ମେଟ୍ରୋ

ପ୍ରତି ଓ୍ବାର୍ଡରେ ଆମିଷ ହାଟ ନିର୍ମାଣ ପ୍ରହସନ

ଭୁବନେଶ୍ୱର, ୪।୧(ବନ୍ଦନା ସେଠୀ): ରାଜଧାନୀ ରାସ୍ତାକଡ଼ରେ ବ୍ୟବସାୟ କରୁଥିବା ମାଂସ ବ୍ୟବସାୟୀଙ୍କୁ ଥଇଥାନ କରାଯିବ। ପ୍ରତି ଓ୍ବାର୍ଡରେ ମାଂସ ମାର୍କେଟ ନିର୍ମାଣ ହେବା ସହ ଆମିଷ ବ୍ୟବସାୟକୁ ବ୍ୟବସ୍ଥିତ କରାଯିବା ପାଇଁ ବିଏମ୍‌ସି କର୍ତ୍ତୃପକ୍ଷ ବ୍ୟବସାୟୀ ମହାସଂଘକୁ ପ୍ରତିଶ୍ରୁତି ଦେଇଥିଲେ। ମାତ୍ର…

ଓଡ଼ିଶାର ୭ଉତ୍ପାଦକୁ ଜିଆଇ ମାନ୍ୟତା

ଭୁବନେଶ୍ୱର,୩।୧(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଶାର ୭ଉତ୍ପାଦକୁ ବୁଧବାର ଜିଆଇ ମାନ୍ୟତା ମିଳିଛି। ଚେନ୍ନାଇସ୍ଥିତ ଭୌଗୋଳିକ ସୂଚକ ରେଜିଷ୍ଟ୍ରି ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି। ଓଡ଼ିଶା ଖଜୁରୀ ଗୁଡ଼(ଗଜପତି), ଢେଙ୍କାନାଳ ମଗଜି,ଶିମିଳିପାଳ କାଇ ଚଟୁଣୀ, ନୟାଗଡ଼ର କଣ୍ଟେଇମୁଣ୍ଡି ବାଇଗଣ, କପଡ଼ାଗଣ୍ଡାର ଡଙ୍ଗରିଆ କନ୍ଧ…

ଘନ କୁହୁଡ଼ି ଯୋଗୁ ଯାତାୟତ ବାଧାପ୍ରାପ୍ତ

ଭୁବନେଶ୍ୱର,୩।୧: ରାଜ୍ୟରେ ଶୀତ ସାମାନ୍ୟ କମିଥିଲେ ମଧ୍ୟ ଘନ କୁହୁଡ଼ି ପ୍ରଭାବ ଦେଖିବାକୁ ମିଳିଛି। ସକାଳୁ ଘନ କୁହୁଡ଼ି ଯୋଗୁ ଯାତାୟତରେ ବାଧାପ୍ରାପ୍ତ ହେଉଛି। ଏ ନେଇ ୧୧ଟି ଜିଲାକୁ ଘନ କୁହୁଡ଼ି ନେଇ ପାଣିପାଗ ବିଭାଗ ସତର୍କ କରାଇଛି। ସେଗୁଡ଼ିକ…

‘ମୋର ଦଳ ନାହିଁ କି ଖବରକାଗଜ ନାହିଁ, ମୋର କିଛି ନାହିଁ’: ସୌମ୍ୟ ରଞ୍ଜନ ପଟ୍ଟନାୟକ

ଖୋର୍ଦ୍ଧା,୩।୧: ଦୀର୍ଘ ଦିନର ବ୍ୟବଧାନ ପରେ ମୁହଁ ଖୋଲିଛନ୍ତି ଖଣ୍ଡପଡ଼ା ବିଧାୟକ ତଥା ପୂର୍ବତ୍ତନ ବିଜେଡି ନେତା ସୌମ୍ୟ ରଞ୍ଜନ ପଟ୍ଟନାୟକ। ବୁଧବାର ଖୋର୍ଦ୍ଧା ଜାନକୀ ଜୟନ୍ତୀ ଅବସରରେ ସାମ୍ବାଦିକ ମାନଙ୍କ ପ୍ରଶ୍ନରେ ଏହି ବଡ ବୟାନ ଦେଇଛନ୍ତି ସୌମ୍ୟ। ସେ…

