ଚକ୍ରଧରଙ୍କୁ ତଡ଼ିପାର ନୋଟିସ୍ କରାଯାଇଛି। ଏହି ଆଦେଶ ଇନ୍ଫୋସିଟି ଥାନା ଅଞ୍ଚଳ ଏବଂ ଭୁବନେଶ୍ୱର ସହରାଞ୍ଚଳ...
ଏଣିକି ଗୋଟିଏ ଦିନରେ ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ
ଭୁବନେଶ୍ୱର,୩୧ା୫(ବ୍ୟୁରୋ): ମାଟ୍ରିକ ଭଳି ଯୁକ୍ତ ଦୁଇ ପରୀକ୍ଷା ଢାଞ୍ଚା ବଦଳିବ। ଏଥର ଗୋଟିଏ ଦିନରେ ଯୁକ୍ତ ୨ ରେଜଲ୍ଟ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଘୋଷଣା କରାଯାଇଛି। ଆସନ୍ତା ଶିକ୍ଷାବର୍ଷଠାରୁ ଏକାସାଙ୍ଗରେ କଳା, ବାଣିଜ୍ୟ,...
ଡ୍ୟୁଟିରେ ମୃତ୍ୟୁ ହେଲେ ମିଳିବ ୧୦ ଲକ୍ଷ
ଭୁବନେଶ୍ୱର,୩୧ା୫(ବ୍ୟୁରୋ): ରାଜ୍ୟ ସରକାର ଅନୁକମ୍ପା ସହାୟତା ରାଶି ପରିମାଣ ବୃଦ୍ଧି କରିଛନ୍ତି। ଡ୍ୟୁଟିରେ ଥିବା ବେଳେ କୌଣସି ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ୧୦ ଲକ୍ଷ ଟଙ୍କା ସହାୟତା ରାଶି ମିଳିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।...
+୨ ରେଜଲ୍ଟ: ଦେଢ଼ଘଣ୍ଟାପରେ ପରେ ବି ଦେଖିପାରୁ ନାହାନ୍ତି ପିଲା
ଭୁବନେଶ୍ୱର,୩୧।୫(ବ୍ୟୁରୋ): +୨ ରେଜଲ୍ଟ ପ୍ରକାଶ ପାଇବାର ଦେଢ଼ ଘଣ୍ଟା ପରେ ମଧ୍ୟ ଦେଖିପାରୁନାହାନ୍ତି ଛାତ୍ରୀଛାତ୍ର। ଦିନ ୧୧ଟାରୁ ରେଜଲ୍ଟ ଘୋଷଣା ହୋଇଥିଲେ ବି ଏଯାଏ ଦେଖିହେଉନ ରେଜଲ୍ଟ। ୱେବସାଇଟ ଖୋଲୁ ନ ଥିବାରୁ ଏଭଳି ସମସ୍ୟା ଉପୁଜିଛି। ଭୁବନେଶ୍ବର, କଟକ,...
ପ୍ରକାଶ ପାଇଲା ଯୁକ୍ତ ୨ ବିଜ୍ଞାନ, ବାଣିଜ୍ୟ ପରୀକ୍ଷାଫଳ
ଭୁବନେଶ୍ୱର,୩୧।୫: ପ୍ରକାଶ ପାଇଲା ୨୦୨୨-୨୩ ଶିକ୍ଷାବର୍ଷର ଯୁକ୍ତ ୨ ବିଜ୍ଞାନ ଏବଂ ବାଣିଜ୍ୟ ପରୀକ୍ଷାଫଳ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ)କାର୍ଯ୍ୟାଳୟରେ ବୁଧବାର ବିଧିବଦ୍ଧ ଭାବେ ପରୀକ୍ଷାଫଳ ପ୍ରକାଶ ପାଇଛି। ଗଣ ଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି ପରୀକ୍ଷାଫଳ ଘୋଷଣା କରିଛନ୍ତି।...
ସୁବର୍ଣ୍ଣପୁର ଭାରପ୍ରାପ୍ତ ଜିଲାପାଳଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସୁପାରିସ
ସୋନପୁର,୩୧।୫(ନି.ପ୍ର.): ସୁବର୍ଣ୍ଣପୁର ଅତିରିକ୍ତ ଜିଲାପାଳ ତଥା ଭାରପ୍ରାପ୍ତ ଜିଲାପାଳ ସୂର୍ଯ୍ୟନାରାୟଣ ଦାଶଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ବଲାଙ୍ଗୀର ଜିଲାପାଳ ଚଞ୍ଚଳ ରଣା ରାଜ୍ୟ ସରକାରଙ୍କୁ ସୁପାରିସ କରିଛନ୍ତି। ବଲାଙ୍ଗୀର ଜିଲାପାଳ ଚିଠି ନଂ. ୧୫୯୧/୨୩।୫।୨୦୨୩ ରେ କଟକ ରାଜସ୍ବ...
