ମେଟ୍ରୋ

ଓଏସ୍‌ଏସ୍‌ଏସ୍‌ସି ଓ୍ବେବ୍‌ସାଇଟ୍‌ ଅସ୍ଥାୟୀ ଭାବେ ବନ୍ଦ

ଭୁବନେଶ୍ୱର,୬ା୧(ଅସମାପିକା ସାହୁ): ଓଡ଼ିଶା ସବ୍‌-ଅର୍ଡିନେଟ୍‌ ଷ୍ଟାଫ୍‌ ସିଲେକ୍ସନ କମିଶନ(ଓଏସ୍‌ଏସ୍‌ଏସ୍‌ସି)ର ଓ୍ବେବ୍‌ସାଇଟ୍‌କୁ ବୈଷୟିକ କାରଣ ଦର୍ଶାଇ ଅସ୍ଥାୟୀ ଭାବେ ବନ୍ଦ କରି ଦିଆଯାଇଛି। ସକାଳ ୧୧ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହା କାର୍ଯ୍ୟକ୍ଷମ ହେଉ ନ ଥିବା ଆୟୋଗ ଦର୍ଶାଇଛି। ସନ୍ଧ୍ୟା ୬ଟାରୁ…

୨୭ରେ ସମଲେଇ ପ୍ରକଳ୍ପର ଲୋକାର୍ପଣ, ମୁଖ୍ୟମନ୍ତ୍ରୀଙ୍କୁ ଆସିଲା ନିମନ୍ତ୍ରଣ

ଭୁବନେଶ୍ୱର,୬ା୧(ଅସମାପିକା ସାହୁ): ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀ ପୀଠର ଚାଲିଛି ରୂପାନ୍ତରଣ। ଆସନ୍ତା ୨୭ ତାରିଖରେ ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଶନିବାର ମନ୍ଦିର ଟ୍ରଷ୍ଟ ବୋର୍ଡର ସଦସ୍ୟ, ସଭାପତି ଓ ପୂଜାରୀମାନେ ନବୀନ…

ବିଲଡରଙ୍କୁ କୋଟିଏ ଟଙ୍କା-ଦୁଇଟି କାର୍ ଠକେଇ ଅଭିଯୋଗରେ ୱେବ୍ ଖବରଦାତାଙ୍କୁ ଗିରଫ କଲା ଇଓଡବ୍ଲୁ

ଭୁବନେଶ୍ୱର,୬।୧: ରାଜଧାନୀ ଭୁବନେଶ୍ୱରରେ ଜଣେ ବିଲଡର୍ସଙ୍କୁ ୧ କୋଟି ଟଙ୍କା ଏବଂ ବିଳାସପୁର୍ଣ୍ଣ କାର୍ ଠକେଇ ଅଭିଯୋଗରେ ୱେବ ଖବରଦାତାଙ୍କୁ ଗିରଫ କରିଛି ଓଡ଼ିଶା ପୋଲିସର ଅର୍ଥନୈତିକ ଅପରାଧିକ ଶାଖା ଇଓଡବ୍ଲୁ। କଳିଙ୍ଗ କେସରୀ ରଥ ବ୍ୟକ୍ତି ଖବରଦାତା ସୁରଜିତ ଧଳଙ୍କ…

ରାଜ୍ୟ ସରକାରଙ୍କ ଆଲୋଚନା, ପ୍ରତିଶ୍ରୁତି ଉପରେ ଭରସା ନାହିଁ: ପ୍ରଶାନ୍ତ ମେଣ୍ଡୁଲି

ଭୁବନେଶ୍ୱର,୬।୧: ଡ୍ରାଇଭରଙ୍କ ଆନ୍ଦୋଳନ ସ୍ଥଗିତକୁ ନେଇ ଦ୍ବନ୍ଦ୍ବ ବଢ଼ିଛି। ପରିବହନ କମିଶନର ଆଲୋଚନା ସଫଳ ହୋଇଥିବା କହିଥିବା ବେଳେ ସେମାନଙ୍କ ଅନେକ ଦାବି ରାଜ୍ୟ ସରକାର ପୂରଣ କରିଛନ୍ତି । ଡ୍ରାଇଭର ସଂଘ ଷ୍ଟିୟରିଂ ଛାଡ଼ ଆନ୍ଦୋଳନକୁ ସ୍ଥଗିତ ରଖିଛି ।…

ଜାନୁଆରୀ ମାସ ଛୁଟି ଦିନରେ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ ଲୋକସେବା ଭବନ ଉଦ୍ୟାନ

ଭୁବନେଶ୍ୱର,୬।୧: ସର୍ବସାଧାରଣଙ୍କ ନିମନ୍ତେ ଚଳିତ ଜାନୁଆରୀ ମାସର ରବିବାର ସମେତ ସମସ୍ତ ଛୁଟି ଦିନରେ ଲୋକସେବା ଭବନ ଉଦ୍ୟାନ ଖୋଲା ରହିବ। ଜନସାଧାରଣ ଏହି ଦିନମାନଙ୍କରେ ଅପରାହ୍ନ ୩.୩୦ ରୁ ସନ୍ଧ୍ୟା ୫.୩୦ ପର୍ଯ୍ୟନ୍ତ ଦୁଇ ଘଣ୍ଟା ପାଇଁ ଲୋକସେବା ଭବନକୁ…

