ମେଟ୍ରୋ

ଆତ୍ମହତ୍ୟା ସ୍ପଷ୍ଟ, କାରଣ ଖୋଜିପାଉନି ପୋଲିସ

ଭୁବନେଶ୍ୱର,୧୨।୮(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ କଟକ ରୋଡ୍‌ସ୍ଥିତ ଦୀପାଳି ହୋଟେଲ ଆଣ୍ଡ୍‌ ବାର୍‌ରେ ଯୁକ୍ତ୨ ଛାତ୍ରୀ ଭଦ୍ରକର ଶୁଭଲକ୍ଷ୍ମୀ ସାହୁ (୧୮)ଙ୍କ ଆତ୍ମହତ୍ୟା ଘଟଣାକୁ ଶୁକ୍ରବାର ସପ୍ତାହେ ପୂରିଛି। ହେଲେ ଶୁଭଲକ୍ଷ୍ମୀ କେଉଁ କାରଣରୁ ଏଭଳି ଚରମ ନିଷ୍ପତ୍ତି…

୪୩୭୩ ପଞ୍ଚାୟତରେ ମିଳିବ ବ୍ୟାଙ୍କ ସୁବିଧା

ଭୁବନେଶ୍ୱର,୧୨ା୮(ଅନିଲ ଦାସ): ରାଜ୍ୟର ବ୍ୟାଙ୍କ ସୁବିଧା ନ ଥିବା ୪୩୭୩ ପଞ୍ଚାୟତରେ ବ୍ୟାଙ୍କିଙ୍ଗ୍‌ ଆଉଟଲେଟ୍‌ ଖୋଲିବ। ଏଥିପାଇଁ ୫୦୦ କୋଟି ଟଙ୍କାର ବଜେଟ ସହାୟତା ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ, ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ, ୟୁକୋ ବ୍ୟାଙ୍କ, ୟୁନିୟନ ବ୍ୟାଙ୍କ ଅଫ୍‌…

୨୫ ଦିନ ହେଲା ଧାରଣାରେ ଅଧ୍ୟାପକ, କର୍ମଚାରୀ

ଭୁବନେଶ୍ୱର,୧୧।୮(ଅନୁରାଧା ମହାରଣା) – ଓଡିଶାର ସମସ୍ତ ବେସରକାରୀ ଅନୁଦାନ ଓ ଅଣଅନୁଦାନ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ତଥା ସଂସ୍କୃତ ଅନୁଷ୍ଠାନର ପରିଚାଳନା କମିଟି ଦ୍ୱାରା ୨୦୦୮ରୁ ୨୦୧୩ ମଧ୍ୟରେ ନିଯୁକ୍ତି ପାଇଥିବା ସମସ୍ତ ଅଧ୍ୟାପିକା, ଅଧ୍ୟାପକ ଓ କର୍ମଚାରୀମାନେ ପ୍ରାୟ ୨୫…

ରାଜ୍ୟ କ୍ୟାବିନେଟ୍‌ ବୈଠକ: ୧୯ ପ୍ରସ୍ତାବ ଉପରେ ଲାଗିଲା ମୋହର

ଭୁବନେଶ୍ୱର,୧୧ା୮: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୯ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ଏଥିରେ ନୂଆ ଓଡ଼ିଶା ଯୋଜନାକୁ ମଞ୍ଜୁରୀ ମିଳିଛି। ଯୁବବର୍ଗଙ୍କ ପାଇଁ ନୂତନ ଦକ୍ଷତା ଏବଂ ଛାତ୍ରୀଛାତ୍ରଙ୍କ ପାଇଁ ଆଡ୍‌…

୧୪ରୁ ୨ୟ ପର୍ଯ୍ୟାୟ ଡାକ୍ତରୀ ନାମଲେଖା

ଭୁବନେଶ୍ୱର,୧୧ା୮(ଅସମାପିକା ସାହୁ): ରାଜ୍ୟରେ ଥିବା ୧୬ଟି ମେଡିକାଲ କଲେଜରେ ୨୦୨୩ ଶିକ୍ଷାବର୍ଷ ଲାଗି ନାମଲେଖା ପ୍ରକ୍ରିୟାର ପ୍ରଥମ ପର୍ଯ୍ୟାୟ ଶେଷ ହୋଇଛି। ଏଫ୍‌ଏମ୍‌ ଏମ୍‌ସିଏଚ୍‌ ବାଲେଶ୍ୱରରେ ସବୁ ସିଟ୍‌ ପୂରଣ ହୋଇଥିବାବେଳେ ଅନ୍ୟ ମେଡିକାଲ କଲେଜରେ ମୋଟ ୪୫୨ଟି ସିଟ୍‌ ଖାଲି…

ବର୍ଷା ନାହିଁ, ଘାରିଲାଣି ମରୁଡ଼ି ଚିନ୍ତା

ଭୁବନେଶ୍ୱର,୧୧ା୮(ଅନିଲ ଦାସ): ଆସନ୍ତା ୨୦ ତାରିଖ ଯାଏ ରାଜ୍ୟକୁ ବଡ଼ ବର୍ଷାର କୌଣସି ସୂଚନା ନାହିଁ। ଏହି ଖବର ଚାଷୀଙ୍କ ହୋସ ଉଡ଼ାଇ ଦେଇଛି। ଚାଷ କେମିତି ହେବ ସେଇ ଚିନ୍ତାରେ ଚାଷୀ। ରାଜ୍ୟର ୧୧ ଜିଲାରେ ମରୁଡ଼ି ପରିସ୍ଥିତି ସୃଷ୍ଟି…

