ବଦଳିଲେ ୧୨ ଓଏଏସ୍ ଅଧିକାରୀ
ଭୁବନେଶ୍ୱର,୨୨ା୭(ଅନିଲଦାସ)-ରାଜ୍ୟ ସରକାର ଓଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି। ସୋମବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଅବକାରୀ ବିଭାଗ ଅତିରିକ୍ତ କମିଶନର ରାମଚନ୍ଦ୍ର ପଣ୍ଡାଙ୍କୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ସେକ୍ରେଟାରି…
୨୫ରେ ଲଘୁଚାପ: ଦୁଇଦିନ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୪ା୭(ଅନିଲଦାସ): ପଶ୍ଚିମ କେନ୍ଦ୍ରୀୟ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ସୋମବାର ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଉକ୍ତ ଲଘୁଚାପ ରାଜ୍ୟରେ ବର୍ଷାର ପରିମାଣ ବଢ଼ାଇବା ନେଇ…
ରେଳଧାରଣାରୁ ଦମ୍ପତିଙ୍କ ମୃତଦେହ ଜବତ
ଭୁବନେଶ୍ୱର,୨୪ା୭(ସୂର୍ଯ୍ୟକାନ୍ତ ବେହେରା): ବାଣୀବିହାର ଷ୍ଟେଶନ ନିକଟସ୍ଥ ବମିଖାଲ ରେଳଧାରଣାରୁ ସୋମବାର ସକାଳୁ ଜିଆରପି ଏକ ଦମ୍ପତିଙ୍କ ମୃତଦେହ ଜବତ କରିଛି। ଦମ୍ପତିଙ୍କ ଘର କଟକରେ ହୋଇଥିବା ବେଳେ ଉଭୟ ସହିଦନଗର ଶାନ୍ତିପଲି ବସ୍ତିରେ ରହୁଥିଲେ। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ…
୮୯ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନାମଲେଖା ବନ୍ଦ
ଭୁବନେଶ୍ୱର,୨୪ା୭(ଅନୁରାଧା ମହାରଣା): ସିଟ୍ ତୁଳନାରେ ଯୁକ୍ତ୨ ନାମଲେଖା ହାର କମ୍ ଥିବା ବା ଆଦୌ ହୋଇ ନ ଥିବା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (ଏଚ୍ଏସ୍ଏସ୍୍) ଉପରେ ପଦକ୍ଷେପ ଆରମ୍ଭ ହୋଇଛି। ରାଜ୍ୟର ୮୯ଟି ଏଚ୍ଏସ୍ଏସ୍ରେ ଆଉ ନାମଲେଖା ହେବ ନାହିଁ। ସେହିପରି…
ଆସୁଛି ଆଉ ଏକ ଲଘୁଚାପ, ବଢ଼ିବ ବର୍ଷା
ଭୁବନେଶ୍ୱର,୨୪ା୭(ଅନୁରାଧା ମହାରଣା): ସାରା ରାଜ୍ୟରେ ଏବେ ମୌସୁମୀ ବର୍ଷା ଜାରି ରହିଛି। ଖରା, ଗୁଳୁଗୁଳି ଭିତରେ ତୁହାକୁ ତୁହା ବର୍ଷୁଛି। ଶନିବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ରବିବାର ଦକ୍ଷିଣ ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୩.୧ କିମି ଉଚ୍ଚତାରେ ବାୟୁମଣ୍ଡଳରେ…
ସାପ କାମୁଡ଼ା ମୃତ୍ୟୁରେ ଓଡ଼ିଶା ଦ୍ୱିତୀୟ
ଭୁବନେଶ୍ୱର,୨୪।୭(ଅଭିଜିତ ଦାସ): ଓଡ଼ିଶାରେ ସାପ କାମୁଡ଼ା ମୃତ୍ୟୁସଂଖ୍ୟା ବଢ଼ିଚାଲିଛି। ବର୍ଷାଦିନ ଆସିଲେ ସାପକୁ ନେଇ ବିଶେଷକରି ଗ୍ରାମାଞ୍ଚଳରେ ଭୟ ବଢ଼ୁଛି। ଉନ୍ନତ ଚିକିତ୍ସା ବ୍ୟବସ୍ଥା ନ ଥିବାରୁ ସାପ କାମୁଡ଼ା ରୋଗୀଙ୍କ ଜୀବନ ବିପଦ ମୁହଁକୁ ଠେଲି ହୋଇଯାଉଥିବା ଅଭିଯୋଗ ହେଉଛି।…
