ମେଟ୍ରୋ

ହାଇଟେକରୁ ଗାଁକୁ ନେବା ପରେ ଦିଲ୍ଲୀପଙ୍କର ହେଲା  ଅନ୍ତିମ ସଂସ୍କାର

ଭୁବନେଶ୍ୱର,୧୦।୧: ହାଇଟେକ ଟ୍ରାଜେଡିରେ ଡିଏନ୍‌ଏ ରିପୋର୍ଟ ଆସିବା ପରେ ମୃତଦେହକୁ ଧରି ଗାଁକୁ ଫେରିଛନ୍ତି ମୃତକ ଦିଲୀପ ସାମନ୍ତରାୟଙ୍କ ପରିବାର ଲୋକେ। ଗାଁକୁ ନେବା ପରେ ଦିଲ୍ଲୀପଙ୍କର ଅନ୍ତିମ ସଂସ୍କାର କରାଯାଇଛି। ଡିଏନ୍‌ଏ ରିପୋର୍ଟରୁ ପରିଚୟ ସ୍ପଷ୍ଟ ହେବା ପରେ ପରିବାର…

ଡିଏନ୍‌ଏ ରିପୋର୍ଟରେ ତୃତୀୟ ମୃତକ ଦିଲୀପ

ଭୁବନେଶ୍ୱର,୧୦।୧(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ହାଇଟେକ୍‌ ହସ୍ପିଟାଲ ଏସି କମ୍ପ୍ରେସରରେ ଗ୍ୟାସ୍‌ ଭର୍ତ୍ତିବେଳେ ବିସ୍ଫୋରଣ ଘଟଣାକୁ ମଙ୍ଗଳବାର ୧୨ଦିନ ପୂରିଥିବା ବେଳେ ୩ ଜଣଙ୍କ ଜୀବନ ଯାଇଛି। ଏଭଳିସ୍ଥିତିରେ ତୃତୀୟ ମୃତକ ପୁରୀ ଜିଲା ଡେଲାଙ୍ଗ ଥାନା ଅନ୍ତର୍ଗତ ବଅଙ୍ଗ ଗ୍ରାମର ଦିଲୀପ…

ମାଲକାନଗିରିକୁ ବିମାନସେବା ଏକ ଅବିଶ୍ୱସନୀୟ ସ୍ବପ୍ନ ଥିଲା: ପାଣ୍ଡିଆନ

ଭୁବନେଶ୍ୱର,୧୦।୧(ଅନିଲ ଦାସ): ମାଲକାନଗିରିକୁ ବିମାନସେବା ଏକ ଅବିଶ୍ୱସନୀୟ ସ୍ବପ୍ନ ଥିଲା। ବିଶ୍ୱାସକରି ହେଉ ନ ଥିବା ଭଳି ସ୍ବପ୍ନକୁ ମୁଖ୍ୟମନ୍ତ୍ରୀ ସାକାର କରନ୍ତି। ମଙ୍ଗଳବାର ମାଲକାନଗିରି, ନବରଙ୍ଗପୁର ଜିଲାର ରାଇଘର ଏବଂ କୋରାପୁଟ ଜିଲାର ଲକ୍ଷ୍ମୀପୁରଠାରେ ଆୟୋଜିତ ସାଧାରଣ ସଭାରେ ୫-ଟି…

ରାଜ୍ୟ ସରକାର କେତେ ଲୋକଙ୍କୁ ଚାଉଳ ଦେଉଛନ୍ତି ଉତ୍ତର ଦିଅନ୍ତୁ: ଭାଜପା

ଭୁବନେଶ୍ୱର, ୧୦।୧(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶାସନକୁ ଆସିବା ପରେ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା କରିବା ସହ ଲୋକଙ୍କ ବିକାଶ ପାଇଁ କାର୍ଯ୍ୟ କରିଛନ୍ତି। କିନ୍ତୁ ବିଜେଡି ତାହା ଓଡ଼ିଶାରେ ସଫଳ କରିବାରେ ବାଧା ସୃଷ୍ଟି କରୁଛି। କେନ୍ଦ୍ର ଯୋଜନାକୁ…

