ବଲିଉଡ୍ରେ ଓଡ଼ିଆ ପୁଅ ପ୍ରେମ୍
ଭୁବନେଶ୍ୱର,୩।୮(ଶର୍ମିଷ୍ଠା ପାଣିଗ୍ରାହୀ): ବଲିଉଡ୍ରେ ଓଡ଼ିଆ ପୁଅ ପ୍ରେମ ପରିଜା। ଆସନ୍ତା ୧୧ତାରିଖରେ ଡିଜ୍ନି + ହଟ୍ଷ୍ଟାର ଓଟିଟି ପ୍ଲାଟଫର୍ମରେ ପ୍ରେମ୍ଙ୍କ ଆକ୍ସନ-ଥ୍ରୀଲର ୱେବ୍ସିରିଜ ‘କମାଣ୍ଡୋ’ ମୁକ୍ତି ଲାଭ କରିବ। ଯେଉଁଥିରେ ପ୍ରେମ୍ଙ୍କୁ ମୁଖ୍ୟ ଭୂମିକାରେ ଦେଖିବାକୁ ମିଳିବ। ତାଙ୍କ ସହ ବଲିଉଡ୍…
୨୦୪୭ ସୁଦ୍ଧା ରାଜ୍ୟରୁ ହଟିବ ସିକିଲ୍ ସେଲ୍
ଭୁବନେଶ୍ୱର,୩।୮(ଅଭିଜିତ ଦାସ)ରାଜ୍ୟରେ ବର୍ତ୍ତମାନ ସିକିଲ୍ସେଲ୍ ବା ସିକିଲ୍ ସେଲ୍ ଆନିମିଆ ରୋଗୀଙ୍କ ସଂଖ୍ୟା ବଢ଼ୁଛି। ଅଧିକାଂଶ ରୋଗୀ ଓଡିଶାର ଦକ୍ଷିଣ ଓ ପଶ୍ଚିମ ଅଞ୍ଚଳରେ ଦେଖାଯାଉଛନ୍ତି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ଆବଶ୍ୟକ ପଦକ୍ଷେପ ନିଆଯିବା ସହ…
ମୋ ଘର ଯୋଜନା ପ୍ରତି ଆଗ୍ରହୀ ନାହାନ୍ତି ହିତାଧିକାରୀ
ସାକ୍ଷୀଗୋପାଳ,୩।୮(ପ୍ରଶାନ୍ତ ବାରିକ/କିଶୋର ମହାପାତ୍ର)ରାଜ୍ୟରେ ଗରିବଙ୍କ ନିମନ୍ତେ ସମସ୍ତ କଚ୍ଚାଘରକୁ ପକ୍କାଘର କରି ଯୋଗାଇଦେବା ଉଦ୍ଦେଶ୍ୟରେ ସରକାର ‘ମୋ ଘର ଯୋଜନା’ କରିଛନ୍ତି। ହେଲେ ପୁରୀ ଜିଲା ସତ୍ୟବାଦୀ ବ୍ଲକରେ ଏହି ଯୋଜନାର ସୁବିଧା ନେବା ପାଇଁ ହିତାଧିକାରୀଙ୍କ ଆଖିଦୃଶିଆ ସଂଖ୍ୟା ଛୁଇଁପାରିନାହିଁ।…
ଜୁଲାଇରେ ୪,୧୫୬ ଜଣଙ୍କଠାରୁ ୨୦.୯୯ ଲକ୍ଷ ଟଙ୍କା ଜରିମାନା ଆଦାୟ
ଭୁବନେଶ୍ୱର,୩।୮(ସତ୍ୟଜିତ୍ ରାଉତ)କମିଶନରେଟ ପୋଲିସ ଦ୍ୱାରା ଭୁବନେଶ୍ୱରରେ ଜାରି ରହିଥିବା ‘ସେଫ୍ ସିଟି ଡ୍ରାଇଭ୍’ ଅଭିଯାନରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ସର୍ବସାଧାରଣରେ ମଦ୍ୟପାନ କରି ‘ଓଡ଼ିଶା ଅର୍ବାନ ପୋଲିସ୍ ଆକ୍ଟ’ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କଠାରୁ ମୋଟା ଅଙ୍କର ଜରିମାନା ଆଦାୟ କରାଯାଉଛି। ଗତ…
କ୍ରିମିନାଲ୍ ଅପିଲ୍ ଷ୍ଟାଟସ୍ ରିପୋର୍ଟ ଦାଖଲ ନିର୍ଦ୍ଦେଶ
କଟକ,୩।୮ (କାର୍ତ୍ତିକ ସାହୁ)ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କ ବିରୋଧରେ କ୍ରିମିନାଲ୍ ଅପିଲ୍ ଷ୍ଟାଟସ୍ ରିପୋର୍ଟ ପ୍ରଦାନ କରିବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ବିଚାରପତି ଶୁଭାଶିଷ ତାଳପତ୍ର ଓ ବିଚାରପତି ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ…
ଦଶମ ପିଲା ପଢ଼ିବେ ଆସ୍ପିରେଶନାଲ କମ୍ପୋନେଣ୍ଟ
କଟକ,୩।୮(ସୁପ୍ରିୟା ପ୍ରିୟଦର୍ଶିନୀ)ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ)ର ପୂର୍ବ ନିଷ୍ପତ୍ତି ଅନୁଯାୟୀ ଚଳିତ ଶିକ୍ଷାବର୍ଷଠାରୁ ଦଶମ ଶ୍ରେଣୀ ପାଠ୍ୟକ୍ରମରେ ଆସ୍ପିରେଶନାଲ କମ୍ପୋନେଣ୍ଟ ସାମିଲ ହୋଇଛି। ଏନେଇ ବୁଧବାର ବୋର୍ଡ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ହାଇସ୍କୁଲ ସମେତ ମଧ୍ୟମାର ଛାତ୍ରୀଛାତ୍ରମାନେ ଏହି…
ଶିମିଳିପାଳ, ବାଘ ସୁରକ୍ଷା ପାଇଁ ଜଏଣ୍ଟ ଟାସ୍କଫୋର୍ସ
