ବାରବାଟୀ T20 ମ୍ୟାଚ୍ ଟିକେଟ୍: ବିକ୍ରି ହେବ ୨୩,୦୦୦ରୁ ଅଧିକ ଟିକେଟ୍, ଜାଣନ୍ତୁ କେମିତି କିଣିବେ
କଟକ,୩୦।୧୧: କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ଡିସେମ୍ବର ୯ ତାରିଖ ସନ୍ଧ୍ୟା ୭ଟାରୁ ଖେଳାଯିବାକୁ ଥିବା ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ବହୁ ପ୍ରତୀକ୍ଷିତ T20 ମ୍ୟାଚ୍ ପାଇଁ ଟିକେଟ୍ ବିକ୍ରି ଡିସେମ୍ବର ୧ ଅର୍ଥାତ ସୋମବାର ଠାରୁ ଆରମ୍ଭ…
ବାରବାଟୀ T20 ମ୍ୟାଚର ପ୍ରଥମ ଟିକେଟ୍ ମହାପ୍ରଭୁ ଜଗନ୍ନାଥଙ୍କୁ ସମର୍ପଣ କଲା OCA
ପୁରୀ, ୩୦।୧୧: ଆଗାମୀ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ହେବାକୁ ଥିବା ପ୍ରଥମ T20 ଆନ୍ତର୍ଜାତିକ ମ୍ୟାଚ୍ ପାଇଁ ରବିବାର ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ (OCA) ପକ୍ଷରୁ ପ୍ରଥମ ଟିକେଟ୍ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ସମର୍ପଣ କରାଯାଇଛି। OCA…
ଶ୍ରୀମନ୍ଦିର ଉପରେ ବିବାଦୀୟ ଟିପ୍ପଣୀ: ଶୁଭଙ୍କର ମିଶ୍ରଙ୍କ ବିରୋଧରେ ରୁଜୁ ହେଲା FIR
ପୁରୀ,୩୦ା୧୧: ସୋସିଆଲ୍ ମିଡିଆ ଇନ୍ଫ୍ଲୁଏନ୍ସର୍ ଶୁଭଙ୍କର ମିଶ୍ର ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି। ପୁରୀ ଶ୍ରୀଜଗନ୍ନାଥ ମନ୍ଦିରକୁ ଅବିବାହିତ ପ୍ରେମୀ ଯୁଗଳଙ୍କ ଆଗମନ ସମ୍ପର୍କରେ ବିବାଦୀୟ ମନ୍ତବ୍ୟ ଦେବା ପରେ ତାଙ୍କ ବିରୋଧରେ ପୁରୀର ସିଂହଦ୍ୱାର ଥାନାରେ ଏତଲା ଦାୟର…
କେମିତି ତିଆରି ହୋଇଥିଲା ବଡ଼ଦେଉଳ, କହିଲେ ଶ୍ରୀମନ୍ଦିର ପୂର୍ବତନ ମୁଖ୍ୟ ପ୍ରଶାସକ ସୁରେଶ ମହାପାତ୍ର
ଓଡ଼ିଶାର ଗୌରବ ତଥା ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ଶ୍ରୀ ମନ୍ଦିର (ବଡ଼ଦେଉଳ) ନିର୍ମାଣ ରହସ୍ୟ ଓ ଏହାର ସଂରକ୍ଷଣ ବିଷୟରେ ପୂର୍ବତନ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସବିଶେଷ ଆଲୋଚନା କରିଛନ୍ତି। ଦ୍ୱାଦଶ…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଆକ୍ସନ, ଏଣିକି ସରକାରୀ କର୍ମଚାରୀଙ୍କ ପ୍ରମୋସନ ବନ୍ଦ
ଭୁବନେଶ୍ୱର, ୩୦।୧୧:ସରକାରୀ ବାବୁଙ୍କ ସମ୍ପତ୍ତି ତାଲିକାକୁ ନେଇ କଠୋର ହେଲେ ସରକାର । ସମ୍ପତ୍ତି ତାଲିକା ନଦେଲେ ସରକାରୀ କର୍ମଚାରୀଙ୍କର ହେବନାହିଁ ପଦୋନ୍ନତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ଜାରି ହୋଇଛି ଚିଠି । ଅତିରିକ୍ତ ମୁଖ୍ୟ ଶାସନ…
ରାଜ୍ୟ ସରକାରଙ୍କୁ ତେଲ ଚିନ୍ତା, ସମସ୍ତ ଜିଲାପାଳଙ୍କୁ ଚିଠି କରି ଏମିତି ଦେଲେ କଡ଼ା ନିର୍ଦ୍ଦେଶ
ଭୁବନେଶ୍ୱର,୩୦ା୧୧: ରାଜ୍ୟ ସରକାରକୁ ଜଙ୍କ ଫୁଡ୍ ଓ ତେଲ ଚିନ୍ତା ଏବେ ଘାରିଛି। ଏନେଇ ସମସ୍ତ ଜିଲାର ଜିଲାପାଳମାନଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଚିଠି କରାଯାଇଛି। ଏଥିସହିତ ସବୁ ଅଙ୍ଗନଓ୍ବାଡି ସେଣ୍ଟର ଓ ଶିଶୁ ଯତ୍ନ କେନ୍ଦ୍ରରେ…