ବିପଦର ସଙ୍କେତ କଳାବାଘ

ଜଙ୍ଗଲରେ ବାଘ ସଂଖ୍ୟା ହ୍ରାସ ପାଉଥିବାରୁ ଇନ୍‌ବ୍ରିଡିଙ୍ଗ (ରକ୍ତ ସମ୍ପର୍କରେ ପ୍ରଜନନ) ବଢ଼ୁଛି। ଇନ୍‌ବ୍ରିଡିଙ୍ଗ୍‌ ଯୋଗୁ କଳାବାଘ ଜନ୍ମ ନେଉଥିବା ମଲିକ୍ୟୁଲାର ଗବେଷଣାରୁ ଜଣାପଡ଼ିଛି। ଏହା ବାଘବଂଶ ପ୍ରତି ବିପଦର ସଙ୍କେତ ବୋଲି ବିଶେଷଜ୍ଞମାନେ କହୁଛନ୍ତି। ଭୁବନେଶ୍ୱର, ୧୦।୧ (ଅସମାପିକା ସାହୁ):…

ବିଷାକ୍ତ ହେଲାଣି ଓଡିଶା ବାୟୁ: ବାଲେଶ୍ୱର ଦେଶର ତୃତୀୟ ପ୍ରଦୂଷିତ ସହର

ଭୁବନେଶ୍ୱର,୯।୧: ଓଡିଶା ଆକାଶରେ ପ୍ରଦୂଷିତ ବୟୁ। ରାଜ୍ୟରେ ପ୍ରଦୂଷଣ ସ୍ଥିତି ସାଂଘାତିକବସ୍ଥାରେ ରହିଛି। ବିଶେଷକରି ରାଜ୍ୟର କଟକ ଭୁବନେଶ୍ୱର ସମେତ ୬ଟି ସହରରେ ସ୍ଥିତି ସଙ୍ଗୀନ ରହିଛି। ଏଠାରେ ଏୟାର କ୍ୱାଲିଟି ଇଣ୍ଡେକ୍ସ ୩ଶହ ପାର କରିଛି। ରାଜଧାନୀ ଭୁବନେଶ୍ୱରରେ ଏକ୍ୱୁଆଇ…

ହାଇଟେକ୍‌ ଟ୍ରାଜେଡି: ଆସିଲା ଡିଏନ୍‌ଏ ରିପୋର୍ଟ, ମୃତ ତୃତୀୟ ବ୍ୟକ୍ତି ଦିଲ୍ଲୀପ

ଭୁବନେଶ୍ୱର,୯।୧: ହାଇଟେକ୍‌ ଟ୍ରାଜେଡିରେ ନୂଆ ତଥ୍ୟର ଖୁଲାସା ହୋଇଛି। ଡିସେମ୍ବର ୩୦ରେ ଘଟିଥିବା ବିସ୍ଫୋରଣରେ ମୃତ ତୃତୀୟ ବ୍ୟକ୍ତିଙ୍କର ଡିଏନଏ ରିପୋର୍ଟ ମଙ୍ଗଳବାର ଆସିଛି। ରିପୋର୍ଟ ଆସିଲା ପରେ ମୃତଦେହ ଦିଲ୍ଲୀପ ନା ଜ୍ୟୋତିଙ୍କର ତାହା ସ୍ପଷ୍ଟ ହୋଇଛି। ଡିଏନଏ ରିପୋର୍ଟ…

ବିଶ୍ୱରଞ୍ଜନ ମହାନ୍ତି ପିସିସି ମିଡିଆ କମିଟି ଅଧ୍ୟକ୍ଷ

ବନେଶ୍ୱର,୯।୧: କଂଗ୍ରେସ ନେତା ବିଶ୍ୱରଞ୍ଜନ ମହାନ୍ତିଙ୍କୁ ମିଳିଲା ନୂଆ ଦାୟିତ୍ୱ। ପିସିସି ମିଡିଆ କମିଟି ଅଧ୍ୟକ୍ଷ ହେଲେ ବିଶ୍ୱରଞ୍ଜନ। ବିଶ୍ୱରଞ୍ଜନଙ୍କ ନିଯୁକ୍ତି ନେଇ ଏଆଇସିସି ପକ୍ଷରୁ ଚିଠି। ଓଡିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର ଦାୟିତ୍ୱ ନେବା ପରେ ମିଡିଆ ସେଲ୍‌ରେ…