ଟାଙ୍କିରୁ କମୁଛି ପେଟ୍ରୋଲ, ଡିଜେଲ

ଭୁବନେଶ୍ବର,୬।୧: ଡ୍ରାଇଭରମାନଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଯୋଗୁ ପେଟ୍ରୋଲ ଓ ଡିଜେଲ ପରିବହନ ପ୍ରଭାବିତ ହୋଇଛି। ଏ ନେଇ ଉତ୍କଳ ପେଟ୍ରୋଲିୟମ ଡିଲର ଆସୋସିଏଶନର ସାଧାରଣ ସମ୍ପାଦକ ସଞ୍ଜୟ ଲାଠ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଲୋକେ ଆତଙ୍କିତ ଥିବା ଯୋଗୁ…

ହାଇଟେକ ବିସ୍ଫୋରଣ ଘଟଣା: ନିଜକୁ ଦିଲ୍ଲୀପ କହୁଥିବା ବ୍ୟକ୍ତିଙ୍କ ମୃତ୍ୟୁ

ଭୁବନେଶ୍ବର,୬।୧(ସୂର୍ଯ୍ୟକାନ୍ତ ବେହେରା): ହାଇଟେକ ମେଡିକାଲ ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ନିଜକୁ ଦିଲ୍ଲୀପ ସାମନ୍ତରାୟ କହୁଥିବା ବ୍ୟକ୍ତି। ଶନିବାର ଭୋରରେ ତାଙ୍କର ମୃତ୍ୟୁ ହୋଇଛି। ହାଇଟେକ ମେଡିକାଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ରକ୍ତ ବିକ୍ରି ମନା

ଭୁବନେଶ୍ୱର, ୬।୧(ଅସମାପିକା ସାହୁ): ଏବେ ରକ୍ତ ଆଉ ବିକ୍ରି ହୋଇପାରିବ ନାହିଁ। କେବଳ ରକ୍ତ ଯୋଗାଇବା ପାଇଁ ଖର୍ଚ୍ଚ ହେଉଥିବା ଟଙ୍କା ଆଦାୟ କରାଯିବ। ଏନେଇ ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ(ଡିସିଜିଆଇ) ଗାଇଡ୍‌ଲାଇନ୍‌ ଜାରି କରିବା ସହ ସବୁ ରାଜ୍ୟ…

ଲୋକକଳା ହେଉଛି ଗୋଟିଏ ଜାତିର ଅସ୍ମିତା: ଭି.କେ. ପାଣ୍ଡିଆନ

ଭୁବନେଶ୍ୱର,୫।୧:ପାରମ୍ପରିକ ଲୋକକଳା ଓ ସଂସ୍କୃତି ହେଉଛି ଏକ ଜାତିର ଜୀବନ ଓ ଭବିଷ୍ୟତ । ସଚେତନତା ସୃଷ୍ଟି କରିବାରେ ଲୋକକଳା ଭଳି ପ୍ରଭାବୀ ମାଧ୍ୟମ ଅନ୍ୟ କୌଣସି ମାଧ୍ୟମରେ ନାହିଁ ବୋଲି ୫-ଟି ତଥା ‘ଆମ ଓଡିଶା ନବୀନ ଓଡିଶା ଅଧ୍ୟକ୍ଷ…

ବର୍ଷକରେ ୨୫ଶହ କୋଟିର ଠକେଇ, ୬୧ ଗିରଫ

ଭୁବନେଶ୍ୱର,୫।୧ (ସୂର୍ଯ୍ୟକାନ୍ତ ବେହେରା) : ୨୦୨୩ରେ ରାଜ୍ୟରେ ବଡ଼ ବଡ଼ ଠକେଇ ହୋଇଥିବାବେଳେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ବହୁ ଘଟଣାର ପର୍ଦ୍ଦାଫାସ କରିବା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛି। ଅନ୍‌ଲାଇନ୍‌ ଚିଟ୍‌ଫଣ୍ଡ୍‌, କ୍ରିପ୍ଟୋ ପୋଞ୍ଜି ସ୍କାମ୍‌ ଆଦି ସାଇବର…

ଶିକ୍ଷାନୁଷ୍ଠାନ ବଦଳାଇପାରିବେ ଯୁକ୍ତ୨ ପ୍ରଥମ ବର୍ଷ ଛାତ୍ରୀଛାତ୍ର: ଆବେଦନ ଆରମ୍ଭ

ଭୁବନେଶ୍ୱର, ୫।୧(ଅସମାପିକା ସାହୁ) – ଯୁକ୍ତ୨ ପ୍ରଥମ ବର୍ଷ ବା ଏକାଦଶ ଶ୍ରେଣୀ ଛାତ୍ରୀଛାତ୍ର ଚାହିଁଲେ ନିଜ ଶିକ୍ଷାନୁଷ୍ଠାନ ବଦଳାଇପାରିବେ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୁଯୋଗ ଦେବା ସହ ଶୁକ୍ରବାରଠାରୁ ଆବେଦନ ଆରମ୍ଭ ହୋଇଛି। ଯେଉଁ ଛାତ୍ରୀଛାତ୍ର ଗୋଟିଏ…

ହାଇଟେକ୍‌ ଦ୍ୱନ୍ଦ୍ୱ: ତଦନ୍ତ ହେବ କହିଲେ ଡିସିପି

ଭୁବନେଶ୍ୱର,୫ା୧: ହାଇଟେକ୍‌ ମେଡିକାଲରେ ହୋଇଥିବା ବିସ୍ଫୋରଣକୁ ନେଇ ନାନା ସମସ୍ୟା ଉପୁଜିଛି। ମୃତ ବ୍ୟକ୍ତି ଏବେ ଜୀବିତ ହୋଇଥିବା ବେଳେ ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ସେହିପରି ଜ୍ୟୋତିରଞ୍ଜନ ମଲିକଙ୍କ ମୃତଦେହ କୁଆଡ଼େ ଗଲା ବୋଲି ପରିବାର ଲୋକେ ପ୍ରଶ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?