ହାଇଟେକ୍ ହସ୍ପିଟାଲ ବିସ୍ଫୋରଣ: ଆଖି ବୁଜିଲେ ଆଉ ଜଣେ ଗୁରୁତର

ଭୁବନେଶ୍ୱର,୨୯ା୧୨: ପାଣ୍ଡରା ସ୍ଥିତ ହାଇଟେକ୍‌ ହସ୍ପିଟାଲରେ ବିସ୍ଫୋରଣରେ ଆଉ ଜଣେ ପୀଡିତ ଆଖି ବୁଝିଛନ୍ତି। ଏଥି ସହିତ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ଦୁଇରେ ପହଞ୍ଚିଛି। ମୃତକ ହେଉଛନ୍ତି ପୁରୀ ଜିଲା ଡେଲାଙ୍ଗ ଚାଇଁପୁର ଗାଁର ୨୩ ବର୍ଷୀୟ ଶ୍ରୀତମ ସାହୁ ।…

ବାଇପାସ୍‌ ରାସ୍ତା କାମରେ ପୋତି ହେଉଛି କେନାଲ

କେନ୍ଦ୍ରାପଡ଼ା/ପଟ୍ଟାମୁଣ୍ଡାଇ,୩।୧ (ଜଗନ୍ନାଥ ଧଳ/କଳ୍ପତରୁ ନାୟକ) : କଟକ ଜଗତ୍‌ପୁରଠାରୁ ବାହାରିଥିବା ପଟ୍ଟାମୁଣ୍ଡାଇ କେନାଲ ପ୍ରତି ବିପଦ ସୃଷ୍ଟି ହୋଇଛି। ପଟ୍ଟାମୁଣ୍ଡାଇ ବାଇପାସ୍‌ଠାରୁ କଖାରୁଣି ପୋଲ ପର୍ଯ୍ୟନ୍ତ ନୂତନ ବାଇପାସ୍‌ ରାସ୍ତା ନିର୍ମାଣ କାମ ଚାଲିଛି। କିନ୍ତୁ ଠିକାଦାର ବେଆଇନ ଭାବେ କେନାଲ…

ପ୍ରଜ୍ଞାପନ ମେଢ଼: ଚିଠି ଆସିଲାନି

ଭୁବନେଶ୍ୱର, ୩।୧(ସୁନିତ୍‌ ମିଶ୍ର): ପ୍ରତ୍ୟେକ ବର୍ଷ ଜାନୁଆରୀ ୨୬ ତାରିଖ ସାଧାରଣତନ୍ତ୍ର ଦିବସରେ ନୂଆଦିଲ୍ଲୀସ୍ଥିତ ରାଜପଥରେ ହେଉଥିବା ପରେଡ୍‌ରେ ବିଭିନ୍ନ ରାଜ୍ୟର ପ୍ରଜ୍ଞାପନ ମେଢ(ଟାବ୍‌ଲୋ) ପ୍ରଦର୍ଶିତ ହୋଇଥାଏ। ପ୍ରତିବର୍ଷ କେଉଁସବୁ ରାଜ୍ୟର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ କରାଯିବ ସେନେଇ ପ୍ରତିରକ୍ଷା ଏବଂ…

ଆସନ୍ତା ୧୮ ଓ ୧୯ରେ ଭୁବନେଶ୍ବରରେ ଆୟୋଜିତ ହେବ ଦୁଇ ଦିନିଆ ପ୍ରତିରକ୍ଷା ପେନସନ୍ ଅଭିଯୋଗ ସମାଧାନ ଶିବିର

