ବିଏମ୍ସି ପକ୍ଷରୁ ଥ୍ରୀ ଆର୍ ଅଭିଯାନ ଆରମ୍ଭ
ଭୁବନେଶ୍ୱର, ୧୬।୫ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଆରମ୍ଭ ହୋଇଛି ଥ୍ରୀ ଆର୍ (R) ବା ରିଡ୍ୟୁସ୍, ରି-ୟୁଜ୍ ଓ ରିସାଇକେଲ। ଅର୍ଥାତ୍ କମ୍ ଉପଯୋଗ କରିବା, ତା’ର ପୁନଃ ବ୍ୟବହାର କରିବା ଏବଂ ପୁନଃ ଚକ୍ରଣ...
ସରକାରୀ ଅର୍ଥରେ ଦୁବାଇ ଗସ୍ତ ନିନ୍ଦନୀୟ: ବିରୋଧୀ
ଭୁବନେଶ୍ୱର,୧୬ା୫(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇକୁ ସୋମବାରଠାରୁ ସିଧାସଳଖ ବିମାନ ସେବା ଆରମ୍ଭ ହୋଇଛି। ଏହି ବିମାନରେ ବିଜେଡିର ପ୍ରାୟ ୧୫ରୁ ଊର୍ଦ୍ଧ୍ୱ ବିଧାୟକ ଦୁବାଇ ଗସ୍ତ କରିଛନ୍ତି। ବିଧାୟକଙ୍କ ଗସ୍ତକୁ ବିରୋଧୀ ଭାଜପା ଓ କଂଗ୍ରେସ ପକ୍ଷରୁ କଡା ସମାଲୋଚନା କରାଯାଇଛି।...
କ୍ଷତିପୂରକ ବନୀକରଣ ପାଇଁ ଗଠନ ହେବ ଲ୍ୟାଣ୍ଡ ବ୍ୟାଙ୍କ
ଭୁବନେଶ୍ୱର,୧୬ା୫(ବ୍ୟୁରୋ): ଶିଳ୍ପାୟନ, ସହରୀକରଣ, ଜନସଂଖ୍ୟା ବୃଦ୍ଧି ଯୋଗୁ ରାଜ୍ୟରେ ଜଙ୍ଗଲ ନଷ୍ଟହେବାରେ ଲାଗିଛି। ବିକାଶ ନାଁରେ ବ୍ୟାପକ ଗଛ କାଟି ପଦା କରାଯାଉଛି। ଅନ୍ୟପକ୍ଷରେ ନୂଆ ଜଙ୍ଗଲ ପାଇଁ ଜାଗା ନାହିଁ। ଏଥିଲାଗି ସରକାର ଲ୍ୟାଣ୍ଡ୍ ବ୍ୟାଙ୍କ ଗଠନ କରିବାକୁ...
ଖରାଠୁ ବଳିଗଲା ଗୁଳୁଗୁଳି
ଭୁବନେଶ୍ୱର,୧୬ା୫(ବ୍ୟୁରୋ): ସୋମବାର ସାରା ରାଜ୍ୟରେ ଅସହ୍ୟ ଖରାତାତି ସହ ପ୍ରବଳ ଗୁଳୁଗୁଳି (ହିଟ୍ ଓ୍ବେଭ୍) ଅନୁଭୂତ ହୋଇଥିଲା। ସକାଳ ୯ଟାରୁ ମୁଣ୍ଡଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଥିବାବେଳେ ପଶ୍ଚିମ ଓଡ଼ିଶାରେ ସ୍ଥିତି ସବୁଠୁ ବିଗିଡି ଯାଇଥିଲା। ଦ୍ୱୈତ ନଗରୀ କଟକ...
ରାଜ୍ୟରେ ୪୦ ଡିଗ୍ରୀ ଉପରେ ୧୮ ସହର
ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମପ୍ରଭାବ ଜାରି ରହିଛି। ସକାଳ ୯ଟାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ତେବେ ସୋମବାର ୪୪ .୪ ଡିଗ୍ରୀ ତାପମାତ୍ରା ସହ ବଲାଙ୍ଗିର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିବା ବେଳେ ଟିଟିଲାଗଡରେ ୪୪...
୧୭୦ ଯାତ୍ରୀଙ୍କୁ ନେଇ ଦୁବାଇରୁ ଆସିଲା ବିମାନ
ଭୁବନେଶ୍ୱର,୧୫।୫(ବ୍ୟୁରୋ): ଦୁବାଇରୁ ଓଡ଼ିଶା ଆସିଲା ବିମାନ । ବିନା ଷ୍ଟପେଜରେ ୧୭୦ ଜଣ ଯାତ୍ରୀ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ । ସାଢେ ଚାରି ଘଣ୍ଟାର ଯାତ୍ରା ପରେ ସମସ୍ତେ ଭୁବନେଶ୍ବରରେ ପହଞ୍ଚିଥିବା କହିଛନ୍ତି । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ...
