ମେଟ୍ରୋ

ଭିଜିଲାନ୍ସ ଜାଲରେ ଇଡ୍‌କୋ ସିଜିଏମ୍‌

ଭୁବନେଶ୍ୱର,୨୭।୧୨ (ସତ୍ୟଜିତ୍‌ ରାଉତ): ରାଜ୍ୟ ସରକାରଙ୍କ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ୍‌ ଇନ୍‌ଫ୍ରାଷ୍ଟ୍ରକ୍ଚର୍‌ ଡେଭଲପ୍‌ମେଣ୍ଟ୍‌ କର୍ପୋରେଶନ୍‌(ଇଡ୍‌କୋ)ର ଚିଫ୍‌ ଜେନେରାଲ୍‌ ମ୍ୟାନେଜର୍‌ (ପି ଏଣ୍ଡ୍‌ ଏ) ସରୋଜ କାନ୍ତ ମହାନ୍ତି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ଭୁବନେଶ୍ୱର ଭିଜିଲାନ୍ସ…

ଆଜିଠୁ ଭୁବନେଶ୍ୱରରୁ ଝାରସୁଗୁଡ଼ା ବିମାନ ଉଡ଼ାଇବ ଆଲିଆନ୍ସ ଏୟାର

ଭୁବନେଶ୍ୱର, ୨୭ା୧୨(ଅସମାପିକା ସାହୁ): ରାଜ୍ୟରେ ବ୍ୟାପକ ହେଉଛି ବିମାନ ସେବା। ଯାତାୟାତ ସୁବିଧା ସହ ରାଜ୍ୟ ଅର୍ଥନୀତିର ବିକାଶ ପାଇଁ ରାଜ୍ୟ ସରକାର ବିମାନ ସେବାରେ ନୂଆ ପଦକ୍ଷେପ ନେବା ସହ ଅଧିକରୁ ଅଧିକ ଅଞ୍ଚଳକୁ ଏଥିରେ ଯୋଡୁଛନ୍ତି। ସରକାରଙ୍କ ଆର୍ଥିକ…

ମଣିଷ ମୃତ୍ୟୁରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର, ୨୭ା୧୨(ଅସମାପିକା ସାହୁ): ରାଜ୍ୟରେ ହାତୀ-ମଣିଷ ଲଢ଼େଇ ବଢ଼ିବାରେ ଲାଗିଛି। ଏହାକୁ ରୋକିବାରେ ବନ ବିଭାଗ ଫେଲ୍‌ ମାରିଛି। ଏହି ପ୍ରସଙ୍ଗ ସାରା ଦେଶ ପାଇଁ ଏକ ଚିନ୍ତାଜନକ ବିଷୟ ହୋଇଥିବାବେଳେ ହାତୀଙ୍କ ଦ୍ୱାରା ମଣିଷ ଜୀବନ ହାନିରେ ଓଡ଼ିଶା ଦେଶରେ…

ନୂଆବର୍ଷ ପାଇଁ ଗାଇଡଲାଇନ: ରାତି ୧୨ଟା ୩୦ ପରେ ବନ୍ଦ ହୋଇଯିବ ହୋଟେଲ, ବାର

ଭୁବନେଶର,୨୬।୧୨: ଆଇ କେଇଟା ଦିନ ପରେ ବିଦାୟ ନେବ ୨୦୨୩। ଆରମ୍ଭ ହେବ ନୂଆବର୍ଷ ୨୦୨୪। ନୂଆ ବର୍ଷକୁ ଧୁମ ଧାମରେ ପାଳିବା ପାଇଁ ଏବେ ଠୁ ଯୁବପିଢି ପ୍ଲ୍‌ାନିଂ କରିସାରିଲେଣି। ଏହି ପରିପ୍ରେକ୍ଷୀରେ ସୁରକ୍ଷାକୁ ଦୃଷ୍ଟିରେ ରଖି ନୂଆବର୍ଷ ପାଇଁ…

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ କରୋନାର ନୂଆ ଭାରିଆଣ୍ଟ ଜେଏନ୍‌.୧ରେ ଆକ୍ରାନ୍ତ କି ନୁହେଁ ତାହା ସ୍ପଷ୍ଟ ହୋଇନାହିଁ। ରାଗୀ ଜଣଙ୍କ ସୁସ୍ଥ ଅଛନ୍ତି ଏବଂ ଘରେ ରହି…

କରୋନା ଭୟ: ଆତଙ୍କିତ ନ ହେବାକୁ ପରାମର୍ଶ

ଭୁବନେଶ୍ୱର, ୨୬ା୧୨(ଅସମାପିକା ସାହୁ):ରାଜ୍ୟରେ ଏବେ ଚିନ୍ତା ବଢ଼ାଇଛି କୋଭିଡ୍‌ ସଂକ୍ରମଣ। କିଛିଦିନର ବ୍ୟବଧାନ ପରେ ଗତ ଦୁଇଦିନ ହେଲା ଲଗାତର ସଂକ୍ରମିତ ଚିହ୍ନଟ ହୋଇଥିବାରୁ ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଛି। ତେବେ ଏହାକୁ ନେଇ ଆତଙ୍କିତ ନ ହେବା ପାଇଁ…

