ମେଟ୍ରୋ

ଭବାନୀପାଟଣାରୁ ଭୁବନେଶ୍ବରକୁ ଉଡ଼ିବ ବିମାନ

ଭୁବନେଶ୍ୱର, ୮।୮(ଅସମାପିକା ସାହୁ): ଖୁବ୍‌ଶୀଘ୍ର କଳାହାଣ୍ଡି ଜିଲାକୁ ବିମାନ ଉଡ଼ିବ। ଭବାନୀପାଟଣାସ୍ଥିତ ଉତ୍କେଲା ବିମାନବନ୍ଦରକୁ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ(ଡିଜିସିଏ) ଅନୁମତି ଦେବା ସହ ବିମାନ ଚଳାଚଳ ନେଇ ସୋମବାର ଲାଇସେନ୍ସ ପ୍ରଦାନ କରାଯାଇଛି। ଡିଜିସିଏର ଏହି ଅନୁମତି ପରେ ମୁଖ୍ୟମନ୍ତ୍ରୀ…

ଭାରତ, ଓଡ଼ିଶା ମୁଖ୍ୟଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୮।୮(ସତ୍ୟଜିତ୍‌ ରାଉତ): ଅତି କମ୍‌ ସମୟ ମଧ୍ୟରେ ବହୁଗୁଣ ଅର୍ଥ ଲାଭର ପ୍ରଲୋଭନ ଦେଖାଇ ଦେଶବ୍ୟାପୀ ୧ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କାର କ୍ରିପ୍ଟୋ ପୋଞ୍ଜି ସ୍କାମ୍‌ ହୋଇଛି। ‘ଏସ୍‌ଟିଏ କ୍ରିପ୍ଟୋ ଟୋକନ୍‌’ ନାଁରେ ଲୋକଙ୍କୁ ଭୁଆଁ ବୁଲାଯାଇ ଏହି ବଡ଼…

ସ୍କିଲ୍ଡ ଇନ୍‌ ଓଡ଼ିଶା ପ୍ରଦର୍ଶନୀ ଉଦ୍‌ଘାଟିତ

ଭୁବନେଶ୍ୱର, ୮ା୮(ଅସମାପିକା ସାହୁ): ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ଆଇଟିଆଇ ଛାତ୍ରୀଛାତ୍ରଙ୍କ ଦ୍ୱାରା ଖାରବେଳ ଭବନ ପରିସରରେ ସ୍କିଲ୍ଡ ଇନ୍‌ ଓଡ଼ିଶା ପ୍ରଦର୍ଶନୀ ‘ବର୍ଜ୍ୟବସ୍ତୁରୁ ସମ୍ପଦ’ ଆରମ୍ଭ ହୋଇଛି। ସୋମବାର ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ…

ମୌସୁମୀ ନିଷ୍କ୍ରିୟ, କମିଲା ବର୍ଷା

ଭୁବନେଶ୍ୱର,୮ା୮(ଅନୁରାଧା ମହାରଣା): ରାଜ୍ୟରେ ବର୍ତ୍ତମାନ ମୌସୁମୀ ନିଷ୍କ୍ରିୟ ରହିଛି। ଏହା ପ୍ରଭାବରେ ତାପମାତ୍ରା ଅଧିକ ରହିବା ସହ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରିବା ଦ୍ୱାରା ବିଜୁଳି ଘଡ଼ଘଡ଼ି ସହ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଗତ ୨୪…

୧୦ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୭।୮(ଅନୁରାଧା ମହାରଣା): ରାଜ୍ୟରେ ବର୍ତ୍ତମାନ ମୌସୁମୀ ନିଷ୍କ୍ରିୟ ରହିଛି। ଏହା ପ୍ରଭାବରେ ତାପମାତ୍ରା ଅଧିକ ରହିବା ସହ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରିବା ଦ୍ୱାରା ବିଜୁଳି ଘଡ଼ଘଡ଼ି ସହ ରାଜ୍ୟର କେତେକ ସ୍ଥାନରେ ବର୍ଷା ରେକର୍ଡ଼ କରାଯାଇଛି। ଗତ ୨୪ ଘଣ୍ଟା…

୨୦୧୯ର ଦ୍ୱିତୀୟ ରନର୍ସ ଅପ୍‌ ଏଥରର ୱିନର୍‌

ଭୁବନେଶ୍ୱର,୭ା୮(ଶର୍ମିଷ୍ଠା ପାଣିଗ୍ରାହୀ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ଦୁଇଦିନିଆ ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତା ‘ମେଟଲ୍‌ ମିଟ୍‌ ୨୦୨୩’ ରବିବାର ଶେଷ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ୍‌ଠାରେ ଚାଲିଥିବା ଏହି ପ୍ରତିଯୋଗିତାରେ ଜୁନିୟର ବର୍ଗରେ କଟକ ସିଡିଏ ସ୍ଥିତ…

ହୋଟେଲରୁ ଭଦ୍ରକ ଯୁବତୀଙ୍କ ଝୁଲନ୍ତା ମୃତଦେହ ମିିଳିବା ଘଟଣା: ସିସିଟିଭି କ୍ୟାମେରାରେ ଲୁଚିଛି ସତ

