ମେଟ୍ରୋ

ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…

ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ ଆହ୍ୱାନ ଦେଇଛନ୍ତିା ଶିବିରରେ ନୀତିନ ନବୀନ ଉଦ୍ବୋଧନଦେଇ କହିଥିଲେ ଯେ, ଆଜିର ଯୁବପିଢ଼ୀ,…

ଶ୍ରୀଜିଉଙ୍କୁ ଦର୍ଶନ କଲେ ନୀତିନ ନବୀନ

ପୁରୀ,୧୮।୫(ଅଜିତ୍‌ କୁମାର ମହାନ୍ତି): ଶ୍ରୀକ୍ଷେତ୍ରରେ ଆଜି ଭକ୍ତିମୟ ପରିବେଶ ମଧ୍ୟରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ସେ ଶ୍ରୀମନ୍ଦିରକୁ ପହଞ୍ଚି ସିଂହଦ୍ୱାର ଦ୍ୱାରରେ ପ୍ରବେଶ କରି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଏହି ଅବସରରେ ତାଙ୍କ ସହ ରାଜ୍ୟର…

ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ ପ୍ରକାଶ କରିଛନ୍ତି। ଏହା ପୂର୍ୱ ଭାରତରେ SEBIର ପ୍ରଥମ କାର୍ଯ୍ୟାଳୟ ହେବ। କିଛି…

ଭୁବନେଶ୍ବରରେ ତେଲ ସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା, କାଲିଠୁ….

ଭୁବନେଶ୍ବର,୧୮।୫: ରାଜ୍ୟରେ ତେଲ ସଂକଟ ଭିତରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ବୟାନ ସାମ୍ନାକୁ ଆସିଛି । ତୈଳ ସ୍ଥିତିକୁ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିବା ବେଳେ ରାଜ୍ୟରେ ତେଲ ସଂକଟ ନାହିଁ ବୋଲି ସେ କହିଛନ୍ତି । ଗତ…

କ୍ରାଇମବ୍ରାଞ୍ଚ DGଙ୍କ ବଡ଼ ବୟାନ: ସୌମ୍ୟ ହତ୍ୟାର ସବୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୫: କ୍ରାଇମବ୍ରାଞ୍ଚ DG ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ସବୁ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିବା DG ମିଶ୍ର ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ଏପରିକି ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ ନେଇ ଅନେକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଥିଲା। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ…

କେବେ ବାହାରିବ ଯୁକ୍ତ ଦୁଇ ରେଜଲ୍ଟ? ବଡ଼ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର,୧୮।୫: ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି । ଏକାସଙ୍ଗେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ ବାହାରିବ । ଚଳିତ…

ଅମାନିଆ ଇସ୍କନର ବିଦେଶରେ ଅଦିନିଆ ରଥଯାତ୍ରା, ବିରୋଧ ସତ୍ତ୍ୱେ…

ଭୁବନେଶ୍ୱର,୧୭ା୫: ପୁଣି ଅମାନିଆ ହୋଇଛି ଇସ୍କନ। ଦକ୍ଷିଣ ଆଫ୍ରିକା ଓ ଆମେରିକାରେ ଅଦିନିଆ ରଥଯାତ୍ରା କରିଛି। ପ୍ରବାସୀ ଓଡ଼ିଆ ଓ ଜଗନ୍ନାଥ ପ୍ରେମୀଙ୍କ ପ୍ରତିବାଦକୁ ନ ମାନି ଶନିବାର ଦୁଇ ଦେଶରେ ଇସ୍କନ ପକ୍ଷରୁ ରଥଯାତ୍ରା ପାଳନ କରାଯାଇଛି। ଜୋହାନ୍ସବର୍ଗ ଓ…

ପ୍ଲାଟିନମ୍‌ ଉପାଦାନ ଉତ୍ତୋଳନ ସଫଳ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୫(ପି.ଟି./ସୁନିତ୍‌ ମିଶ୍ର): ବିଶ୍ୱ ବଜାରରେ ଲୁହାପଥର, ବକ୍ସାଇଟ୍‌, କ୍ରୋମାଇଟ୍‌ ଭଳି କଞ୍ଚାମାଲର ଚାହିଦା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ପ୍ଲାଟିନମ୍‌ର ଚାହିଦା ମଧ୍ୟ ବଢ଼ିିଛି । କେନ୍ଦୁଝର ଜିଲାର ବାଙ୍ଗୁର କ୍ରୋମାଇଟ୍‌ ଖଣିରୁ ପ୍ଲାଟିନମ୍‌ ଗ୍ରୁପ୍‌ ଏଲିମେଣ୍ଟ ଉତ୍ତୋଳନ କରିବାରେ…

ଆଜି ଓଡ଼ିଶା ଗସ୍ତରେ ନୀତିନ୍‌ ନବୀନ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ୍‌ ନବୀନ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ନୀତିନ୍‌ ସାଧାରଣ ଯାତ୍ରୀବାହୀ ବିମାନରେ ରବିବାର ସାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ।…

ଜୁନ୍‌ ୭ରେ ଓଡ଼ିଶା ସିଭିଲ ସର୍ଭିସ୍‌ ପ୍ରିଲିମ୍‌

କଟକ,୧୭।୫(କାର୍ତ୍ତିକ ସାହୁ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମନାରି ପରୀକ୍ଷା-୨୦୨୫ର କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଜୁନ୍‌ ୭ ତାରିଖ (ରବିବାର) ଏହି ପରୀକ୍ଷା ୨ଟି ପର୍ଯ୍ୟାୟରେ ହେବ। ଓଡ଼ିଶାର ୬ଟି ଜୋନ୍‌…

ସୁଧୁରୁନି ତୈଳ ସ୍ଥିତି, ବଢ଼ିଲାଣି କଳାବଜାର

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଓଡ଼ିଶାରେ ଦେଖା ଦେଇଥିବା ତୈଳ ସଙ୍କଟ ସ୍ଥିତିରେ ଶନିବାର ସୁଦ୍ଧା ସୁଧାର ଆସିପାରି ନାହିଁ। ଭୁବନେଶ୍ୱରଠାରୁ ଆରମ୍ଭ କରି ରାଜ୍ୟର ଅନ୍ୟ ଜିଲାଗୁଡ଼ିକରେ ଲୋକମାନେ ଲମ୍ୱା ଲାଇନ୍‌ରେ ପେଟ୍ରୋଲ, ଡିଜେଲ ନେବାକୁ ଅପେକ୍ଷା କରି ରହିଥିବାର ଦୃଶ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?