ମେଟ୍ରୋ

ରାମ ମନ୍ଦିର ଛକରେ ଭଜପା ଯୁବମୋର୍ଚ୍ଚାର ରାସ୍ତାରୋକ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର,୧୪।୧: କର୍ପୋରେଟର ଜୀବନ ରାଉତଙ୍କୁ ଗିରଫ ପ୍ରତିବାଦରେ ଭୁବନେଶ୍ୱର ରାମ ମନ୍ଦିର ଛକରେ ରାସ୍ତାରୋକ କରିଛି ଭଜପା ଯୁବମୋର୍ଚ୍ଚା। ରାସ୍ତାରୋକ ସହ ଭଜପା ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ରାଜଧାନୀର ଏକ ପ୍ରମୁଖ ସ୍ଥାନରେ ରାସ୍ତାରୋକ ଫଳରେ…

ପୁଣି ଆନ୍ଦୋଳନକୁ ଓହ୍ଲାଇବ ପ୍ରାଥମିକ ଶିକ୍ଷକ ସଂଘ

ଭୁବନେଶ୍ୱର,୧୪ା୧: ଆସନ୍ତା ୨୯ ତାରିଖରୁ ପ୍ରାଥମିକ ଶିକ୍ଷକ ସଂଘ ପୁଣି ଆନ୍ଦୋଳନକୁ ଓହ୍ଲାଇବ ବୋଲି ସଂଘ ପକ୍ଷରୁ କୁହାଯାଇଛି। ଦାବି ପୂରଣ ନେଇ ପୂର୍ବରୁ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟିରେ ପ୍ରତିଶ୍ରୁତି ମିଳିଥିଲେ ହେଁ ଏପର୍ଯ୍ୟନ୍ତ ଦାବି ପୂରଣ ହୋଇନାହିଁ। ଜାନୁଆରୀ ୨୭…

ନିଜକୁ ଭିଜିଲାନ୍ସ ଏସ୍‌ପି କହି ଠକୁଥିଲେ କେମେଷ୍ଟ୍ରି ଅଧ୍ୟାପକ

ଭୁବନେଶ୍ୱର,୧୪।୦୧: ନିଜକୁ ଭିଜିଲାନ୍ସ ଏସ୍‌ପି ପରିଚୟ ଦେଇ ଲୋକଙ୍କୁ ଠକୁଥିଲେ କେମେଷ୍ଟ୍ରି ଅଧ୍ୟାପକ। ତାଙ୍କ ନିକଟରୁ ୧.୫ ଲକ୍ଷ ଟଙ୍କା, ୬ଟି ଏଟିଏମ କାର୍ଡ ଏବଂ ଗୋଟିଏ ମୋବାଇଲ ସାଇବାର ଥାନା ପୋଲିସ ଜବତ କରିଛି ।

ଭୋଟରଙ୍କୁ ଆକୃଷ୍ଟ ଲାଗି କଲ୍‌ ସେଣ୍ଟର

ରାୟଗଡ଼ା,୧୪।୧(ଆଶିଷ ରଞ୍ଜନ ପଣ୍ଡା): ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ୩ ପ୍ରମୁଖ ଦଳ ଭାଜପା, ବିଜେଡି ଓ କଂଗ୍ରେସ ଡିଜିଟାଲ ମିଡିଆ ସମେତ କଲ୍‌ ସେଣ୍ଟର ବ୍ୟବହାର କରୁଥିବା ସାଧାରଣରେ ଆଲୋଚନା ଜୋର ଧରିଛି। ନିଜ…

ରିଲାଏନ୍ସ ଇଣ୍ଡଷ୍ଟ୍ରିର ନୂତନ ଅଭିଯାନ

ଭୁବନେଶ୍ୱର,୧୪।୧ (ଅଭୟ ଦାଶ): ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ (ଆର୍‌ଆଇଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ଏକ ନୂତନ ଅଭିଯାନ ‘ଗ୍ରାଜୁଏଟ୍‌ ଇଞ୍ଜିନିୟର ଟ୍ରେନି (ଜିଇଟି) ପ୍ରୋଗ୍ରାମ ୨୦୨୪’ କାର୍ଯ୍ୟକ୍ରମର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ପେଟ୍ରୋକେମିକାଲ୍ସଠାରୁ ଆରମ୍ଭକରି ନୂତନ ଶକ୍ତି ପର୍ଯ୍ୟନ୍ତ ସମସ୍ତ…

ମମତାପଲରେ ୪ଜି ଟାଓ୍ବାର ଭିତ୍ତିପ୍ରସ୍ତର

ଭୁବନେଶ୍ୱର,୧୪।୧: ଭାରତ ସଞ୍ଚାର ନିଗମ ଲିମିଟେଡ୍‌ (ବିଏସ୍‌ଏନ୍‌ଏଲ୍‌)ର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଶନିବାର ମୟୂରଭଞ୍ଜ ଜିଲା ଅନ୍ତର୍ଗତ ବେତନଟୀ ବ୍ଲକର ମମତାପଲ ଗ୍ରାମରେ ୪ଜି ଟାଓ୍ବାରର ଭିତ୍ତିପ୍ରସ୍ତର ହୋଇଯାଇଛି। ଏପରିକି ଓଡ଼ିଶାରେ ସ୍କିପର ଲିମିଟେଡ୍‌ ଜରିଆରେ ୪ଜି ଟାଓ୍ବାର ସାଚୁରେଶନ ପ୍ରୋଜେକ୍ଟ…