ଭୁବନେଶ୍ୱର,୨।୧: ଆସନ୍ତା ଜାନୁଆରୀ ୧୮ ଏବଂ ୧୯ ତାରିଖରେ ଭୁବନେଶ୍ବର ନୟାପଲ୍ଲୀ ବିଦ୍ୟୁତ ମାର୍ଗ ସ୍ଥିତ ୧୨୦ ବାଟାଲିୟନ କ୍ଷେତ୍ର, ଟିଏ ବାଟାଲିୟନ ଠାରେ ପ୍ରତିରକ୍ଷା ଲେଖା ପ୍ରଧାନ ନିୟନ୍ତ୍ରକ (ବାୟୁ ସେନା), ନୂଆଦିଲ୍ଲୀଙ୍କ ପକ୍ଷରୁ ଦୁଇ ଦିନିଆ ପ୍ରତିରକ୍ଷା ପେନସନ…

ବିଏମ୍‌ସିର ରାଜସ୍ୱ ଆଦୟ ଲକ୍ଷ୍ୟ ୧୧୫ କୋଟି, ଆଦାୟ ହୋଇଛି ୨୬ ପ୍ରତିଶତ; ନାଲି ଆଖି ଦେଖାଉଛନ୍ତି ଘରୋଇ ସଂସ୍ଥା

ଭୁବନେଶ୍ୱର,୨।୧: ରାଜସ୍ବ ଆଦାୟକୁ ନେଇ ତନାଘନା ଆରମ୍ଭ କରିଛି ବିଏମ୍‌ସି।ଚଳିତ ଆର୍ଥିକ ବର୍ଷ ରାଜସ୍ବ ଆଦାୟ ଲକ୍ଷ୍ୟ ୧୧୫ କୋଟି ରହିଥିବାବେଳେ ଡିମାଣ୍ଡ ପ୍ରାୟ ୮୪ କୋଟି ରହିଛି। ସେଥିମଧ୍ୟରୁ ଧାର୍ଯ୍ୟ ଲକ୍ଷ୍ୟର ମାତ୍ର ୨୬ପ୍ରତିଶତ ଆଦାୟ ହୋଇଥିବାବେଳେ ଡିମାଣ୍ଡର ୩୫…

ନାମଲେଖାବେଳେ ପିଲା ଦେବେ ନିଶାମୁକ୍ତି ଘୋଷଣାନାମା

ନୂଆଦିଲ୍ଲୀ,୨।୧: ଏଣିକି ଆଡମିଶନବେଳେ ପିଲାଦେବେ ନିଶାମୁକ୍ତି ଘୋଷଣାନାମା। ଉଚ୍ଚଶିକ୍ଷା, ବୈଷୟିକ ଶିକ୍ଷା ନାମଲେଖାବେଳେ ପିଲାମାନେ ଏନେଇ ଘୋଷଣାନାମା ବା ଡିକଲାରେଶେନ ଦାଖଲ କରିବେ। ଆଲକହଲ କିମ୍ବା ନିଶା ଠାରୁ ଛାତ୍ରୀଛାତ୍ରଙ୍କ ଠାରୁ ଦୂରେଇ ରଖିବା ପାଇଁ ୟୁନିଭରସିଟି ଗ୍ରାଣ୍ଟ କମିଶନ(ୟୁଜିସି) ଏକ…

ଖୁସିଖବର ରାଜ୍ୟରେ ୧୩୭୫ଟି ପିଜିଟିଙ୍କୁ ମିଳିବ ନିଯୁକ୍ତି: ଆବେଦନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୨।୧: ରାଜ୍ୟରେ ୧୩୭୫ଟି ପିଜିଟି (Post Graduate Teacher) ଶିକ୍ଷକ ପଦବୀ ଫାଙ୍କା ପଡ଼ିଛି। ଏଥିନିମନ୍ତେ ରାଜ୍ୟ ସରକାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଥିବା ବେଳେ ଏହା ବର୍ତ୍ତମାନ ଚାଲୁ ରହୁଛି। ଆବେଦନର ଶେଷ ତାରିଖ ମାର୍ଚ୍ଚ ୨ ପର୍ଯ୍ୟନ୍ତ ଧାର୍ଯ୍ୟ…

ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨।୧: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଏହି ସୂଚନା ଦେଇଛନ୍ତି। ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୨୪କୁ ବୃଦ୍ଧି ପାଇଛି।

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?