ମେଟ୍ରୋ

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା ଜଣାପଡିଛି। ବୈଠକରେ ପ୍ରମିଳା ମଲ୍ଲିକ, ବିଶ୍ୱ ମଲ୍ଲିକ, ସୁଜାତା ସାହୁ , ପ୍ରୀତି…

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ ଆନ୍ଧ୍ରପ୍ରଦେଶର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଉଚ୍ଚରେ ଆଉ…

ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍‌ କରୁଥିଲେ ଶିକ୍ଷକ-ଶିକ୍ଷୟିତ୍ରୀ, ଫିଟିଲା ଗୁମର

ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍‌ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ ଆରମ୍ଭ କରି ବିଭିନ୍ନ ଯୋଜନାରେ ଅର୍ଥ ଆତ୍ମସାତ୍‌ କରୁଥିଲେ। ତେବେ ଜଣେ କି…

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ କୁମାର ବଡୁ । ୩୭ ବର୍ଷରୁ ଅଧିକ ଶିଳ୍ପ ଅଭିଜ୍ଞତା ସହିତ ସେ…

ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭୁବନେଶ୍ୱର,୭।୪: ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ ଘଟିଛି। ସେ କିଛି ଦିନ ହେବ ଲିଭର ସିରୋସିସ୍‌ରେ ପୀଡ଼ିତ ହୋଇ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। ୧୩ ଜୁନ ୧୯୫୧ରେ ଜନ୍ମଗ୍ରହଣ କରିଥିବା ରବି ଓଡ଼ିଆ…

୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍‌ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର ସଂଖ୍ୟା ଓ ଉପଲବ୍ଧ ଡାକ୍ତର ପଦବୀ ସଂଖ୍ୟାର ଅନ୍ତର ବିଶ୍ଳେଷଣ କରାଯାଇ ନିଅଣ୍ଟ…

ରନ୍ଧନ ଗ୍ୟାସ୍‌ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ

ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍‌ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍‌ ସମୟରେ ଗ୍ୟାସ୍‌ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି ପାଉଥିବା ନେଇ ଅଭିଯୋଗ ଆସିବାରୁ ରାଜ୍ୟ ସରକାର କଡା କଟକଣା ଲଗାଇଛନ୍ତି। ଖୋଲା…

ରାଜ୍ୟ ସଭାରେ ଶପଥ ନେଲେ ଓଡ଼ିଶାର ନବ ନିର୍ବାଚିତ ଏମପି, ଓଡ଼ିଆରେ କହିଲେ ମୁଁ….

ଭୁବନେଶ୍ବର,୬ା୪: ରାଜ୍ୟ ସଭାରେ ସୋମବାର ଓଡ଼ିଶାର ନବ ନିର୍ବାଚିତ ଏମପି ଶପଥ ନେଇଛନ୍ତି । ଓଡ଼ିଶାରୁ ୩ ଏମପି ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ କୁମାର ରାୟ ନେଇଛନ୍ତି । ହେଲେ ସୁଜିତ କୁମାର ଶପଥ ନେଇନାହାନ୍ତି ।…

ବିଜେଡିକୁ ନେଇ ଏମିତି କହିଲେ ଗଣେଶ୍ବର: ସଂଗଠନ ଉପରେ ପ୍ରଭାବ…

ଭୁବନେଶ୍ୱର,୬।୪: ନେତା ଓ କର୍ମୀ ବିଜେଡି ଛାଡ଼ିବା ନେଇ ଗଣେଶ୍ବର ବେହେରା ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସଂଗଠନ ଉପରେ ପ୍ରଭାବ ନିଶ୍ଚିତ ପଡ଼ିବ । ଦଳର ଦୁର୍ଭାଗ୍ୟ କିଛି ବନ୍ଧୁ ଦଳ ଛାଡ଼ିକି ଗଲେ, ନିଶ୍ଚୟ ପ୍ରଭାବ ପଡ଼ିବ।…

ଖାଦ୍ୟ ଯୋଗାଣ ବିଭାଗର ବଡ଼ ଘୋଷଣା, ୫ କେଜି ଗ୍ୟାସ୍ କିଣିବାକୁ ହେଲେ…

ଭୁବନେଶ୍ବର,୬।୪: ରାଜ୍ୟରେ ଗ୍ୟାସ୍ ସଙ୍କଟକୁ ନେଇ ଚିନ୍ତାରେ ରହିଛନ୍ତି ଖାଉଟି । ଏହାରି ଭିତରେ ୫ କେଜି ଗ୍ୟାସ୍ ବିକ୍ରିକୁ ନେଇ ସ୍ପଷ୍ଟୀକରଣ ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ । ଶ୍ରମିକ ଓ ଛାତ୍ରଛାତ୍ରୀ ID ଦେଖାଇ…

ସଂସ୍ଥା ପ୍ରତି ନିଷ୍ଠା,ଏକାଗ୍ରତା ଜରୁରୀ: କରିମ୍‌ କବିରୁଦ୍ଦିନ

କଟକଠାରେ ପ୍ରତିଷ୍ଠିତ ହେଲ୍‌ଥ ଫୁଡ୍‌ ପ୍ରଡକ୍ଟ ପ୍ରା. ଲିଃ.ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର କରିମ୍‌ କବିରୁଦ୍ଦିନ ଓଡ଼ିଶାର ଅନେକ ପରିବାରକୁ ରୋଜଗାରକ୍ଷମ କରି ବେକାର ସମସ୍ୟାର ସମାଧାନ କରିବାର ଚେଷ୍ଟା କରୁଛନ୍ତି। ଭିନ୍ନ ଭିନ୍ନ ସ୍ବାଦର ଆଇସ୍‌କ୍ରିମ ଉତ୍ପାଦନ କରି ସେ ସମସ୍ତଙ୍କର…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ ଆରମ୍ଭ ହୋଇଛି। ତଥାପି, ଏହି ବ୍ୟସ୍ତବହୁଳ କାର୍ଯ୍ୟସୂଚୀ ମଧ୍ୟରେ, ଛାତ୍ରଛାତ୍ରୀମାନଙ୍କ ପାଇଁ ଛୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?