ଗର୍ଭବତୀଙ୍କୁ କିରୋସିନ ଢାଳି ନିଆଁ ଲଗାଇଦେଲେ ପୂଜକ
ଭୁବନେଶ୍ୱର,୧୫।୫ (ବ୍ୟୁରୋ): ମନ୍ଦିର ପୂଜକଙ୍କ ଅମାନବୀୟ କାଣ୍ଡ। ଜଣେ ବିବାହିତା ଗର୍ଭବତୀ ମହିଳାଙ୍କୁ ପ୍ରେମରେ ଫସାଇ ପାଖରେ ରଖିଲେ। ଏବେ କୌଣସି କାରଣରୁ ତାଙ୍କ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ। ମହିଳା ଜଣକ ଗର୍ଭବତୀ ଥିବାବେଳେ ସେ...
ଲୟୋଲା ସ୍କୁଲର ଉଲ୍ଲେଖନୀୟ ସଫଳତା
ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଆଇସିଏସ୍ଇ ଦଶମ ଓ ଆଇଏସ୍ସି ଦ୍ୱାଦଶ ପରୀକ୍ଷାରେ ଭୁବନେଶ୍ୱରସ୍ଥିତ ଲୟୋଲା ସ୍କୁଲ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ଦଶମରେ ୨୧୩ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବାବେଳେ ୨୧୨ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ଛାତ୍ରୀ ପ୍ରିତିକା ମିଶ୍ର ଓ ଛାତ୍ର ଆୟୁଷ ନନ୍ଦ...
ଶପଥ ନେଲେ ଦୀପାଳି
ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନରେ ବିଜୟ ଲାଭ କରିଥିବା ଦୀପାଳି ଦାସ ସୋମବାର ପୂର୍ବାହ୍ନରେ ବିଧାୟିକା ଭାବେ ଶପଥ ଗ୍ରହଣ କରିଛନ୍ତି। ବିଧାନସଭାରେ ଉପବାଚସ୍ପତି ରଜନୀକାନ୍ତ ସିଂ ତାଙ୍କୁ ଶପଥ ପାଠ କରାଇଛନ୍ତି। ସେ ତାଙ୍କ ମା’ ଏବଂ ଭାଇଙ୍କ ସହ...
ଆଜି ବିଧାୟିକା ଭାବେ ଶପଥ ନେବେ ଦୀପାଳି
ଭୁବନେଶ୍ବର,୧୫ା୫(ବ୍ୟୁରୋ): ଝାରସୁଗୁଡ଼ାର ନବ ନିର୍ବାଚିତ ବିଧାୟିକା ଦୀପାଳି ଦାସ ରବିବାର ଭୁବନେଶ୍ୱରରେ ପହଞ୍ଚିବା ପରେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଆଶୀର୍ବାଦ ନେଇଛନ୍ତି। ଝାରସୁଗୁଡ଼ା ଲୋକଙ୍କ ପାଇଁ ସମର୍ପିତ ହୋଇ କାମ କରିବାକୁ ଦୀପାଳିଙ୍କୁ...
୧୪ ଏସ୍ଡିସି ଶୁଭାରମ୍ଭ ନେଇ ରାଜନୀତି
ଭୁବନେଶ୍ବର, ୧୫ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ୧୪ ଜିଲାରେ ନୂତନ ଭାବେ ସ୍ବତନ୍ତ୍ର ଉନ୍ନୟନ ପରିଷଦ(ଏସ୍ଡିସି)ର ଶୁଭାରମ୍ଭ କରିଛନ୍ତି। ପୂର୍ବରୁ ୯ଟି ଜିଲାରେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ଶୁଭାରମ୍ଭ ହୋଇଥିଲା। ଏବେ ମୋଟ୍ ୨୩ ଜିଲାରେ ସ୍ବତନ୍ତ୍ର ଉନ୍ନୟନ...
ତୃତୀୟ ସାମ୍ମୁଖ୍ୟ ‘ଯିବେ ନ ଯିବେ’
ଭୁବନେଶ୍ବର, ୧୫ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଦାପି ନିଜ ଆଭିମୁଖ୍ୟ ବଦଳାଇବେ ନାହିଁ। ମନ୍ମଥ ନାଥ ଦାସଙ୍କ ଭଳି ଜଣେ ବିଶିଷ୍ଟ ଐତିହାସିକଙ୍କୁ ରାଜ୍ୟ ସଭା ନିର୍ବାଚନରେ ବିଜେଡି ସମର୍ଥନ କରି ନ ଥିଲା। ହେଲେ ନିକଟରେ ଭାଜପା ରାଜ୍ୟ...
Archives