ଭୁବନେଶ୍ୱର,୭।୮(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ କଟକ ରୋଡ୍‌ରେ ଥିବା ଦୀପାଳି ହୋଟେଲ ଆଣ୍ଡ୍‌ ବାର୍‌ର ଏକ ରୁମ୍‌ରୁ ଭଦ୍ରକ ଯୁବତୀ ଶୁଭଲକ୍ଷ୍ମୀ ସାହୁ (୧୮)ଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ରହସ୍ୟ ଲାଗି ରହିଛି। ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ…

ଓଏସ୍‌ଏଚ୍‌ବିରୁ ଘର କିଣି ହଟହଟା, କାନ୍ଥରୁ ଝରୁଛି ପାଣି, ବିଜ୍ଞପ୍ତି ଅନୁସାରେ ମିଳୁନି ସେବା

ଭୁବନେଶ୍ୱର,୭।୮(ଅନୁରାଧା ମହାରଣା): ଓଡ଼ିଶା ରାଜ୍ୟ ଗୃହନିର୍ମାଣ ସଂସ୍ଥା (ଓଏସ୍‌ଏଚ୍‌ବି)ଠାରୁ ଘର କିଣି ଏବେ ନାନା ହଟହଟାର ସମ୍ମୁଖୀନ ହେଉଛନ୍ତି ଡ଼ୁମୁଡୁମା ଫେଜ୍‌-୬ସ୍ଥିତ ତାଳଧ୍ୱଜ ଏନ୍‌କ୍ଲେଭ୍‌ର ବାସିନ୍ଦା। ୬୦ରୁ ୮୫ ଲକ୍ଷ ଦେଇ ଘର କିଣିଥିଲେ। ସ୍ମାର୍ଟସିଟିରେ ରହିବା ସହ ନିଜ ଘରକୁ…

ଅଗଷ୍ଟ ବର୍ଷା ଭରଣା କଲା: ସ୍ବାଭାବିକଠାରୁ ୨% ଅଧିକ ହୋଇଛି

ଭୁବନେଶ୍ୱର,୭ା୮(ଅନିଲ ଦାସ): ଜୁନ୍‌ ଓ ଜୁଲାଇରେ ରାଜ୍ୟକୁ ନିଅଣ୍ଟିଆ ବର୍ଷାର ସମ୍ମୁଖୀନ ହେବାକୁ ପଡିଛି। ବର୍ଷା ଅଭାବରୁ ରାଜ୍ୟରେ ଚାଷକାର୍ଯ୍ୟ ମାନ୍ଦା ପଡିଥିଲା। ତେବେ ଜୁଲାଇ ୩୦ ତାରିଖରେ ସୃଷ୍ଟି ହୋଇଥିବା ଲଘୁଚାପ ରାଜ୍ୟକୁ ପର୍ଯ୍ୟାପ୍ତ ବର୍ଷା ଦେଇଛି। ପାଣିପାଗ ବିଭାଗ…

ଡ. ସଂଘମିତ୍ରା ମିଶ୍ର ପାଇବେ ‘ସରଳା ଦେବୀ ପୁରସ୍କାର’

ଭୁବନେଶ୍ୱର,୭।୮ (ବନ୍ଦନା ସେଠୀ): ସାହିତ୍ୟ ସମାଲୋଚିକା ପ୍ରଫେସର ଡ. ସଂଘମିତ୍ରା ମିଶ୍ରଙ୍କୁ ଚଳିତ ବର୍ଷର ‘ସରଳା ଦେବୀ’ ପୁରସ୍କାର ପ୍ରଦାନ କରାଯିବ। ପୁରସ୍କାର ବାବଦରେ ତାଙ୍କୁ ୧୦ହଜାର ନଗଦ ଟଙ୍କା, ମାନପତ୍ର ଓ ଉପଢୌକନ ପ୍ରଦାନ କରାଯିବ ବୋଲି ସରଳା ଦେବୀ…

ଅରୁଆ କଲେ ଏଫ୍‌ସିଆଇ ନେବ ବଳକା ଚାଉଳ

ଭୁବନେଶ୍ୱର,୭ା୮(ଅନିଲ ଦାସ): ଇଥାନଲ ଉତ୍ପାଦନ ପାଇଁ ଅରୁଆ ଚାଉଳ ଆବଶ୍ୟକ। ଏହି ଚାଉଳ ଯୋଗାଡ଼ରେ ଲାଗିଛି ଭାରତୀୟ ଖାଦ୍ୟ ନିଗମ (ଏଫ୍‌ସିଆଇ)। ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗରେ ଥିବା ଇଥାନଲ କାରଖାନାକୁ ଅରୁଆ ଚାଉଳ ଯୋଗାଣ କରିବାକୁ ଏଫ୍‌ସିଆଇ ଓଡ଼ିଶାରୁ ଆସନ୍ତା ଅକ୍ଟୋବର…

ଭାରତୀୟ ରେଳରେ ଯୋଡି ହେଲା ନୂଆ ଅଧ୍ୟାୟ : ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୭।୮(ଅଭିଜିତ ଦାସ): ଦେଶ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଅମୃତ ଭାରତ ଷ୍ଟେଶନ ଯୋଜନାରେ ସାମିଲ ହୋଇଥିବା ଦେଶର ୧୩୦୯ ରେଳ ଷ୍ଟେଶନ ମଧ୍ୟରୁ ପ୍ରାରମ୍ଭିକ ପର୍ଯ୍ୟାୟରେ ୫୦୮ ଷ୍ଟେଶନର ରୂପାନ୍ତରଣ ହେବ। ରବିବାର ପୂର୍ବାହ୍ନ ୧୧ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri