୨୪ ଜିଲାରେ ୬.୨୪ ଲକ୍ଷ ଲୋକ ପ୍ରଭାବିତ
ଭୁବନେଶ୍ୱର,୭ା୮(ଅନିଲ ଦାସ): ଲଗାଣ ବର୍ଷା ଓ ବନ୍ୟା ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ଅନେକ କ୍ଷୟକ୍ଷତି ହୋଇଛି। ସ୍ବତନ୍ତ୍ର ରିଲିଫ୍ କମିଶନର (ଏସ୍ଆର୍ସି)ଙ୍କ ପ୍ରାଥମିକ ଆକଳନ ଅନୁଯାୟୀ, ରାଜ୍ୟର ୨୪ ଜିଲା ଅନ୍ତର୍ଗତ ୨୫୩ ବ୍ଲକ ଅଧୀନ ୧୧,୯୭୩ ଗଁା ଓ…
‘ମେଟଲ୍ ମିଟ୍ ୨୦୨୩’: ଜୁନିୟରରେ ସିଡିଏ ଡିଏଭି, ସିନିୟରରେ ଏମ୍ସ ଭୁବନେଶ୍ୱର ଚାମ୍ପିୟନ
ଭୁବନେଶ୍ୱର,୬ା୮(ଶର୍ମିଷ୍ଠା ପାଣିଗ୍ରାହୀ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ଦୁଇଦିନିଆ ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତା ‘ମେଟଲ୍ ମିଟ୍ ୨୦୨୩’ ରବିବାର ଶେଷ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ୍ଠାରେ ଚାଲିଥିବା ଏହି ପ୍ରତିଯୋଗିତାରେ ଜୁନିୟର ବର୍ଗରେ କଟକ ସିଡିଏ ସ୍ଥିତ…
ମେଟଲ୍ ମିଟ୍-୨୦୨୩: ଜୁନିୟର ଗ୍ରୁପ୍ର ସିଡିଏ ଡିଏଭି ପ୍ରଥମ
ଭୁବନେଶ୍ୱର,୬ା୮(ଶର୍ମିଷ୍ଠା ପାଣିଗ୍ରାହୀ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ କୁଇଜ୍ ଇଭେଣ୍ଟ୍ ‘ମେଟଲ ମିଟ୍-୨୦୨୩’ର ଗ୍ରାଣ୍ଡ୍ ଫିନାଲେ ହୋଟେଲ ସ୍ବସ୍ତି ପ୍ରିମିୟମ୍ଠାରେ ଅନୁଷ୍ଠିତ ହୋଇଥିଲା। ଏହି ଗ୍ରାଣ୍ଡ୍ ଫିନାଲେରେ ଜୁନିୟର ଗ୍ରୁପ୍ କଟକର ସିଡିଏ ଡିଏଭି ସ୍କୁଲ…
ମେଟଲ୍ ମିଟ୍-୨୦୨୩: ଗ୍ରାଣ୍ଡ୍ ଫିନାଲେ ଆରମ୍ଭ
ଭୁବନେଶ୍ୱର,୬ା୮(ଶର୍ମିଷ୍ଠା ପାଣିଗ୍ରାହୀ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ଦ୍ୱିତୀୟ ତଥା ଅନ୍ତିମ ଦିବସର ରାଜ୍ୟସ୍ତରୀୟ କୁଇଜ୍ ଇଭେଣ୍ଟ୍ ‘ମେଟଲ ମିଟ୍-୨୦୨୩’ର ଗ୍ରାଣ୍ଡ୍ ଫିନାଲେ ହୋଟେଲ ସ୍ବସ୍ତି ପ୍ରିମିୟମ୍ଠାରେ ରବିବାର ଆରମ୍ଭ ହୋଇଛି। ଗ୍ରାଣ୍ଡ୍ ଫିନାଲେରେ ଜୁନିୟର ଓ…
ଓଏମ୍ସିର ସମ୍ପୂର୍ଣ୍ଣ ପରିମଳ ଅଭିଯାନ
ଭୁବନେଶ୍ୱର,୬।୮ (ଅଭୟ ଦାଶ): ଓଡ଼ିଶା ଖଣି ନିଗମ (ଓଏମ୍ସି) ପକ୍ଷରୁ ନିକଟରେ ଏକ ଅଭିନବ ଅଭିଯାନ ‘ସମ୍ପୂର୍ଣ୍ଣ ପରିମଳ ଅଭିଯାନ’ର ଶୁଭାରମ୍ଭ କରାଯାଇଛି। ବିଶେଷକରି ଓଏମ୍ସି ଅଧୀନରେ ଥିବା ଖଣି ଅଞ୍ଚଳବର୍ତ୍ତୀ ଗାଁଗୁଡ଼ିକରେ ପରିଷ୍କାର, ପରିଚ୍ଛନ୍ନତା ସାଙ୍ଗକୁ ଲୋକଙ୍କ ମଧ୍ୟରେ ସ୍ବଚ୍ଛତାକୁ…
କ୍ରେଡାଇ ଓଡ଼ିଶାର ଇଜିଏମ୍
ଭୁବନେଶ୍ୱର,୬।୮: ‘କ୍ରେଡାଇ ଓଡ଼ିଶା’ ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର ସାଧାରଣ ପରିଷଦ ବୈଠକ (ଇଜିଏମ୍) ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ବିଭିନ୍ନ ନୀତିନିୟମ ସହ ନୂଆ ଆପାର୍ଟମେଣ୍ଟ ଅଧ୍ୟାଦେଶ-୨୦୨୩ ନିୟମାବଳୀ ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଅପରପକ୍ଷରେ…
ବନ୍ଧୁତ୍ୱର ଅଭୁଲା ସ୍ମୃତି
ଭୁବନେଶ୍ୱର, ୬।୮ (ବନ୍ଦନା ସେଠୀ) – ବନ୍ଧୁତା ସବୁ ସମ୍ପର୍କଠାରୁ ଊର୍ଦ୍ଧ୍ୱରେ। ତେବେ ଏହି ସମ୍ପର୍କକୁ ଅଧିକ ଦୃଢ଼ କରିବା ପାଇଁ ପ୍ରତିବର୍ଷ ଅଗଷ୍ଟର ପ୍ରଥମ ରବିବାରକୁ ଭାରତରେ ବନ୍ଧୁତ୍ୱ ଦିବସ ଭାବେ ପାଳନ କରାଯାଉଛି। ଏହି ଦିବସକୁ ସ୍ମରଣୀୟ କରିବା…
‘ବୁଲିବା ବା ଛୁଟି କାଟିବା କଥା ସୋସିଆଲ ମିଡିଆରେ ଜଣାନ୍ତୁ ନାହିଁ’
ଭୁବନେଶ୍ୱର,୬।୮(ଅନୁରାଧା ମହାରଣା)ରାଜ୍ୟ ସରକାରଙ୍କ ମୋ କଲେଜ ଅଭିଯାନ ପକ୍ଷରୁ ‘ସାଇବର ସିକ୍ୟୁରିଟି’ ସମ୍ପର୍କିତ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ୨୫୦ଟି କଲେଜର ପ୍ରାୟ ୧୦ ହଜାର ଛାତ୍ରୀଛାତ୍ର, ଅଧ୍ୟକ୍ଷ ତଥା ପ୍ରାଧ୍ୟାପିକାପ୍ରାଧ୍ୟାପକ ଭର୍ଚୁଆଲରେ ଯୋଗଦେଇଥିଲେ। ମୋ କଲେଜ ଅଧ୍ୟକ୍ଷ ଆକାଶ…
୩୦ କେଜି ବାସି ଖାଦ୍ୟ ନଷ୍ଟ, ଜରିମାନା ଆଦାୟ
କଟକ,୬ା୮(ସୁପ୍ରିୟା ପ୍ରିୟଦର୍ଶିନୀ)କଟକ ସହରର ଅନେକ ସ୍ଥାନରେ ବାସି ଓ ଅପମିଶ୍ରିତ ଖାଦ୍ୟ ବିକ୍ରି ହେଉଥିବା ଅଭିଯୋଗ ହୋଇଛି। ଏହାକୁ ଖାଇବା ଦ୍ୱାରା ଲୋକମାନେ ରୋଗର ଶିକାର ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି କଟକ ମହାନଗର ନିଗମ(ସିଏମ୍ସି) ଖାଦ୍ୟ ସୁରକ୍ଷା ଓ ପରିମଳ…
ଯୁକ୍ତ ୨ରେ ୧,୩୧,୬୦୩ ସିଟ୍ ଖାଲି
ଭୁବନେଶ୍ୱର,୬।୮(ଅସମାପିକା ସାହୁ)ରାଜ୍ୟରେ ଚଳିତ ଶିକ୍ଷାବର୍ଷରେ ଯୁକ୍ତ୨ ପ୍ରଥମ ବର୍ଷ(ଏକାଦଶ)ରେ ମୋଟ ୧ଲକ୍ଷ ୩୧ହଜାର ୬୦୩ଟି ସିଟ୍ ଖାଲି ପଡ଼ିଛି। ରାଜ୍ୟର ମୋଟ ୨,୧୬୭ଟି ଉଚ୍ଚ ମାଧ୍ୟମିକ ଶିକ୍ଷାନୁଷ୍ଠାନ ଓ ଜୁନିୟର କଲେଜରେ ଥିବା ୫ଲକ୍ଷ ୯ହଜାର ୩୭୩ଟି ସିଟ୍ ମଧ୍ୟରୁ ୩ଲକ୍ଷ…
ନବୀନଙ୍କୁ ଶାହାଙ୍କ ପ୍ରଶଂସା
ଭୁବନେଶ୍ୱର,୫ା୮(ଅନିଲ ଦାସ): ଓଡ଼ିଶାର ମାଓବାଦୀ ଦମନ ନୀତି ଏବଂ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାକୁ ନେଇ କେନ୍ଦ୍ର ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହା ରାଜ୍ୟ ସରକାରଙ୍କୁ ଭୂରିଭୂରି ପ୍ରଶଂସା କରିଛନ୍ତ। ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଶାହା ଶନିବାର ଲୋକସେବା କନ୍ଭେନ୍ସନ୍…
୫ ମୋବାଇଲ ଜବତ, ଯୁବକ ଗିରଫ
ଭୁବନେଶ୍ୱର,୫ା୮(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀର ବିଭିନ୍ନ ସ୍ଥାନରୁ ମୋବାଇଲ ଚୋରି କରିବା ପରେ ସେଗୁଡ଼ିକୁ କମ୍ ଟଙ୍କାରେ ବିକ୍ରି କରୁଥିବା ବେଳେ ଶହୀଦନଗର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଲକ୍ଷ୍ମୀସାଗର ଥାନା ଅଞ୍ଚଳର…
Archives