ଶିଶୁ ନିଖୋଜ : ଉଦ୍ଧାରରେ ସବୁଠୁ ପଛରେ ଓଡ଼ିଶା
ଭୁବନେଶ୍ୱର,୩୦ା୧୧ (ସତ୍ୟଜିତ ରାଉତ): ନିଖୋଜ ଶିଶୁମାନଙ୍କୁ ଉଦ୍ଧାର କରିବା କ୍ଷେତ୍ରରେ ଓଡ଼ିଶାର ପ୍ରଦର୍ଶନ ସ୍ଥିତି ଅତି ଖରାପ ରହିଛି। ନିକଟରେ ପ୍ରକାଶିତ ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନ୍ସିଆର୍ବି) ରିପୋର୍ଟ-୨୦୨୩ରୁ ଏହା ସ୍ପଷ୍ଟ ହୋଇଛି। ନିଖୋଜ ଶିଶୁମାନଙ୍କୁ ଉଦ୍ଧାର ତୁଳନା ତାଲିକାରେ…
ଆହୁରି ଖସିବ ତାପମାତ୍ରା: ଘନ କୁହୁଡି ନେଇ ୫ଜିଲାକୁ ଓ୍ବେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୩୦।୧୧ (ବନ୍ଦନା ସେଠୀ): ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ଲହରୀ ଜାରି ରହିଛି। ବିଶେଷକରି ଦକ୍ଷିଣ ଓ ଉତ୍ତର ଓଡିଶାର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ଖସିଛି। ରାଜ୍ୟର କିଛି ସ୍ଥାନରେ ତାପମାତ୍ରା ୧୦ଡିଗ୍ରୀ ତଳେ ରହୁଛି। ସେହିପରି ୪ଦିନ…
ଓଡ଼ିଶାରେ ବଢ଼ିଛି ଶିଶୁ ନିଖୋଜ
ଭୁବନେଶ୍ୱର,୩୦ା୧୧ (ସତ୍ୟଜିତ ରାଉତ): ରାଜ୍ୟରେ ଶିଶୁମାନଙ୍କୁ ଉଦ୍ଧାର କରିବା କ୍ଷେତ୍ରରେ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ହାତକୁ ନିଆଯାଉଛି। ହେଲେ ଏଥିରେ ସେତେମାତ୍ରାରେ ସଫଳତା ମିଳୁନାହିଁ। ଗୋଟିଏ ପରେ ଗୋଟିଏ ଶିଶୁ ନିଖୋଜ ହୋଇ ମା’ର କୋଳ ଖାଲି ହୋଇଯାଉଛି, ଯାହାକୁ…
ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜ୍ୟରେ ଖୋଲିବ ଆଉ ୧୫…
ଭୁବନେଶ୍ୱର,୨୯।୧୧: ରାଜ୍ୟରେ ଖୋଲିବ ଆଉ ୧୫ ପୋକ୍ସୋ ଅଦାଲତ।ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ବାଲେଶ୍ବର, ଭଦ୍ରକ, କଟକ, ବ୍ରହ୍ମପୁର, ଯାଜପୁର, କେନ୍ଦୁଝରରେ ଖୋଲିବ। ସେହିପରି ଭୁବନେଶ୍ୱର, ବାରିପଦା, ଫୁଲବାଣୀ, ପୁରୀ, ସମ୍ବଲପୁର, ସୁନ୍ଦରଗଡ଼…
୮ ଲକ୍ଷରୁ ଊର୍ଦ୍ଧ୍ବଙ୍କ ରାସନ କାର୍ଡ କଟିଛି: ଜାଣନ୍ତୁ କାହିଁକି…
ଭୁବନେଶ୍ୱର, ୨୯।୧୧: ରାଜ୍ୟରେ ୯୬ ପ୍ରତିଶତ e-KYC ସରିଛି, ୮ ଲକ୍ଷରୁ ଊର୍ଦ୍ଧ୍ବଙ୍କ ରାସନ କାର୍ଡ କଟିଛି। ଏ ନେଇ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର ସୂଚନା ଦେଇଛନ୍ତି। ଗତ ୧୫ ମାସ ସରକାରରେ e-KYC ଲାଗୁ କରିଥିଲେ।…
ସୁଜାତା କାର୍ତ୍ତିକେୟନଙ୍କ ଗୁମର ଖୋଲିଲେ ବିଜେଡି ବିଧାୟକ ପ୍ରତାପ ଦେବ, ପରୋକ୍ଷରେ କହିଲେ ସବୁ…
ଭୁବନେଶ୍ୱର,୨୯ା୧୧: କାର୍ତ୍ତିକ ପାଣ୍ଡିଆନଙ୍କ ସ୍ତ୍ରୀ ସୁଜାତା କାର୍ତ୍ତିକେୟନଙ୍କ କାର୍ଯ୍ୟକାଳର ଗୁମର ଖୋଲିଛନ୍ତି ବିଜେଡି ବିଧାୟକ ପ୍ରତାପ ଦେବ। ସୁଜାତାଙ୍କ ବିଭାଗ ଫେଲ ମାରୁଥିବା ପରୋକ୍ଷରେ କହିଛନ୍ତି ପ୍ରତାପ। ଅଙ୍ଗନଓ୍ବାଡ଼ି କେନ୍ଦ୍ର ନିର୍ମାଣ ବିଳମ୍ବକୁ ନେଇ ପରୋକ୍ଷରେ ସୁଜାତାଙ୍କ ମୁଖା ଖୋଲିଛନ୍ତି ପ୍ରତାପ।…
Archives