ଜେଇ ସିଭିଲ ମେନ୍ ପରୀକ୍ଷା ରଦ୍ଦ
ଭୁବନେଶ୍ୱର/ବାଲେଶ୍ୱର, ୨୪।୭ (ଅନୁରାଧା ମହାରଣା /ମାନସ ବିଶ୍ୱାଳ): ଗତ ୧୬ ତାରିଖରେ ହୋଇଥିବା ଜେଇ ସିଭିଲ ମେନ୍ ପରୀକ୍ଷାକୁ ରଦ୍ଦ କରାଯାଇଥିବା ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ (ଓଏସ୍ଏସ୍ସି) ଅଧ୍ୟକ୍ଷ ଅଭୟ ରବିବାର ଟୁଇଟ୍ କରି ସୂଚନା ଦେଇଛନ୍ତି। ପରୀକ୍ଷା ପୂର୍ବରୁ…
ଦଳରେ କେହି ଅସନ୍ତୁଷ୍ଟ ନାହାନ୍ତି: ଶରତ
ଭୁବନେଶ୍ୱର,୨୩।୭(ଅନିଲ ଦାସ): ରାଜ୍ୟ କଂଗ୍ରେସରୁ ୨ଜଣ ବରିଷ୍ଠ ନେତା ବିଧାୟକ ମହମ୍ମଦ ମୋକିମ ଏବଂ ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳଙ୍କୁ ନିଲମ୍ବିତ କରିବା ପରେ ରାଜ୍ୟ କଂଗ୍ରେସରେ ଦୁଇଟି ଗୋଷ୍ଠୀ ମୁଣ୍ଡ ଟେକିଛି। ଗୋଟିଏ ପଟେ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଚାଲିଥିବା…
ଏଚ୍ଡିଏଫ୍ସି ବ୍ୟାଙ୍କର ସ୍ମାର୍ଟ ଲବି ଉଦ୍ଘାଟିତ
ଭୁବନେଶ୍ୱର,୨୩।୭: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ପରିସରରେ ଏଚ୍ଡିଏଫ୍ସି ବ୍ୟାଙ୍କର ସ୍ମାର୍ଟ ଲବି ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ଆଡଭୋକେଟ ଜେନେରାଲ ଅଶୋକ ପରିଜା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ…
୨୯ ସେପ୍ଟେମ୍ବରରୁ ୨ୟ ପ୍ରୋପ୍ୟାକ୍ ଓଡ଼ିଶା
ଭୁବନେଶ୍ୱର,୨୩।୭(ଅଭୟ ଦାଶ): ରାଜ୍ୟର ପ୍ରମୁଖ ଶିଳ୍ପ ସଂଗଠନ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ଶିଳ୍ପୋଦ୍ୟୋଗୀ ସଂଘ (ଓସ୍ମେ) ଓ ଫ୍ୟୁଚରେକ୍ସର ମିଳିତ ସହଯୋଗରେ ୨ୟ ପ୍ରୋପ୍ୟାକ୍ ଓଡ଼ିଶା ଓ ଓଡ଼ିଶା ପ୍ଲାଷ୍ଟ-୨୦୨୩ ପ୍ରଦର୍ଶନୀ ଅନୁଷ୍ଠିତ ହେବାକୁ ଯାଉଛି। ବିଶେଷକରି ଉକ୍ତ ପ୍ରଦର୍ଶନୀ…
ସେପ୍ଟେମ୍ବର ସୁଦ୍ଧା ଭୁବନେଶ୍ୱରରୁ ଏୟାର କାର୍ଗୋ ସେବା
ଭୁବନେଶ୍ୱର,୨୩।୭: ୱାର୍ଲଡ ଟ୍ରେଡ୍ ସେଣ୍ଟର (ଡବ୍ଲ୍ୟୁଟିସି) ଭୁବନେଶ୍ୱର ପକ୍ଷରୁ ଆୟୋଜିତ ବିଶ୍ୱ ବାଣିଜ୍ୟ ଦିବସ ଏବଂ ବାର୍ଷିକ ସଦସ୍ୟ ସମ୍ମିଳନୀ କାର୍ଯ୍ୟକ୍ରମ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ବୈଦେଶିକ ବାଣିଜ୍ୟ ମହାନିର୍ଦେଶାଳୟ ନୂଆଦିଲ୍ଲୀର ମହାନିର୍ଦ୍ଦେଶକ ସନ୍ତୋଷ ଷଡ଼ଙ୍ଗୀ ମୁଖ୍ୟ…
ମହିଳା ସଶକ୍ତୀକରଣ ସ୍ଲୋଗାନ ନୁହେଁ, ଆମ ପ୍ରଗତିର ମନ୍ତ୍ର: ନବୀନ
ଭୁବନେଶ୍ୱର,୨୩।୭(ଅନିଲ ଦାସ): ମହିଳା ସଶକ୍ତୀକରଣ ଆମ ପାଇଁ ଏକ ସ୍ଲୋଗାନ ନୁହେଁ, ଏହା ଆମ ପ୍ରଗତିର ମନ୍ତ୍ର । ମୁଁ ସବୁବେଳେ କହି ଆସିଛି ଆଉ ମୋର ଦୃଢ଼ ବିଶ୍ବାସ ଯେ ମା’ମାନଙ୍କ ସଶକ୍ତୀକରଣ ବିନା କୌଣସି ସମାଜ, ରାଜ୍ୟ ବା…
Archives