ଭୁବନେଶ୍ୱର/ବାରିପଦା,୩।୮(ଅସମାପିକା ସାହୁ/ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲାର ଶିମିଳିପାଳ ଅଭୟାରଣ୍ୟ ଓ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପକୁ ସୁରକ୍ଷା ଦେବା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଜଏଣ୍ଟ ଟାସ୍କ ଫୋର୍ସ(ଜେଟିଏଫ୍) ଗଠନ କରାଯାଇଛି। ଏନେଇ ବିଧିବଦ୍ଧ ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି। ୨…
ମୋ ଘର: ୨.୪୨ ଲକ୍ଷ ଆବେଦନ, ୩୯ ଅନୁମୋଦନ
ଭୁବନେଶ୍ବର,୩।୮(ସୁନିତ୍ ମିଶ୍ର)ରାଜ୍ୟରେ ଯେଉଁ ଗରିବ ହିତାଧିକାରୀମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇବାରୁ ବଞ୍ଚିତ ହେଉଛନ୍ତି କିମ୍ବା ଅନ୍ୟ କୌଣସି କାରଣରୁ ପକ୍କାଘର ଖଣ୍ଡେ କରିବାରେ ସକ୍ଷମ ହୋଇପାରୁନାହାନ୍ତି ସେମାନଙ୍କ ଲାଗି ରାଜ୍ୟ ସରକାର ‘ମୋ ଘର’ ଯୋଜନା ଆରମ୍ଭ କରିଛନ୍ତି। ଏହି…
ଆଜି ୯ ଜିଲାରେ ସ୍କୁଲ ବନ୍ଦ
ଭୁବନେଶ୍ୱର,୩।୮(ଅସମାପିକା ସାହୁ)ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ବୁଧବାର ୧୩ଟି ଜିଲାରେ ସ୍କୁଲ ଛୁଟି ରହିଥିଲା। କେନ୍ଦୁଝର, ବଲାଙ୍ଗୀର, ନୂଆପଡ଼ା, ବାଲେଶ୍ୱର, କଳାହାଣ୍ଡି, ସୁବର୍ଣ୍ଣପୁର, ସମ୍ବଲପୁର, ନୟାଗଡ଼, ଢେଙ୍କାନାଳ, ମୟୂରଭଞ୍ଜ, ଅନୁଗୋଳ, ବୌଦ୍ଧ ଓ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ଛୁଟି…
ପାଣି ଘେରରେ ବହୁ ଗଁା
ଭୁବନେଶ୍ୱର,୩।୮(ଅନିଲ ଦାସ)ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ଗତ ୨ ଦିନ ଧରି ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ରାଜ୍ୟର ବହୁ ଗାଁ ପାଣିଘେରରେ ରହିଛି। ବର୍ଷା ତାଣ୍ଡବ ଯୋଗୁ ପଶ୍ଚିମ ଓ ଦକ୍ଷିଣ…
ଦୁର୍ଘଟଣା ଜନିତ ମୃତ୍ୟୁ ସହାୟତା ବଢ଼ାଇଲେ ସରକାର
ଭୁବନେଶ୍ୱର,୨ା୮(ଅସମାପିକା ସାହୁ): ଓଡ଼ିଶା ଅଣ ସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ କଲ୍ୟାଣ ଯୋଜନାରେ ରେଜିଷ୍ଟ୍ରିଭୁକ୍ତ ଶ୍ରମିକମାନଙ୍କୁ ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ସହାୟତାକୁ ୨ ଲକ୍ଷରୁ ୪ ଲକ୍ଷ ଟଙ୍କାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି। ସେହିପରି ସ୍ବାଭାବିକ ମୃତ୍ୟୁ…
ଓଡ଼ିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ କଲ୍ୟାଣ ଯୋଜନାରେ ସାମିଲ ହେବେ ୫୦ ବର୍ଗ, ଜାଣନ୍ତୁ କେଉଁ ବର୍ଗ ହୋଇଛନ୍ତି ସାମିଲ…
ଭୁବନେଶ୍ୱର,୨ା୮(ଅସମାପିକା ସାହୁ): ଶ୍ରମିକ ତଥା ଗରିବ ବର୍ଗର କଲ୍ୟାଣ ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି। ସେମାନଙ୍କ ସାମାଜିକ ନିରାପତ୍ତା ପାଇଁ ଅନେକ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ ଜରିଆରେ ହିତାଧିକାରୀମାନଙ୍କୁ…
Archives