ଜୁନ୍‌ ୩୦ ସୁଦ୍ଧା ପୁରୁଣା ଗାଡ଼ିରେ ଭିଏଲ୍‌ଟିଡି ବାଧ୍ୟତାମୂଳକ

ଭୁବନେଶ୍ୱର, ୨୬।୧୨(ସୁନିତ୍‌ ମିଶ୍ର):ଆସନ୍ତା ଡିସେମ୍ବର ୩୧ ସୁଦ୍ଧା ପଞ୍ଜୀକୃତ ହୋଇଥିବା ଯାନଗୁଡ଼ିକୁ ୨୦୨୪ ଜୁନ୍‌ ୩୦ ସୁଦ୍ଧା ଭେହିକିଲ ଲୋକେଶନ ଟ୍ରାକିଂ ଡିଭାଇସ(ଭିଏଲ୍‌ଟିଡି) ଲଗାଇବାକୁ ବାଧ୍ୟ କରାଯାଇଛି। ନ ହେଲେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ରାଜ୍ୟ…

ଯାଞ୍ଚବେଳେ ପୋଲିସକୁ ଆକ୍ରମଣ, ଅଭିନେତା ଗିରଫ

ଭୁବନେଶ୍ୱର,୨୫।୧୨(ସୂର୍ଯ୍ୟକାନ୍ତ ବେହେରା): ପୋଲିସ କର୍ମଚାରୀଙ୍କୁ ଗାଳିଗୁଳଜ ସହ ଆକ୍ରମଣ କରିବା ଅଭିଯୋଗରେ ଭରତପୁର ଥାନା ପୋଲିସ ଜଣେ ଅଭିନେତାଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ସେ ହେଲେ ନୟାପଲ୍ଲୀରେ ରହୁଥିବା ପୁରୀର ବିରଞ୍ଚତ୍ ନାରାୟଣ ନାୟକ। ସେ ଏକାଧିକ…

ମଙ୍ଗଳବାରଠୁ ରାଉରକେଲାରୁ କୋଲକାତାକୁ ସିଧାସଳଖ ବିମାନ

ଭୁବନେଶ୍ୱର, ୨୫।୧୨(ଅସମାପିକା ସାହୁ): ରାଉରକେଲାରୁ କୋଲକାତାକୁ ସିଧାସଳଖ ବିମାନସେବା ମଙ୍ଗଳବାର ଆରମ୍ଭ ହେବ। ଆଲାଏନ୍ସ ଏୟାର ପକ୍ଷରୁ ଏହି ସେବା ପ୍ରଦାନ କରାଯିବ। ସପ୍ତାହକୁ ମଙ୍ଗଳବାର, ଗୁରୁବାର ଏବଂ ଶନିବାର ଆଦି ୩ଦିନ ଏହି ବିମାନ ଚଳାଚଳ କରିବ। ମଙ୍ଗଳବାର ପୂର୍ବାହ୍ନ…

କରୋନା ଭୟ: ଆତଙ୍କିତ ନ ହେବାକୁ ପରାମର୍ଶ

ଭୁବନେଶ୍ୱର, ୨୫।୧୨(ଅସମାପିକା ସାହୁ): ରାଜ୍ୟରେ ଏବେ ଚିନ୍ତା ବଢ଼ାଇଛି କୋଭିଡ୍‌ ସଂକ୍ରମଣ। କିଛିଦିନର ବ୍ୟବଧାନ ପରେ ଗତ ଦୁଇଦିନ ହେଲା ଲଗାତର ସଂକ୍ରମିତ ଚିହ୍ନଟ ହୋଇଥିବାରୁ ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଛି। ତେବେ ଏହାକୁ ନେଇ ଆତଙ୍କିତ ନ ହେବା…

‘ମାମୁନି ଚରିତ୍ରରୁ ମୋର ପରିଚୟ’

ଅଭିନେତ୍ରୀ ସମର୍ପିତା ଦାଶଙ୍କ ପ୍ରଥମ ଚଳଚ୍ଚିତ୍ର ‘ଏଇ ଆକାଶ ତଳେ’ ନିକଟରେ ରିଲିଜ ହୋଇଯାଇଛି। ସ୍ଥିତି ପଟ୍ଟନାୟକ ଚରିତ୍ରରେ ଅଭିନୟର ଯାଦୁ ଦେଖାଇଥିବା ସମର୍ପିତାଙ୍କୁ ନେଇ ଏବେ ଓଲିଉଡ୍‌ ଇଣ୍ଡଷ୍ଟ୍ରିରେ ଚାଲିଛି ଚର୍ଚ୍ଚା। ଏହି ନବାଗତା ନାୟିକାଙ୍କ ଅଭିନୟ ଯାତ୍ରା ଆରମ୍ଭରୁ…

ଆଜି ସାରା ବିଶ୍ୱରେ ପାଳନ ହେଉଛି ପ୍ରଭୁ ଯୀଶୁଙ୍କ ଜନ୍ମଦିନ

ଭୁବନେଶ୍ୱର,୨୫ା୧୨: ଆଜି ହେଉଛି ଖ୍ରୀଷ୍ଟମାସ ବା ବଡ଼ଦିନ। ଶାନ୍ତି, ଐକ୍ୟ ଓ ପ୍ରେମର ବାର୍ତ୍ତା ନେଇ ଧରାପୃଷ୍ଠରେ ଅବତରଣ କରିଛନ୍ତି ପ୍ରଭୁ ଯୀଶୁ। ଏନେଇ ସାରା ବିଶ୍ୱରେ ଥିବା ବିଭିନ୍ନ ଚର୍ଚ୍ଚରେ ସମୂହ ପ୍ରାର୍ଥନା କରାଯାଉଛି। ଭୁବନେଶ୍ୱରରେ ଥିବା ଚର୍ଚ୍ଚ ପରିସରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?