୪ ରାଜ୍ୟ ଆୟକର ବିଭାଗ ଦାୟିତ୍ୱରେ ମନୋରଞ୍ଜନ

ଭୁବନେଶ୍ୱର,୧୪।୧: ଭାରତ ସରକାରଙ୍କର ଅର୍ଥ ମନ୍ତ୍ରଣାଳୟ ଅଧୀନରେ ଥିବା କେନ୍ଦ୍ର ପ୍ରତ୍ୟକ୍ଷ କର ବୋର୍ଡର ବିଜ୍ଞପ୍ତି ନଂ.୧୪ ଅନୁଯାୟୀ ମନୋରଞ୍ଜନ ପାଣିଗ୍ରାହୀଙ୍କୁ ଝାଡ଼ଖଣ୍ଡ ଓ ବିହାର ରାଜ୍ୟର ନୂତନ ପ୍ରଧାନ ମୁଖ୍ୟ ଆୟକର କମିଶନର ଭାବେ ନିଯୁକ୍ତି ଦିଆଯାଇଥିବାବେଳେ ପଶ୍ଚିମବଙ୍ଗ ଏବଂ…

ଇ-ଲେକ୍‌ଚର: ଘରେ ବସି ଟ୍ୟୁଟୋରିଆଲ ସୁବିଧା

ଭୁବନେଶ୍ୱର, ୧୪।୧(ଅସମାପିକା ସାହୁ)ଉଚ୍ଚଶିକ୍ଷା ସଂସ୍କାରରେ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶିକ୍ଷା କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟା ପ୍ରତି ଛାତ୍ରୀଛାତ୍ରଙ୍କ ଅବଦାନ ବୃଦ୍ଧି ସହ ଶିକ୍ଷାଗ୍ରହଣ କ୍ଷେତ୍ରକୁ ସହଜ ତଥା ସରଳ କରିବାକୁ ଇ-ଲେକ୍ଚର ବ୍ୟବସ୍ଥା ଆରମ୍ଭ କରିଛନ୍ତି। ଏହାଦ୍ୱାରା କଲେଜ…

ଅପହଞ୍ଚ ଓ୍ବାନ୍‌କାର୍ଡ

ଭୁବନେଶ୍ୱର,୧୪ା୧(ଅନିଲ ଦାସ)କୋଭିଡ୍‌ ମହାମାରୀ ସମୟରେ ଶ୍ରମିକଙ୍କ ହିତକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ୨୦୨୦ ଜୁନ୍‌ ୧ରୁ ସମଗ୍ର ଦେଶରେ ଓ୍ବାନ୍‌ ନେଶନ, ଓ୍ବାନ୍‌ ରାଶନ କାର୍ଡ (ଓଏନ୍‌ଓଆର୍‌ସି) ବ୍ୟବସ୍ଥା କାର୍ଯ୍ୟକାରୀ କରିଛନ୍ତି। ଏହି ବ୍ୟବସ୍ଥା ଅନୁଯାୟୀ ନିଜ ଗାଁ ଛାଡ଼ି…

କାମାକ୍ଷାନଗର ବାର୍‌ ଆସୋସିଏଶନ୍‌ ନିର୍ବାଚନ ମାମଲା: ବାର୍‌ ସଭାପତି, ନିର୍ବାଚନ ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ୍‌

କଟକ,୧୨ା୧ (କାର୍ତ୍ତିକ ସାହୁ)- ଢେଙ୍କାନାଳ ଜିଲା କାମାକ୍ଷାନଗର ବାର୍‌ ଆସୋସିଏଶନ୍‌ ନିର୍ବାଚନ ମାମଲାରେ ରାଜ୍ୟ ଆଇନଜୀବୀ ପରିଷଦ ପକ୍ଷରୁ ବାର୍‌ ସଭାପତି ଧର୍ମାନନ୍ଦ ମଲ୍ଲିକ ଓ ନିର୍ବାଚନ ଅଧିକାରୀ ପ୍ରଭାସ ରଞ୍ଜନ ମିଶ୍ରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ସଭାପତି…

ଡାକ୍ତରମାନେ ସ୍ପଷ୍ଟ ହସ୍ତାକ୍ଷରରେ ଚିଠା ଲେଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧୨।୧(ଅସମାପିକା ସାହୁ): ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ତତ୍ପର ହୋଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ଡାକ୍ତରମାନଙ୍କୁ ପରିଷ୍କାର ଅକ୍ଷରରେ ଲେଖିବାକୁ ବିଭାଗ ନିର୍ଦ୍ଦେଶ ଦେଇଛି। ଏନେଇ ରାଜ୍ୟ ପରିବାର ଓ ସ୍ବାସ୍ଥ୍ୟ କଲ୍ୟାଣ ବିଭାଗ ଅର୍ଡର ଜାରି କରିଛି। ଡାକ୍ତରୀ ଚିଠା,…

ଜଟଣୀରୁ ବିଧାୟକ ପ୍ରାର୍ଥୀ ହେବେ ସୁର ରାଉତରାୟଙ୍କ ପୁଅ ମନ୍ମଥ

ଭୁବନେଶ୍ୱର,୧୨ା୧: କଂଗ୍ରେସ ନେତା ତଥା ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପରେ ତାଙ୍କ ସାନପୁଅ ମନ୍ମଥ ରାଉତରାୟ ଜଟଣୀରୁ ବିଧାୟକ ପ୍ରାର୍ଥୀ ହେବେ ବୋଲି ସୁର ଶୁକ୍ରବାର ଘୋଷଣା କରିଛନ୍ତି। ସୁର ଗଣମାଧ୍ୟମ ଆଗରେ ଏକଥା ସ୍ପଷ୍ଟ କରିଛନ୍ତି। ସୁର କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?