ବଢିବ ଅଙ୍ଗନବାଡି, ଆଶାକର୍ମୀଙ୍କ ଦରମା, ଘୋଷଣା କଲେ ୫ଟି ଅଧ୍ୟକ୍ଷ

ଭୁବନେଶ୍ୱର,୯।୧: ବଢିବ ଅଙ୍ଗନବାଡି, ଆଶକର୍ମୀଙ୍କ ଦରମା । ଖୁବ୍‌ଶୀଘ୍ର ଦରମା ବୃଦ୍ଧି ନେଇ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବରଙ୍ଗପୁର ରାଇଘରରେ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଏନେଇ ବଡ ଘୋଷଣା କରିଛନ୍ତି । ସେହିପରି ମଧୁବାବୁ ପେନସନ ମଧ୍ୟ…

ଯେଉଁ ରୁମ୍‌ରେ ଶୋଇଥିଲେ ସ୍ତ୍ରୀ-ସ୍ବାମୀ ସେଇ ରୁମ୍‌ରୁ ଲୁଟିନେଲେ ଦୁବୃର୍ତ୍ତ

ଭୁବନେଶ୍ୱର,୯।୧: ଭୁବନେଶ୍ୱର ଗଣ୍ଡମୁଣ୍ଡା ଅଞ୍ଚଳରେ ଲୁଟ ହୋଇଛି । ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଛୋଟେଲାଲ ଶର୍ମାଙ୍କ ଘରୁ ଏହି ଲୁଟ୍‌ ହୋଇଛି । ଘରେ ଶୋଇଥିବା ବେଳେ ଭୋର ସମୟରେ ଏଭଳି ଘଟଣା ଘଟିଛି। ପ୍ରାୟ ଦେଢ଼ ଲକ୍ଷ ନଗଦ…

ସପ୍ତାହକ ମଧ୍ୟରେ ଆରମ୍ଭ ହେବ କୁକୁର ବନ୍ଧ୍ୟାକରଣ, ହାଇକୋର୍ଟରୁ ବିଏମ୍‌ସିକୁ ମିଳିଲା ଅନୁମତି

ଭୁବନେଶ୍ୱର, ୮।୧ (ବନ୍ଦନା ସେଠୀ): ଦୀର୍ଘ ୬ମାସରୁ ଊର୍ଦ୍ଧ୍ୱ ସମୟ ଧରି ବନ୍ଦ ରହିଥିବା ଆନିମଲ୍‌ ବାର୍ଥ କଣ୍ଟ୍ରୋଲ (ଏବିସି) ବା କୁକୁର ବନ୍ଧ୍ୟାକରଣ ଅସ୍ତ୍ରୋପଚାର ଖୁବ୍‌ଶୀଘ୍ର ଆରମ୍ଭ ହେବ। ଏନେଇ ସୋମବାର ହାଇକୋର୍ଟ ବିଏମ୍‌ସିକୁ ସବୁଜ ସଙ୍କେତ ଦେଇଛନ୍ତି। ରାଜ୍ୟରେ…

ଇଂଲିଶ ଉଚ୍ଚାରଣ ଶିଖାଇ ଚର୍ଚ୍ଚାରେ ଧୀରଜ

ଭୁବନେଶ୍ୱର, ୮।୧(ଅସମାପିକା ସାହୁ) : ସୋସିଆଲ ମିଡିଆରେ ଇଂଲିଶ ଉଚ୍ଚାରଣ ଶିଖାଇ ଭାଇରାଲ ହେଉଛନ୍ତି ଓଡ଼ିଆ ପୁଅ ଧୀରଜ ଟକ୍ରୀ। ନିଜ ୟୁନିକ୍‌ ଷ୍ଟାଇଲରେ ଇଂଲିଶ ଉଚ୍ଚାରଣ କିପରି କରିବେ, ଫରେନରଙ୍କ ଭଳି ଇଂଲିଶ କିପରି କହିବେ, ତା’ର ଶୈଳୀ ଶିଖାଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?