ଅନ୍ବେଷାରେ ସାମିଲ ହେବେ ଆଉ ୧୫୦୦ ଛାତ୍ରୀଛାତ୍ର
ଭୁବନେଶ୍ୱର,୩୧।୫(ବ୍ୟୁରୋ): ସିବିଏସ୍ଇ ଏବଂ ଆଇସିଏସ୍ଇ ପାଠ୍ୟକ୍ରମରେ ଏସ୍ସି ଏବଂ ଏସ୍ଟି ଛାତ୍ରୀଛାତ୍ରଙ୍କୁ ସହରାଞ୍ଚଳର ବିଭିନ୍ନ ଇଂଲିଶ ମାଧ୍ୟମ ପବ୍ଲିକ ସ୍କୁଲରେ ନାମ ଲେଖାଇ ଇଂଲିଶ ମାଧ୍ୟମ ଶିକ୍ଷା ପ୍ରଦାନ କରିବା ଉଦ୍ଦେଶ୍ୟରେ ୨୦୧୫-୧୬ରୁ ଅନ୍ବେଷା କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରାଯାଉଛି। ବର୍ତ୍ତମାନ...
ସମସ୍ତ ତହସିଲରେ ଭର୍ଚୁଆଲ କୋର୍ଟ
ଭୁବନେଶ୍ୱର,୩୧।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଗତ ୪ ବର୍ଷରେ କରାଯାଇଥିବା ପ୍ରମୁଖ କାର୍ଯ୍ୟକ୍ରମଗୁଡ଼ିକର ସମୀକ୍ଷା କରିଛନ୍ତି। ଏହି ସମୀକ୍ଷା ପରେ ଗୀତଗୋବିନ୍ଦ ସଦନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବିଭାଗୀୟ ମନ୍ତ୍ରୀ ପ୍ରମିଳା...
୧୩,୫୬୮ ଯୁକ୍ତ୨ ସିଟ୍ ବୃଦ୍ଧି
ଭୁବନେଶ୍ୱର,୩୧।୫(ବ୍ୟୁରୋ): ୨୦୨୩-୨୪ ଶିକ୍ଷା ବର୍ଷରୁ ରାଜ୍ୟରେ ଯୁକ୍ତ୨ ସିଟ୍ ସଂଖ୍ୟା ବଢ଼ିବ। ମାଟ୍ରିକ ପରୀକ୍ଷାରେ ପାସ୍ ହାରକୁ ଦୃଷ୍ଟିରେ ରଖି ଯୁକ୍ତ୨ରେ ସିଟ୍ ଅଭାବ ଦୂର କରିବାକୁ ଏହି ନିଷ୍ପତ୍ତି ନିଆଯାଇଥିବା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା...
ମୋଦି ମାର୍କା ବିକାଶ କ’ଣ ଲୋକେ ବୁଝିଗଲେଣି: ଶରତ
ଭୁବନେଶ୍ବର, ୩୧ା୫(ବ୍ୟୁରୋ): ଭାଜପା ନେତୃତ୍ୱାଧୀନ ଏନ୍ଡିଏ ସରକାରର ୯ ବର୍ଷ ପୂର୍ତ୍ତି ଉତ୍ସବକୁ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ ଟାର୍ଗେଟ କରିଛନ୍ତି। କଂଗ୍ରେସ ଭବନ ଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଶରତ କହିଛନ୍ତି, ୯ ବର୍ଷର...
ଚାର୍ଜଶିଟ୍ ଦାଖଲକୁ ନେଇ ରାଜନୀତି
ଭୁବନେଶ୍ବର, ୩୧ା୫(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ନବକିଶୋର ଦାସଙ୍କ ହତ୍ୟାର ଚାର୍ଜଶିଟ୍ କ୍ରାଇମବ୍ରାଞ୍ଚ ଦାଖଲ କରିବା ପରେ ଏବେ ଏହି ଘଟଣାକୁ ନେଇ ଶାସକ ଦଳକୁ ସିଧାସଳଖ ଭାଜପା ପକ୍ଷରୁ ଟାର୍ଗେଟ କରାଯାଇଛି। କିନ୍ତୁ ଏହି ଘଟଣାରେ ବିଜେଡି ପାଲଟା...
Archives