କିଏ କେଉଁଠି ଜାତୀୟ ପତାକା ଉତ୍ତୋଳନ କରିବେ

ଭୁବନେଶ୍ୱର,୧୧ା୮(ଅନିଲ ଦାସ): ଆସନ୍ତା ଅଗଷ୍ଟ ୧୫ ତାରିଖ ୭୭ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ଅନ୍ୟମାନେ କେଉଁଠି ଜାତୀୟ ପତାକା ଉତ୍ତୋଳନ କରିବେ ଏ ନେଇ ଗୃହ ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ଜାରି କରାଯାଇଛି। ରାଜ୍ୟର…

‘ସମବାୟ ବିଭାଗର ପ୍ରତି ସଭାସମିତିରେ କରାଯିବ ବୃକ୍ଷରୋପଣ’

ଭୁବନେଶ୍ୱର,୧୦ା୮(ଅସମାପିକା ସାହୁ): ଜଳବାୟୁ ପରିବର୍ତ୍ତନରୁ ପରିବେଶ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ମୁକାବିଲା କରିବା ପାଇଁ ପ୍ରତିଟି ସ୍ତରରେ ପ୍ରତିବଦ୍ଧତାର ସହ ପ୍ରୟାସ ଆରମ୍ଭ ସ୍ବରୂପ ସରକାରୀ ବିଭାଗରେ ଏକ ବୃକ୍ଷ ଚାରାରେ ଜଳଦାନ ସହ ସଭା ଓ ଉତ୍ସବର ଶୁଭାରମ୍ଭ…

ଘରୋଇ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ପିଲାଙ୍କୁ ମିଳିବ ମାଗଣା ପାଠ୍ୟପୁସ୍ତକ

ଭୁବନେଶ୍ୱର,୧୦ା୮(ଅସମାପିକା ସାହୁ): ରାଜ୍ୟର ଘରୋଇ ତଥା ଅଣଅନୁଦାନପ୍ରାପ୍ତ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପରି ମାଗଣା ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ୫-ଟି ଉପକ୍ରମରେ ଏହି ଯୋଜନା ହାତକୁ ନିଆଯାଇଛି।…

ଲଣ୍ଡନ ଶାଢ଼ି ୱାକାଥନ୍‌ରେ ଓଡ଼ିଶାର ୨୫ ମହିଳା

ଭୁବନେଶ୍ୱର,୧୦।୮(ଶର୍ମିଷ୍ଠା ପାଣିଗ୍ରାହୀ)ଭାରତୀୟ କଳା, ସଂସ୍କୃତି ଓ ଐତିହ୍ୟର ପ୍ରତୀକ ଶାଢ଼ିର ଅନନ୍ୟ ଏବଂ ଅପୂର୍ବ ଝଲକ ଦେଖିବାକୁ ମିଳିଛି ଲଣ୍ଡନର ରାଜରାସ୍ତାରେ। ଜାତୀୟ ହସ୍ତତନ୍ତ ଦିବସର ଅବ୍ୟବହିତ ପୂର୍ବରୁ ଇନସ୍ପାୟାରିଂ ଇଣ୍ଡିଆନ ୱିମେନ ଗ୍ରୁପ୍‌ ସହଯୋଗରେ ବ୍ରିଟିଶ ୱିମେନ ଇନ ଶାରିଜ…

ବଦଳିବ ପ୍ରାଥମିକ ଶ୍ରେଣୀ ଗୃହ ପରିବେଶ

ଭୁବନେଶ୍ୱର,୧୦।୮(ଅସମାପିକା ସାହୁ)ରାଜ୍ୟରେ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀ ଗୃହର ରୂପ ବଦଳିବ। ଛାତ୍ରୀଛାତ୍ରଙ୍କ କୋମଳ ମନରେ ଶିକ୍ଷା ପ୍ରତି ଆଗ୍ରହ, କୌତୁହଳ, ଉତ୍ସାହ ଆଣିବା ଉଦ୍ଦେଶ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏହି ବ୍ୟବସ୍ଥା କରିଛି। ପ୍ରଥମ ପର୍ଯ୍ୟାୟରେ ୧୬ଟି ଜିଲାର ୬ହଜାରରୁ…

ମନଇଚ୍ଛା ଧରି ପାରିବେନି ସାପ

ଭୁବନେଶ୍ୱର,୧୦।୮(ଅନିଲ ଦାସ)ରାଜ୍ୟରେ ସାପ କାମୁଡ଼ାରେ ପ୍ରତିବର୍ଷ ଅନେକ ଲୋକଙ୍କ ଜୀବନ ଯାଉଛି। ସାପଗୁଡ଼ିକ ଜନବସତିକୁ ପଶି ଆସୁଥିବାରୁ ଭୟଙ୍କର ପରିସ୍ଥିତି ସୃଷ୍ଟି ହେଉଛି। ଗତ କିଛିଦିନ ହେବ ରାଜ୍ୟରେ ସାପ ଆତଙ୍କ ଦେଖାଦେଇଛି। ଏହାକୁ ଦୃଷ୍ଟିରେ ରଖି ସାପ ଧରିବା ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri